Latest Odisha News

BREAKING NEWS

Browsing Category

କୋରାପୁଟ

Koraput

ଦ୍ୱିଶତକ ସତ୍ୱେ ସେହ୍ୱାଗ ପୁଅ ଆର୍ଯ୍ୟବୀରଙ୍କୁ ଦେବେନି ସ୍ୱତନ୍ତ୍ର ଉପହାର

ନୂଆଦିଲ୍ଲୀ: ଭାରତୀୟ କ୍ରିିକେଟ ଟିମର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ୱାଗଙ୍କ ପୁଅ ଆର୍ଯ୍ୟବୀର ଏବେ ଚର୍ଚ୍ଚାରେ ରହିଛନ୍ତି । ଶୁକ୍ରବାର କୁଚ ବିହାର ଟ୍ରଫି କ୍ରିକେଟରେ ଦିଲ୍ଲୀ ପକ୍ଷରୁ ଖେଳୁଥିବା ଆର୍ଯ୍ୟବୀର ମେଘାଳୟ ବିପକ୍ଷରେ ୨୯୭ ରନର ଚମକପ୍ରଦ ଇନିଂସ ଖେଳିଥିଲେ ।…

ଓଡିଶାର କଶିକା ମିଶ୍ର ଜିତିଲେ ଆଇଜିୟୁ ଟାଇଟଲ

ଭୁବନେଶ୍ୱର: ଓଡିଶାର ଉଦୀୟମାନ ଗଲ୍ଫ ଖେଳାଳି କଶିକା ମିଶ୍ର ଇତିହାସ ରଚିଛନ୍ତି । ସେ ପ୍ରଥମ ଓଡିଆ ଭାବେ ଇଣ୍ଡିଆନ ଗଲ୍ଫ ୟୁନିୟନ ଚାମ୍ପିୟନଶିପରେ ଟାଇଟଲ ହାସଲ କରିଛନ୍ତି । ନଭେମ୍ବର ୧୮ରୁ ୨୧ ପର୍ଯ୍ୟନ୍ତ ଏହା ଜେପି ଗ୍ରୀନରେ ଖେଳାଯାଇଥିଲା । ୧୫ରୁ ୧୮ ବର୍ଷ କାଟାଗୋରୀ ଏବଂ ସିନିୟର ଆମେଚର…

ଡମ୍ପିଂୟାର୍ଡରେ ଖତ ଖାଉଛି ପିଲାଙ୍କ ସ୍କୁଲ୍ ପୋଷାକ-ଜୋତା

ଜୟପୁର: ପିଲାଙ୍କୁ ସମାନତା ଏବଂ ଶିକ୍ଷା ପ୍ରତି ଅଧିକ ଆଗ୍ରହ ବଢାଇବା ପାଇଁ ସରକାରଙ୍କ ପକ୍ଷରୁ ଅନେକ ପ୍ରୋତ୍ସାହନ ଦିଆଯାଉଛି । ମଧ୍ୟାହ୍ନ ଖାଇବା ସାଙ୍ଗକୁ ସ୍କୁଲ୍ ୟୁନିଫର୍ମ ଏବଂ ଜୋତା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ସରକାର । ହେଲେ ପିଲାଙ୍କୁ ତାହା ଯୋଗାଇ ନଦିଆଯାଇ,…

ଦକ୍ଷିଣ ଓ ପଶ୍ଚିମ ଓଡିଶାରେ ବନ୍ଦ ରହିବ ଘରୋଇ ବସ ଚଳାଚଳ

ଜୟପୁର: ଆସନ୍ତା ଅକ୍ଟୋବର ୭ ତାରିଖ ସଂଧ୍ୟାରୁ ୮ ତାରିଖ ସଂଧ୍ୟା ପର୍ଯ୍ୟନ୍ତ ଦକ୍ଷିଣ ଓ ପଶ୍ଚିମ ଓଡିଶାରେ ବନ୍ଦ ରହିବ ଘରୋଇ ବସ୍ ଚଳାଚଳ । ଏନେଇ ଜୟପୁର ଘରୋଇ ବସ୍ ମାଲିକ ସଂଘ ସମ୍ପାଦକ ନରେନ୍ଦ୍ର ମହାନ୍ତି ସୂଚନା ଦେଇଛନ୍ତି । ପୂର୍ବ ସରକାରଙ୍କ ନିଷ୍ପତ୍ତି ଅନୁସାରେ ଏହି ଜିଲ୍ଲା ଗୁଡିକରେ…

ଆସନ୍ତା ୪ରେ ବନ୍ଦ ରହିବ କୋରାପୁଟ

କୋରାପୁଟ: ଆସନ୍ତା ୪ ତାରିଖରେ କୋରାପୁଟ ଜିଲ୍ଲାରେ ଠପ୍ ହେବ ସେବା । ବନ୍ଦ ରହିବ ଜିଲ୍ଲାର ଚକ ଅଖ । ଜିଲ୍ଲାଭିତ୍ତିକ ନିଯୁକ୍ତି ଦାବିରେ ୧୨ କୋରାପୁଟ ବନ୍ଦ ଡାକରା ଦେବେ ବିଭିନ୍ନ ସଂଗଠନ । ତେବେ ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ୪ ତାରିଖରେ କୋରାପୁଟରେ ବିଭିନ୍ନ ସଂଗଠନମାନେ…

