Latest Odisha News

BREAKING NEWS

Browsing Category

ମାଲକାନଗିରି

Malkangiri

ସ୍ୱାଭିମାନ ଅଞ୍ଚଳରେ ମାଓବାଦୀଙ୍କ ଉଦ୍ଦେଶ୍ୟରେ ଗୁଇନ୍ଦା ବିଭାଗର ପୋଷ୍ଟର

ମାଲକାନଗିରି: ଲାଲଗଡ଼ରେ ରାଜ୍ୟ ଗୁଇନ୍ଦା ବିଭାଗର ପୋଷ୍ଟର । ମାଓବାଦୀଙ୍କ ଉଦ୍ଦେଶ୍ୟରେ ପୋଷ୍ଟର ଲଗାଯାଇଛି । ହିଂସା ଛାଡ଼ି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାକୁ ଆହ୍ୱାନ ଦିଆଯାଇଛି । ପୋଷ୍ଟର ଲଗାଇ ଜାରି କରାଯାଇଛି ଫୋନ୍ ନମ୍ବର । ପୂର୍ବରୁ ମାଲକାନଗିରି ଜିଲ୍ଲାର ସ୍ୱାଭିମାନ ଅଞ୍ଚଳରେ…

ମାଲକାନଗିରିରେ ପୋଲିସ ଡିଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ୨ ହାର୍ଡକୋର ମାଓବାଦୀ

ମାଲକାନଗିରି: ମାଓବାଦୀଙ୍କୁ ସମାଜର ମୁଖ୍ୟସ୍ରୋତକୁ ଫେରାଇ ଆଣିବା ଉଦ୍ୟମରେ ଓଡ଼ିଶା ପୋଲିସକୁ ସଫଳତା । ମାଲକାନଗିରିରେ ପୋଲିସ ଡିଜି ଅଭୟଙ୍କ ନିକଟକରେ ୨ ଜଣ ହାର୍ଡକୋର ମାଓବାଦୀ ଆଜି ଆତ୍ମସମର୍ପଣ କରିଛନ୍ତି । ଆତ୍ମସମର୍ପଣ କରିଥିବା ଦୁଇ ମାଓବାଦୀ ହେଲେ ଏରିଆ କମିଟି ମେମ୍ବର ସବିତା ଓ…

ଚୁକ୍ତିର ୫ ବର୍ଷ ପରେ ରେଳ କାମ ନେଇ ସର୍ଭେ

ମାଲକାନଗିରି : ପୁଣି ଥରେ ହଜିଯାଇଥିବା ଆଶା ଉଦଜୀବୀତ ହୋଇଛି । ପ୍ରଥମ ଥର ପାଇଁ ରାଜ୍ୟ ସରକାରଙ୍କ ଅଧା ଅନୁଦାନରେ ତିଆରି ହେବାକୁ ଯାଉଛି ଜୟପୁର ମାଲକାନଗିରି ରେଳ ଲାଇନ୍ । ହେଲେ ଏହା ଭିତରେ ୫ ବର୍ଷ ବିତିଗଲାଣି । ଲୋକଙ୍କର ରେଳରେ ବସିବା ସ୍ୱପ୍ନ ବି ଏହା ଭିତରେ ମଉଳି ଗଲାଣି । ଅର୍ଥ…

ଅପହଞ୍ଚ ଇଲାକାରେ ହେବ ଉନ୍ନତି

ରାୟଗଡା  : ରାୟଗଡା ଜିଲ୍ଲାର ଅପହଞ୍ଚ ଇଲାକା କୋଣ୍ଡାବାରିଡିର ସ୍ଥିତି ପରଖିଲେ ଗୁଣୁପୁର ଉପଜିଲ୍ଲାପାଳ ଜେ.ସୋନାଲ । ଅଧପନ୍ତରିଆ କାମ ଶୀଘ୍ର ସାରିବାକୁ ବିଭାଗୀୟ ଅଧିକାରୀଙ୍କୁ ତାଗିଦ  ରାୟଗଡା ଜିଲ୍ଲାର ଅପହଞ୍ଚ ଇଲାକା ପାରିକ୍ଷିତି ଗ୍ରାମପଞ୍ଚାୟତର କୋଣ୍ଡାବାରିଡି ଗାଁରେ ପହଁଚି ସେଠାକାର…

ଭାଲୁ ମୁହଁରୁ ଝିଅକୁ ବଞ୍ଚାଇଲା ମା’

ମାଲକାନଗିରି : ଭାଲୁ ମୁହଁରୁ ଝିଅର ଜୀବନ ବଞ୍ଚାଇବା ପାଇଁ ନିଜ ଜୀବନକୁ ବାଜି ଲଗାଇ ଦେଲେ ଜଣେ ମାଆ । ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ଅନ୍ତର୍ଗତ ବଣ୍ଡାଘାଟିରେ ଦେଖିବାକୁ ମିଳିଛି ଏପରି ଏକ ଘଟଣା । ଆଜି ସକାଳେ ବଣ୍ଡା ଘାଟି ଉପରେ ଥିବା କିର୍ଷାନିପଡା ଗ୍ରାମର ସମାରି ଶିଶା ଏବଂ ତାଙ୍କ…

