Latest Odisha News

BREAKING NEWS

Browsing Category

ମୟୂରଭଞ୍ଜ

Mayurbhanj

ପାଣି ଭର୍ତ୍ତି ପଥର ଖାଦାନରେ ପଡି ନାବାଳକ ନିଖୋଜ

ବାଙ୍ଗିରିପୋଷି: ଠାକୁରାଣୀ ପାହାଡ ଇଲାକାରୁ ଆସିଲା ଦୁଃଖଦ ଖବର । ପାହାଡରେ ସୃଷ୍ଟି ହୋଇଥିବା କୃତ୍ରିମ ଗାତରେ ବୁଡି ନାବାଳକ ନିଖୋଜ । ପଥର ଖାଦାନର ଗଭୀର ଗାତରେ ପାଣି ଭର୍ତ୍ତି ଥିବାରୁ ପିଲାଟିର ସନ୍ଧାନ ମିଳିପାରିନାହିଁ । ନିଖୋଜ ନାବାଳକ କେଶରପୁର ଗାଁର ମଙ୍ଗଳ ସରେନ । ଗତକାଲି…

ଦାଦନ ଶ୍ରମିକଙ୍କୁ ନିର୍ମମ ହତ୍ୟା, ବେଙ୍ଗାଳୁରୁରେ ପଡିଛି ମୃତଦେହ

ବାରିପଦା: ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ । ଧାରୁଆ ଅସ୍ତ୍ରରେ ହତ୍ୟା କରାଯାଇଥିବା ଅଭିଯୋଗ । ମୃତ ଶ୍ରମିକଙ୍କ ଘର ମୟୁରଭଂଜ ଜିଲ୍ଲା ଶରତ ଗାଁ । ବେଙ୍ଗାଳୁରୁରେ ତାଙ୍କ ମୃତ୍ୟୁ ହୋଇଥିଲାବେଳେ ମୃତଦେହକୁ ଫେରାଇ ଆଣିବା ପାଇଁ ପ୍ରଶାସନ ନିକଟରେ ଗୁହାରି କରିଛନ୍ତି ତାଙ୍କ ପରିବାର ଲୋକେ ।…

ଓଡ଼ିଶାର ଏହି ଜେଲରେ ୨୧ କଏଦୀ କରୋନା ପଜିଟିଭ୍

ଉଦଳା(ମୟୂରଭଞ୍ଜ): ଜେଲରେ କରୋନା । ଅନ୍ତେବାସୀ ସଂକ୍ରମିତ ହେଉଛନ୍ତି । ଉଦଳା ସବ୍‌ଜେଲ୍‌ରେ ୨୧ ଜଣ ବିଚାରାଧିନ କଏଦୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଉଦଳା ଏନଏସି ନିର୍ବାହୀ ଯନ୍ତ୍ରୀ ସୂଚନା ଦେଇଛନ୍ତି । ଗତକାଲି ୭୬ ଜଣଙ୍କ ଅନ୍ତେବାସୀଙ୍କ କୋଭିଡ୍ ଟେଷ୍ଟ କରାଯାଇଥିଲା ।…

ଶାଗ ତୋଳିବା ବେଳେ କଚାଡ଼ି ମାରିଲା ହାତୀ: ଦୁଇ ମୃତ ଓ ଜଣେ ଗୁରୁତର

ରାଇରଙ୍ଗପୁର: ଶାଗ ତୋଳିବାକୁ ଜଙ୍ଗଲକୁ ଯାଇଥିବା ବେଳେ ହାତୀ ଆକ୍ରମଣ କଲା । ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତକଙ୍କ ଭିତରେ ଜଣେ ନାବାଳିକା ଅଛି । ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ବିଶୋଇ ରେଞ୍ଜ ଅନ୍ତର୍ଗତ ଟୁଙ୍ଗରୁ ଜଙ୍ଗଲରେ ଏହି ଘଟଣା ଘଟିଛି…

ବାଙ୍ଗିରିପୋଷିରୁ ବଜ୍ରକାପ୍ତା ଉଦ୍ଧାର, ଜଣେ ଗିରଫ

ବାରିପଦା: ବଜ୍ରକାପ୍ତା ଚାଲାଣ ବେଳେ ଚଢ଼ାଉ । ବିଶେଷ ସୂତ୍ରରୁ ଖବର ପାଇ ରେଡ୍ କଲା ବାରିପଦା ଟାଉନ୍ ଥାନା ପୋଲିସ । ଗୋଟିଏ ବଜ୍ରକାପ୍ତାକୁ ଉଦ୍ଧାର କରିବା ସହ ଜଣଙ୍କୁ ଗିରଫ କରିଛି । ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଗହିରାପାଳ ଅଞ୍ଚଳରୁ ବଜ୍ରକାପ୍ତା ଉଦ୍ଧାର ହୋଇଛି । ଗିରଫ ଅଭିଯୁକ୍ତଙ୍କ…

