Latest Odisha News

BREAKING NEWS

Browsing Category

ମାଲକାନଗିରି

Malkangiri

ମାଲକାନଗିରିରେ IPL ବେଟିଂ : ଚାରି ଜଣ ବୁକିଙ୍କୁ ଗିରଫ କଲା ପୋଲିସ

ମାଲକାନଗିରି : ଆଇପିଏଲ ଖେଳରେ ବେଆଇନ ବେଟିଂ କରି ଗିରଫ ହେଲେ ମାଲକାନଗିରି ଜିଲ୍ଲାର ଚାରି ଜଣ ଯୁବକ। ଏମାନଙ୍କ ଘର ଖୋଜା ଖୋଜି କରିବା ସମୟରେ ନଗଦ ୯ଲକ୍ଷ ଟଙ୍କା ସହ ବ୍ୟାଙ୍କ ପାସବୁକରୁ ୧୮ ଲକ୍ଷ ଟଙ୍କା ସହ ମୋଟ ୨୭ ଲକ୍ଷ ଟଙ୍କା ଓ  ମୋବାଇଲ ଓ ଏଟିଏମ କାର୍ଡ ମଧ୍ୟ ଜବତ କରିଛି ପୋଲିସ । ଗିରଫ…

ଆଇପିଏଲ ଖେଳରେ ଟଙ୍କା କାରବାର ଅଭିଯୋଗରେ ୩ ଗିରଫ

ମାଲକାନଗିରି : ଆଇପିଏଲ ଖେଳରେ ଟଙ୍କା କାରବାର ଅଭିଯୋଗ । IPL ଖେଳରେ ଟଙ୍କା କାରବାର କରୁଥିବା ସମୟରେ ପୋଲିସ ହାତରେ ଧରାପଡ଼ିଲେ ମାଲକାନଗିରି ଜିଲ୍ଲାର ୩ ଯୁବକ । ଅଭିଯୁକ୍ତ ଯୁବକ ମାନଙ୍କ ଘର ଖୋଜିଖୋଜି କରି ପୋଲିସ ୫ ରୁ ୧୦ ଲକ୍ଷ  ପାଖାପାଖି ଟଙ୍କା ଜବତ କରିଛି । ଗତକାଲି ଆଇପିଏଲରେ…

ପୁଣି ପୋଲିସ ଓ ମାଓବାଦୀ ମୁହାଁମୁହିଁ

ମାଲକାନଗିରି  : ପୁଣି ପୋଲିସ ଓ ମାଓବାଦୀ ମୁହାଁମୁହିଁ । ମାଓକ୍ୟାମ୍ପ ଚାଲିଥିବା ବେଳେ ଉଭୟ ପକ୍ଷରୁ ଗୁଳି ମାଡ କରାଯାଇଥିଲା । ମାଲକାନଗିରି ଜିଲ୍ଲା ମାଥିଲି ଥାନା ଅନ୍ତର୍ଗତ ତୁଳସୀ ପାହାଡରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିମାଡ  । ମାଓ କ୍ୟାମ୍ପ ଚାଲିଥିବା ନେଇ ଗୁଇନ୍ଦା ସୂଚନା…

ମୋଷ୍ଟ ୱାଣ୍ଟେଡ ମାଓ ନେତା ରାମକ୍ରିଷ୍ଣା ମୄତ୍ୟୁ ନେଇ ଚର୍ଚ୍ଚା

ମାଲକାନଗିରି: ମୋଷ୍ଟ ୱାଣ୍ଟେଡ ମାଓ ନେତା ରାମକ୍ରିଷ୍ଣାର ମୃତ୍ୟୁ ହୋଇଛି । ଅସୁସ୍ଥ ହୋଇ ଚିକିତ୍ସା ହେଉଥିବା ବେଳେ ଗୁରୁବାର ଦିନ ତାଙ୍କର ମୃତ୍ୟୁ ହୋଇଯାଇଛି । ଯାହାକୁ ନେଇ ଚର୍ଚ୍ଚା ଜୋର ଧରିଛି । ଆନ୍ଧ୍ର ଓଡିଶା ଓ ଛତିଶଗଡ ପୋଲିସର ମୋଷ୍ଟ ୱାଣ୍ଟେଡ ମାଓ ନେତା ତଥା ନକ୍ସଲ ସଂଗଠନର…

କୋଭିଡ଼୍ କଟକଣା ସହ ମାଲକାନଗିରିରେ ଚାଲିଛି ମାଆ ଦୁର୍ଗାଙ୍କ ପୂଜା

ମାଲକାନଗିରି: ଆଜି ଜଗତଜନନୀ ମାଆ ଦୁର୍ଗାଙ୍କ ଅଷ୍ଟମୀ ପୂଜା। ଉପାନ୍ତ ଅଞ୍ଚଳ ମାଲକାନଗିରିର ବିଭିନ୍ନ ପୂଜା ମଣ୍ଡପରେ କରୋନା କଟକଣା ମଧ୍ୟରେ ଚାଲିଛି ମାଆଙ୍କ ପୂଜା। ଆଜି ମାଆ ବିମଳା ରୂପରେ ଦର୍ଶନ ଦେଉଛନ୍ତି। ସମସ୍ତ ଦେବୀ ପୀଠମାନଙ୍କରେ ପ୍ରଥମ ଦିନରୁ ନବରାତ୍ରି ପୂଜା ଆରମ୍ଭ…

