Latest Odisha News

BREAKING NEWS

Browsing Category

ମୟୂରଭଞ୍ଜ

Mayurbhanj

ରାଜରାସ୍ତାରେ ଗଜରାଜ

ବାରିପଦା: ଜଙ୍ଗଲ ଛାଡ଼ି ଜନବସତି ମୁହାଁ ଗଜରାଜ । ରାଜରାସ୍ତାରେ ଦୀର୍ଘ ସମୟ ଧରି ଠିଆ ହୋଇ ରହିଲା ହାତୀ । ମୟୂରଭଞ୍ଜ ଜିଲ୍ଲା ବେତନଟୀ ରେଞ୍ଜ ଅନ୍ତର୍ଗତ ବୈଶିଙ୍ଗାରୁ ମାଣିତ୍ରୀକୁ ଯାଇଥିବା ରାସ୍ତାର ମୋହନପୁରରେ ଏମିତି ଦୃଶ୍ୟ ଦେଖିବାକୁ ମିଳିଥିଲା । ରାସ୍ତା ଉପରେ ଦନ୍ତା ହାତୀ ଠିଆହୋଇଥିଲା…

ଗଛ ଦେହରେ ତିନି ଠାକୁର

ମୟୁରଭଞ୍ଜ : ଆସନ୍ତା କାଲି ଜଗତର ନାଥ ଶ୍ରୀଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ଘୋଷ ଯାତ୍ରା । ମହାମାରୀ କରୋନା ପାଇଁ କେବଳ ଶ୍ରୀକ୍ଷେତ୍ର ପୁରୀରେ ବିନା ଭକ୍ତରେ ରଥଯାତ୍ରା ଅନୁଷ୍ଠିତ ହେଉଥିବା ବେଳେ ଅନ୍ୟ ସବୁଠି ରଥଯାତ୍ରା ବନ୍ଦ କରାଯାଉଛି । ଏମିତିକି ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ମଧ୍ୟ…

ପୁଣି ହାତୀ ଉପଦ୍ରବ

ମୟୂରଭଞ୍ଜ : ମୟୂରଭଞ୍ଜ ଜିଲାର କରଞ୍ଜିଆ ବନଖଣ୍ଡରେ ହାତୀ ଉପଦ୍ରବ ମୁଖ୍ୟ ସମସ୍ୟା ଦେଖାଦେଇଛି। କିଛି ଦିନ ହେବ କେନ୍ଦୁଝର ଜିଲ୍ଲା ପାଖରୁ ଦୁଇଟି ହାତୀପଲ କରଞ୍ଜିଆ ବନବିଭାଗରେ ମୁଣ୍ଡ ବିନ୍ଧା କାରଣ ପାଳିଟିଛି । ପ୍ରତ୍ୟେକ ଦିନ ସଂନ୍ଧ୍ୟା ହେଲେ ଆଖପାଖ ଗାଁରେ ହାତୀ ପଲ ପଶି ଲୋକଙ୍କ ଘରଦ୍ୱାର…

ହାତୀ ଜାଳିଦେଲା ଘର, ଅଳ୍ପକେ ବର୍ତ୍ତିଲେ ୪ଜଣ

ମୟୁରଭଂଜ: ହାତୀ ପାଇଁ ଧନଜୀବନ ନଷ୍ଟ ହୋଇଥିବା ଖବର ଆପଣ ପଢିଥିବେ କିମ୍ବା ଶୁଣିଥିବେ । ହେଲେ ହାତୀ ପାଇଁ ଅଗ୍ନିକାଣ୍ଡ ଘଟିଥିବା ଖବର ବୋଧ ହୁଏ କେବେ ଆପଣଙ୍କ ନଜରକୁ ଆସିଥିବ । ପଢି ଆଶ୍ଚର୍ଯ୍ୟ ଲାଗୁଥିବେ ବି ଏହା ସତ । ମୟୁରଭଂଜ ଜିଲ୍ଲାରୁ ସାମ୍ନାକୁ ଆସିଛି ଏଭଳି ତାଜୁବ କଲାଭଳି ଘଟଣା ।…

ବୃଦ୍ଧାଙ୍କ ମୁଣ୍ଡ କାଟି ହତ୍ୟା କରିଥିବା ଦୁଇ ଅଭିଯୁକ୍ତ ଗିରଫ

କରଞ୍ଜିଆ: ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ବାଲିଭୋଳ ଗାଁରେ ବୃଦ୍ଧିଙ୍କୁ ଗଣ୍ଡିରୁ ମୁଣ୍ଡ ଅଲଗା କରି ବୀଭତ୍ସ ହତ୍ୟା କରିଥିବା ଦୁଇ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ । ଦୁଇ ଦିନ ପରେ ସେମାନେ ଗିରଫ ହୋଇଛନ୍ତି । ନିଖୋଜ କଟା ମୁଣ୍ଡକୁ ବି ଜବତ କରାଯାଇଛି । ଦୁଇ ଅଭିଯୁକ୍ତ ହେଲେ ଜାମୁନାଳିଆ…

ନୃଶଂସ ହତ୍ୟାକାଣ୍ଡ: ମହିଳାଙ୍କ ଗଣ୍ଡିରୁ ମୁଣ୍ଡ ଅଲଗା କରିଦେଲେ ଦୁର୍ବୃତ୍ତ

ବାରିପଦା: ବୀଭତ୍ସ, ଅମାନୁଷିକ ଓ ନୃଶଂସକାଣ୍ଡ । ମହିଳାଙ୍କ ଗଣ୍ଡିରୁ ମୁଣ୍ଡକୁ ଅଲଗା କରିଦେଲେ ଦୁର୍ବୃତ୍ତ । ଗାଁ ଦାଣ୍ଡରୁ ମହିଳା ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର ହୋଇଛି । ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ବାଲିଭୋଳ ଗାଁରେ ଦେଖିବାକୁ ମିଳିଛି ଏଭଳି ବୀଭତ୍ସ ହତ୍ୟାକାଣ୍ଡ । ଖବର ପାଇ…

ହଜିଯାଉଛି କୌଳିକ ବୃତ୍ତି

ମୟୂରଭଞ୍ଜ : ବୁଡ଼ିବାକୁ ବସିଲାଣି କୌଳିକ ବୃତ୍ତି । ପୂର୍ବରୁ ମୃଦଙ୍ଗ ଓ ମାଦଳର ଅନେକ ଚାହିଦା ଥିବାବେଳେ ଏବେ ଅତ୍ୟାଧୁନିକ ବାଦ୍ୟଯନ୍ତ୍ର ପ୍ରଭାବରେ ଏହା ଲୋପ ପାଇବାକୁ ବସିଲାଣି । ଆଉ ଏହି ବୃତ୍ତିକୁ ଆପଣାଇଥିବା କାରୀଗରମାନେ ମଧ୍ୟ ଉଚିତ୍ ମୂଲ୍ୟ ନପାଇ ଏହି କାର୍ଯ୍ୟରୁ ମୁହଁ ଫେରାଇବାରେ…

ନକଲି ବିଦେଶୀ ମଦ କାରଖାନା ସିଲ୍, ବିପୁଳ ମଦ ଜବତ

ବାରିପଦା:  ନକଲି ବିଦେଶୀ ମଦ ପ୍ରସ୍ତୁତି ଚାଲିଥିବା ବେଳେ ମୟୂରଭଞ୍ଜ ଅବକାରୀ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି। ସ୍ଥାନୀୟ ଉଠାଣିନୂଆଗାଁର ବିକର୍ତ୍ତନ ନାୟକଙ୍କ ଘରେ ଅବକାରୀ ନିରୀକ୍ଷକ ଅଭିରାମ ବେହେରାଙ୍କ ନେତୃତ୍ଵରେ ଏକ ଟିମ୍ ଚଢ଼ଉ କରିଥିଲା।  ଅବକାରୀ ଟିମ୍ ୧୨୦ ବୋତଲ ନକଲି ବିଦେଶୀ ମଦ ସହ…

ଅଗ୍ନିକାଣ୍ଡ ଘଟି ତିନି ବଖରା ଘର ଭସ୍ମୀଭୂତ

ମୋରଡା : ଅଗ୍ନିକାଣ୍ଡ ଘଟି ତିନି ବଖରା ଘର ଭସ୍ମୀଭୂତ ହୋଇଛି । ମୟୁରଭଞ୍ଜ ମୋରଡା ବ୍ଲକ ବଡ଼ମୁଣ୍ଡାବଣିରେ ନିଆଁ ଲାଗି ଜଣକ ଘର ପୋଡ଼ି ପାଉଁଶ ହୋଇଯାଇଛି । ଗ୍ରାମର କେଦାର ଚନ୍ଦ୍ରଙ୍କ ତିନି ବଖରା ଘର ଅଗ୍ନିକାଣ୍ଡରେ ସମ୍ପୂର୍ଣ୍ଣ ଜଳି ପୋଡି ପାଉଁଶ ହୋଇଯାଇଛି । ଯେଉଁଥିରେ ପରିବାରର ଖାଦ୍ୟ…

ରାସ୍ତା ନଥିବାରୁ ଖଟିଆରେ ବୋହି ପ୍ରତିବାଦ

ସାରସକଣା: ମୌଳିକ ସୁବିଧାରୁ ବଞ୍ଚିତ ବାଙ୍କଦହ ଗ୍ରାମବାସୀ । ଖଟିଆରେ ବୋହି ନିଜ ଦାବି ଜଣାଇଲେ । ମୟୂରଭଞ୍ଜ ବାଙ୍କଦହ ଗ୍ରାମ ମୁରୁଣିଆ ପଂଚାୟତର ଏକ ଗାଁ । ଏହି ଗ୍ରାମବାସୀମାନେ ମୌଳିକ ସୁବିଧାରୁ ବଞ୍ଚିତ ରହିଛନ୍ତି । ଯିବା ପାଇଁ ସାରସକଣା ପଂଚାୟତ ମହୁଲବରେଇ ହୋଇ କୋଚିଲା ନାଳ ପାରି ହୋଇ…