Latest Odisha News

BREAKING NEWS

Browsing Category

ଖୋର୍ଦ୍ଧା

Khurda

ହାତୀକୁ କାବୁ କରିବାକୁ ନାକେଦମ ବନ ବିଭାଗ, ୫ ଅଧିକାରୀ ଆହତ

ଦୁର୍ଦ୍ଦାନ୍ତ ଦନ୍ତା ରାମୁ ବେକରେ ରେଡିଓ କଲାର ଲଗାଇବା କାର୍ଯ୍ୟକ୍ରମ ସାମୟିକ ବନ୍ଦ ରହିଛି । ରେଡିଓ କଲାର ଲଗାଇବା ବେଳେ ହାତୀ ଆକ୍ରମଣରେ ୫ ଜଣ ଅଧିକାରୀ ଆହତ ହୋଇଛନ୍ତି । ବେଙ୍ଗାଳୁରୁରୁ ଆସିଥିବା ବିଶେଷଜ୍ଞଙ୍କ କାନ୍ଧ ଭାଙ୍ଗି ଯାଇଥିବା ବେଳେ ଜଣେ ଫରେଷ୍ଟର ଗୁରୁତର ହୋଇଛନ୍ତି । ଏହା ପରେ…

ଖୋର୍ଦ୍ଧା ବନଖଣ୍ଡର ସଫଳତା: ବଜ୍ରକାପ୍ତା କାତି ଡ଼ିଲ ଚାଲିଥିବାବେଳେ ଚଢ଼ାଉ, ୨ଅଭିଯୁକ୍ତ ଗିରଫ

ଖୋର୍ଦ୍ଧା: ବଜ୍ରକାପ୍ତା କାତି ଡ଼ିଲ ଚାଲିଥିବାବେଳେ ଖୋର୍ଦ୍ଧା ବନଖଣ୍ଡ ଟିମର ଅତର୍କିତ ଚଢ଼ାଉ । ଏଥିରେ ନଗଦ ବାହାର କରାଯାଇଥିବା ମାଂସ ଲଗା ୪କିଲୋଗ୍ରାମ କାତି ଜବତ କରାଯାଇଛି । ଚଢ଼ାଉବେଳେ ଦୁଇଜଣ ଗିରଫ ହୋଇଛନ୍ତି । ଖୋର୍ଦ୍ଧା ବନଖଣ୍ଡ ଅନ୍ତର୍ଗତ ଧଳା ପଥର ଅଞ୍ଚଳରେ ହୋଇଛି ଚଢ଼ାଉ । ଏହି ସମୟରେ…

କୂଅରେ ପଡ଼ି ପ୍ରାଣ ହରାଇଲେ କୋମଳମତି ଶିଶୁ

ଖୋର୍ଦ୍ଧା: ଖେଳୁଥିବା ଅବସ୍ଥାରେ କୂଅରେ ପଡ଼ି ପ୍ରାଣ ହରାଇଲେ ଜଣେ ଶିଶୁ ପୁତ୍ର। ଏହିଭଳି ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ଅଲାଇଡ଼ିହ ଗ୍ରାମରେ। ସୂଚନା ଅନୁଯାୟୀ, ଅଲାଇଡ଼ିହ ଗ୍ରାମର ଶିବ ଶଙ୍କର କୁମାରଙ୍କ ଅଢ଼େଇ ବର୍ଷର ପୁଅ ସୂର୍ଯ୍ୟ କୁମାର ଖେଳୁଥିଲେ। ଅସାବଧାନତା ଯୋଗୁଁ ବାରି ପଛ…

ପୁଣି ଆସିଲା କି ବାର୍ଡ ଫ୍ଲୁ ?

କିଛି ଦିନ ହେଲା ମରିପଡ଼ୁଛନ୍ତି କାଉ। ଆଜି ପୁଣି ଗୁଡାଏ କାଉ ମରିପଡିଛନ୍ତି । କାଉ ମଡ଼କ ଦେଖି ଆତଙ୍କିତ ହୋଇପଡ଼ିଛନ୍ତି ଲୋକେ। ଏହି ଦୃଶ୍ୟ ଦେଖିବାକୁ ମିଳିଛି ବେଗୁନିଆ ବ୍ଲକର ରାଉତପଡ଼ା ପୋତଳାଙ୍ଗ ଗାଁରେ । ତେବେ ଏଭଳି କାଉ ମଡ଼କର କାରଣ ବାର୍ଡ ଫ୍ଲୁ ହୋଇଥାଇପାରେ ବୋଲି ଆଶଙ୍କା କରାଯାଉଛି ।…

ମର୍ଣ୍ଣିଂ ଓ୍ୱାକ୍ ବେଳେ ମାଡ଼ିଗଲା ଅଜଣା ଗାଡ଼ି, ୨ ମହିଳାଙ୍କ ମୃତ୍ୟୁ

ଖୋର୍ଦ୍ଧା: ମର୍ଣ୍ଣିଂ ଓ୍ୱାକରେ ଯିବା ବେଳେ ମହିଳାଙ୍କ ଉପରେ ମାଡ଼ିଗଲା ଅଜଣା ଗାଡ଼ି । ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଖୋର୍ଦ୍ଧା-ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥର କପାସିଆ ଛକ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଭୋର ୫ଟା ବେଳେ ଏହି ଦୁର୍ଘଟଣା ଘଟିଥିବା…

