Latest Odisha News

BREAKING NEWS

Browsing Category

ଖୋର୍ଦ୍ଧା

Khurda

ମୁକୁନ୍ଦପ୍ରସାଦ ହତ୍ୟା ଘଟଣା: ବଳବତ୍ତର ୧୬୩ ଧାରା, ଗିରଫଦାରୀ ୧୧ ଛୁଇଁଲା

ଖୋର୍ଦ୍ଧା: ଖୋର୍ଦ୍ଧା ମୁକୁନ୍ଦପ୍ରସାଦ ହତ୍ୟାକୁ ୮ ଦିନ ବିତିଯାଇଥିଲେ ବି ଏବେ ମଧ୍ୟ ସଂପୃକ୍ତ ଅଞ୍ଚଳରେ ଜାରି ରହିଛି ୧୬୩ ଧାରା । ମୁତୟନ ହୋଇଛନ୍ତି ପୋଲିସ ଫୋର୍ସ । ଅନ୍ୟପଟରେ ଗୋଷ୍ଠୀ ସଂଘର୍ଷ ନେଇ ବିଭିନ୍ନ ସ୍ଥାନରେ ପୋଲିସର ଚଢାଉ କରି ଏଯାବତ ମୋଟ ୧୧ ଜଣଙ୍କୁ ଗିରଫ କରିଛି ।…

ବାପାର ବୋମା ମାଡରେ ପୁଅ ମୃତ

ଖୋର୍ଦ୍ଧା: କୁହନ୍ତି ଯେ ପାଞ୍ଚେ ପରର ମନ୍ଦ ତା' ମନ୍ଦ ପାଞ୍ଚନ୍ତି ଗୋବିନ୍ଦ । ବଡପୁଅକୁ ମାରିବାକୁ ବାପା କରିଥିଲା ବୋମାମାଡ । କିନ୍ତୁ ସେହି ବୋମାରେ ଗଲା ସାନପୁଅର ଜୀବନ । ଖୋର୍ଦ୍ଧା ଜିଲା ବାଲୁଗାଁ ବାଣପୁର ଥାନା ସାହାସପୁର ଶାନ୍ତିନଗରରେ ଦେଖିବାକୁ ମିଳିଛି ଏପରି ଅଭାବନୀୟ ଘଟଣା ।…

୪ ଦିନ ପରେ ବି ପତ୍ତା ନାହିଁ: ପାଣି ଭିତରେ ପଶି ଓମଙ୍କୁ ଖୋଜୁଛି ରୋବର୍ଟ

ଖୋର୍ଦ୍ଧା: ରିଲସ୍ ହେଲା କାଳ । ଏହାରି ଭିତରେ ବିତିଗଲଣି ୪ ଦିନ । ହେଲେ ଜଳଦତ୍ସ୍ୟୁ କବଳରୁ ଓମଙ୍କୁ ଫେରାଇ ଆଣିପାରୁନାହିଁ ଓଡ୍ରାପ ଟିମ୍ । ପାଣି ଏତେ ଗଭୀର ଯେ ଏହା ଉଦ୍ଧାରକାରୀ ଟିମଙ୍କ ଆୟତ୍ତ ବାହାରେ । ସେଥିପାଇଁ ଏକ ସ୍ବତନ୍ତ୍ର ରୋବର୍ଟ ପାଣି ଭିତରେ ପଶି ଓମଙ୍କୁ ଖୋଜୁଛି ।…

ଘରକୁ ଫେରୁଥିବା ବେଳେ ବଜ୍ରପାତରେ ଚାଲିଗଲା ଦୁଇ ଜଣଙ୍କ ଜୀବନ

ଖୋର୍ଦ୍ଧା: ଖୋର୍ଦ୍ଧା ପୁବୁସାହି ପଞ୍ଚାୟତର ଜୟମଙ୍ଗଳ ଗାଁରେ ଅଭାବନୀୟ ଘଟଣା। ବଜ୍ରାଘାତରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ଦ୍ବୟ ହେଲେ ୬୨ ବର୍ଷୀୟ ନାରଣ ପ୍ରଧାନ ଓ ୪୨ ବର୍ଷୀୟ ସରୋଜ ଜେନା। ଜୟମଙ୍ଗଳ ଗାଁର ନାରାୟଣ ପ୍ରଧାନ ଓ ସରୋଜ ଜେନା ବିଲରୁ କାମ ସାରି ଘରକୁ ଫେରୁଥିଲେ। ରାସ୍ତାରେ…

ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଜାମିନ

ଭୁବନେଶ୍ବର: ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଛି ଅନ୍ତରୀଣ ଜାମିନ । ପ୍ରଶାନ୍ତ ଜଗଦ୍ଦେବଙ୍କୁ ୩ ଦିନ ପାଇଁ ଅନ୍ତରୀଣ ଜାମିନ ଦେଲେ ଖୋର୍ଦ୍ଧା ପ୍ରଥମ ଅତିରିକ୍ତ ଜିଲ୍ଲା ଦୌରାଜଜ । ଜଗଦ୍ଦେବଙ୍କୁ ଅଦାଲତ ତିନିଦିନିଆ ଜାମିନ ପ୍ରଦାନ କରିଛନ୍ତି। ଜୁନ ୯, ୧୦ ଏବଂ ୧୧ ତାରିଖ ଯାଏଁ ଖୋର୍ଦ୍ଧା…

ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫ ମାମଲା; ଯାଞ୍ଚ ହେବ ସିସିଟିଭି

ଭୁବନେଶ୍ବର: ପ୍ରଶାନ୍ତ ଜଗଦ୍ଦେବଙ୍କ ଭୋଟିଂ ବେଳେ ଇଭିଏମ୍ ଭାଙ୍ଗିଥିବା ଘଟଣାରେ ଯାଞ୍ଚ ହେବ ସିସିଟିଭି । ଗିରଫ  ହେଲା ପରେ ନିଜର ସଫେଇ ଦେଇ ସିସିଟିଭି ଯାଞ୍ଚ କରିବାକୁ ଅନୁରୋଧ କରିଥିଲେ ପ୍ରଶାନ୍ତ । ଯାହାକୁ ଦୃଷ୍ଟିରେ ରଖି ସିସିଟିଭି ଯାଞ୍ଚ ହେବ ବୋଲି ସୂଚନା ଦେଇଛନ୍ତି ଏସପି ।…

ଗିରଫ ହେଲେ ପ୍ରଶାନ୍ତ ଜଗଦ୍ଦେବ

ଭୁବନେଶ୍ବର: ଚିଲିକା ବିଧାୟକ ତଥା ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ କରିଛି ପୋଲିସ । ଗତକାଲି ବୋଲଗଡ଼ କାଉଁରିପାଟଣା ବୁଥରେ ଇଭିଏମ୍ ଫିଙ୍ଗାଫୋପଡ଼ା ମାମଲାରେ ଗିରଫ କରିଛି ପୋଲିସ । ଗିରଫ ପରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ତାଙ୍କୁ ଖୋର୍ଦ୍ଧା ଜେଲକୁ ପଠାଯାଇଥିବା…

ରାତି ପାହିଲେ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଭୋଟିଂ, ଖୋର୍ଦ୍ଧାରେ ପ୍ରସ୍ତୁତି ଶେଷ

ଖୋର୍ଦ୍ଧା: ରାତି ପାହିଲେ ରାଜ୍ୟରେ ହେବ ତୃତୀୟ ପର୍ଯ୍ୟାୟ ଭୋଟ । ତୃତୀୟ ପର୍ଯ୍ୟାୟରେ ୬ଟି ସଂସଦୀୟ କ୍ଷେତ୍ର ଓ ୪୨ ବିଧାନସଭା କ୍ଷେତ୍ରରେ ମତଦାନ ହେବ । ୬ଟି ସଂସଦୀୟ କ୍ଷେତ୍ର ପାଇଁ ୬୪ ଜଣ ପ୍ରାର୍ଥୀ ଓ ୪୨ଟି ବିଧାନସଭା ପାଇଁ ୩୮୩ ପ୍ରାର୍ଥୀ ରହିଛନ୍ତି । ଖୋର୍ଦ୍ଧା ଜିଲ୍ଲାରେ ମଧ୍ୟ ଆସନ୍ତା…

ଚିଲିକାରେ ପଡ଼ିଲା ବିଜେଡି-ବିଜେପି ହାତଗଣ୍ଠି

ଚିଲିକା:ଦିନ ଥିଲା ତେଲେଙ୍ଗାନାରେ ବିଜେପି ଓ ବିଆରଏସ୍ ବିବାହ କରିଥିଲା କଂଗ୍ରେସ। ନିକଟ ଅତୀତରେ ରାଜ୍ଯ କଂଗ୍ରେସ ଭବନରେ ପ୍ରଦେଶ କଂଗ୍ରସ କରିଥିଲା ବିଜେଡି-ବିଜେପିର ବାହାଘର। ଶନିବାର ପୁଣି ଏହି ସମାନ ଘଟଣାର ପୁନରାବୃତ୍ତି ଦେଖିବାକୁ ମିଳିଛି ଚିଲିକା ନିର୍ବାଚନ ମଣ୍ଡଳୀରେ। ଆଜି…

ଚିଲିକାରେ ଆରମ୍ଭ ହୋଇଛି ଡଲଫିନ ଗଣନା, ସାମିଲ୍ ହୋଇଛନ୍ତି ୧୮ ଟି ଟିମ୍

ଖୋର୍ଦ୍ଧା: ଏସିଆର ବୃହତ୍ତମ ଲୁଣ ହ୍ରଦ ଚିଲିକାରେ ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଚାଲିଛି ଡ଼ଲଫିନ ଗଣନା । ଚିଲିକା ବନ୍ୟପ୍ରାଣୀ ଡିଭିଜନର ସାତପଡା ଓ ବାଲୁଗାଁ ୨ଟି ରେଞ୍ଜରେ ଚାଲିଛି ଡଲଫିନ ଗଣନା । ୨ଟି ରେଞ୍ଜକୁ ୩ଟି ସେକ୍ଟରରେ ବିଭକ୍ତ କରାଯାଇଛି। ୩ଟି ସେକ୍ଟରରେ ୧୮ଟି ଟିମ ନିୟୋଜିତ…