Latest Odisha News

BREAKING NEWS

Browsing Category

ମାଲକାନଗିରି

Malkangiri

ପଛୁଆ ଜିଲ୍ଲାରେ ଦିବ୍ୟାଙ୍ଗ ଶିକ୍ଷକଙ୍କ ଶିକ୍ଷାଦାନ

ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ଅନଲାଇନ୍ ଶିକ୍ଷା ବ୍ୟାବସ୍ତାର ବିଫଳ ଚିତ୍ର । ଲକ୍ ଡାଉନ୍ ପରେ ଅନ ଲାଇନରେ ଶିକ୍ଷା ପ୍ରଦାନ କରିବା ଲାଗି ଶିକ୍ଷକ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ସରକାର । ହେଲେ ପଛୁଆ ଜିଲ୍ଲାରେ  ନେଟୱାର୍କ ନାହି କି ଗରିବ ବାପା ମାଆଙ୍କ ମୋବାଇଲ ଫୋନ କିଣିବା ଲାଗି…

ମାଲକାନଗିରି ଏସିଙ୍କ ବଦଳିରେ ନାଖୁସ୍ ସ୍ୱାଭିମାନ ଅଞ୍ଚଳବାସୀ

ମାଲକାନଗିରି: ସ୍ୱାଭିମାନ ଅଞ୍ଚଳରେ ପ୍ରଜାମେଳି । ପୋଲିସ ବିରୋଧରେ ନୁହେଁ । ପୋଲିସ ସପକ୍ଷରେ ଏକାଠି ହୋଇଛନ୍ତି ସ୍ୱାଭିମାନ ଅଞ୍ଚଳ ବାସିନ୍ଦା । ମାଲକାନଗିରି ଏସପିଙ୍କ ବଦଳିକୁ ବିରୋଧ କରି ସେମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି । ନିକଟରେ ମାଲକାନଗିରି ଏସପି ଋିଷିକେଶ ଖିଲାରୀଙ୍କୁ ମୟୂରଭଞ୍ଜ…

ପେଟ ପାଇଁ ସବୁ ନାଟ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଅବାଧରେ ଚାଲିଛି ଦେଶୀ ମଦ ପ୍ରସ୍ତୁତି । ବଣ୍ଡା ଘାଟି ଠାରୁ ଆରମ୍ଭ କରି ବାଲିମେଳା ,ଚିତ୍ରକୋଣ୍ଡା ଠାରୁ ଆରମ୍ଭ କରି କାଲିମେଳା ସବୁଠି ଗାଁ ଗାଁରେ ଆଦିବାସୀ ଲୋକେ ଏପରି ଅବାଧରେ ମଦ ପ୍ରସ୍ତୁତି କରୁଛନ୍ତି । କରୋନା ମହାମାରୀ ସମୟରେ ଆର୍ଥିକ ମେରୁଦଣ୍ଡ…

ବିଶୁଦ୍ଧ ପାଣି ନାଁରେ ନକଲି ପାଣି ବଟଲ, ଚଢାଉ ସହ ସିଲ କଲା ପୋଲିସ

ମାଲକାନଗିରି :ମାଲକାନଗିରି ଜିଲ୍ଲା ଏମ.ଭି.୨ଗାଁରେ ଥିବା ପଦ୍ମାବାତୀ ଆକ୍ୱାଫ୍ରେସ୍ ପାଣି କମ୍ପାନିକୁ ଆଜି ସିଲ୍ କରିଛି ମାଲକାନଗିରି ଆଦର୍ଶ ଥାନା ପୋଲିସ । ଏହି ପାଣି ବିତରକ କମ୍ପାନି ରିଫ୍ରେଶ ମିନେରାଲ ୱାଟର ନାମରେ ଲୋକଙ୍କୁ ନକଲି ପାଣି ବୋତଲ ବିକ୍ରି କରୁଥିବା ଅଭିଯୋଗ ହୋଇଛି । ପାଣିକୁ…

ଯବାନଙ୍କ ଗୁଳିମାଡରେ ଜଣେ ମାଓବାଦୀ ନିହତ, ବିପୁଳ ପରିମାଣର ବିସ୍ଫୋରକ ଜବତ

ମାଲକାନଗିରି: ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମିୟ ଘଟିଛି । ଘଟଣାସ୍ଥଳରେ ଜଣେ ହାର୍ଡକୋର ମାଓବାଦୀ ପ୍ରାଣ ହରାଇଥିବାବେଳେ ଜବତ ହୋଇଛି ବିପୁଳ ପରିମାଣର ମାଓ ସାମଗ୍ରୀ । ମୃତ ମାଓବାଦୀର ପରିଚୟ ପିଏଲ୍‌ଜିଏ କମାଣ୍ଡର ଜଗା ବୋଲି ଜଣାପଡିଛି ।…

ଫୋକସ ମାଲକାନଗିରି : କାର୍ଯ୍ୟାନୁଷ୍ଠାନର ଭୟ ନାହିଁ; ସ୍ବାଭିମାନ ଅଞ୍ଚଳ ପାଲଟିଛି ଗଞ୍ଜେଇ ଚାଷର ଭୂସ୍ବର୍ଗ

