Latest Odisha News
Browsing Category

କୋରାପୁଟ

Koraput

 କୋରାପୁଟ ଯିବେ ପୋଲିସ ଡିଜି ଅଭୟ, ୬ଜିଲ୍ଲାର ଏସପିଙ୍କ ସହ ସମୀକ୍ଷା ବୈଠକ

କୋରାପୁଟ: ଆଜି କୋରାପୁଟ ଗସ୍ତରେ ଯିବେ ପୋଲିସ ଡିଜି ଅଭୟ । ସେଠାରେପୋଲିସ ରିଜର୍ଭ କାର୍ଯ୍ୟାଳୟର ନୂତନ କୋଠା ଉଦ୍‌ଘାଟନ କରିବା କାର୍ଯ୍ୟକ୍ରମ ରହିଛି । ଏହାସହ ଦକ୍ଷିଣ-ପଶ୍ଚିମାଞ୍ଚଳ ରେଞ୍ଜ ଅନ୍ତର୍ଗତ ୬ଟି ଜିଲ୍ଲାର ଏସ୍‌ପିଙ୍କ ସହ ଆଇନଶୃଙ୍ଖଳା ସ୍ଥିତିର ସମୀକ୍ଷା କରିବେ ପୋଲିସ ଡିଜି।…

କୋରାପୁଟରୁ ମାଓବାଦୀ ପୋତିଥିବା ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ : କୋରାପୁଟ ସୁରେଶି ନିକଟରୁ ଜବତ ହୋଇଛି ମାଓବାଦୀ ପୋତିଥିବା ଅସ୍ତ୍ରଶସ୍ତ୍ର । ଡିଭିଏଫ ଏବଂ ବିଡିଡି ସ୍ବାଡ ନାରାୟଣପାଟଣା ଥାନା ଅଞ୍ଚଳରୁ ଏସବୁ ଅସ୍ତ୍ରଶସ୍ତ୍ର ଜବତ କରିଛନ୍ତି । ଜବତ ହୋଇଥିବା ଅସ୍ତ୍ରଶସ୍ତ୍ର ମଧ୍ୟରେ ୬ଟି ଏସବିଏମ୍ଏଲ, ୫୦ଟି ଜିଲେଟିନ ଷ୍ଟିକ, ୨୦୫ଟି ଲୁହା…

କୋଟିଆକୁ ଆଦର୍ଶ ପଞ୍ଚାୟତ କରାଯିବ: ମୁଖ୍ୟମନ୍ତ୍ରୀ

କୋରାପୁଟ: କୋଟିଆରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୋଟ୍ ୧୮ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ ହୋଇଛି । ୧୩ କୋଟିର ପ୍ରକଳ୍ପ ଉଦ୍‌ଘାଟନ ଓ ୫ କୋଟି ଟଙ୍କାରେ ସେତୁ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ…

କୋରାପୁଟ ଜିଲ୍ଲାପାଳ ହେଲେ ଅବଦଲ ଅଖତର

କୋରାପୁଟ : ବଦଳିଲେ କୋରାପୁଟ ଜିଲ୍ଲାପାଳ । କୋରାପୁଟ ଜିଲ୍ଲାପାଳ ମଧୁସୂଦନ ମିଶ୍ରଙ୍କୁ ରାଜ୍ୟ ସରକାର ବଦଳି କରିଛନ୍ତି । ତାଙ୍କ ସ୍ଥାନରେ କଟକ ପିଡି ଡିଆରଡିଏ ରହିଥିବା ୨୦୧୬ ବ୍ୟାଚର ଆଇଏଏସ ଅବଦଲ ଅଖତରଙ୍କୁ ଜିଲ୍ଲାପାଳ ଭାବେ ଦାୟିତ୍ବ ଦେଇଛନ୍ତି ରାଜ୍ୟ ସରକାର । ଆଜି ସାଧାରଣ…

ଆସନ୍ତାକାଲି କୋଟିଆରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ବିକାଶ ପଥରେ ସୀମାନ୍ତ କୋଟିଆ । ଆଜି ଅନେକ ପ୍ରକଳ୍ପର ଶୁଭ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଟିଆର ୧୦ ଶଯ୍ୟା ବିଶିଷ୍ଟ ହସପିଟାଲ, ସବ ସେଣ୍ଟର, ଅଫିସର କ୍ଲଷ୍ଟର ଗୃହ, ସ୍ବାସ୍ଥ୍ୟ ବିଭାଗ କର୍ମଚାରୀଙ୍କ ପାଇଁ ସରକାରୀ ବାସ ଗୃହ, ମାଡକର ଗାଁକୁ ରାସ୍ତା,…

ଆନ୍ଧ୍ରର ଦାଦାଗିରି : କୋଟିଆର ୩ଟି ପଞ୍ଚାୟତରେ କରୁଛି ନିର୍ବାଚନ

କୋରାପୁଟ : ସୀମାରେ ପୁଣି ଆନ୍ଧ୍ରର ଦାଦାଗିରି । ଗୋଟିଏ ପଟେ ଓଡ଼ିଶା ସରକାରଙ୍କ ବିକାଶ ଧାରା ଆଗେଇ ଚାଲିଥିବା ବେଳେ, ଆନ୍ଧ୍ର ସରକାର ସହି ନପାରି କୋଟିଆର ୩ଟି ପଞ୍ଚାୟତରେ କରୁଛି ନିର୍ବାଚନ । ଏହାକୁ ସ୍ଥାନୀୟ ଜନପ୍ରତିନିଧି ପ୍ରବଳ ବିରୋଧ କରିବା ସହ ନିର୍ବାଚନକୁ ପ୍ରଶ୍ରୟ ଦିଆଯିବ ନାହିଁ…

ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଜୟପୁର: ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ ହୋଇଛନ୍ତି । ଚିକିତ୍ସା ପାଇଁ ତାଙ୍କୁ କୋରାପୁଟର ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗତକାଲି ସେ ଅଧିକ ଅସୁସ୍ଥ ଅନୁଭବ କରିଥିଲେ । ବର୍ତ୍ତମାନ କମଳା ପୂଜାରୀଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା…

ପିକ୍ଅପ୍ ଭ୍ୟାନ୍ ଓଲଟି ୭ ମୃତ

କୋରାପୁଟ : କୋରାପୁଟ ମୂର୍ତ୍ତାହାଣ୍ଡି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ପିକ୍ ଅପ୍ ଭ୍ୟାନ୍ ଓଲଟି ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, ୧୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ବଢ଼ିବାର ଆଶଙ୍କା କରାଯାଉଛି । ଦଶାହ କାର୍ଯ୍ୟ ସାରି ସିନ୍ଧି ଗାଁରୁ ଫେରିବା…

 ଶିକ୍ଷୟିତ୍ରୀଙ୍କୁ ଟଙ୍କା ମାଗି ନକଲି ମାଓବାଦୀ ଗିରଫ

ଲକ୍ଷ୍ମୀପୁର: ଶିକ୍ଷୟିତ୍ରୀଙ୍କୁ ମାଓବାଦୀ ନାଁ ନେଇ ମାଗୁଥିଲା ଟଙ୍କା, ନକଲି ମାଓବାଦୀକୁ ଗିରଫ କରିଛି ପୋଲିସ । କୋରାପୁଟ ଜିଲ୍ଲା ସୁନାବେଡା ଅଞ୍ଚଳରୁ ଜଣଙ୍କୁ ଗିରଫ କରିଛି କାକିରିଗୁମା ପୋଲିସ । ଗିରଫ ଜଣଙ୍କ ହେଲେ ନରେନ୍ଦ୍ର କୁମାର ବାଘ । ସୂଚନା ଅନୁସାରେ, ଲକ୍ଷ୍ମୀପୁର ବ୍ଲକ ପଞ୍ଚଡା…

କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ଉପକୁଳପତି ଭାବେ ଦାୟିତ୍ୱ ନେଲେ ପ୍ରଫେସର କ୍ଷିତିଭୂଷଣ ଦାସ

ଭୁବନେଶ୍ୱର: କୋରାପୁଟ ସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ନୂଆ ଉପ-କୁଳପତି ଭାବେ ପ୍ରଫେସର କ୍ଷିତି ଭୂଷଣ ଦାସ ଦାୟିତ୍ୱ ନେଇଛନ୍ତି । ତାଙ୍କୁ କୁଳପତି ପ୍ରଫେସର ଆଇ.ରାମବ୍ରହ୍ମନ ଶୁଭେଚ୍ଛା ଜଣାଇଛନ୍ତି । ଶ୍ରୀ ଦାସ ଏହା ପୂର୍ବରୁ ଇନ୍ଦିରା ଗାନ୍ଧି ମୁକ୍ତ ବିଶ୍ୱବିଦ୍ୟାଳୟର ଉପକୁଳପତି…