Latest Odisha News

BREAKING NEWS

Browsing Category

ଖୋର୍ଦ୍ଧା

Khurda

ଖୋର୍ଦ୍ଧାରେ ବେଆଇନ୍ ବାଣ ଗୋଦାମରେ ରେଡ୍ : ବିପୁଳ ପରିମାଣର ବାଣ ଜବତ, ଜଣେ ଗିରଫ

ଖୋର୍ଦ୍ଧା : ଆଉ ଦିନ କେଇଟା ପରେ ଆସୁଛି ଆଲୋକର ପର୍ବ ଦୀପାବଳୀ । ଏହା ପୂର୍ବରୁ ବିଭିନ୍ନ ସ୍ଥାନରେ ବାଣ ବିକ୍ରି ଆରମ୍ଭ ହେଲାଣି  । ଏହାରି ମଧ୍ୟରେ ଖୋର୍ଦ୍ଧାର ଏକ ବେଆଇନ ବାଣ ଗୋଦାମରେ ଚଢାଉ କରାଯାଇଛି । ବେଗୁନିଆ ପୋଲିସ କୌଣସି ବିଶେଷ ସୂତ୍ରରୁ ଖବର ପାଇ କଣ୍ଟାବାଡ ଗାଁରେ ଥିବା ଏକ…

ସାପ ଖେଳାଇବା ହେଲା କାଳ: ସାପ ଦଂଶନରୁ ବଞ୍ଚି ପାରିଲେନି ଖୋଦ ସାପ ଧରାଳି

ଖୋର୍ଦ୍ଧା: କାଳ ହେଲା ସାପ ଖେଳାଇବା । ସାପ ଦଂଶନରୁ ବଞ୍ଚି ପାରିଲେନି ଖୋଦ ସାପ ଧରାଳି । ଯାହାର ଭିଡିଓ ଏବେ ସୋଶିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଭିଡିଓଟି ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ଅଞ୍ଚଳର ବୋଲି ସୂଚନା ମିଳିଛି । ସ୍ଥାନୀୟ ଅଞ୍ଚଳର ସାପ ଧରାଳି ଡମ୍ବରୁଧର ରାଉତରାୟ ଓରଫ…

ଓ୍ୱାର୍ଡ ସଭ୍ୟଙ୍କୁ ମାଡ଼ ମାରିବା ଘଟଣା: ସସପେଣ୍ଡ ହେଲେ ଜଙ୍କିଆ ଏଏସ୍ଆଇ

ଭୁବନେଶ୍ୱର: ଓ୍ୱାର୍ଡ ସଭ୍ୟଙ୍କୁ ମାଡ଼ ମାରିଥିବା ଘଟଣା  । ସସପେଣ୍ଡ ହେଲେ ଜଙ୍କିଆ ଏଏସ୍ଆଇ ନିରଞ୍ଜନ ମହାନ୍ତି । ଗତକାଲି ଜଙ୍କିଆ ପଞ୍ଚାୟତର ୱାର୍ଡ ସଭ୍ୟ ନବକିଶୋର ହରିଚନ୍ଦନ କୌଣସି ଏକ ମାମଲା ସଂପର୍କରେ ବୁଝିବା ପାଇଁ ଜଙ୍କିଆ ଥାନାକୁ ଯାଇଥିଲା ବେଳେ ଆଇଆଇସି ଥାନାରେ ନଥିଲେ । ନବକିଶୋର…

ଓଡିଶା ପ୍ରସିଦ୍ଧ ମା ‘କାଳିଜାଈ’ ପୀଠ: ଜାଣନ୍ତୁ ଏହି ପୀଠର ମହିମା

ଖୋର୍ଦ୍ଧା: ଭାରତ ହେଉଛି ମନ୍ଦିରର ଭଣ୍ଡାର । ଏଠାରେ ରହିଛି ଅନେକ ଛୋଟ ବଡ ମନ୍ଦିର । କିଛି ମନ୍ଦିରର ରହିଛି କିଛି ଏପରି ଚମତ୍କାର ରହସ୍ୟ ଯାହା ଆଗରେ ସମସ୍ତେ ନତ ମସ୍ତକ। ସେଥିମଧ୍ୟରୁ ଓଡିଶାର ଅନ୍ୟତମ ଦେବୀ ପୀଠ ହେଉଛି ‘କାଳିଜାଈ’ ପୀଠ। ଖୋର୍ଦ୍ଧା ଜିଲ୍ଲା ବାଲୁଗାଁଠାରୁ ୧୮ କିଲୋମିଟର…

ଥମୁନି ହାତୀ ଉପଦ୍ରବ: ଦନ୍ତା ଆକ୍ରମଣରେ ଜଣେ ମହିଳା ମୃତ

ବାଣପୁର : ଖୋର୍ଦ୍ଧା ଜିଲ୍ଲା ବାଣପୁରସ୍ଥିତ ନୀଳାଦ୍ରିପ୍ରସାଦ ପଞ୍ଚାୟତରେ ଥମୁନି ହାତୀ ଆତଙ୍କ  । ଦିନକୁ ଦିନ ହାତୀ ଉପଦ୍ରବ ବଢିବାରେ ଲାଗିଛି  । କେତେବେଳେ ଦନ୍ତା ଆକ୍ରମଣରେ ମଣିଷ ବଳି ପଡୁଛି ତ ଆଉ କେତେବେଳେ ଗାଁରେ ବ୍ୟାପକ ଫସଲ ନଷ୍ଟ ହେଉଛି  । ଆଜି ଏମିତି ଏକ ଅଘଟଣ ଦେଖିବାକୁ ମିଳିଛି…

ପୁରୀ ମୁଖ୍ୟ କେନାଲରେ ୨୦ ଫୁଟର ଘାଇ, ଗାଁରେ ପଶିଲା ପାଣି

ବାଲିପାଟଣା: ବାଳକାଟୀ-ପୁରୀ ମୁଖ୍ୟ କେନାଲରେ ୨୦ ଫୁଟର ଘାଇ । ବାଳକାଟିଠାରେ ଦକ୍ଷିଣ ପାର୍ଶ୍ଵ ବନ୍ଧରେ ଥିବା ସାଇଫୋନ ପାଖରେ ଘାଇ ସୃଷ୍ଟି ହୋଇଛି । ଓଭର ଫ୍ଲୋ ଯୋଗୁ ରାତିରେ ବନ୍ଧ ଭାଙ୍ଗିଯାଇଥିଲା । ବାଳକାଟି କଲେଜ ପଡ଼ିଆରେ ପାଣି ମାଡିଯାଇଛି । ପାଣି ଗାଁରେ ମାଡିଯିବାର ଆଶଙ୍କା ରହିଛି ।…

ମା’ ଉଗ୍ରତାରାଙ୍କ ମନ୍ଦିରରୁ ଚୋରି, ଲକ୍ଷାଧିକ ଟଙ୍କା ମୂଲ୍ୟର ସୁନା ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ

ଟାଙ୍ଗୀ: ପ୍ରସିଦ୍ଧ ତନ୍ତ୍ର ପୀଠ ମା’ ଉଗ୍ରତାରାଙ୍କ ମନ୍ଦିରରୁ ଚୋରି । ଗତକାଲି ରାତିରେ ଦୁର୍ବୃତ୍ତମାନେ ମନ୍ଦିରରେ ପଶି ମା’ଙ୍କର ବିଭିନ୍ନ ସୁନା ରୂପା ଅଳଙ୍କାର ଲୁଟି ନେଇଛନ୍ତି । ଘଟଣା ସ୍ଥଳରେ ଟାଙ୍ଗି ପୋଲିସ ପହଞ୍ଚି ତଦନ୍ତ କରୁଛି। ସୂଚନା ଅନୁଯାୟୀ, ଦୁର୍ବୃତ୍ତମାନେ ରୋଯ ଘରର…

ମରଣ ମୁହଁରୁ ବର୍ତ୍ତିଗଲେ ଯାତ୍ରୀ: ବଞ୍ଚେଇଦେଲେ RPF କର୍ମଚାରୀ

ଖୋର୍ଦ୍ଧା: ସାହାସିକତା ଦେଖାଇଲେ ଆରପିଏଫ ଷ୍ଟାଫ୍‌। ଜଣେ ରେଳ ଯାତ୍ରୀଙ୍କୁ ମୃତ୍ୟୁ ପଥରୁ ଫେରାଇ ଆଣିଲେ। ଖୋର୍ଦ୍ଧାରୋଡ୍ ରେଳ ଷ୍ଟେସନରେ ଦେଖିବାକୁ ମିଳିଥିଲା ଏହି ଦୃଶ୍ୟ। ସୂଚନା ଅନୁସାରେ, ଖୋର୍ଦ୍ଧା ରୋଡ଼ ରେଳ ଷ୍ଟେସନର ୪ ନଂମ୍ବର ପ୍ଲାଟଫର୍ମରେ ଦୁର୍ଗ-ପୁରୀ ଏକ୍ସପ୍ରେସ ଟ୍ରେନ…

ଅପରେଶନ White Spider: ୧୧୦୦ ଗ୍ରାମର ବ୍ରାଉନସୁଗାର ଜବତ କଲା ଏସଟିଏଫ

ଭୁବନେଶ୍ୱର: କ୍ରାଇମବ୍ରାଞ୍ଚ ଏସଟିଏଫ୍ ଓ ଖୋର୍ଦ୍ଧା ଜିଲ୍ଲା ପୋଲିସକୁ ବଡ଼ ସଫଳତା । ଖୋର୍ଦ୍ଧା ଜିଲ୍ଲା ସିମର-ବାଙ୍କି ରୋଡ଼ ଓସ୍ତପୁର ଗାଁ ନିକଟରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ କରିଛି ଏସଟିଏଫ ଓ ଖୋର୍ଦ୍ଧା ପୋଲିସର ମିଳିତ ଟିମ । ଏହାସହ ଜଣେ ବେପାରୀକୁ ଗିରଫ କରାଯାଇଛି । ଖବର…

ଖୋର୍ଦ୍ଧାରେ ଗୁଳିମାଡ଼ ଘଟଣା, ବ୍ରାଉନସୁଗାର ମାଫିଆଙ୍କ ମୃତ୍ୟୁ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଖୋର୍ଦ୍ଧାର କୁଖ୍ୟାତ ଅପରାଧୀ ତଥା ବ୍ରାଉନସୁଗାର ମାଫିଆ ସୋମନାଥ ଭୂଜବଳଙ୍କ ମୃତ୍ୟୁ ଘଟିଛି। ବୁଧବାର ରାତିରେ ଖୋର୍ଦ୍ଧା ସାମନ୍ତରାୟ ଛକରେ ଦୁର୍ବୃତ୍ତଙ୍କ ଗୁଳିରେ ଗୁରୁତର ଆହତ ହୋଇଥିଲେ ନିଶା ବେପାରୀ ସୋମନାଥ। ଶୁକ୍ରବାର ରାତିରେ ଭୁବନେଶ୍ୱରର ଏକ ଘରୋଇ…