Latest Odisha News
Browsing Category

ମୟୂରଭଞ୍ଜ

Mayurbhanj

ଦ୍ବାରଶୁଣି ଘାଟିରେ ଭାରସାମ୍ୟ ହରାଇ ଓଲଟିଲା ଗୋରୁ ବୋଝେଇ କଣ୍ଟେନର : ଚମ୍ପଟ ମାରିଲା ଡ୍ରାଇଭର

ବାଙ୍ଗିରିପୋଷି : ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଦ୍ୱାରଶୁଣି ଘାଟିରେ ଅଭାବନୀୟ ଘଟିଛି  । ଗୋରୁ ବୋଝେଇ କଣ୍ଟେନର ଓଲଟି ୩୦ ଗୋରୁଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । କଣ୍ଟେନରରେ ପଶ୍ଚିମବଙ୍ଗକୁ ଗୋରୁ ଚାଲାଣ ହେଉଥିବାବେଳେ ଏଭଳି ଅଘଟଣ ଘଟିଛି । ସୂଚନା ଅନୁସାରେ…

ଶିମିଳିପାଳ ପାଦଦେଶରୁ ପୁଣି ଜବତ ହେଲା ୭୧ଟି ଦେଶୀ ବନ୍ଧୁକ

ବାରିପଦା: ଶିକାରୀଙ୍କ ଆକ୍ରମଣରେ ଦୁଇ ବନ କର୍ମଚାରୀ ସହିଦ ହେବା ପରେ ସକ୍ରିୟ ହୋଇ ଉଠିଛି ପୋଲିସ । ଦ୍ୱିତୀୟ ପର୍ଯ୍ୟାୟ ସର୍ଚ୍ଚ ଅପରେସନ ଜାରିଥିବାବେଳେ ଶିମିଳିପାଳ ପାଦଦେଶରୁ ପୁଣି ୭୧ଟି ଦେଶୀ ବନ୍ଧୁକ ଜବତ କରିଛି ପୋଲିସ । ଏନେଇ ଜିଲ୍ଲା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।…

ଫୋକସରେ ୨୪ ନିର୍ବାଚନ, ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ “ପଥ ଉତ୍ସବ “

ବାରିପଦା: ସାରା ରାଜ୍ୟରେ ଏବେ ୨୪ ନିର୍ବାଚନ କ୍ରେଜ । ୨୦୨୪ ସାଧାରଣ ନିର୍ବାଚନକୁ ଜନମାନସରେ ସଂପୂର୍ଣ୍ଣ ରୂପେ ପ୍ରତିଫଳିତ କରାଇବା ପାଇଁ ସାରା ଭାରତ ବର୍ଷରେ ବିଭିନ୍ନ ପ୍ରକାର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ଏହାରି ଭିତରେ ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ସଚେତନତା…

ଟଙ୍କା ଦେଲାନି ମାଆ : ଲୁହା ଶାବଳରେ ପିଟି ପିଟି ହତ୍ୟା କଲା ସୈତାନ୍ ପୁଅ

କରଞ୍ଜିଆ: ଜନ୍ମକଲା ମାଆକୁ ଶାବଳର ପିଟି ପିଟି ହତ୍ୟା କଲା ସୈତାନ୍ ପୁଅ । ତାହା ପୁଣି ସାମାନ୍ୟ ବଚସାକୁ କେନ୍ଦ୍ର କରି । ଏମିତି କିଛି  ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା ଘାଗରବେଡା ଥାନା ନକ୍ସରା ଗାଁରେ । ମୃତକ ଫୁଲମଣି ଗିରି ବୋଲି ଜଣାପଡିଛି । ସୂଚନା ଅନୁସାରେ ପୁଅ…

ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ସଚିବଙ୍କ ଦିନିକିଆ ମୟୂରଭଞ୍ଜ ଗସ୍ତ, ଛଉ ନୃତ୍ୟ ପ୍ରଶିକ୍ଷଣ କେନ୍ଦ୍ର କଲେ ଅନୁଧ୍ୟାନ

ମୟୂରଭଞ୍ଜ: ଦିନିକିଆ ମୟୂରଭଞ୍ଜ ଗସ୍ତରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ସଚିବ ପ୍ରବୋଧ ରଥ। ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ବିଭାଗ ତଥା ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ନିଆରା ପ୍ରୟାସରେ ମୟୂରଭଞ୍ଜ ଛଉ ନୃତ୍ୟ ପ୍ରତିଷ୍ଠାନ ଆନୁକୂଲ୍ୟରେ ଦୀର୍ଘ ଆଠ ମାସ ଧରି ବାରିପଦାସ୍ଥିତ ସଂସ୍କୃତି…

ରାତିରେ ଶୋଇଥିବାବେଳେ ପରିବା ବ୍ୟବସାୟୀଙ୍କୁ ନିର୍ମମ ହତ୍ୟା

ମୟୁରଭଞ୍ଜ : ମୟୁରଭଞ୍ଜ ଜିଲ୍ଲା ବୈଶିଙ୍ଗା ଥାନା ଡେ଼ଁଫୌଦା ଗାଁରେ ଅଭାବନୀୟ ଘଟଣା ଘଟିଛି  ।  ଶୋଇଥିବା ଅବସ୍ଥାରେ ଜଣେ ବ୍ୟକ୍ତିଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି  । ମୃତକ ବାଇଧର ସାସମାଲ ବୋଲି ଜଣାପଡିଛି । ବାଇଧର ପେଶାରେ ଜଣେ ପରିବା ବ୍ୟବସାୟୀ । ହାଟରେ ପରିବା ବିକ୍ରି କରି ସେ…

ଉଦଳା ଭାଲୁହୁରୁଡ଼ା ଗାଁରେ ଅଘଟଣ: ସାମାନ୍ୟ ଗେଣ୍ଡୁ ଗଛ ପାଇଁ ନାବାଳିକାକୁ ହତ୍ୟା !

ଉଦଳା : ସାମାନ୍ୟ ଗେଣ୍ଡୁ ଗଛ ପାଇଁ ଜଘନ୍ୟ ହତ୍ୟାକାଣ୍ଡ। ସାମାନ୍ୟ ଗେଣ୍ଡୁ ଗଛ ପାଇଁ ନାବାଳିକାଙ୍କୁ ହତ୍ୟା କରି ଟାଙ୍ଗି ଦେଇଥିବା ଅଭିଯୋଗ ହୋଇଛି  । ଏମିତି କିଛି ଘଟଣା ଘଟିଛି ଉଦଳା ଥାନା ଭାଲୁହୁରୁଡ଼ା ଗାଁରେ  । ମୃତକ ସରସ୍ବତୀ ହାଁସଦା ବୋଲି ଜଣାପଡିଛି  । ସୂଚନା ଅନୁସାରେ ଗାଁର ସୀତା…

ଟାଟା ପାଓ୍ବାରର ମନମୁଖୀ ଶାସନକୁ ବିରୋଧ: ୭ ଦଫା ଦାବି ନେଇ ବିଦ୍ୟୁତ୍ କର୍ମଚାରୀଙ୍କ ଧାରଣା

ମୟୁରଭଞ୍ଜ: ମୟୁରଭଞ୍ଜରେ ନେସ୍କୋ ପାଓ୍ବାର ଏମ୍ପ୍ଲଇଜ ୟୁନିୟନ୍ ପକ୍ଷରୁ ସଂଘର ଜିଲ୍ଲା ସଭାପତି ସୁବ୍ରମଣ୍ୟମଙ୍କ ଅଧ୍ୟକ୍ଷତାରେ ଏକ ଜରୁରୀକାଳୀନ ବୈଠକ ଅନୁଷ୍ଠିତ ହୋଇଯାଇଛି  । ସଂଘର ଉପଦେଷ୍ଟା ତଥା ପୂର୍ବତନ ଉପବାଚସ୍ପତି ସାନନ୍ଦ ମାରାଣ୍ଡି ଓ ସଂଘର ପରାମର୍ଶଦାତା ପୌରପରିଷଦ ଅଧ୍ୟକ୍ଷ…

ସାମାନ୍ୟ ବଚସାରୁ ବୁଲିଲା ଛୁରୀ, ଘରୋଇ କୋଚିଂ ସେଣ୍ଟରରେ ନାବାଳକ ଉପରକୁ ଛୁରାମାଡ଼

ବାରିପଦା: ସାମନ୍ୟ ବଚସାରୁ ତୁମୂଳକାଣ୍ଡ ।  ଘରୋଇ କୋଚିଂ ସେଣ୍ଟର୍ ଛୁରାମାଡ଼ ।  ଦଶମ ଶ୍ରେଣୀ ଛାତ୍ରର ଛୁରା ମାଡରେ ନବମ ଶ୍ରେଣୀ ଛାତ୍ର ଗୁରୁତର । ବାରିପଦା ସହର ସ୍ଥିତ ବିସିସି ବା ବିକର୍ତନ କୋଚିଂ ସେଣ୍ଟର ନାମକ ଏକ ଘରୋଇ ଆବାସିକ ବିଦ୍ୟାଳୟରେ ଘଟିଛି ଏହି ଅଭାବନୀୟ କାଣ୍ଡ । ଗୁରୁତର…

ଅକ୍ଟୋବର୧୪ରୁ ଖୋଲିବ ଶିମିଳିପାଳ : ସକାଳ ୬ଟାରୁ ୯ଟା ମଧ୍ୟରେ କାଳିଆଣି ଫାଟକ ଦେଇ ପ୍ରବେଶ କରିପାରିବେ ପର୍ଯ୍ୟଟକ

ମୟୁରଭଞ୍ଜ: ଅକ୍ଟୋବର ୧୪ ତାରିଖରୁ ଖୋଲିବାକୁ ଯାଉଛି ଶିମିଳିପାଳ ଜାତୀୟ ଉଦ୍ୟାନ  । ଏ ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ଏକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି  । ଦୀର୍ଘ ଦିନ ଧରି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ  । ସକାଳ…