Latest Odisha News

BREAKING NEWS

Browsing Category

ମୟୂରଭଞ୍ଜ

Mayurbhanj

ପୁଣି ବିଜୁ ସେତୁ କାମ ବେଳେ ଅଘଟଣ, ଜଣେ ଶ୍ରମିକ ମୃତ

ବାରିପଦା: ପୁଣି ବିଜୁ ସେତୁ କାମ ବେଳେ ଅଘଟଣ । ବାରିପଦା-ବଡ଼ସାହି ରାସ୍ତାର ଓରାନାଳ ସେତୁ କାମ ବେଳେ ପିଲର୍‌ ପାଇଁ ଖୋଳା ଯାଉଥିବା ଗଭୀର ପାଣି ଖାତରେ ଖସି ପଡ଼ିବାରୁ ଶ୍ରମିକଙ୍କ ମୃତ୍ୟୁ ହୋଇଛି ।  ପ୍ରାୟ ୧୫ ଦିନ ପୂର୍ବେ ନବରଙ୍ଗପୁର ଜିଲ୍ଲା ଉମରକୋଟରେ ବିଜୁ ସେତୁ ଯୋଜନା ଅନ୍ତର୍ଗତ…

ଅସାବଧାନତା ଯୋଗୁଁ ଆଙ୍ଗୁଠି ହରାଇ ପାରନ୍ତି ସାପ ଉଦ୍ଧାରକାରୀ

ବାରିପଦା: ସାମାନ୍ୟ ଅସାବଧାନତା ସୃଷ୍ଟି କରେ ଅନେକ ସମସ୍ୟା । ଏପରି ଏକ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ବାରିପଦା ନିକଟସ୍ଥ ବଡ଼ ସାହି ଗାଁଣରେ । ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଏକ ସାଢ଼େ ୩ ଫୁଟ ଲମ୍ବର ବଡ଼ ଚନ୍ଦନ ବୋଡା ସାପ ଉଦ୍ଧାର କରିଥିଲେ ସାପ ଉଦ୍ଧାରକାରୀ ଯତୀନ ନାୟକ । ଏହା ପରେ ଏକ…

ବାଟ କାଟି ପଳାଉଥିଲେ ବିଧାୟିକା, ୭ କି.ମି ପର୍ଯ୍ୟନ୍ତ ଚଲାଇ ଚଲାଇ ନେଲେ ଉତ୍ତ୍ୟକ୍ତ ଲୋକେ

କରଞ୍ଜିଆ : ଲୋକଙ୍କ ଭିଡ଼ ଦେଖି ବାଟ କାଟି ଚାଲି ଯାଉଥିବା ବିଧାୟିକାଙ୍କୁ ଅଟକାଇ ଚଲାଇ ଚଲାଇ ନେଇଛନ୍ତି ଉତ୍ୟକ୍ତ ଲୋକେ । ଏପରି ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଅଞ୍ଚଳରେ । କରଞ୍ଜିଆ ବିଧାୟିକା ବାସନ୍ତି ହେମ୍ବ୍ରମଙ୍କୁ 7 କିମି ପର୍ଯ୍ୟନ୍ତ ଚଲାଇ ଚଲାଇ କ୍ଷତିଗ୍ରସ୍ତ ଅଞ୍ଚଳ ଓ…

ଭୟଙ୍କର ଅଗ୍ନିକାଣ୍ଡ, ଜଳି ପାଉଁଶ ହୋଇଗଲା ୨ ବଖରା ଘର 

ରାଇରଙ୍ଗପୁର: ଲେବର କଲୋନୀରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ନିଆଁରେ ଜଳି ପାଉଁଶ ହୋଇଗଲା ଦୁଇ ବଖରା ଘର । ମୟୂରଭଞ୍ଜ ଜିଲ୍ଲା ଗୋରୁମହିଷାଣି ଥାନା ଲେବର ହାଟିଙ୍ଗରେ ଏଭଳି ଅଭାବନୀୟ ଘଟଣା ଘଟିଛି ।  ଅଗ୍ନିକାଣ୍ଡର କାରଣ ଏଯାଏ ଜଣାପଡିନାହିଁ । ନିଆଁ ଲିଭାଇବା କାର୍ଯ୍ୟରେ 2ଟି ଦମକଳ ଗାଡି…

ଛଉନୃତ୍ୟ ପ୍ରେମରେ କଲମ୍ବିଆର ନୃତ୍ୟଶିଳ୍ପୀ କେରୋଲିନା

ବାରିପଦା : ମୟୂରଭଞ୍ଜର ଐତିହ୍ୟସମ୍ପନ୍ନ ଛଉନୃତ୍ୟ ଦେଶ ବିଦେଶରେ ବେଶ୍ ଲୋକପ୍ରିୟ । ଅନେକ ବିଦେଶୀ ବି ଏହାର ପ୍ରେମରେ ପଡିଯାନ୍ତି । ଏମିତି ଜଣେ ବିଦେଶୀନି ହେଉଛନ୍ତି କଲମ୍ବିଆର କେରୋଲିନା ପ୍ରାଦା । କରୋଲିନା ଜଣେ ଛଉନୃତ୍ୟ ଶିଳ୍ପୀ ଭାବେ ବେଶ୍ ନାଁ କରିଛନ୍ତି । କରୋନା ଯୋଗୁଁ ସରକାର…

ସାନ ଭାଇ ତୀର ମାଡରେ ବଡ଼ ଭାଇ ଗୁରୁତର

ମୟୂରଭଞ୍ଜ: ଘରୋଇ କଳହରୁ ହତ୍ୟା ଉଦ୍ୟମ । ସାନ ଭାଇର ତୀର ମାଡ଼ରେ ବଡ଼ ଭାଇ ଗୁରୁତର ହୋଇଛନ୍ତି । ଏଭଳି ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା କେନ୍ଦୁମୁଣ୍ଡି ଗାଁରେ । ତୀର ମାଡ଼ରେ ଆହତ ହୋଇଛନ୍ତି ବୁଧୁରାମ ପିଙ୍ଗୁଆ । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ କରଞ୍ଜିଆ ହସ୍ପିଟାଲ ଓ…

ମକର ବୁଡ଼ ପାଇଁ ଯାଇଥିବା ବେଳେ ଗଣଦୁଷ୍କର୍ମର ଶିକାର ହେଲେ ଯୁବତୀ

ବାରିପଦା : ଏକୁଟିଆ ମକର ବୁଡ଼ ପକାଇବାକୁ ଯାଇଥିବା ଗଣଦୁଷ୍କର୍ମର ଶିକାର ହେଲେ ଯୁବତୀ । ଏଭଳି ଅଭିଯୋଗ ଆସିଛି ମୟୂରଭଞ୍ଜ ବାରିପଦାରୁ । ଏହି ଘଟଣାରେ ଟାଉନ ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି । ସୂଚନା ଅନୁଯାୟୀ, ଯୁବତୀ ଜଣକ ଆଜି ଭୋରରୁ ଉଠି ଏକୁଟିଆ ମକର ବୁଡ ପକାଇବାକୁ…

ବନ୍ଧୁକ ମୁନରେ ଲୁଟି ନେଲେ ୧୦ଲକ୍ଷରୁ ଅଧିକ ଟଙ୍କାର ସୁନାଗହଣା

ବାରିପଦା: ସଦର ଥାନା ଅଞ୍ଚଳରେ ଆଜି ଦିନ ଦ୍ୱିପ୍ରହରରେ ଏକ ବଡ ଧରଣର ଡକାୟତି ହୋଇଛି । ୪ଜଣ ଦୁର୍ବୃତ ଏକ ମୋଟର ସାଇକେଲରେ ଆସି ଗୁଞ୍ଜୁ ସାହି ନିକଟରେ ଏକ କାରକୁ ଅଟକାଇ ଯାତ୍ରୀମାନଙ୍କଠାରୁ ୧୦ ଲକ୍ଷ ଟଙ୍କାର ସୁନାଗହଣା ଲୁଟି ନେଇଥିବା ଅଭିଯୋଗ ହୋଇଛି । ଖବର ଅନୁଯାୟୀ, କାରଟି ଶୁଳିଆପଦା…

ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନାଁ, ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନାଁ । ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ ହୋଇଛି । ଏନେଇ ଆଜି ଉଚଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି କରାଯାଇଛି। ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନ ୧୯୮୯ ଅନୁସାରେ…

ସ୍ୱାମୀ ନା ସଇତାନ !

ରାଇରଙ୍ଗପୁର: ପାରିବାରିକ କଳହକୁ କେନ୍ଦ୍ର କରି ହତ୍ୟାକାଣ୍ଡ । ସ୍ତ୍ରୀକୁ ପଥରରେ ଛେଚି ହତ୍ୟା କଲା ସ୍ୱାମୀ । ଏଭଳି ଘଟଣା ଘଟିଛି ମୟୂରଭଂଜ ଜିଲ୍ଲାର ଗୋରୁମହିଷାଣୀ ଥାନା ଅନ୍ତର୍ଗତ ଲକ୍ଷ୍ମଣଛତ୍ର ଗାଁରେ । ଏହି ଘଟଣାରେ ଅଭିୟୁକ୍ତ ସ୍ୱାମୀକୁ ଗିରଫ କରିଛି ପୋଲିସ । ସୂଚନା ଅନୁଯାୟୀ, ଗାଁର…