ଆସନ୍ତାକାଲି ବନ୍ଦ ରହିବ କୋରାପୁଟ ଜିଲ୍ଲାର ସମସ୍ତ ସ୍କୁଲ୍‌ ଓ ଅଙ୍ଗନବାଡ଼ି କେନ୍ଦ୍ର

କୋରାପୁଟ: କାଲି କୋରାପୁଟ ଜିଲ୍ଲାରେ ସ୍କୁଲ୍‌ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ । ବର୍ଷା ପାଇଁ ରେଡ୍‌ ୱାର୍ଣ୍ଣିଂ ଥିବାରୁ ଛୁଟି ଘୋଷଣା କଲେ ଜିଲ୍ଲାପାଳ । ଏଥିସହ ଅଗ୍ନିଶମ ଓ ଓଡ୍ରାଫ୍‌ ଟିମ୍‌କୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ବର୍ଷା ବେଳେ ଘରୁ ନବାହାରିବା ସହ…

ନାବାଳିକା ଦୁଷ୍କର୍ମ ମାମଲାରେ ଦୋଷୀକୁ ଆଜୀବନ ସଜା

ଜୟପୁର: ନାବାଳିକା ଦୁଷ୍କର୍ମ ମାମଲାରେ ଦୋଷୀକୁ ଆଜୀବନ ସଜା । ୨୦୨୨ ଲକ୍ଷ୍ମୀପୁର ଥାନା ଅଞ୍ଚଳରେ ଘଟିଥିବା ଦୁଷ୍କର୍ମ ଘଟଣା ପାଇଁ ଦଣ୍ଡାଦେଶ ଶୁଣାଇଲେ ପକ୍ସୋ କୋର୍ଟ । ଦୋଷୀ ବାଲ୍ମିକୀ ମାର୍ଥାକୁ ଦଣ୍ଡାଦେଶ ଶୁଣାଇଲେ ଜୟପୁର ପକ୍ସୋ କୋର୍ଟ । ଆଜୀବନ କାରାଦଣ୍ଡ ସହ ପୀଡ଼ିତାଙ୍କୁ ୭ ଲକ୍ଷ…

ପଞ୍ଚଭୂତରେ ଲୀନ ହେଲେ ପଦ୍ମଶ୍ରୀ କମଳା ପୂଜାରୀ

କୋରାପୁଟ: ପଞ୍ଚଭୂତରେ ଲୀନ ହେଲେ ପଦ୍ମଶ୍ରୀ କମଳା ପୂଜାରୀ । ଜୟପୁର ସ୍ଥିତ ଜନ୍ମମାଟି ପାତ୍ରପୁଟ ଗାଁ ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଶେଷକୃତ୍ୟ ବେଳେ ତାଙ୍କ ସାନ ପୁଅ ଟଙ୍କଧର ପୂଜାରୀ ମୁଖାଗ୍ନି ଦେଇଛନ୍ତି । ତେବେ…

କାରଣ ଖୋଜୁଛି ସ୍ବାସ୍ଥ୍ୟ ଟିମ୍, ଏଯାବତ ଗଲାଣି ୯ ଶିଶୁଙ୍କ ଜୀବନ

କୋରାପୁଟ: କୋରାପୁଟରେ ୧୫ ଦିନରେ ଗଲାଣି ୯ ଶିଶୁଙ୍କ ଜୀବନ । ଯାଞ୍ଚ ଚଳାଇଛି ସ୍ବାସ୍ଥ୍ୟ ବିଭାଗ । ପ୍ରକୃତରେ କେଉଁ କାରଣରୁ ଶିଶୁଙ୍କ ଜୀବନ ଯାଇଛି ତାହାର କାରଣ ଖୋଜୁଛି ସ୍ବାସ୍ଥ୍ୟ ବିଭାଗ ଦ୍ବାରା ନିୟୋଜିତ ହୋଇଥିବା ଟିମ୍ । ରାଜ୍ୟ ଶିଶୁ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ନିର୍ଦ୍ଦେଶକ…

ଘରୋଇ ବସ୍‌ କର୍ମଚାରୀ ଓ ମାଲିକଙ୍କ ମଧ୍ୟରେ ବିବାଦ: ୪୦ଟି ରୁଟ୍‌ରେ ଗଡ଼ୁନି ବସ୍‌, ଯାତ୍ରୀ ହନ୍ତସନ୍ତ

କୋରାପୁଟ:ଘରୋଇ ବସ୍‌ କର୍ମଚାରୀ ଓ ମାଲିକଙ୍କ ମଧ୍ୟରେ ବିବାଦ । ବିବାଦ ଯୋଗୁଁ କୋରାପୁଟ୍‌ରୁ ୪୦ଟି ରୁଟ୍‌ରେ ଗଡ଼ୁନି ବସ୍‌। ଫଳରେ ଯାତ୍ରୀ ହନ୍ତସନ୍ତ ହୋଇଛନ୍ତି। ବସ୍‌ ଚଳାଚଳ ଟାଇମିଂକୁ ନେଇ କର୍ମଚାରୀଙ୍କୁ ଗାଳିଗୁଲଜରୁ ବିବାଦ ଉପୁଜିଥିବା ଜଣାପଡିଛି । ଆଜି ସକାଳୁ କୌଣସି ବସ ଗଡୁନି।…