Latest Odisha News

BREAKING NEWS

Browsing Category

ମାଲକାନଗିରି

Malkangiri

ଅପହୃତ ୫ଜଣ ଆଦିବାସୀଙ୍କୁ ମୁକ୍ତ କଲା ଲାଲବାହିନୀ

ମାଲକାନଗିରି: ପୋଲିସ ଇନଫର୍ମର ସନ୍ଦେହରେ ଅପହୃତ ୫ଜଣ ଆଦିବାସୀଙ୍କୁ ମୁକ୍ତ କଲା ଲାଲବାହିନୀ। ମୁକ୍ତ ହେଲା ପରେ ସେମାନେ ନିଜ ଗ୍ରାମ ବାଟେରଠାରେ ପହଞ୍ଚିଥିଲେ। ସୂଚନା ଅନୁସାରେ, ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲା କଣ୍ଟା ଥାନା ଅନ୍ତର୍ଗତ ବାଟେର ଗ୍ରାମର ୫ଜଣ ଆଦିବାସୀଙ୍କୁ…

ସିଆରପିଏଫ୍ ଯବାନଙ୍କ ଗୁଳିରେ ପ୍ରାଣ ହରାଇଲେ ୪ଜଣ ଯବାନ

ମାଲକାନଗିରି: ସିଆରପିଏଫ୍ ଯବାନଙ୍କ ଗୁଳିରେ ଚାରି ଜଣ ସାଥୀ ଯବାନ ପ୍ରାଣ ହରାଇଛନ୍ତି। ଏପରି ଅଭାବନୀୟ ଘଟଣା ମାଲକାନଗିରି ଛତିଶଗଡ଼ ସୀମାନ୍ତ ସୁକୁମା ଜିଲ୍ଲାରେ ଦେଖିବାକୁ ମିଳିଛି। ତିନି ଜଣ ଗୁରୁତର ଅଛନ୍ତି। ଗୁଳି ଚାଳନା କରିଥିବା ଯବାନ ହେଲେ ରିତେଶ ରଞ୍ଜନ। ସୂଚନା ଅନୁସାରେ,…

ପୋଲିସ ଇନଫର୍ମର ସନ୍ଦେହରେ ପାଞ୍ଚ ଜଣ ଆଦିବାସୀଙ୍କୁ ଅପହରଣ କଲେ ମାଓବାଦୀ

ମାଲକାନଗିରି: ପୋଲିସ ଇନଫର୍ମର ସନ୍ଦେହରେ ପାଞ୍ଚ ଜଣ ଆଦିବାସୀଙ୍କୁ ଅପହରଣ କଲେ ମାଓବାଦୀ। ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲା କଣ୍ଟା ଥାନା ଅନ୍ତର୍ଗତ ବାଟେର ଗ୍ରାମରେ ଘଟଣା ଘଟିଛି। ଅପହୃତ ଆଦିବାସୀଙ୍କୁ ମୁକ୍ତ କରିବା ପାଇଁ ସର୍ବ ଆଦିବାସୀ ସମାଜ ଅନୁରୋଧ କରିଛି। ତେବେ ଏନେଇ…

ସିଆରପିଏଫ୍ ଯବାନ ପ୍ରସୂତି ଓ ନବଜାତ ଶିଶୁର ଜୀବନ ବଞ୍ଚାଇଲେ

ମାଲକାନଗିରି : ସିଆରପିଏଫ୍ ଯବାନଙ୍କ ମହାନତା । ମାଲକାନଗିରି ଛତିଶଗଡ଼ ସୀମାନ୍ତ ସୁକମା ଜିଲ୍ଲାରେ ଜଣେ ପ୍ରସୂତିଙ୍କ ଜୀବନକୁ ବଞ୍ଚାଇ ପୁଣି ଥରେ ମାନବିକାତାର ପରିଚୟ ଦେଇଛନ୍ତି ମାଓ ପ୍ରବଣ ଅଞ୍ଚଳରେ ନିୟୋଜିତ ସୁରକ୍ଷା କର୍ମୀ। ଗତକାଲି ଡିଆରଜି ଓ ସିଆରପିଏଫର ଯବାନ ମାନେ କମ୍ବିଂ ଅପରେସନ…

ଦାନ୍ତେୱାଡ଼ାରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ, ୩ମହିଳା ମାଓବାଦୀ ମୃତ୍ୟୁ

ମାଲକାନଗିରି: ମାଲକାନଗିରି ଛତିଶଗଡ଼ ସୀମାନ୍ତ ଦାନ୍ତେୱାଡ଼ା ଜିଲ୍ଲାରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏନକାଉଣ୍ଟରରେ ତିନି ମହିଳା ମାଓବାଦୀଙ୍କ ମୃତ୍ୟୁ ହୋଇଛି। ସୂଚନା ଅନୁସାରେ, କଟେକଲ୍ୟାଣ ଥାନା ଅନ୍ତର୍ଗତ ଅରବାଲ ଜଙ୍ଗଲ ଭିତରେ ମାଓବାଦୀମାନେ ଏକ କ୍ୟାମ୍ପ କରି…