ମାଲକାନଗିରି: ଗଞ୍ଜେଇ ଚାଷ ମାଲକାନଗିରିର ଘଞ୍ଚ ଜଙ୍ଗଲରେ ଥିବା ଗାଁଗୁଡ଼ିକ ପାଇଁ ଯେମିତି କୁଟୀର ଶିଳ୍ପ ପାଲଟିସାରିଲାଣି। ବାଲିମେଳା ଜଳଭଣ୍ଡାର ନିକଟବର୍ତ୍ତୀ ଶତାଧିକ ଗାଁର ଲୋକେ ଏହି ଚାଷରେ ମାତିଛନ୍ତି। ଏଥିରୁ ଲାଭ ଏତେ ଅଧିକ ଯେ ସେମାନେ ଲୋଭରେ ପଡ଼ି ନିଜ ଜୀବନକୁ ମଧ୍ୟ ବିପନ୍ନ କରିବାକୁ…

ବିନା ଡିଗ୍ରୀରେ ଚାଲିଥିଲା ଚିକିତ୍ସା, ଗିରଫ ୩ କ୍ୱାକ୍ ଡାକ୍ତର

ମାଲକାନଗିରି: କରୋନା ମହମାରୀରେ ଅସ୍ତବ୍ୟସ୍ତ ହୋଇପଡିଛି ଧନଜୀବନ । ଏହାରି ଭିତରେ କିଛି ଅସାଧୁଙ୍କୁ ମିଳିଥିଲା ମାଲାମାଲ ହେବାକୁ ସଯୋଗ । ଏହି ଧାରାରେ ମାଲକାନଗିରି ଜିଲ୍ଲାରେ ପୋଲିସ ଜାଲରେ ପଡିଛନ୍ତି ତିନିଜଣ କ୍ୱାକ୍ (ଦେଶୀ) ଡାକ୍ତର । ଜାଣି ଚକିତ ହେବେ ବିନା ଡିଗ୍ରୀରେ ଚାଲିଥିଲା…

ପାଣି ଭିତରୁ ଭଗ୍ନ ମନ୍ଦିର ଉଦ୍ଧାର

ମାଲକାନାଗିରି : ପାଣି ଭିତରୁ ଉଦ୍ଧାର ହୋଇଛି ଭଗ୍ନ ମନ୍ଦିର । ମାଲକାନାଗିରି ବାଲିମେଳା ଜଳ ଭଣ୍ଡାରରୁ ମିଳିଛି ପୁରୁଣା ମନ୍ଦିରର ଭଗ୍ନ ଅଂଶ । ଜଳଭଣ୍ଡାରରୁ ପାଣି କମିଯିବାରୁ ଏହି ପ୍ରାଚୀନ ମନ୍ଦିର ଦୃଶ୍ୟ ମାନ ହୋଇଛି । ଖାଲି ସେତିକି ନୁହେଁ ଆଖପାଖରୁ ମଧ୍ୟ ବହୁ ଛୋଟ ବଡ ମୂର୍ତ୍ତି ଉଦ୍ଧାର…

ପୋଲିସ ନକ୍ସଲ୍ ଗୁଳି ବିନିମୟ, ୨ ମାଓ କମାଣ୍ଡର ନିହତ

ମାଲକାନଗିରି: ଏନକାଉଣ୍ଟରରେ ମରୁଛନ୍ତି, କରୋନାରେ ସଂକ୍ରମିତ ହୋଇ ବିିନା ଚିକିତ୍ସାରେ ବି ପ୍ରାଣ ହରାଉଛନ୍ତି । ତଥାପି ଭାଙ୍ଗନି ମାଓବାଦୀଙ୍କ ମିଛ ଦମ୍ଭ । ପୁଣିଥରେ ପୋଲିସ ସହ ଗୁଳି ବିନିମୟରେ ଦୁଇଜଣ ମାଓ କମାଣ୍ଡର ନିହତ ହୋଇଛନ୍ତି । ଗତକାଲି ଓଡିଶା ଓ ଛତିଶଗଡ ସୀମାନ୍ତ ନାରାୟଣପୁର…

ପୋଲିସ ଗୁଳିରେ ଟଳିଲେ ମହିଳା ମାଓନେତ୍ରୀ

ମାଲକାନଗିରି: ଛତିଶଗଡ ଦାନ୍ତେୱାଡାରେ ଏନକାଉଣ୍ଟର । ପୋଲିସ ଗୁଳିଲେ ଜଣେ ମହିଳା ମାଓନେତ୍ରୀ ନିହତ । ତେବେ ତାଙ୍କର ବର୍ତ୍ତମାନ ସୁଦ୍ଧା ପରିଚୟ ମିଳି ପାରିନାହିଁ । ତାଙ୍କ ପାଖରୁ ଜବତ ହୋଇଛି AK-47 । ଦାନ୍ତେୱାଡା ଜିଲ୍ଲାର କୁମାକଲେଙ୍ଗ ଜଙ୍ଗଲରେ ମାଓ କାମ୍ପ ଚାଲିଥିବା ଗୁଇନ୍ଦା ସୂଚନା…