Latest Odisha News

BREAKING NEWS

Browsing Category

ଖୋର୍ଦ୍ଧା

Khurda

୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରା ପଡ଼ିଲେ ପୋଲିସ ଏଏସଆଇ !

ଖୋର୍ଦ୍ଧା: ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇ ପଡ଼ିଛନ୍ତି ଜଣେ ଆସିଷ୍ଟାଣ୍ଟ୍ ପୋଲିସ ସବ୍ ଇନିସପେକ୍ଟର୍ । ମିଳିଥିବା ସୂଚନାନୁଯାୟୀ, ଖୋର୍ଦ୍ଧା ଜିଲ୍ଲା ଧଳା ପଥର ଫାଣ୍ଡି ଅଧିକାରୀ ଅଶୋକ ପଣ୍ଡା। ସେ ଆଶିଷ ପଣ୍ଡା ନାମକ ଜଣେ ବ୍ୟକ୍ତିଙ୍କ ଠାରୁ ଏକ ଜାଗା ମାମଲା କେଶର ଦଫା…

ଖୋର୍ଦ୍ଧାରେ ବଜ୍ରପାତ ନେଲା ଯୁବକଙ୍କ ଜୀବନ

ଖୋର୍ଦ୍ଧା: ଖୋର୍ଦ୍ଧାରେ ମଙ୍ଗଳବାର ଦିନ ଅପରାହ୍ନରେ ବଜ୍ରପାତ ଯୋଗୁଁ ଜଣେ ଯୁବକଙ୍କ ପ୍ରାଣହାନୀ ଘଟିଛି । ଜଣେ ପ୍ରତ୍ୟେକ୍ଷଦର୍ଶୀଙ୍କ କହିବାନୁଯାୟୀ, ୧୬ ନଂ ଜାତୀୟ ରାଜପଥରେ ଜଣେ ଯୁବକ ବାଇକ୍ ନେଇ ଯାଉଥିବା ବେଳେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଫିସ ନିକଟରେ ବଜ୍ରାଘାତ ହୋଇଥିଲା । ବଜ୍ରପାତର…

ପ୍ରବାସୀଙ୍କୁ ନିଜ ରାଜ୍ୟରେ ପହଞ୍ଚାଇବା ଲାଗି ସହାୟତା କଲେ ଖୋର୍ଦ୍ଧା ପୋଲିସ

ଖୋର୍ଦ୍ଧା/ଭୁବନେଶ୍ୱର: କରୋନା ମହାମାରୀ ସମୟରେ ବାହାର ରାଜ୍ୟର ଶ୍ରମିକମାନେ ଚାଲି ଚାଲି ନିଜ ରାଜ୍ୟକୁ ଯାଉଥିବା ବେଳେ ଓଡ଼ିଶା ପୋଲିସ ସେମାନଙ୍କୁ ସହାୟତା ପ୍ରଦାନ କରିଛନ୍ତି । ଏବେ ପୋଲିସ ସହାୟତରେ ବାହାର ରାଜ୍ୟକୁ ଯାଉଛନ୍ତି ହଜାର ହଜାର ପ୍ରବାସୀ ଶ୍ରମିକ । ଏବେ ଲକ୍‌ଡ଼ାଉନ୍ ସମୟରେ…

ପ୍ରସିଦ୍ଧ ଖୋର୍ଦ୍ଧା ଗାମୁଛାରୁ ତିଆରି ହେଲା ମାସ୍କ

ଭୁବନେଶ୍ୱର : କରୋନା ସଂକ୍ରମଣ ପରୀପ୍ରେକ୍ଷୀରେ ସରକାରଙ୍କ ପକ୍ଷରୁ ଘରୁ ବାହାରିବା ମାତ୍ରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ଏଥି ସହିତ ହାତ ତିଆରି ମାସ୍କର ଚାହିଦା ମଧ୍ୟ ବୃଦ୍ଧି ପାଇଛି । ପୂର୍ବରୁ ସମ୍ବଲପୁରୀ କପଡାରୁ ତିଆରି ମାସ୍କକୁ ଲୋକେ ବେଶ୍ ପସନ୍ଦ କରୁଥିବା ବେଳେ…

ଲକ୍‌ଡାଉନ : ଖୋର୍ଦ୍ଧା ଜିଲ୍ଲାର ସ୍କୁଲଗୁଡିକରେ ଇ-ଲର୍ଣ୍ଣିଂ ଜରିଆରେ ହେବ ପାଠପଢା

ଭୁବନେଶ୍ୱର: ଲକ୍‌ଡାଉନ ସମୟରେ ସ୍କୁଲ କଲେଜ ବନ୍ଦ ରହିଥିବାରୁ ପାଠପଢାରେ ବ୍ୟାଘାତ ସୃଷ୍ଟି ହୋଇଛି । ଛାତ୍ରଛାତ୍ରୀଙ୍କୁ ପାଠ ପଢାଇବା ପାଇଁ ଖୋର୍ଦ୍ଧା ଜିଲ୍ଲାରେ ଇ-ଲର୍ଣ୍ଣିଂ ଜରିଆରେ ପାଠପଢା ଆରମ୍ଭ ହେବା ପାଇଁ ଆୟୋଜନ ହୋଇଛି । ଶିକ୍ଷା ସଂଯୋଗ ଆପ୍ ଜରିଆରେ ଦ୍ୱିତୀୟ ଶ୍ରେଣୀରୁ ଦଶମ…

