Latest Odisha News

BREAKING NEWS

Browsing Category

କେନ୍ଦୁଝର

Kendujhar

କେନ୍ଦୁଝରରେ ବନ୍ୟପ୍ରାଣୀ ସପ୍ତାହ ପାଳିତ

କେନ୍ଦୁଝର : କେନ୍ଦୁଝର ବନଖଣ୍ଡ ପକ୍ଷରୁ ୬୭ ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ ହୋଇଯାଇଛି । ଏହି ଅବସରରେ ଡିଏଫଓ ଡି.ଡି ହନୁମତଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ହାତୀ ମାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଓ ଖଣି ଏକଜ୍ୟୁକେଟିଭ୍ ମାନଙ୍କ ସମ୍ବେଦନଶୀଳତା ଉପରେ ଏହି ବୈଠକରେ ଆଲୋଚନା…

୧୧ କେଭି ବିଦ୍ୟୁତ ନେଲା ଆଇଟିଆଇ ଛାତ୍ରଙ୍କ ଜୀବନ , ଅନ୍ୟଜଣେ ଗୁରୁତର

କେନ୍ଦୁଝର : ୧୧ କେଭି ବିଦ୍ୟୁତ ତାର ନେଲା ଛାତ୍ରଙ୍କ ଜୀବନ । କେନ୍ଦୁଝର ବଡବିଲ ଆଇଟଆଇ ଶିକ୍ଷାନୁଷ୍ଠାନ ପରିସରରେ ଆଜି ଏକ ଅଘଟଣ ଘଟିଛି । ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଆଇଟିଆଇ ଛାତ୍ରଙ୍କ ମୃତ୍ୟୁ ହୋଇଯାଇଛି । ମୃତ ଛାତ୍ର ଜଣକ ଫିଟର ଟ୍ରେଡ ପଢ଼ୁଥିବା ବେଳେ ସେ ମୟୂରଭଞ୍ଜ ଜିଲ୍ଲାର…

ଗାଁରେ ଇଣ୍ଟରନେଟ୍ ସେବା ବାଧାପ୍ରାପ୍ତ ,ପାହାଡ ଉପରେ ଟିକା ନେଲେ ଲୋକମାନେ

କେନ୍ଦୁଝର : ନେଟୱାର୍କ ନଆସିବାରୁ ପାହାଡ ଉପରେ ଟିକା ନେଲେ ଲୋକମାନେ । କେନ୍ଦୁଝର ଯୋଡା ବ୍ଲକ କାଲିମାଟି ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନରେ ଥିବା ପିଢ ପୋଖରୀ ଗାଁ ରେ ଏପରି ଦୃଶ୍ୟ ଦେଖିବାକୁ ମିଳିଛି । ଇଣ୍ଟରନେଟ ଅଭାବରୁ ଗ୍ରାମବାସୀ ପାହଡ ଉପରେ ଟିକା ନେବାକୁ ବାଧ୍ୟ ହୋଇଛନ୍ତି। ଚାରିଆଡେ…

ସୁଲଗୋଡାରେ ହାତୀ ଆତଙ୍କ

କେନ୍ଦୁଝର:ସୁଲଗୋଡାରେ ହାତୀ ଆତଙ୍କ । ସୁଲଗୋଡାରେ ବ୍ୟାପକ ଫସଲ ନଷ୍ଟ କଲେ ୨୧ଟିକିଆ ହାତୀପଲ । କେନ୍ଦୁଝର ଚମ୍ପୁଆ ରେଞ୍ଜ ବାଲିବନ୍ଧ ବିଟର ସୁକୁଗୋଡ଼ାରେ ୨୧ ଟିକିଆ ହାତୀ ପଲଙ୍କୁ ଦେଖି ଲୋକେ ଭୟଭୀତ ଅଛନ୍ତି । ହାତୀପଲ ନିକଟ ଜଙ୍ଗଲରୁ ବାହାରି ସୁଲୁଗୁଡା ଗାଁ ନିକଟ ଚାଷ ଜମିରେ ପଶି ବ୍ୟାପକ…

କରୋନା ଟୀକା ଯୋଗୁ ସ୍ୱାମୀ ସ୍ତ୍ରୀ ମତାନ୍ତର, ସ୍ତ୍ରୀ ମୃତ

କେନ୍ଦୁଝର: କରୋନା ଟୀକା ପାଇଁ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ଝଗଡା, ସ୍ତ୍ରୀ ର ଆତ୍ମହତ୍ୟା । କରୋନା ଟୀକା ପାଇଁ ଆତ୍ମହତ୍ୟା ପରି ଏକ ଅଭାବନୀୟ ଘଟଣା ଘଟିଛି ତେଲକୋଇ ଥାନା ଅଧୀନ ସରୁଆଳି ଗାଁରେ । ଗାଁରେ ଆଜି କରୋନା ଟୀକା କରଣ କାର୍ଯ୍ୟକ୍ରମ ରହିଥିଲା, ଗାଁର କିଶୋର ଖିଲାରଙ୍କ ସ୍ତ୍ରୀ…

