Latest Odisha News
Browsing Category

ନବରଙ୍ଗପୁର

Nabarangpur

ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା, ୫ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ଜିଲ୍ଳାପାଳ

ନବରଙ୍ଗପୁର: ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଓ ନବରଙ୍ଗପୁର ଜିଲ୍ଲା ପ୍ରଶାସନର ମିଳିତ ଆନୁକୁଲ୍ୟରେ ଜିଲ୍ଲାସ୍ତରୀୟ ନିଯୁକ୍ତିମେଳା ଅନୁଷ୍ଠିତ ହୋଇଯାଇଛି । ଏହି ମେଳାରେ ଜିଲ୍ଲାର ୧୦ଟି ବ୍ଲକ ସମେତ ୨ଟି ପୌରପାଳିକାର ନିଯୁକ୍ତି ଆଶାୟୀ ଯୁବବର୍ଗ ଯୋଗ ଦେଇଥିଲେ । ୫୦୦ରୁ ଉର୍ଦ୍ଧ୍ବ ବେକାର…

[ଭିଡ଼ିଓ] ପ୍ରଧାନ ଶିକ୍ଷକଙ୍କ ବଦଳି ବାତିଲ ନେଇ କାନ୍ଦିଲେ ଛାତ୍ରଛାତ୍ରୀ: ଭିଡ଼ିଓ ଭାଇରାଲ

ନବରଙ୍ଗପୁର :ସ୍କୁଲ ଛାଡିବେ ପ୍ରଧାନ ଶିକ୍ଷକ। ଗୋଟିଏ ସ୍କୁଲରୁ ଅନ୍ୟ ଗୋଟିଏ ସ୍କୁଲକୁ ବଦଳି ଅର୍ଡର ମିଳିବା ପରେ ବଦଳିଯାଇଥିିଲା ସ୍କୁଲ ପରିବେଶ । ଛାତ୍ରଛାତ୍ରୀଙ୍କ ଗହଣରେ ମିଳିଥିଲା ଅନେକ କ୍ଷୋଭ । ସମସ୍ତଙ୍କ ଆଖିରେ ଲୁହ। ଏହି ଦୃଶ୍ୟ ଦେଖିବାକୁ ମିଳିଥିଲା ନବରଙ୍ଗପୁର ଡାବୁଗାଁର ବେଦନା…

ବୋଲେରୋ ଓ ବାଇକ ମୁହାଁମୁହିଁ ଧକ୍କାରେ ୨ ମୃତ

ନବରଙ୍ଗପୁର : ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଗଲା ଦୁଇ ଜଣଙ୍କ ଜୀବନ । ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅନ୍ତର୍ଗତ ସରାଗୁଡା ନିକଟରେ ବୋଲେରୋ ଓ ବାଇକ ମୁହାଁମୁହିଁ ଧକ୍କାହେବା ଫଳରେ ଘଟଣା ସ୍ଥଳରେ ବାସିନୀ ଗାଁର ବାଇକ ଆରୋହୀ ଧନୃର୍ଜୟ ଗୌଡ ଓ କଙ୍ଗରା ଗ୍ରାମର ଖଗ ଗୌଡଙ୍କ ମୃତ୍ୟୁ ହୋଇଯାଇଛି…

ନବରଙ୍ଗପୁରରେ ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ

ନବରଙ୍ଗପୁର : ଆତ୍ମ ସମର୍ପଣ କଲେ ମହିଳା ମାଓବାଦୀ। ଛତିଶଗଡ଼ ମେନପୁର ଡିଭିଜନର ଜଣେ ହାର୍ଡକୋର ମାଓବାଦୀା ଆଜି ଆତ୍ମ ସମର୍ପଣ କରିଛନ୍ତି। ତାଙ୍କ ନାଁ କମଲେଶ୍ୱରୀ ମରେଇ ଓରଫ ଅମିଲା। ଦକ୍ଷିଣାଞ୍ଚଳ ଡିଆଇଜି ଓ ରାଜେଶ ପଣ୍ଡିତ ଏବଂ ନବରଙ୍ଗପୁର ଜିଲ୍ଲା ଏସପି ପୁରୁଷୋତ୍ତମ ଦାସଙ୍କ ନିକଟରେ…

ଦେଖନ୍ତୁ ଭିଡିଓ : ନବରଙ୍ଗପୁରରେ ମନ୍ତ୍ରୀ ନବ ଦାସ ଓ ମନ୍ତ୍ରୀ ତୁଷାରକାନ୍ତିଙ୍କୁ ଅଣ୍ଡାମାଡ

ନବରଙ୍ଗପୁର : ପୁଣି ମନ୍ତ୍ରୀଙ୍କ ଗାଡିକୁ ଅଣ୍ଡା ମାଡ । ନବରଙ୍ଗପୁର ଜିଲ୍ଲାରେ ମନ୍ତ୍ରୀ ନବ ଦାସ ଓ ମନ୍ତ୍ରୀ ତୁଷାରକାନ୍ତି ବେହେରା ସ୍ମାର୍ଟ କାର୍ଡ ବଣ୍ଟନ ପାