Latest Odisha News

BREAKING NEWS

Browsing Category

ମୟୂରଭଞ୍ଜ

Mayurbhanj

ଓଡିଶାର ୨୫ ବର୍ଷ ସରକାରରେ ବାଜିବ ଫୁଲଷ୍ଟପ୍, ଏହା ମୋଦି ଗ୍ୟାରେଣ୍ଟି

ମୟୂରଭଞ୍ଜ: ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରଚାର ମଇଦାନରେ ଦଳର ହେଭିଓ୍ବେଟ । ଏଥିପାଇଁ ଆଜି ଓଡିଶା ଗସ୍ତରେ ଆସି ବାରିପଦାବାସୀଙ୍କୁ ପ୍ରଥମେ ଉଦ୍ବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ନିଜର ବକ୍ତବ୍ୟ ରେ ସେ କହିଛନ୍ତି, ଆଜି ଓଡ଼ିଶାରେ ମୋର ନିର୍ବାଚନ ପ୍ରଚାରର ଶେଷ ଦିନ ।…

କରଞ୍ଜିଆରେ ବିଜେପି ସଭାପତି ଜେପି ନଡ୍ଡାଙ୍କ ମାରାଥନ ପ୍ରଚାର,କହିଲେ ଏଥର ଓଡ଼ିଶାରେ ୨୧ରୁ ୨୧ ଜିତିବୁ

ମୟୂରଭଞ୍ଜ: କରଞ୍ଜିଆ ରେ ବିଜେପି ସଭାପତି ଜେପି ନଡ୍ଡାଙ୍କ ମାରାଥନ ପ୍ରଚାର ।ବିଜେଡି ସରକାର ଉପରେ ସିଧା ସଳଖ ପ୍ରହାର କରିଛନ୍ତି ନଡ୍ଡା। କହିଲେ ବିଜେଡି କୁ ଏବେ ଶାସନଭାର ରୁ ଦିଅନ୍ତୁ ଆରାମ। ଓଡ଼ିଶା ପ୍ରଶାସନକୁ ଆଉଟସୋର୍ସ  କହିଛନ୍ତି । ଓଡ଼ିଶା ପ୍ରଶାସନ ସମ୍ଭାଳିବା ପାଇଁ କଣ ଓଡ଼ିଆ ପୁଅ…

ବାରିପଦା ବ୍ୟାଙ୍କ ଅଫ୍ ଇଣ୍ଡିଆର ଜୋନାଲ୍ ଅଫିସରେ ଅଗ୍ନିକାଣ୍ଡ

ମୟୂରଭଞ୍ଜ: ବ୍ୟାଙ୍କ ରେ ଅଗ୍ନିକାଣ୍ଡ । ବାରିପଦା ବ୍ୟାଙ୍କ ଅଫ୍ ଇଣ୍ଡିଆର ଜୋନାଲ୍ ଅଫିସରେ ଘଟିଛି ଅଗ୍ନିକାଣ୍ଡ । ଏଥିରେ ତିନି ଜଣ ଅସୁସ୍ଥ ଅବସ୍ଥାରେ ଉଦ୍ଧାର ହୋଇଥିବା ବେଳେ କିଛି ଲୋକ ଫସିଥିବା ରହିଥିବା ଆଶଙ୍କା କରାଯାଉଛି । ଏବେବି ଉଦ୍ଧାର କାର୍ଯ୍ୟ ଜାରିରହିଛି । ନିଆଁ ଲିଭାଇବା…

ଲିଭୁନି ଶିମିଳିପାଳ ନିଆଁ, ସେପଟେ ଜଳୁଛି ସାରକୁଣ୍ଡ ସଂରକ୍ଷିତ ଜଙ୍ଗଲ

ବାରିପଦା: ରାଜ୍ୟରେ ଥମୁନି ଜଙ୍ଗଲ ନିଆଁ। ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ଓଡ଼ିଶାର ଜଙ୍ଗଲ ପ୍ରତି ବିପଦ ସୃଷ୍ଟି ହୋଇଛି। ସେପଟେ ଶିମିଳିପାଳ ପାଦ ଦେଶ ଜଳୁଥିବା ବେଳେ ଏବେ ସୁନ୍ଦରଗଡ ବରସୁଆଁ ବନାଞ୍ଚଳ ଅଧିନ ସାରକୁଣ୍ଡା ରିଜର୍ଭ ଫରେଷ୍ଟରେ ଲାଗିଛି ନିଆଁ । ନିଆଁ କବଳରେ ବହୁ ମୂଲ୍ୟବାନ ଗଛ ପୋଡି…

