Latest Odisha News

BREAKING NEWS

Browsing Category

ମାଲକାନଗିରି

Malkangiri

କରୋନା ସହ ଲଢେଇ: ୨ବର୍ଷର ଶିଶୁକୁ ଛାଡ଼ି କର୍ତ୍ତବ୍ୟରେ ଯୋଗଦେଲେ ମା

ମାଲକାନଗିରି: ଘରେ ପିଲା କର୍ତ୍ତ୍ୟବ୍ୟ ସ୍ଥଳରେ ମାଁ।ପିଲା କୁ କୋଳେଇ ନେଇ ପାରୁନି ଜନ୍ମଦାତ୍ରୀ ମାଁ। ଗୋଟିଏ ମୁହୂର୍ତ୍ତ ନ ଦେଖିଲେ ଯେଉଁ ମାଁ ରହି ପାରୁ ନଥିଲା ଆଜି ସତେ ଯେମିତି ସେହି ମାଆ ହୃଦୟ ନିଜ କର୍ତ୍ତବ୍ୟ ପାଇଁ ନିଷ୍ଟୁର ହୋଇ ଯାଇଛି। କାହିଁକି ଏ ପରିବର୍ତ୍ତନ? ପିଲା ଟି ପ୍ରଶ୍ନ…

କୋଭିଡ୧୯ ପ୍ରସ୍ତୁତି ନୀରିକ୍ଷଣ ପାଇଁ ତିନି ଜିଲ୍ଲା ଗସ୍ତରେ ୫ଟି ସଚିବ

କୋରାପୁଟ: ଦିନିକିଆ କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଗସ୍ତରେ ୫ଟି ସଚିବ ଭି. କେ. ପାଣ୍ଡିଆନ । ଆଜି ପ୍ରଥମେ ଜୟପୁରରେ ପହଞ୍ଚି ନୂଆ କରି ପ୍ରସ୍ତୁତ ହୋଇଥିବା କୋଭିଡ ହସ୍ପିଟାଲର ସ୍ଥିତି ପରଖିଥିଲେ । ଏହାପରେ ମାଲକାନଗିରି ଓ ନବରଙ୍ଗପୁରଠାରେ କୋଭିଡ୧୯ ହସ୍ପିଟାଲ ବୁଲି ଦେଖିବେ ।…

ଦକ୍ଷିଣ ଦର୍ଶନ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର... ଦକ୍ଷିଣ ଓଡ଼ିଶା ଦକ୍ଷତାର ଓଡ଼ିଶା, ଦୃପ୍ତତାର ଓଡ଼ିଶା, ଦୁର୍ଦ୍ଦାନ୍ତତାର ଓଡ଼ିଶା । ଦକ୍ଷିଣ ଓଡ଼ିଶା ଦୁର୍ବାର ଓଡ଼ିଶା । ବନଜଂଗଲରୁ ଆରମ୍ଭ କରି ପାହାଡ଼ପର୍ବତର ପ୍ରାଚୁର୍ଯ୍ୟ ଦିନେ ଦକ୍ଷିଣ ଓଡ଼ିଶାକୁ ଦୁର୍ଭେଦ୍ୟ ଦୁର୍ଗର ଦୃଢ଼ ଭାବମୂର୍ତ୍ତି…

ବଢିଲା ରାଜ୍ୟର ତାପମାତ୍ରା; ୪୦ ଡିଗ୍ରୀ ଛୁଇଁଲା ମାଲକାନଗିରି

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି)ର ସୂଚନାନୁଯାୟୀ ରାଜ୍ୟର ଅଧିକାଂଶ ଅଞ୍ଚଳରେ ତାପମାତ୍ରା ଅଧିକ ମାତ୍ରାରେ ବୃଦ୍ଧି ଘଟିଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂତ୍ରରୁ ଜଣାପଡ଼ିଛି ଯେ, ମାଲକାନଗିରି ଶୁକ୍ରବାର ଦିନ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ଭାବେ…

ମହିଳା ଦିବସରେ ମହିଳା କ୍ୟାଡର ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି: ମହିଳା ଦିବସରେ ଅସ୍ତ୍ରଶସ୍ତ୍ର ଛାଡି ମୁଖ୍ୟସ୍ରୋତରେ ସାମିଲ ହେବାକୁ ମହିଳା କ୍ୟାଡର ମାଓବାଦୀ ପ୍ରୟାସ କରିଛନ୍ତି । ମାଲକାନଗିରିରେ ଜଣେ ମହିଳା କ୍ୟାଡର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ମାଲକାନଗିରି ଏସପିଙ୍କ ପାଖରେ ମହିଳା ମାଓବାଦୀ ଦେବେ ସୋଢ଼ି ଆତ୍ମସମର୍ପଣ କରିଛନ୍ତି ।…

ମାଓ ଭୟରେ ପୋଲିସର ପଛଘୁଂଚା; ବାଇକରେ ବୁହା ହେଲା ଶବ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଅଭାବନୀୟ ଘଟଣା । ମାଓବାଦୀଙ୍କ ଗୁଳିରେ ମୃତ ଜଣେ ଆଦିବାସୀଙ୍କ ଶବକୁ ତାଙ୍କ ପରିବାର ଲୋକେ ପୋଷ୍ଟମର୍ଟମ ପାଇଁ ନେବାକୁ ବାଧ୍ୟ ହୋଇଛନ୍ତି । ସେଠାକାର ସ୍ଥାନୀୟ ପୋଲିସ ମାଓବାଦୀଙ୍କ ଭୟରେ ସେହି ଗାଁକୁ ପ୍ରବେଶ କରିବାକୁ ଡରୁଥିବା ଜଣାପଡିଛି ।…

ହାର୍ଡକୋର ମାଓବାଦୀ କମୁଲୁର ଆତ୍ମସମର୍ପଣ

ମାଲକାନଗିରି: ମାଲକାନଗିରି ପୋଲିସ ନିକଟରେ ଆତ୍ମସମର୍ପଣ କରିଛି ହାର୍ଡକୋର ମାଓବାଦୀ କମୁଲୁ । ଦୀର୍ଘ ଦିନରୁ ସେ ମାଓ କାର୍ଯ୍ୟକଳାପରେ ସମ୍ପୃକ୍ତ ଥିବା ସହ ଛତିଶଗଡର କାଙ୍କେର ଘାଟି ଅଚଂଳରେ ଏରିଆ କମିଟି ସଦସ୍ୟ ରୂପେ କାମ କରୁଥିଲା । ଛତିଶଗଡ ଇରମ ଘାଟି ଆକ୍ରମଣରେ କମୁଲୁ ମୁଖ୍ୟ ଭୂମିକା…