Latest Odisha News

BREAKING NEWS

Browsing Category

ମୟୂରଭଞ୍ଜ

Mayurbhanj

ଲକି କୂପନ ବାହାନା କରି ଠକେଇ

ମୟୂରଭଞ୍ଜ: ଲକି କୂପନ ବାହାନା କରି ଠକୁଥିବା ଗ୍ୟାଙ୍ଗର ପର୍ଦ୍ଦାଫାସ । ଲକି କୂପନ ବାହାନା କରି ଲୋକଙ୍କୁ ଠକୁଥିବା ଗ୍ୟାଙ୍ଗର ପର୍ଦ୍ଦାଫାସ କରିଛି ମୟୁରଭଞ୍ଜ ପୋଲିସ । ମୟୁରଭଞ୍ଜ ଜିଲ୍ଲା ଝରପୋଖରିଆ ଥାନା ପୋଲିସ ଠକେଇ ଅଭିଯୋଗରେ ୬ ଜଣ ଠକକୁ ଗିରଫ କରିବା ସହ ଏକ ବୋଲେର ଗାଡି, ୭ ଟି ମୋବାଇଲ…

ବାରିପଦାରେ ଉଦ୍‌ଘାଟିତ ହଜାରେ ଏମ୍‌ଏମ୍‌ଟି ସମ୍ପନ୍ନ ଅକ୍ସିଜେନ୍ ପ୍ଲାଣ୍ଟ

ବାରପଦା: ମୟୁରଭଂଜ ଜିଲ୍ଲା ବାରିପଦାରେ ଲୋକାର୍ପିତ ହେଲା ଅକ୍ସିଜେନ୍ ପ୍ଲାଣ୍ଟ । ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ ପରିସରରେ ହଜାରେ ଏମ୍‌ଏମ୍‌ଟି ସମ୍ପନ୍ନ ଅକ୍ସିଜେନ୍ ପ୍ଲାଣ୍ଟ ଉଦଘାଟିତ ହୋଇଛି । ଆଜି ଆନୁଷ୍ଠାନିକ ଭାବେ ଅକ୍ସିଜେନ୍ ପ୍ଲାଣ୍ଟକୁ କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ…

ପୋଲିସ ଆଖି ଆଗରେ ଚୋରି

ମୟୂରଭଞ୍ଜ: ଇଲେକ୍ଟ୍ରୋନିକ୍ସ ଦୋକାନରୁ ଚୋରି । ପୋଲିସ ସବୁ ଦେଖି ମଧ୍ୟ ଚୁପ୍। ସସିଟିଭିରେ କଏଦ ହେଲା ଚୋରି ଭିଜୁଆଲ। ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଉପଖଣ୍ଡ ଉଦଳା ଥାନାଛକ ନିକଟରେ ଏପରି ଘଟଣା ଘଟିଛି। ପଣ୍ଡା ଇଲେକ୍ଟ୍ରୋନିକ୍ସ ଦୋକାନରୁ ରାତି ୧୨ ଟାରେ ଏସି ର ଡେମୋକୁ ଚୋର ଖୋଲିନେଇଯାଉଥିବା…

ମୟୁରଭଂଜରେ ଖୋଲିଲା ରାଜ୍ୟର ପ୍ରଥମ ବାର୍ଦ୍ଧକ୍ୟ ଜନିତ ଭିନ୍ନକ୍ଷମ ଚିକିତ୍ସା କେନ୍ଦ୍ର

ବାରିପଦା: ଏକ ଭିନ୍ନ ଦୃଷ୍ଟାନ୍ତମୂଳକ ପଦକ୍ଷେପ ପାଇଁ ଚର୍ଚ୍ଚାକୁ ଆସିଛି ମୟୁରଭଂଜ ଜିଲ୍ଲା । ଜିଲ୍ଲାର ସଦର ମହକୁମା ବାରିପଦାରେ ଖୋଲିଲା ରାଜ୍ୟର ପ୍ରଥମ ବାର୍ଦ୍ଧକ୍ୟ ଜନିତ ଭିନ୍ନକ୍ଷମ ଚିକିତ୍ସା କେନ୍ଦ୍ର । ଏହି ଚିକିତ୍ସା କେନ୍ଦ୍ରକୁ ଖୋଦ ଜିଲ୍ଲାପାଳ ବିନୀତ ଭରଦ୍ୱାଜ ଆନୁଷ୍ଠାନିକ…

ନିଶାଶକ୍ତ ଯୁବକଙ୍କ ପାଇଁ ଅଗ୍ନିଶମ ବିଭାଗ ନାକେଦମ

ବାରିପଦା: ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ବ୍ୟକ୍ତିଙ୍କ ପାଇଁ ନାକେଦମ ହେଲା ଅଗ୍ନିଶମ ବିଭାଗ । ଗତକାଲି ଅପରାହ୍ନରେ କିଛି ଏମତି ଏକ ଘଟଣାକୁ ନେଇ ଖୁଣ୍ଟା ଥାନା ଅନ୍ତର୍ଗତ ବାସିପିଠା ଗାଁ ଚର୍ଚ୍ଚାକୁ ଆସିଛି । ମିଳିଥିବା ରିପୋର୍ଟ ଅନୁଯାୟୀ ବାସିପିଠା ଗାଁର ସୁନ୍ଦର ମୋହନ ସିଂଙ୍କ…

କୁଡୁମୀ ସେନାର ଦିଲ୍ଲୀ ଯାତ୍ରା

ମୟୂରଭଞ୍ଜ: ମୟୂରଭଞ୍ଜ କୁଡୁମୀ ସମ୍ପ୍ରଦାୟ ଦିଲ୍ଲୀ ଯାତ୍ରାରେ । କୁଡୁମୀ ଜାତୀକୁ ଆଦିବାସୀ ତାଲିକା ଭୁକ୍ତ କରିବା ଦାବି ନେଇ ଶନିବାର ଦିଲ୍ଲୀ ଯାତ୍ରା କରିଛନ୍ତି କୁଡୁମୀ ସେନା ସଦସ୍ୟ । କୁଡୁମୀ ସେନାର ରାଜ୍ୟ ସଭାପତି ଜୟମୁନୀ ମହାନ୍ତ ଙ୍କ ନେତୃତ୍ୱରେ ଦିଲ୍ଲୀ ଯାତ୍ରା କରିଛନ୍ତି ସେନା…

ମର୍ମନ୍ତୁଦ ଦୁର୍ଘଟଣା,୧୦ ଯାତ୍ରୀ ଗୁରୁତର

ମୟୂରଭଞ୍ଜ :ମୟୂରଭଞ୍ଜ ବାଙ୍ଗିରପୋଷି ଦ୍ୱାରସୁଣି ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା। ଘାଟି ନିକଟରେ ଟ୍ରକ ଓ ବସ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୧୦ ରୁ ଅଧିକ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ୨୦ ରୁ ଅଧିକ ଯାତ୍ରୀ ଅଳ୍ପ ଆହାତ ହୋଇଥିବା ଜଣାପଡ଼ିଛି। ସୂଚନା ଅନୁସାରେ ବାରିପଦାରୁ କେଉଁଝର…

ରୋଗୀ ଛାଡି ଫେରିବା ରାସ୍ତାରେ ଓଲଟିଲା ଆମ୍ବୁଲାନ୍ସ

ବାରିପଦା: ହସ୍ପିଟାଲରେ ରୋଗୀ ଛାଡ଼ି ଫେରିବା ରାସ୍ତାରେ ଦୁର୍ଘଟଣାଗ୍ରସ୍ତ ହେଲା ଆମ୍ବୁଲାନ୍ସ । ମୟୂରଭଞ୍ଜ ଜିଲ୍ଲା ମୋରଡ଼ା ଥାନା ଝିଙ୍କିରିଆ ନିକଟରେ ଏହି ଦୁର୍ଘଟଣା ହୋଇଛି । ଭାରସାମ୍ୟ ହରାଇ ରାସ୍ତାକଡ଼ କେନାଲ୍ରେ ପଶିଯାଇଛି ଆମ୍ବୁଲାନ୍ସ । ଏଥିରେ ଡ୍ରାଇଭର ଓ ଫାର୍ମାସିଷ୍ଟ ଆହତ…

ଧରା ପଡିଲେ ଠକ , ଲୁଟିଥିଲେ ୨୦ ଲକ୍ଷ

ମୟୂରଭଞ୍ଜ: ଧରାପଡିଲେ ଠକ। ଋଣ କର୍ତାଙ୍କ ଠାରୁ ୨୦ ଲକ୍ଷ ଟଙ୍କା ନେଇ ଫେରାର୍ ହୋଇଯାଇଥିବା ଫାଇନାନ୍ସ କର୍ମଚାରୀ ଗିରଫ। ଟାଉନଥାନା ପୋଲିସ ବାଲେଶ୍ୱରରେ ପହଁଚି ନାରାୟଣପୁର ଗାଁ ରୁ ଅଭିଯୁକ୍ତ ମନୋଜକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଉଛନ୍ତି ସାଥୀନ କ୍ରେ ଡିଟ କେୟାର ନେଟୱାର୍କ…

ହୁ ହୁ ହୋଇ ଜଳିଗଲା ବାଇକ୍

ବାରିପଦା: ବାଇକରେ ହଠାତ୍ ଲାଗିଲା ନିଆଁ । ହୁ ହୁ ହୋଇ ଜଳିଗଲା । କେହି କିଛି ବୁଝି ପାରିଲେ ନାହିଁ । ଚାହୁଁ ଚାହୁଁ ସମ୍ପୂର୍ଣ୍ଣ ଜଳିଗଲା ପଲସର ବାଇକ୍ । ବାରିପଦା ମଧୁବନ ମିନି ଷ୍ଟାଡିୟମ ଆଗରେ ଆଜି ସକାଳେ ଏହି ଘଟଣା ଦେଖିବାକୁ ମିଳିଥିଲା । ତେବେ କିଛି ଲୋକଙ୍କ ସାହସିକତା ପାଇଁ ପାଖରେ…