ରାସ୍ତାକାମ ତଦାରଖ ପାଇଁ ଆସିଥିଲେ ଅଧିକାରୀ, ସଡ଼କ ଦୁର୍ଘଟଣାରେ ମୃତ

ଆନନ୍ଦପୁର: ରାସ୍ତାକାମ ତଦାରଖ ପାଇଁ ଆସିଥିଲେ ଅଧିକାରୀ, ସଡ଼କ ଦୁର୍ଘଟଣାରେ ଚାଲିଗଲା ଜୀବନ । ମୃତ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବ୍ଲକ ବାଙ୍ଖିଡି ନିକଟରେ ଦୁର୍ଘଟଣା । ସଡ଼କ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଜଣେ ଏନ୍‌କିୟୁଏମ୍‌ ଅଧିକାରୀ ଗୁହାରଚନ୍ଦ୍ର ପନୱର  ବୋଲି…

କେନ୍ଦୁଝରରେ ଭାରତ ବନ୍ଦ ଡାକରା ପ୍ରଭାବରେ ଗାଡି ଚଳାଚଳ ଠପ୍

କେନ୍ଦୁଝର: କେନ୍ଦୁଝରରେ ମଧ୍ୟ ଭାରତ ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି । କେନ୍ଦ୍ରୀୟ କୃଷି ଆଇନ ପ୍ରତ୍ୟାହାର ଦାବିରେ ସଂଯୁକ୍ତ କୃଷକ ମୋର୍ଚ୍ଚା ଭାରତ ବନ୍ଦ ଡାକରା ଦେଇଛି। ସହରର ଗାନ୍ଧୀ ଛକରେ ସିପିଆଇ(ଏମଏଲ) ଲିବାରେସନ,ଅଖିଳଭାରତୀୟ କୃଷକ ମହାସଭା ,ଇଣ୍ଡିଆନ ନେସନାଲ ଟ୍ରେଡ ୟୁନିୟନ…

ପୁଣି ମାତିଲା ହାତୀ, ଏକର ଏକର ଧାନ ଫସଲ ନଷ୍ଟ

ତେଲକୋଇ: ପୁଣି ମାତିଲା ହାତୀ । ବିଭିନ୍ନ ସ୍ଥାନରେ ହାତୀ ଉପଦ୍ରବ ଲାଗି ରହିଛି । ହାତୀ ଗାଁଗୁଡିକରେ ପଶିବା ସହିତ ଆତଙ୍କ ଖେଳାଇବାରେ ଲାଗିଛନ୍ତି । ସେହିଭଳି ତେଲକୋଇରେ ମଧ୍ୟ ହାତୀ ଉପଦ୍ରବ ଜାରି ରହିଛି । ଗାଁରେ ପ୍ରାୟ ୮ଟିକିଆ ହାତୀ ପଲ ପଶି ଆତଙ୍କ ଖେଳାଇଛନ୍ତି । ତେଲକୋଇ ରେଞ୍ଜ ତାଳପଦା…

କଥା ରଖିଲେ ମୁଖ୍ୟମନ୍ତ୍ରୀ, ସାମ୍ବାଦିକ ଅରିନ୍ଦମଙ୍କ ପରିବାରକୁ ମିଳିଲା ସହାୟତା ରାଶି

କେନ୍ଦୁଝର: ମୁଣ୍ଡଳିରେ ଖବର ସଂଗ୍ରହ କରୁଥିବା ସମୟରେ ଜଣାଶୁଣା ସାମ୍ବାଦିକ ଅରିନ୍ଦମ ଦାସଙ୍କ ମୃତ୍ୟୁ ଘଟିଥିଲା । ଏହି ଘଟଣାକୁ ନେଇ ସାରା ରାଜ୍ୟରେ ଖେଳିଥିଲା ଶୋକର ବାତାବରଣ । ଅରିନ୍ଦମଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା…

ସାମ୍ବାଦିକ ଅରିନ୍ଦମ ଦାସଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ପ୍ରଦାନ

କେନ୍ଦୁଝର: ଦିବଂଗତ ସାମ୍ବାଦିକ ଅରିନ୍ଦମ ଦାସଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ରାଶି ପ୍ରଦାନ କରିଛନ୍ତି ରାଜ୍ୟ ସରକାର । ଅରିନ୍ଦମଙ୍କ ପତ୍ନୀ ସମୀକ୍ଷାଙ୍କୁ ଏହି ଅର୍ଥ ରାଶି ପ୍ରଦାନ କରିଛନ୍ତି କେନ୍ଦୁଝର ଉପଜିଲ୍ଲାପାଳ ରାମଚନ୍ଦ୍ର କିସ୍କୁ । ଆଜି ତାଙ୍କ ଘରକୁ ଯାଇ ଅର୍ଥ…