ଚିଲିକାରେ ରଙ୍ଗବେରଙ୍ଗ ପକ୍ଷୀ

ଟାଙ୍ଗୀ: ଚିଲିକାର ଉତ୍ତାଳ ତରଙ୍ଗ । ଆଉ ତରଙ୍ଗାୟିତ ଜଳରାଶିରେ ମାଳ ମାଳ ବିଦେଶାଗତ ପକ୍ଷୀ । ଚିଲିକାରେ ପହଁଚିଲେ ରଙ୍ଗ ବେରଙ୍ଗର ବିଦେଶୀ ପକ୍ଷୀ । କଳରବରେ ମୁଖରିତ ହେଉଛି ସାରା ପରିବେଶ ପୁଣି କଳରବରେ ମୁଖରିତ ହେଲା ଚିଲିକାର ପରିବେଶ । ଶୀତ ଆରମ୍ଭରୁ ଚିଲିକାରେ ବିଦେଶୀ ପକ୍ଷୀଙ୍କ ଆଗମନ…

ଦିନ ଦିପହରରେ ବିଚ୍ ରାସ୍ତା ଉପରେ ଗୁଳିକାଣ୍ଡ, ଜଣେ ଗୁରୁତର

ଖୋର୍ଦ୍ଧା : ଦିନ ଦିପହରରେ ବିଚ୍ ରାସ୍ତା ଉପରେ ଗୁଳିକାଣ୍ଡ । ଖୋର୍ଦ୍ଧା ବେଗୁନିଆ ଅଞ୍ଚଳରେ ଏହି ଗୁଳିକାଣ୍ଡ ଘଟିଛି । ଗୁଳିମାଡରେ ବିଭୂତି ଭୂଷଣ ଜେନା ନାମକ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରାଯାଇଛି । ତାଙ୍କର ପେଟରେ…

ମା’ ଭଗବତୀ ଓ ଦେବୀ ଉଗ୍ରତାରାଙ୍କ ସ୍କନ୍ଧମାତା ବେଶ

ଖୋର୍ଦ୍ଧା : ଖୋର୍ଦ୍ଧା ଜିଲ୍ଲାର ଦୁଇ ତନ୍ତ୍ର ପୀଠ । ବାଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ଭଗବତୀ ଏବଂ ଟାଙ୍ଗୀ-ଭୁଷଣ୍ଡପୁରର ମା’ ଉଗ୍ରତାରା ପୀଠ  ଏବେ ଆଉ ଆଗଭଳି ଜନଗହଳି ଦେଖିବାକୁ ମିଳୁ ନାହିଁ । କରୋନା କଟକଣା ପାଇଁ ମା’ଙ୍କୁ ଦର୍ଶନ ସହିତ ମା’ଙ୍କର କୃପା ଲାଭ ପାଇଁ ଭକ୍ତଙ୍କ ଆଗମନ ଉପରେ…

ସ୍ତ୍ରୀର ତଣ୍ଟି କାଟି ଦେଲା ସ୍ୱାମୀ

ଖୋର୍ଦ୍ଧା: ସ୍ୱାମୀ ସାଜିଲା ସୈତାନ୍ । ସ୍ତ୍ରୀର ତଣ୍ଟି କାଟିଦେଲା । ଶ୍ୱଶୂର ଘରେ ସ୍ତ୍ରୀର ତଣ୍ଟି କାଟି ହତ୍ୟା କରିଛି ସ୍ୱାମୀ । ଏହାପରେ ଚମ୍ପଟ ମାରିଛି । ଖୋର୍ଦ୍ଧା ଟାଉନ୍ ଥାନା ଅନ୍ତର୍ଗତ ଗୁରୁଜଙ୍ଗରେ ଗତକାଲି ରାତିରେ ଏହି ହତ୍ୟାକାଣ୍ଡ ହୋଇଛି । ମୃତକଙ୍କ ନାଁ ଇନ୍ଦିରା ପ୍ରିୟଦର୍ଶୀ…

କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହେଲେ ଚିଲିକା ବିଧାୟକ

ଚିଲିକା : ଅସୁସ୍ଥତା କାରଣରୁ ବିଚାର ଜେଲ ବଦଳରେ ମେଡିକାଲ ଗଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଗତକାଲି ଜଗଦେବଙ୍କୁ ଖୋର୍ଦ୍ଧା ସବଜେଲରୁ କ୍ୟାପିଟାଲ ହସ୍ପିଟାଲକୁ ନିଆଯାଇଛି । ତାଙ୍କର ହୃଦରୋଗ ସମସ୍ୟା ଥିବାରୁ ଏଡିଜେ-୧ କୋର୍ଟଙ୍କ ଅନୁମତି କ୍ରମେ ଜଗଦେବଙ୍କୁ ଭୁବନେଶ୍ୱର କ୍ୟାପିଟାଲ…