Latest Odisha News
Browsing Category

କୋରାପୁଟ

Koraput

କେନାଲ ଭିତରେ ପଶିଗଲା କାର୍, ଜଣେ ମୃତ

ଜୟପୁର: ଭାରସାମ୍ୟ ହରାଇ କେନାଲରେ ପଶିଲା କାର୍। ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣଙ୍କୁ ଉଦ୍ଧାର କରାଯାଇଛି। କୋରାପୁଟ ଜିଲ୍ଲା ଜୟପୁର ହାଇସ୍କୁଲ ନିକଟରେ ଦୁର୍ଘଟଣା ଘଟିଛି। ମୃତାହତମାନେ ପିକନିକ୍ ସାରି ଫେରୁଥିବା ବେଳେ କାର ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଭାରସାମ୍ୟ ହରାଇ କେନାଲ…

ଉପାନ୍ତ ଇଲାକାର ଡିଜିଟାଲ ଚାଷୀ : ପଢ଼ନ୍ତୁ ଘାସିରାମଙ୍କ ସଫଳତାର ସିକ୍ରେଟ

କୋରାପୁଟ: ଅନେକ ସମୟରେ ଦେଖାଯାଏ ଯେ ଚାଷୀ ଭାଇ କୃଷିକାର୍ଯ୍ୟ ସମ୍ବନ୍ଧୀୟ ଆବଶ୍ୟକୀୟ ସୂଚନା ଓ ପରାମର୍ଶ ସଠିକ ସମୟରେ ପାଇପାରି ନ ଥାନ୍ତି । ଫଳରେ ବର୍ଷ ତମାମ ଝାଳ ବୁହା ପରିଶ୍ରମ କରିଥିଲେ ସୁଦ୍ଧା ସେମିତି କିଛି ଆଖି ଦୃଶିଆ ଲାଭ ପାଇପାରି ନ ଥାନ୍ତି । ଆଉ ପରାମର୍ଶ ଯଦି ସଠିକ୍ ମିଳେ ତେବେ…

ଜୟପୁରରେ ଭୁଶୁଡ଼ିଲା କେନାଲ ବନ୍ଧ, ଏକର ଏକର ଚାଷ ଜମି ଜଳମଗ୍ନ

କୋରାପୁଟ: ଜୟପୁର ଏକତାଗୁଡ଼ାରେ ଭୁଶୁଡ଼ିଲା କେନାଲ ବନ୍ଧ । ଏକର ଏକର ଚାଷ ଜମି ବୁଡ଼ି ଯାଇଛି । ନଷ୍ଟ ହୋଇଛି ବ୍ୟାପକ ଫସଲ । ଗତକାଲି ରାତିରେ ହଠାତ୍ ସବମାଇନର କେନାଲରେ କୋଲାବ ଡ୍ୟାମର ପାଣି ମାଡ଼ି ଆସିଥିଲା । ପାରାବେଡ଼ା-ଏକତାଗୁଡ଼ା ନିକଟରେ ଥିବା ଧନପୁର ସବମାଇନର କେନାଲରେ ଘାଇ ସୃଷ୍ଟି…

ବିଚ୍ ରାସ୍ତାରେ ଛୁରୀ ଭୁସି ଜଣଙ୍କୁ ହତ୍ୟା, ଜଣେ ଗୁରୁତର

ଜୟପୁର: ବିଚ୍ ରାସ୍ତାରେ ଛୁରାମାଡ଼ । ଛୁରୀ ଭୁସି ଜଣଙ୍କୁ ହତ୍ୟା । ଆକ୍ରମଣରେ ଆଉ ଜଣେ ଗୁରୁତର ହୋଇଛନ୍ତି । କୋରାପୁଟ ଜିଲ୍ଲା ଦେଇ ଯାଇଥିବା ୬୩ ନମ୍ବର ଜାତୀୟ ରାଜପଥର ବୋରିଗୁମ୍ମା ବ୍ଲକ ଶଶାହାଣ୍ଡି ନିକଟରେ ଏହି ଘଟଣା ଘଟିଛି । ମୃତକ ହେଲେ ଶଶାହାଣ୍ଡି ଗାଁର ଦଶରଥ ହରିଜନ । ଆହତଙ୍କ ନାଁ…

ରାତିରେ ଗାଁରେ ବୁଲୁଛନ୍ତି ଭାଲୁ, ଲୋକ ଛାନିଆ

କୋରାପୁଟ: ଗାଁରେ ବୁଲୁଛନ୍ତି ଭାଲୁ । କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ ଲଦିଯୋଡ଼ି ଗାଁରେ ଭାଲୁ ଆତଙ୍କ । ଗତ କିଛି ଦିନ ହେବ ଗାଁରେ ସନ୍ଧ୍ୟା ହେବା ପରେ ୬ଟି ଭାଲୁ ବୁଲୁଥିବା ଦେଖିବାକୁ ମିଳୁଛି । ଏମାନଙ୍କୁ ଦେଖି ସ୍ଥାନୀୟ ଲୋକ ଆତଙ୍କିତ ହୋଇ ପଡ଼ିଛନ୍ତି । ଭାଲୁ ଭୟରେ ସନ୍ଧ୍ୟା…

କୁହୁଡ଼ିରେ ଦେଖାଗଲାନି ରାସ୍ତା: ଦୁଇ ଟ୍ରକ ମଧ୍ୟରେ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର

କୋରାପୁଟ: କୋରାପୁଟ ଜିଲ୍ଲା ପଟାଙ୍ଗୀରେ ଦୁଇଟି ଟ୍ରକ ମଧ୍ୟରେ ଦୁର୍ଘଟଣା । ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି । ପଟାଙ୍ଗୀ ଥାନା ଏନ୍‌ଏଚ୍‌-୨୬ ସିପାଇପୁଟ ନିକଟରେ ଏହି ଦୁର୍ଘଟଣା ଘଟିଛି । ଘନକୁହୁଡ଼ି ଯୋଗୁ ଏକ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି ।…

ଚାପୁଡା ମାରି ଝିଅକୁ ମାରିଦେଲା ବାପା !

କୋରାପୁଟ: ଯେଉଁ ବୟସରେ ବାପା ସହ କୁନି ଝିଅ ଖେଳିବା କଥା, ସେହି ବୟସରେ ସେ ନିଜ ବାପା ହାତରେ ପ୍ରାଣ ହରାଇଥିଲା । ବାପାର ଚାପୁଡା ମାଡରେ ଚାଲିଗଲା ୬ ବର୍ଷୀୟ ଝିଅର ଜୀବନ । ଏଭଳି ଘଟଣାକୁ ନେଇ ପଟ୍ଟାଙ୍ଗୀର ତଉପଦର ଗାଁ ଲଜ୍ଜା ମୁଣ୍ଡାଇଛି । ଶୁକ୍ରବାର ନିଜ ଝିଅର ହତ୍ୟା ଅଭିଯୋଗରେ…

୩ ଲକ୍ଷ ଟଙ୍କାର ପୁଳା ପୁଳା ନକଲି ନୋଟ୍ ଜବତ, ଜଣେ ଗିରଫ

କୋରାପୁଟ: କ୍ରାଇମବ୍ରାଞ୍ଚ ଝଞୠ କବଜାରେ ଜାଲ୍ ନୋଟ୍ ରାକେଟ । କୋରାପୁଟ ଜିଲ୍ଲା ସୁନାବେଡ଼ା ବସ୍‌ଷ୍ଟାଣ୍ଡରୁ ଜାଲ ନୋଟ୍ ଜବତ । ୩ ଲକ୍ଷ ୨୮ ହଜାର ୩୦୦ ଟଙ୍କାର ଜାଲ୍ ନୋଟ୍ ଜବତ କରିଛି ଏସଟିଏଫ୍ । ବିଡ଼ା ବିଡ଼ା ଜାଲ ନୋଟ୍ ମିଳିଛି । ଏହି ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି । ତାଙ୍କ ନାଁ ଅନାମ…

ମୃତ୍ୟୁର ୪ ମାସ ପରେ ଆସିଲା ବିିଇଓଙ୍କ ବଦଳି ଅର୍ଡର

ଭୁବନେଶ୍ୱର: ମୃତ୍ୟୁକୁ ପୂରିଲାଣି ୪ ମାସ । କିନ୍ତୁ ଏବେ ଆସୁଛି ବଦଳି ନିର୍ଦ୍ଦେଶ । ଏଭଳି ଘଟଣା ଘଟିଛି କୋରାପୁଟ ବୋରିଗୁମ୍ମା ବିଇଓଙ୍କ କ୍ଷେତ୍ରରେ । ଗତ ଅଗଷ୍ଟ ମାସରେ ବିଇଓ କୃଷ୍ଣ ଚନ୍ଦ୍ର ନାୟକଙ୍କ କୋଭିଡରେ ଚିକିତ୍ସାଧୀନ ଅବସ୍ଥାରେ ବିଶାଖାପାଟଣାରେ ମୃତ୍ୟୁ ହୋଇଥିଲା । କିନ୍ତୁ ସ୍କୁଲ…

ଲାଞ୍ଚ ନେଇ ନିଲମ୍ୱିତ ହେଲେ ସିଡିପିଓ

ଜୟପୁର: ଚାକିରିରୁ ନିଲମ୍ବିତ ହେଲେ ନନ୍ଦପୁର ସିଡିପିଓ ସ୍ନିଗ୍ଧାରାଣୀ ମିଶ୍ର । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ ଚାକିରିରୁ ସସପେଣ୍ଡ କରିଛନ୍ତି କୋରାପୁଟ ଜିଲ୍ଲାପାଳ .। ଲାଞ୍ଚ ନେବାବେଳେ ସିଡିପିଓଙ୍କୁ ଧରିଥିଲା ଜୟପୁର ଭିଜିଲାନ୍ସ । ଏସଏଚଜି ଗ୍ରୁପଠାରୁ ୧ଲକ୍ଷ ୭୫ ହଜାର ଟଙ୍କା…