ପୁଣି ଏନକାଉଣ୍ଟର, ୩ ମାଓବାଦୀ ମୃତ

ମାଲକାନଗିରି : ପୁଣି ଏନକାଉଣ୍ଟର । ମାଲକାନଗିରି ଛତିଶଗଡ ସିମାନ୍ତ ଦାନ୍ତେୱାଡା ଜିଲ୍ଲାରେ ଏନକାଣ୍ଟର । ଡୋଲକାଲ ଓ ପେଦାପାଲ ଗ୍ରାମ ନିକଟସ୍ଥ ଜଙ୍ଗଲରେ ମାଓବାଦୀ ଓ ପୁଲିସ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏଥିରେ ୩ ଜଣ ମାଓବାଦୀ ପ୍ରାଣ ହରାଇଥିବା ବେଳେ ବିପୁଳ ପରିମାଣରେ ଅସ୍ତ୍ରଶସ୍ତ୍ର ସହ…

ସରକାରୀ ଅଫିସରୁ ୮ ଲକ୍ଷ ଟଙ୍କା ଲୁଟ୍

ମାଲକାନଗିରି : ଛୁରୀ ଦେଖାଇ ସରକାରୀ ଅଫିସରୁ ୮ ଲକ୍ଷ ଟଙ୍କା ଲୁଟ୍ । ଟଙ୍କା ଲୁଟ୍ କରିବା ଘଟଣାରେ ମାଲକାନଗିରି ପୋଲିସ ଆଜି ଜଣେ ସାମ୍ବାଦିକଙ୍କ ସହ ୫ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ମାଥିଲି ଥାନା ଅନ୍ତର୍ଗତ ପୁରୁଣା ବ୍ଲକ କଲୋନିରେ ଥିବା ମୃତ୍ତିକା ସଂରକ୍ଷଣ କାର୍ଯ୍ୟାଳୟରୁ…

ସ୍ୱାବଲମ୍ବୀ କରୁଛି ଗାଁରେ ବ୍ୟାଙ୍କ୍

ମାଲକାନଗିରି : କରୋନା ମହାମାରୀ ଦୋହଲାଇ ଦେଇଛି ସମଗ୍ର ଦେଶର ଅର୍ଥନିତିକୁ । ଗତ ଦୁଇ ବର୍ଷ ଧରି ଲୋକେ ବ୍ୟାଙ୍କ ଓ ସାହୁକାର ମାନଙ୍କ ଋଣ ସୁଝି ପାରୁନଥିବା ବେଳେ ଠପ୍ ହୋଇ ପଡିଛି ବ୍ୟବସାୟ ବାଣିଜ୍ୟ ଓ ଚାଷ ବାସ । ହେଲେ ଠିକ ଏତିକ ବେଳେ ନିଜେ ସ୍ୱାବଲମ୍ବୀ ହେବା ସହ ଋଣ ମୁକ୍ତ ଗାଁର ପରିଚୟ…

ପୁଲିସ-ମାଓ ମୁହାଁମୁହିଁ, ଜଣେ ମାଓବାଦୀ ମୃତ

ମାଲକାନଗିରି : ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାରେ ପୋଲିସ ମାଓ ଗୁଳିବିନିମୟ । ଏଥିରେ ଜଣେ ଯବାନ ଆହତ ହୋଇଥିବା ବେଳେ ଆଉ ଜଣେ ମାଓବାଦୀର ମୃତ୍ୟୁ ହୋଇଥିବା ଜଣାପଡିଛି । ତେବେ ଆଉ କିଛି ମାଓବାଦୀ ଆହତ ହୋଇଥିବା ଅନୁମାନ କରାଯାଉଛି । ବିଜାପୁର ଜିଲ୍ଲା ଉସୁର ଥାନା ଅନ୍ତର୍ଗତ…

କରୋନାରେ ମାଓ ନେତା ମୃତ

ମାଲକାନଗିରି : ପୁଣି କରୋନାରେ ଜଣେ ମାଓବାଦୀ ମୃତ । କରୋନା ନେଲା ଆନ୍ଧ୍ର ଓଡିଶା ଛତିଶଗଡ଼ ତିନିରାଜ୍ୟର ଟୋପ ହାର୍ଡଖୋର ମାଓନେତା ବିନୋଦର ଜୀବନ । ବହୁ ଚର୍ଚ୍ଚିତ ୨୦୧୩ ମସିହା ମାଲକାନଗିରି ସୀମାନ୍ତ ଛତିଶଗଡ଼ ରାଜ୍ୟ ସୁକୁମା ଜିଲ୍ଲାର ଝିରମ ଘାଟିରେ ୩୨ ଜଣଙ୍କୁ ହତ୍ୟା କରିଥିଲା ଏହି ମାଓ…