Latest Odisha News

BREAKING NEWS

Browsing Category

ମୟୂରଭଞ୍ଜ

Mayurbhanj

କାଲିଠୁ ୨ ଦିନ ଶିମିଳିପାଳ ବନ୍ଦ

ବାରିପଦା: ଆସନ୍ତାକାଲିଠୁ ୨ ଦିନ ବନ୍ଦ ରହିବ ଶିମିଳିପାଳ । ୪ ଓ ୫ ତାରିଖ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଜାତୀୟ ପ୍ରାଣୀ ଉଦ୍ୟାନ ।  ସମ୍ଭାବ୍ୟ ବାତ୍ୟା ଜଓ୍ୱାଦକୁ ଦୃଷ୍ଟିରେ ରଖି ବନ୍ଦ ଘୋଷଣା କରିଛନ୍ତି କର୍ତ୍ତୃପକ୍ଷ । ଏହାପରେ କେବେ ଖୋଲିବ ସୂଚନା ଦିଆଯିବ । ବାତ୍ୟା ଜଓ୍ୱାଦ ଓଡ଼ିଶା…

[ଭିଡ଼ିଓ] ଗାଁରେ ଆତଙ୍କ ଖେଳାଉଛି ୨୬ ଟିକିଆ ହାତୀ ପଲ

କରଞ୍ଜିଆ : ଗାଁ ଭିତରେ ଦନ୍ତା ଦୌରାତ୍ମ୍ୟ। ଦିନ ଦିପହରରେ ଗାଁରେ ପଶି ଆତଙ୍କ ଖେଳାଉଛି ୨୬ ଟିିକିଆ ହାତୀ ପଲ। ଏହି ଦୃଶ୍ୟ ଦେଖିବାକୁ ମିଳିଛି ମୟୁରଭଞ୍ଜ କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜରେ । ଧାନ ଅମଳ ସମୟ ହୋଇଥିବା ବେଳେ ପାଚିଲା ଧାନ ସବୁ ନଷ୍ଟ କରିଚାଲିଛନ୍ତି । ଯାହାକୁ ନେଇ…

ଆଦିବାସୀ ଆବାସିକ ବାଳିକା ବିଦ୍ୟାଳୟର ୨୬ ଛାତ୍ରୀ କରୋନା ପଜିଟିଭ

ମୟୂରଭଞ୍ଜ: ସ୍କୁଲ ଖୋଲିବା ପରେ ଶିକ୍ଷାନୁଷ୍ଠାନରେ ବଢୁଛି ସଂକ୍ରମଣ । ଛାତ୍ରଛାତ୍ରୀ ସଂକ୍ରମିତ ହେଉଛନ୍ତି । ସୁନ୍ଦରଗଡ଼ ପରେ ମୟୂରଭଞ୍ଜ ଜିଲ୍ଲାରୁ ବାହାରିଛି ପଜିଟିଭ୍ କେସ୍ । ଠାକୁରମୁଣ୍ଡା ବ୍ଲକର ଚମକପୁର ଆଦିବାସୀ ଆବାସିକ ବାଳିକା ବିଦ୍ୟାଳୟର ୨୬ ଛାତ୍ରୀ କରୋନା ସଂକ୍ରମିତ ହୋଇଛନ୍ତି ।…

ବାରିପଦା ITDA ସହକାରୀ ଯନ୍ତ୍ରୀଙ୍କ ଘରୁ ୪୧ ଲକ୍ଷ ଟଙ୍କା, ୬୫୯ ଗ୍ରାମ୍ ସୁନା ଜବତ

ବାରିପଦା: ଭିଜିଲାନ୍ସ ଜାଲରେ ପଡ଼ିଥିବା ବାରିପଦା ଆଇଟିଡିଏ ସହକାରୀ ଯନ୍ତ୍ରୀ ସନ୍ତୋଷ କୁମାର ଦାସଙ୍କ ଆୟ ବର୍ହିଭୂତ ସମ୍ପତ୍ତିର ହିସାବ ଚାଲିଛି । ରେଡ୍ ବେଳେ ତାଙ୍କ ଘରୁ ଜବତ ହୋଇଛି ନଗଦ ୪୧ଲକ୍ଷ ୭୭ହଜାର ଟଙ୍କା । ଗତକାଲି ୧୩ ଲକ୍ଷ ୬୦ହଜାର ଟଙ୍କା ମିଳିଥିଲା । ୬୫୯ଗ୍ରାମ ସୁନା ଜବତ ହୋଇଛି…

ଆଜିଠୁ ଶିମିଳିପାଳରେ ବାଘ ଗଣନା

ବାରିପଦା: ଶିମିଳିପାଳ ଅଭୟାରଣ୍ୟରେ କେତେ ବାଘ ଅଛନ୍ତି ? ଆଜିଠୁ ଆରମ୍ଭ ହୋଇଛି ବ୍ୟାଘ୍ର ଗଣନା । ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ଉତ୍ତର, ଶିମିଳିପାଳ ଦକ୍ଷିଣ, କରଞ୍ଜିଆ, ରାଇରଙ୍ଗପୁର, ବାଙ୍ଗରିପୋଷି, ଦେଉଳି, ଉଦଳା, କପ୍ତିପଦା, ରାସଗୋବିନ୍ଦପୁର ରେଞ୍ଜ ଅଧିନ ଜଙ୍ଗଲରେ ଗଣନା ଚାଲିଛି ।…

ବାରିପଦା ITDA ସହକାରୀ ଯନ୍ତ୍ରୀଙ୍କ ଆୟ ବର୍ହିଭୂତ ସମ୍ପତ୍ତିର ହିସାବ କରୁଛି ଭିଜିଲାନ୍ସ

ବାରିପଦା: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବାରିପଦା ଆଇଟିଡିଏ ଆସିଷ୍ଟାଣ୍ଡ ଇଂଜିନିୟର । ତାଙ୍କ ନାଁ ସନ୍ତୋଷ କୁମାର ଦାସ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବଡ଼ ଧରଣର ଚଢ଼ାଉ କରୁଛି ଭିଜିଲାନ୍ସ ଟିମ୍ । ଏକକାଳୀନ ୧୧ଟି ସ୍ଥାନରେ ରେଡ୍ ଚାଲିଛି । ଚଢ଼ାଉରେ ୧୦ ଜଣ ଡିଏସପି, ୪ଜଣ…

ଗଛରୁ ନାବାଳକ ଓ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବାରିପଦା: ଅଭାବନୀୟ ଘଟଣା । ଗଛରୁ ଝୁଲନ୍ତା ଅବସ୍ଥାରେ ଦୁଇ ଜଣ ନାବାଳକ ଓ ନାବାଳିକାଙ୍କ ମୃତଦେହ ଉଦ୍ଧାର । ମୟୂରଭଞ୍ଜ ଜିଲ୍ଲା ବେତନଟୀ ଥାନା ଅନ୍ତର୍ଗତ ଧୋନଶୋଳ ଗାଁ କେନାଲ ନିକଟ ଏକ ଗଛରୁ ସେମାନଙ୍କର ମୃତଦେହ ଉଦ୍ଧାର ହୋଇଛି । ମୃତ ନାବାଳକର ବୟସ ୧୬ ବର୍ଷ ଓ ନାବାଳିକାର ବୟସ ୧୪ ବର୍ଷ ହେବ…

ଭିଜିଲାନ୍ସ ଜାଲରେ ବାରିପଦା ITDAର କନିଷ୍ଠ ଯନ୍ତ୍ରୀ

ବାରିପଦା: ଭିଜିଲାନ୍ସ ଜାଲରେ ବାରିପଦା ITDAର କନିଷ୍ଠ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ITDAର କନିଷ୍ଠ ଯନ୍ତ୍ରୀ ସନ୍ତୋଷ ଦାସଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଏକକାଳୀନ ସନ୍ତୋଷ ଦାସଙ୍କ ବାରିପଦା ସ୍ଥିତ ଭଡ଼ା ଘର, ବାଲିଆପାଳ ପୈତୃକ ଘର, ଆଇଟିଡିଏ ଅଫିସ, ଭୁବନେଶ୍ୱର,…

ମୟୁରଭଞ୍ଜ ଜିଲ୍ଲାର ୬୦ଟି ସ୍କୁଲ ପ୍ରଥମ ପର୍ଯ୍ୟାୟରେ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ମୟୁରଭଞ୍ଜ: ୫ଟି ଉପକ୍ରମ ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମରେ ମୟୁରଭଞ୍ଜ ଜିଲ୍ଲାର ୬୦ଟି ସ୍କୁଲ ପ୍ରଥମ ପର୍ଯ୍ୟାୟରେ ଲୋକାର୍ପିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ଏହି ସ୍କୁଲକୁ ଲୋକାର୍ପଣ କରିଛନ୍ତି । ବାରିପଦା ଶତାୟୁ ଉଚ୍ଚ ବିଦ୍ୟାଳୟ ମହାରାଜ…

ଗାଁକୁ ବିଦ୍ୟୁତ ସଂଯୋଗ ଦାବିରେ ରାସ୍ତାରେ ବସିଲେ ଗାଁ ଲୋକେ

ମୟୁରଭଞ୍ଜ: ଗାଁକୁ ବିଦ୍ୟୁତ ସଂଯୋଗ ହୋଇନଥିବାରୁ ଗ୍ରାମବାସୀ କଲେ ରାସ୍ତା ଅବରୋଧ । ଆଜିବି ମୟୁରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ସାଗର ସାହି ଗାଁକୁ ମିଳିନି ବିଦ୍ୟୁତ ସଂଯୋଗ । ଦୀର୍ଘ ଦିନ ହେଲା ଗାଁକୁ ଖୁଣ୍ଟି ପଡ଼ିଛି । ହେଲେ ଆଜିଯାଏଁ ବିଦ୍ୟୁତ ସଂଯୋଗ ମିଳିପାରିନାହିଁ । ହେଲେ ବିଡ଼ମ୍ବନାର…