ଠେଲା ରିକ୍ସାରେ ଶଯ୍ୟାଶାୟୀ ମା’ଙ୍କୁ ୨୦କିଲୋମିଟର ବୋହି ନେଲେ ପୁଅ

ମାଲକାନଗିରି: ପୁଣି ସାମ୍ନାକୁ ଆସିଲା ହୃଦୟ ବିଦାରକ ଦୃଶ୍ୟ। ଶଯ୍ୟାଶାୟୀ ମା’ଙ୍କୁ ଦୀର୍ଘ ୨୦ କିଲୋମିଟର ଠେଲା ରିକ୍ସାରେ ବୋହି ବୋହି ନେଲେ ଚାଷୀ। ଏହିପରି ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରିରେ। ଟାଟା ପାୱାର କମ୍ପାନୀର ମନମୁଖୀ କାର୍ଯ୍ୟକୁ ପ୍ରତିବାଦ କରି ଚାଷୀ ଜଣକ ଏପରି କରିଥିବା କଥା…

ମାଲକାନଗିରିରେ ଜୁଆ ଆଡ୍ଡା ଉପରେ ପୋଲିସର ଚଢାଉ ,୮ ଗିରଫ

ମାଲକାନଗିରି : ମାଲକାନଗିରି ଜିଲ୍ଲା ଅର୍କେଲ ଥାନା ପୋଲିସକୁ ସଫଳତା । ଅର୍କେଲ ଥାନା ଅଞ୍ଚଳରେ ଏକ ବେଆଇନ ଜୁଆ ଆଡ୍ଡା ଉପରେ ପୋଲିସ ଚଢଉ କରି ୮ ଜଣ ଜୁଆଡିଙ୍କୁ ଗିରଫ କରିଛି। ଚଢଉ ବେଳେ ନଗଦ ୩୬ ହଜାର ୭୮୦ ଟଙ୍କା ସହ ୮ ଟି ମୋବାଇଲ ଫୋନ, ଗୋଟିଏ କାରକୁ ଜବତ କରିଛି ପୋଲିସ । ଅଭିଯୁକ୍ତ…

ମାଓବାଦୀ ଓ ସୁରକ୍ଷା କର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ, ୩ ନକ୍ସଲ ମୃତ

ମାଲକାନଗିରି: ଛତିଶଗଡ଼ ବିଜାପୁର ଓ ତେଲେଙ୍ଗାନା ମୁଲୁଗୁ ଜିଲ୍ଲା ସୀମାନ୍ତରେ ମାଓବାଦୀ ଓ ସୁରକ୍ଷା କର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ। ଏଥିରେ ୩ ଜଣ ନକ୍ସଲ ପ୍ରାଣ ହରାଇଛନ୍ତି। ଘଟଣା ସ୍ଥଳରୁ ଯବାନମାନେ ତିନୋଟି ଅତ୍ୟାଧୁନିକ ବନ୍ଧୁକ ସହ ଭାରିମାତ୍ରାରେ ବିସ୍ଫୋରଣ ସାମଗ୍ରୀ ଜବତ କରିଛନ୍ତି।…

ଦେଢ କୋଟିରୁ ଅଧିକ ଟଙ୍କାର ଗଞ୍ଜେଇ ଜବତ

ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ଗଞ୍ଜେଇ ଚୋରା ଚାଲାଣ ଥମିବାର ନା ଧରୁନି । ନିତିଦିନ ବାହାର ରାଜ୍ୟକୁ ଗଞ୍ଜେଇ ଚୋରା ଚାଲାଣ ଲାଗି ଏବେ ମାଫିଆ ମାନେ ଅଭିନବ ପନ୍ଥା ଅବଲମ୍ବନ କରୁଛନ୍ତି । ଆଜି ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଡାଇକ-୨ ଅଞ୍ଚଳରୁ ଗଞ୍ଜାମକୁ ବିପୁଳ ପରିମାଣର ଗଞ୍ଜେଇ ଚୋରା…

ତୈଳ ଦର ବୃଦ୍ଧି ନେଇ ବଢ଼ିଲା ଲୋକଙ୍କ ଚିନ୍ତା

ମାଲକାନଗିରି: ଉପାନ୍ତ ଅଞ୍ଚଳ ମାଲକାନଗିରିରେ ପୁଣି ବଢ଼ିଲା ତୈଳ ଦର। କାଲିମେଳା ଅଞ୍ଚଳରେ ତେଲ ଦର ସେଞ୍ଚୁରି ମାରିଥିବାବେଳେ ଏବେ ୧୧୩ଟଙ୍କା ବୃଦ୍ଧି ପାଇ ପୁଣି ରେକର୍ଡ଼ ସୃଷ୍ଟି କରିଛି। ହେଲେ ମାଲକାନଗିରି ଭଳି ଏକ ପଛୁଆ ଜିଲ୍ଲାରେ ତୈଳ କମ୍ପାନୀର ବୃଦ୍ଧି ପାଉଥିବା ଦର ସମସ୍ତଙ୍କ ଚକିତ…