Latest Odisha News

BREAKING NEWS

Browsing Category

ମାଲକାନଗିରି

Malkangiri

ବଡ଼ଯାତ୍ରା ଅବସରରେ ମାଲକାନଗିରିରେ ଜମିଥିଲା ମଦ ମେଳା

ମଦ ମେଳା । ଶୁଣିବାକୁ ଆପଣଙ୍କୁ ଟିକେ ଅଜବ ଲାଗୁଥିବ । କେବେ ଦେଖିନଥିବେ ଏମିତି ମେଳା । ବଡଯାତ୍ରା ଉପଲକ୍ଷେ ମାଲକାନଗିରି ଜିଲ୍ଲାରେ ଦେଖିବାକୁ ମିଳିଛି ମଦ ମେଳାର ଆସର । କୋୟା ଆଦିବାସୀ ସମ୍ପ୍ରଦାୟର ଲୋକେ ଆୟୋଜନ କରିଥାନ୍ତି ଏହି ପାରମ୍ପରିକ ମଦ ମେଳା । ଯେଉଁଥିରେ ସାମିଲ ହୋଇଥାନ୍ତି…

ଛତିଶଗଡରେ ଜୋରଦାର କୁମ୍ବିଂ ଅପରେସନ, ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ !

ମାଲକାନଗରି: ଛତିଶଗଡ ରାଜ୍ୟର ଦାନ୍ତେୱାଡାରେ ସୁରକ୍ଷାକର୍ମୀଙ୍କ ଜୋରଦାର କୁମ୍ବିଂ ଅପରେସନ୍ । ଜବତ ହେଲା ବିପୁଳ ପରିମାଣର ମାଓ ସାମଗ୍ରୀ । ଆଜି ସକାଳେ ଦାନ୍ତେୱାଡାର ପଲ୍ଲୀ ବୀରାସୁର ଗାଁର ଘୋଟିଆ ଜଙ୍ଗଳରେ ମାଓବାଦୀ କ୍ୟାମ୍ପ କରିଥିବା ଗୁଇନ୍ଦା ସୁତ୍ରରୁ ଜଣାପଡିଥିଲା । ଖବର ପାଇ…

ଛତିଶଗଡରେ ଲାଲ୍ ସେନା ଆତଙ୍କ, ଜାଳିଦେଲେ ୧୧ଗାଡି

ମାଲକାନଗିରି: ଛତିଶଗଡରେ ଜାରି ରହିଛି ମାଓବାଦୀଙ୍କ ଔଦ୍ଧତ୍ୟ । ବିକାଶକୁ ଲଗାତାର ବିରୋଧ କରୁଛି ଲାଲ୍ ସେନା । ଆତ୍ମଗର୍ବରେ ବଶୀଭୂତ ହୋଇ ଜାଳିଦେଲେ ୧୧ଟି ଗାଡି । ମାଓବାଦୀଙ୍କ ଲଙ୍କାକାଣ୍ଡରେ ଟ୍ରାକ୍ଟର, ରୋଡ୍ ରୋଲର୍ ଓ ଟ୍ରକ୍ ଜଳିପୋଡି ଧ୍ୱଂସ ହୋଇଥିବା ସୂଚନା ମିଳିଛି । ସଦ୍ୟ ରିପୋର୍ଟ…

ଲକଡାଉନ୍ ବଦଳାଇଦେଲା ପେଶା, ବିଟେକ୍ ଇଞ୍ଜିନିୟର ବିକୁଛନ୍ତି ବିରିୟାନି

ମାଲକାନଗିରି: ଲକଡାଉନ୍ ବଦଳାଇଦେଲା ଦୁଇ ଯୁବ ଇଞ୍ଜିନିୟରଙ୍କ ପେଶା । ପରିବାର ଉପରେ ବୋଝ ନହୋଇ ନିଜ ଗୋଡରେ ଠିଆ ହେବା ଲାଗି ସହରରେ ଲଗାଇଛନ୍ତି ଗୋଟିଏ ଠେଲା । ଯାହାର ନାଁ ଦେଇଛନ୍ତି ଇଞ୍ଜିନିୟରସ୍ ଠେଲା । ମାଲକାନଗିରି ଜିଲ୍ଲାର ଏହି ଦୁଇ ଯୁବ ଇଞ୍ଜିନିୟର ବନ୍ଧୁ ସହରର ରାସ୍ତା କଡରେ ଏହି…

ମାଲକାନଗିରିରେ ଦୀର୍ଘ ୪୦ବର୍ଷ ପରେ ମଞ୍ଚସ୍ଥ ହେଲା ଗାନ୍ଧୀଙ୍କ ଓଡ଼ିଶା ନାଟକ 

ମାଲକାନଗିରି: ଦୀର୍ଘ ୪୦ବର୍ଷ ପରେ ମଞ୍ଚସ୍ଥ ହେଲା ଗାନ୍ଧୀଙ୍କ ଓଡ଼ିଶା ନାଟକ । ମହତ୍ମା ଗାନ୍ଧିଙ୍କ ଓଡିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଅବସରରେ ମାଲକାନଗିରି ଜିଲ୍ଲା ସଦର ମହକୁମା ସଂସ୍କୃତି ଭବନଠାରେ ଗତକାଲି ଗାନ୍ଧୀଙ୍କ ଓଡ଼ିଶା ନାଟକ ମଞ୍ଚସ୍ଥ ହୋଇଛି  ।  ଏହି ଅବସରରେ ମଞ୍ଚରେ ପରିବେଷଣ…

ଛତିଶଗଡ଼ରେ ମାଡୁଛି ମହାମାରୀ, ମାଲକାନଗିରିକୁ ଗୋଡ଼ାଉଛି ଭୟ

ଭୁବନେଶ୍ୱର: ଦେଶରେ କରୋନାର ଲେଉଟାଣି । ପୁଣି ଥରେ ହୁ ହୁ ହୋଇ ବଢୁଛି ସଂକ୍ରମଣ । ଓଡ଼ିଶାରେ ବି ଦୈନିକ କେସ୍ ବଢୁଛି । ପଡ଼ୋଶୀ ଛତିଶଗଡ଼ରେ ସଂକ୍ରମଣ ବୃଦ୍ଧି ପରେ ବଢ଼ିଛି ଓଡ଼ିଶାର ଟେନସନ୍ । ବିଶେଷ କରି ପଡ଼ୋଶୀ ଜିଲ୍ଲା ମାଲକାନଗିରିକୁ ସଂକ୍ରମଣ ଭୟ ଅଧିକ । ବର୍ତ୍ତମାନ ମାଲକାନଗିରି…

ମାଓବାଦୀଙ୍କ ବିସ୍ଫୋରଣରେ ଥରିଲା ନାରାୟଣପୁର

ମାଲକାନଗିରି: ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ । ଛତିଶଗଡ ନାରାୟଣପର ଜିଲ୍ଲାରେ ମାଓବାଦୀଙ୍କ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ । ଶକ୍ତିଶାଳୀ ବିସ୍ଫୋରଣରେ ଉଡିଲା ଡିଆରଜି ଯବାନଙ୍କ ବସ୍ । ଗୁରୁତରଙ୍କ ସଂଖ୍ୟା ୧୦ ଟପିଥିଲାବେଳେ ସହିଦ ହୋଇଛନ୍ତି ୫ ଯବାନ ।

ମାଲକାନଗିରିରେ ଆଜିଠାରୁ ଆରମ୍ଭ ହୋଇଛି ବଡ଼ଯାତ୍ରା

ମାଲକାନଗିରି: କରୋନା କଟକଣା ଭିତରେ ମାଲକାନଗିରି ଜିଲ୍ଲାରେ ଆଜିଠାରୁ ଆରମ୍ଭ ହୋଇଛି ବଡଯାତ୍ରା । ଆନ୍ଧ୍ର, ଓଡ଼ିଶା ଓ ଛତିଶଗଡ ତିନି ରାଜ୍ୟର ଲକ୍ଷାଧିକ ଭକ୍ତଙ୍କ ସମାଗମ ହୁଏ ବଡଯାତ୍ରାରେ । ଆସନ୍ତା ୨୭ ତାରିଖ ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ମାଲକାନଗିରି ସହରରେ ଏହି ଯାତ୍ରା ପାଳିତ ହେବ ।…

ଉନ୍ନୟନମୂଳକ କାମକୁ ବିରୋଧ କରି ପୁଣି ମାତିଲେ ମାଓବାଦୀ, ଶ୍ରମିକଙ୍କୁ ନିର୍ଧୁମ ପିଟିଲେ

ମାଲକାନଗିରି: ପୁଣି ମାତିଲେ ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ରାଜ୍ୟର ସୁକୁମା ଜିଲ୍ଲାରେ ମାଓବାଦୀଙ୍କ ଉନ୍ମତକାଣ୍ଡ । ଉନ୍ନୟନ ମୂଳକ କାମକୁ ବିରୋଧ କରି ଜେସିବି ପଡିବା ସହ ଶ୍ରମିକଙ୍କୁ ନିର୍ଧୁମ ମାଡ଼ ମାରିଛନ୍ତି ମାଓବାଦୀ । ସୂଚନା ଅନୁସାରେ, ସୁକମା ଜିଲ୍ଲା କଣ୍ଟା…

ସ୍ୱଚ୍ଛ ଭାରତ ମିଶନରେ ଦୁର୍ନୀତିର ଗନ୍ଧ

ମାଲକାନଗରି: ଆଦିମ ଜନଜାତି ବଣ୍ଡା ଲୋକଙ୍କ ଉନ୍ନତି ପାଇଁ ରହିଛି ବିଭିନ୍ନ ଯୋଜନା । ହେଲେ ବାସ୍ତବରେ ତାହା କେତେଦୂର କାର୍ଯ୍ୟକାରୀ ହେଉଛି, ଏହାର ଉତ୍ତର ବୋଧ ହୁଏ କେବଳ ଏହି ସରଳ ଲୋକଙ୍କ ନିକଟରେ ରହିଛି । ସ୍ୱଚ୍ଛ ଭାରତ ମିଶନରେ ଅଧିନରେ ନିର୍ମାଣ ହୋଇଥିଲା ଶହଶହ ପାଇଖାନା । ହେଲେ…