ମାଲକାନଗିରି ଗସ୍ତରେ ଡିଜିପି ,ମାଓ ମୁକାବିଲା ଦିଗରେ ଆଲୋଚନା

ମାଲକାନଗିରି : ମାଲକାନଗିରି ଗସ୍ତରେ ପୋଲିସ ଡିଜି ଶ୍ରୀ ଅଭୟ , ଆଇଜି ଅପରେସନ ଅମିତାଭ ଠାକୁର ଓ ଗୁଇନ୍ଦା ନିର୍ଦେଶକ ଅନିରୁଦ୍ଧ ସିଂ ।ମାଲକାନଗିରି ଜିଲ୍ଲାକୁ ଏକ ସମ୍ପୁର୍ଣ୍ଣ ମାଓ ମୁକ୍ତ ଅଞ୍ଚଳରେ ପରିଣତ କରିବାକୁ ପୋଲିସର ଏହା ଏକ ବଡ ପଦକ୍ଷେପ । ମାଲକାନଗିରି ଜିଲ୍ଲା ମାଥିଲି ଥାନା…

ମାଲକାନଗିରି ତୁଳସୀ ପାହାଡ଼ରେ ନକ୍ସଲ ଅପରେସନ୍ ସାରି ଫେରିଲେ ଯବାନ

ମାଲକାନଗିରି: ମାଓ ବିରୋଧୀ ଅପରେସନରେ ମାଲକାନଗିରି ପୋଲିସକୁ ବଡ଼ ସଫଳତା । ଗୁଳି ବିନିମୟରେ ୩ ଜଣ ମାଓବାଦୀ ନିହତ ହୋଇଛନ୍ତି । କମ୍ବିଂ ଶେଷ କରି ୩ ମାଓବାଦୀଙ୍କ ମୃତଦେହ ଓ ମାଓ ସାମଗ୍ରୀ ସହ ଫେରିଛନ୍ତି ଅପରେସନରେ ସାମିଲ ଯବାନ । ଗତକାଲି ମାଲକାନଗିରି ଜିଲ୍ଲା ତୁଳସୀ ରେଞ୍ଜରେ ମୁହାଁମୁହିଁ…

ମାଲକାନଗିରି ତୁଳସୀ ପାହାଡ଼ ଏନକାଣ୍ଟର: ଟଳିଲେ ୩ ମାଓବାଦୀ

ମାଲକାନଗିରି: ସୁପକ୍ଷାକର୍ମୀଙ୍କ ଗୁଳିଲେ ଟଳିଲେ ୩ ମାଓବାଦୀ । ମାଲକାନଗିରି ଜିଲ୍ଲାରେ ମାଓ ବିରୋଧୀ ଅପରେସନରେ ପୋଲିସକୁ ବଡ଼ ସଫଳତା ମିଳିଛି । ମାଥିଲି ଥାନା ତୁଳସୀ ପାହାଡ଼ରେ ପୋଲିସ-ମାଓବାଦୀ ମୁହାଁମୁହିଁ ହୋଇଥିଲେ । ଉଭୟ ପକ୍ଷ ମଧ୍ୟରେ ଘମାସାନ ଲଢ଼େଇ ହୋଇଛି । ପୋଲିସ ଗୁଳିରେ ୩ ଜଣ…

ପୋଲିସ୍ –ମାଓବାଦୀ ମୁହାଁମୁହିଁ, ମାଓନେତା ମୃତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ପୁଣି ପୋଲିସ୍ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । ଉଭୟ ପକ୍ଷରୁ ଗୁଳିବିନିମୟ ହୋଇଥିବା ବେଳେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି । ଏଥିରେ ଜଣେ ଯବାନ ଗୁରୁତର ହୋଇପଡ଼ିଛନ୍ତି । ଜିଲ୍ଲାର ମାଥିଲି ଥାନା ଅନ୍ତର୍ଗତ ତୁଳସି ପାହାଡରେ ମାଓ କ୍ୟାମ୍ପ ଚାଲିଥିବା…

ମାଲକାନଗିରି ଜିଲ୍ଲାରେ ପୋଲିସ ଓ ମାଓବାଦୀ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ। ଜଣେ ମାଓବାଦୀ ମୃତ ଥିବା ସୂଚନା ମିଳିଛି। ଜିଲ୍ଲାର ମାଥିଲି ଥାନା ଅନ୍ତର୍ଗତ ତୁଳସି ପାହାଡରେ ମାଓ କ୍ୟାମ୍ପ ଚାଲିଥିବା ନେଇ ଗୁଇନ୍ଦା ସୂଚନା ମିଳିବା ପରେ ମାଲକାନଗିରି ଡିଭିଏଫ ଓ ଏସଓଜି ବାହିନୀ ପକ୍ଷରୁ କୁମ୍ବିଂ…