Latest Odisha News
Browsing Category

ଖୋର୍ଦ୍ଧା

Khurda

ଖୋର୍ଦ୍ଧା ପୌର ପରିଷଦ କର୍ମଚାରୀଙ୍କ ଘରେ ଭିଜିଲାନ୍ସ ରେଡ୍

ଖୋର୍ଦ୍ଧା: ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ପୌର ପରିଷଦର ଟ୍ୟାକ୍ସ ସଂଗ୍ରହ କର୍ମଚାରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘରେ ରେଡ୍ ହୋଇଛି । ସଂପୃକ୍ତ କର୍ମଚାରୀ ହେଉଛନ୍ତି ସଦାଶିବ ସ୍ୱାଇଁ । ତାଙ୍କର ଗୁରୁଜଙ୍ଗ ବାସଭବନ ଓ ଏନ୍ୟ ଏକ ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢାଉ କରୁଥିବା…

ମୋବାଇଲରେ ଖେଳିବା ନେଇ ମାଆ ଆକଟ କରିବାରୁ ଆତ୍ମହତ୍ୟା କଲା ନାବାଳକ !

ଖୋର୍ଦ୍ଧା: କାଳ ହେଉଛି ମୋବାଇଲ୍ରେ ଖେଳ । ମାଆ ମୋବାଇଲରେ ଖେଳିବା ପାଇଁ ଆକଟ କଲେ । ପୁଅ ହାତରୁ ଛଡ଼ାଇ ଆଣିଲେ ମୋବାଇଲ। ଏତିକିରେ ପୁଅ ରାଗିଗଲା । ପାଇଖାନା ଘରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଅନ୍ତର୍ଗତ…

ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ହସ୍ପିଟାଲ ପରିସରରେ ହାତୀପଲ

ଖୋର୍ଦ୍ଧା: ଜଙ୍ଗଲ ଛାଡ଼ି ସହର ଭିତରେ ପଶିଲେଣି ହାତୀ । ଖୋର୍ଦ୍ଧା ଜିଲା ମୁଖ୍ୟ ହସ୍ପିଟାଲ ପରିସରରେ ହାତୀପଲ ପ୍ରବେଶ କରିଛନ୍ତି । ଆଜି ସକାଳୁ ସକାଳୁ ଦେଖିଛନ୍ତି ଲୋକ । ହସ୍ପିଟାଲ କ୍ୟାମ୍ପସ କାଜୁ ଜଙ୍ଗଲରେ ପ୍ରାୟ ୧୮ଟି ହାତୀ ପଶିଛନ୍ତି । ଗତକାଲି ରାତିରେ ପାଚେରି ଭାଙ୍ଗି ହାତୀମାନେ…

[ଭିଡିଓ] ଘର ପୋଡିଲେ, ମହିଳାଙ୍କୁ ଘୋଷାଡି ମାରିଲେ !

ଖୋର୍ଦ୍ଧା: ଜମି ବିବାଦକୁ ନେଇ ତୁମୁଳକାଣ୍ଡ । ଖୋର୍ଦ୍ଧା ବୋଲଗଡ ବ୍ଲକ କଡବା ଗାଁରେ ଅମାନବୀୟ ଘଟଣା । ଜଣେ ମହିଳାଙ୍କୁ ନିର୍ଘାତ ମାଡ ମାରିବା ସହ ତାଙ୍କ ଘର ପୋଡିବା ଭଳି ଘଟଣା ସାଧାରଣରେ ଆଲୋଡନ ସୃଷ୍ଟି କରିଛି । ଅନ୍ୟପଟେ ସୋସିଆଲ୍ ମିଡିଆରେ ଏହି ଘଟଣାର ଭିଡିଓ ବି ଭାଇରାଲ୍ ହୋଇଛି ।…

ରାସ୍ତାକଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଖୋର୍ଦ୍ଧା: ଜଙ୍କିଆ ଥାନା ଛଣଗିରି ରାସ୍ତା କଡ଼ରୁ ଜଣେ ଯପୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ତାଙ୍କ ନାଁ ଶେଖ ସୁଲେମାନ । ଘର ଛଣଗିରି ଗାଁରେ । ତାଙ୍କୁ କେହି ହତ୍ୟା କରିବା ପରେ ରାସ୍ତାକଡ଼ରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା…

ସରକାରୀ ଶିକ୍ଷକଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ !

ଖୋର୍ଦ୍ଧା: କଳାହାଣ୍ଡିରୁ ରାଜଧାନୀ ଭୂବନେଶ୍ୱରକୁ ଆସୁଥିଲା ଏକ ନାଇଟ୍ କୋଚ୍ ବସ୍ । ହଠାତ୍ ଭୋର୍ ସମୟରେ ଚିତ୍କାର କରିଉଠିଥିଲେ ଜଣେ ଯୁବତୀ । କେହି କିଛି ବୁଝିବା ପୂର୍ବରୁ ଯୁବତୀ ଜଣକ ରୁଦ୍ର ରୂପ ଧାରଣ କରିଥିଲେ । ମାମଲା ବୁଝିବା ପାଇଁ ଗାଡି ଅଟକାଇଥିଲେ ବସ୍ କର୍ମଚାରୀ । ଶେଷରେ ଯେଉଁ…

ଜଟଣୀ ମୁଣ୍ଡିଆାସାହିରେ ୫ଟି ବୋମାମାଡ଼

ଜଟଣୀ: ଖୋର୍ଦ୍ଧା ଜିଲ୍ଲା ଜଟଣୀ ମୁଣ୍ଡିଆସାହିରେ ଘନଘନ ବୋମାମାଡ଼ । ଗାଁର ରବି ପ୍ରଧାନଙ୍କ ଘର ଉପରେ ଦୁର୍ବୃତ୍ତ ୫ଟି ବୋମା ଫିଙ୍ଗିଛନ୍ତି । ଏଥିରେ ତାଙ୍କ ଘରର ଆଜବେଷ୍ଟସ୍ ଉଡ଼ିଯାଇଛି । ଏଥିରେ ଜଣେ ଆହତ ହୋଇଥିବା ସୂଚନା ମିଳିଛି । ବୋମାମାଡ଼ରେ ରବି ପ୍ରଧାନଙ୍କ ଘରର କାନ୍ଥ ବି ଭାଙ୍ଗି…

ଦୈନିକ କରୋନା ପଜିଟିଭ୍ ଓ ଆକ୍ଟିଭ କେସରେ ଓଡ଼ିଶାର ଟପ୍ ୫ ଜିଲ୍ଲା

ଭୁବନେଶ୍ୱର: ରାଜ୍ୟରେ କରୋନା କାୟା ଧୀରେ ଧୀରେ କମୁଛି । ଏବେ ଦୈନିକ ୩ ହଜାରରୁ କମ୍ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଖୋର୍ଦ୍ଧା ଓ କଟକରେ ପଜିଟିଭ୍ କେସ୍ ଦିନକୁ ଦିନ ଖସୁଥିବା ବେଳେ ଚିନ୍ତା ବଢ଼ାଇଛି ଅନୁଗୋଳ ଓ ମୟୂରଭଞ୍ଜ ଜିଲ୍ଲା । ସେହିପରି ସୁନ୍ଦରଗଡ଼ରେ ବି ବଢୁଛି ନୂଆ…

ସାରୁଅରେ ଓଟିଭିର ବିବାଦୀୟ ସ୍ଥାନରେ ପାଚେରୀ ଭାଙ୍ଗିଲା ପ୍ରଶାସନ

ଖୋର୍ଦ୍ଧା: ସାରୁଅରେ ଓଟିଭି ବିବାଦୀୟ ଜମିରେ ପାଚେରୀ ଭାଙ୍ଗିବା ପ୍ରକ୍ରିୟା ଆରମ୍ଭ କରିଛି ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ । ଆଜି ପୋଲିସ ଓ ତହସିଲଦାରଙ୍କ ଉପସ୍ଥିତିରେ ଭଙ୍ଗା କାମ ଚାଲିଛି । ସ୍ଥାନୀୟ ଲୋକଙ୍କ ଅଭିଯୋଗ ଆଧାରରେ ପଦକ୍ଷେପ ନେଇଛି ପ୍ରଶାସନ । ସ୍ଥାନୀୟ ଲୋକ ଅଭିଯୋଗ କରିଥିଲେ ଯେ,…

ସାରୁଅରେ ଜମି ଦୁର୍ନୀତି ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: କ୍ରାଇମବ୍ରାଞ୍ଚ ହାତକୁ ଯାଇଛି ଖୋର୍ଦ୍ଧା ଜିଲ୍ଲା ସାରୁଅରେ ଜମି ଜବରଦଖଲ ଅଭିଯୋଗ ମାମଲା । କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରାକର । ଏନେଇ କ୍ରାଇମବ୍ରାଞ୍ଚକୁ ଚିଠି ଲେଖିଛି ରାଜସ୍ୱ ବିଭାଗ । ଖୋର୍ଦ୍ଧା ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ପଦକ୍ଷେପ…