ଭୁବନେଶ୍ୱର ଓ କଟକରେ ନିଃସହାୟଙ୍କୁ ରିଲାଏନ୍ସ ଫାଉଣ୍ଡେସନ୍ ପକ୍ଷରୁ ଗ୍ରୋସେରୀ ସାମଗ୍ରୀ କିଟ୍ ବଂଟନ

ଭୁବନେଶ୍ୱର: ବର୍ତ୍ତମାନର ଲକ୍‌ଡାଉନ୍ ସମୟରେ ଅସୁବିଧାରେ ରହିଥିବା ଭୁବନେଶ୍ୱର ଓ କଟକ ସହରର ସହସ୍ରାଧିକ ନିଃସହାୟ ପରିବାରମାନଙ୍କୁ ରିଲାଏନ୍ସ ଫାଉଣ୍ଡେସନ୍ ପକ୍ଷରୁ ଗ୍ରୋସେରୀ ସାମଗ୍ରୀ କିଟ୍ ପ୍ରଦାନ କରାଯାଇଛି । ଚାଉଳ, ଡାଲି, ଚିନି, ଖାଇବା ତେଲ, ମସଲା, ସାବୁନ୍ ଇତ୍ୟାଦି ରହିଥିବା ଏହି…

କରୋନା ସଂକ୍ରମଣ ନେଇ ଆଠ ଜିଲ୍ଲାରେ ଚିନ୍ତା ବଢିଲା

ଭୁବନେଶ୍ୱର : ଗୁରୁବାର ଢେଙ୍କାନାଳ ସହରରୁ ଜଣେ କରୋନା ପଜିଟିଭ ରୋଗୀ ଚିହ୍ନଟ ହେବା ପରେ ଏହା ମହାମାରୀ ରାଜ୍ୟର ଆଠଟି ଜିଲ୍ଲା ଛୁଇଁଛି ।ଏଥି ସହିତ ଓଡିଶାରେ କରୋନା ପଜିଟିଭଙ୍କ ସଂଖ୍ୟା ୪୪କୁ ବୃଦ୍ଧି ପାଇଛି । ପୂର୍ବରୁ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଭୁବନେଶ୍ୱରରେ ଏହି ସଂଖ୍ୟା ୩୪ ଥିବା…

ସାବଧାନ ! ତୋଷାଳୀ ଭବନ ନିକଟ ଓମଫେଡ୍ ବୁଥକୁ ଯାଇଥିଲେ କ୍ୱାରେଣ୍ଟାଇନରେ ରୁହନ୍ତୁ

ଭୁବନେଶ୍ୱର : ସତ୍ୟନଗରରୁ ଚିହ୍ନଟ ଜଣେ କରୋନା ପଜିଟିଭ ତୋଷାଳୀ ଭବନ ନିକଟ ଓମଫେଡ ବୁଥକୁ ପ୍ରାୟତଃ ଯାଉଥିଲେ । ତେଣୁ ଓମଫେଡ୍ ବୁଥକୁ ଆସୁଥିବା ସମସ୍ତ ବ୍ୟକ୍ତିଙ୍କୁ ୧୪ ଦିନ କ୍ୱାରେଣ୍ଟାଇନରେ ରହିବା ପାଇଁ ବିଏମସି ପକ୍ଷରୁ କୁହାଯାଇଛି । ପ୍ରତ୍ୟେକ ବ୍ୟକ୍ତି ଘରେ ସଙ୍ଗରୋଧରେ ରହିବା ପାଇଁ…

ହାତରେ ହ୍ୟାଣ୍ଡ୍ ଗ୍ରେନେଡ ଫୁଟି ଏସଓଜି ଯବାନ ମୃତ

ଭୁବନେଶ୍ୱର: ଚନ୍ଦକା ନିକଟରେ ଏସଓଜି ଯବାନଙ୍କ ଟ୍ରେନିଂ ଚାଲିଥିବା ବେଳେ ଅଘଟଣ ଘଟିଛି । ମଙ୍ଗଳବାର ଏକ ହ୍ୟାଣ୍ଡ୍ ଗ୍ରେନେଡ ଫୁଟି ଯିବାରୁ ଜଣେ ଯବାନଙ୍କର ମୃତ୍ୟୁ ହୋଇଛି । ଏଥି ସହ ଅନ୍ୟ ଦୁଇ ଜଣ ଆହତ ହୋଇଛନ୍ତି । ମୃତକଙ୍କ ନାଁ ପ୍ରକାଶ ସାହୁ ବୋଲି ଜଣାପଡିଛି । ସେ ବରଗଡ ଜିଲ୍ଲାରେ…

ସୁରକ୍ଷା ଉଦ୍ଦେଶ୍ୟରେ ପୂର୍ବ ତଟ ରେଳପଥ ମୁତୟନ କରିବ ଡ୍ରୋନ୍ କ୍ୟାମେରା !

ନୂଆଦିଲ୍ଲୀ: ଯେହେତୁ କୋଭିଡ଼୍‌-୧୯ ଭୂତାଣୁ ସଂକଟ ସାରା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି ଏବଂ ଏହି ସଂକ୍ରମଣର ବ୍ୟପକତାକୁ ପ୍ରତିହତ କରିବାକୁ ବିଭିନ୍ନ ଦେଶ ତାଲାବନ୍ଦ ଘୋଷଣା କରିଛନ୍ତି । ଏହି ପରିପ୍ରେକ୍ଷୀରେ ଭାରତୀୟ ରେଳପଥ ମଧ୍ୟ ଯାତ୍ରୀବାହୀ ଟ୍ରେନ୍‌ଗୁଡ଼ିର ଚଳାଚଳ ବନ୍ଦ କରିଛି । କିନ୍ତୁ…