ଚଇତି ପର୍ବ ବନ୍ଦ କରିବାକୁ ଯାଇଥିବା ପୋଲିସକୁ ପିଟିଲେ ଲୋକ

ବାରିପଦା: କରୋନା କାଳରେ ଚଇତି ପର୍ବ ପାଳନ । ବନ୍ଦ କରିବାକୁ ଯାଇଥିବା ବେଳେ ପୋଲିସ ଉପରେ ଆକ୍ରମଣ । ଲୋକଙ୍କ ଆକ୍ରମଣରେ ତିନି ଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଅନ୍ତର୍ଗତ ଦେବାନବାହାଳି ଗାଁରେ ଏହି ଘଟଣା ଘଟିଛି । ଲୋକଙ୍କ ଆକ୍ରମଣରେ ଶରତ ଥାନା ଏଏସଆଇ…

୧୪ ଫୁଟ ଅହିରାଜ ଉଦ୍ଧାର

ମୟୁରଭଞ୍ଜ: ଉଦ୍ଧାର ହୋଇଛି ୧୪ଫୁଟ ଲମ୍ବାର ଅହିରାଜ ସାପ । ମୟୁରଭଞ୍ଜ ବାଙ୍ଗିରିପୋଷି ରେଞ୍ଜ ନିଶ୍ଚିତା ଗାଁରୁ ଏହି ସାପଟିକୁ ଉଦ୍ଧାର କରାଯାଇଛି । ଜଣେ ବ୍ୟକ୍ତିଙ୍କ ଶୋଇବା ଘରେ ପଶିଯାଇଥିବା ବେଳେ ସ୍ନେକ ହେଲ୍ପଲାଇନ ସହାୟତାରେ ସାପଟିକୁ ଉଦ୍ଧାର କରାଯାଇ ଛି । ସୁରକ୍ଷିତ ଭାବେ ଅହିରାଜକୁ…

ଗାଁରେ ହାତୀ , ଆତଙ୍କିତ ଲୋକେ

ମୟୂରଭଞ୍ଜ :ପୁଣି ମାତିଲେ ହାତୀ । ରାସଗୋବିନ୍ଦପୁର ରେଞ୍ଜରେ ୪୦ ରୁ ଅଧିକ ଝାଡଖଣ୍ଡୀ ହାତୀଙ୍କ ଉପଦ୍ରବ ଯୋଗୁଁ ଆତଙ୍କିତ ଅବସ୍ଥାରେ ଗାଁର ଲୋକମାନେ । ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ରେଞ୍ଜରେ କିଛି ଦିନ ଧରି ହାତୀଙ୍କ ତାଣ୍ଡବ ଲାଗିରହିଛି । ୪୦ ରୁ ଉର୍ଦ୍ଧ୍ବ ଝାଡ଼ଖଣ୍ଡୀ ହାତୀ ଏବେ…

ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ କୋଭିଡ୍ ସ୍ଥିତି ସମୀକ୍ଷା କଲେ ପୋଲିସ ଡିଜି

ବାଲେଶ୍ୱର: ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡରେ ବ୍ୟାପୁଛି କରୋନା କାୟା । ଓଡ଼ିଶାର ସୀମାନ୍ତବର୍ତ୍ତୀ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ସଂକ୍ରମଣ ବଢୁଛି । ଆଜି ବାଲେଶ୍ୱର ଗସ୍ତରେ ଯାଇ ଦୁଇଟିଯାକ ଜିଲ୍ଲାର ସୀମାନ୍ତବର୍ତ୍ତୀ ଅଞ୍ଚଳରେ କୋଭିଡ୍ ସ୍ଥିତି ସମୀକ୍ଷା କରିଛନ୍ତି ପୋଲିସ ଡିଜି ଅଭୟ ।…

କିନ୍ନରଙ୍କୁ ସ୍ୱାବଲମ୍ବୀ କରାଇଲେ ମୟୁରଭଂଜ ଜିଲ୍ଲାପାଳ

ମୟୁରଭଂଜ: ସମାଜରେ କିନ୍ନରଙ୍କୁ ପ୍ରତିଷ୍ଠିତ ତଥା ସ୍ୱାବଲମ୍ବୀ କରିବାକୁ ରାଜ୍ୟ ସରକାରଙ୍କ ତରଫରୁ କାର୍ଯ୍ୟକ୍ଷମ ହୋଇଛି ଅନେକ ଯୋଜନା । ସେମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବାକୁ ମୟୁରଭଂଜ ପ୍ରଶାସନ ନେଇଛି ଅନନ୍ୟ ପଦକ୍ଷେପ । ଜିଲ୍ଲାରେ ପ୍ରଥମଥର ପାଇଁ କିନ୍ନର ଓ ମହିଳାଙ୍କୁ…