ପୁଣି ଅଭୟାରଣ୍ୟରୁ୧୦ କୋଟି ୫୦ ଲକ୍ଷ ଟଙ୍କାର ଅଫିମ ନଷ୍ଟ କଲା ଅବକାରୀ ବିଭାଗ

ବାରିପଦା: ଥମିବାର ନାଁ ନେଉନି ଅଭୟାରଣ୍ୟରେ ଅଫିମ ଚାଷ । ଯେତେ ଖୋଳିଲେ ସେତେ ବାହାରୁଛି । ଅଭୟାରଣ୍ୟ ସାରା କାୟା ବିସ୍ତାର କରିଛି ଅଫିମ । ପୁଣି ଥରେ ଶିମିଳିପାଳର ଅସ୍ତକୁଅଁର ପଞ୍ଚାୟତର ସାରୁଦା ଗାଁ ନିକଟରେ ୧୫ ଏକ ଜଙ୍ଗଲ ଜମିରେ ହୋଇଥିବା ଅଫିମ ଚାଷକୁ ନଷ୍ଟ କରିଛି ମୟୁରଭଞ୍ଜ ଅବକାରୀ…

ଜଙ୍ଗଲ ଭିତରେ ଚାଲିଥିଲା ଗଞ୍ଜେଇ ଚାଷ, ମାଡି ବସିଲା ବନବିଭାଗ

ବାରିପଦା: ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଅଞ୍ଚଳରେ ପୁଣି ବେଆଇନ ଅଫିମ ଚାଷ ଜମିରେ ମିଳିତ ଚଢ଼ାଉ କରିଛି ଅବକାରି ବିଭାଗ । ଜଙ୍ଗଲର ଆଭ୍ୟନ୍ତରୀଣ ଅଞ୍ଚଳର ୩ଟି ସ୍ଥାନରେ ଚଢାଉକରି ୯ଲକ୍ଷ ୧୦ହଜାର ଅଫିମ ଗଛକୁ ଜାଳି ନଷ୍ଟ କରିଦେଇଛି ବନ ବିଭାଗ । ନଷ୍ଟ ହୋଇଥିବା ଗଞ୍ଜେଇର ଆନୁମାନିକ…

ଶୁକଯୋଡ଼ା ନାଳରେ ସମ୍ପର୍କ ସେତୁର ଶିଳାନ୍ୟାସ

ମୟୂରଭଞ୍ଜ: ପୁରଣ ହେବାକୁ ଯାଉଛି ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ଦାବି। ତିନି ଗୋଟି ୱାର୍ଡର ସମ୍ପର୍କକୁ ଯୋଡି ସୁଦୃଢ କରିବ ଏଇ ସମ୍ପର୍କ ସେତୁ। ଯାହାକୁ ନେଇ ବାରିପଦା ପୌରପାଳିକା ପକ୍ଷରୁ ୬୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ବ୍ୟୟ ଅଟକଳରେ ନିର୍ମାଣ ହେବ ଏହି ନୂତନ ପୋଲ ସମେତ ଆପ୍ରୋଚ ରାସ୍ତା।…

ପଦ୍ମ ଛାଡ଼ିଲେ ବିଧାୟକ ମନୋରଞ୍ଜନ ସେଠୀ

ବଡ଼ସାହି:ଭାରତୀୟ ଜନତା ପାର୍ଟି ବଡ଼ସାହିର ପ୍ରାକ୍ତନ ବିଧାୟକ ମନୋରଞ୍ଜନ ସେଠୀ । ତାଙ୍କର ଏପରି ନିଷ୍ପତ୍ତି ବଡ଼ସାହି ରାଜନୀତିରେ ହଟଚମଟ ସୃଷ୍ଟି କରିଛି । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ସେ ଦଳର ପ୍ରାଥମିକତା ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ସେ ଇସ୍ତଫା ପତ୍ରରେ ଉଲ୍ଲେଖ…

ଦିନକୁ ଦିନ କମୁଛି ରାଜ୍ୟରେ ବାଘ ସଂଖ୍ୟା, ଶିମିଳିପାଳରେ ପୁଣି ଏକ ମହାବଳର ମୃତ୍ୟୁ

ବାରିପଦା: ରାଜ୍ୟରେ ଦିନକୁ ଦିନ କମିବାରେ ଲାଗିଛି ବାଘ ସଂଖ୍ୟା । ଏହାରିଭିତରେ ଶିମିଳିପାଳରୁ ଆସିଛି ଏକ ବଡ ଖବର । ଶିମିଳିପାଳରୁ ମିଳିଛି ପୁଣି ଏକ ମହାବଳ ବାଘର ମୃତଦେହ । ଶିମିଳିପାଳର ଦୁଦୁରୁଚମ୍ପା ଠାରେ ମିଳିଛି ମହାବଳ ବାଘର ମୃତଦେହ । ଏନେଇ ସୂଚନା ଦେଇଛନ୍ତି ଅଭୟାରଣ୍ୟ ଆରସିସିଏଫ୍…

ଯାତ୍ରାପାର୍ଟି ଗାଡି ଓଲଟିବା ଘଟଣା, ମୃତକଙ୍କ ପରିବାରକୁ ୩ଲକ୍ଷ ଟଙ୍କାର ସହାୟତା ଘୋଷଣା

ଭୁବନେଶ୍ଵର: ମୟୁରଭଞ୍ଜର ଦ୍ବାରଶୁଣି ଘାଟିରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ…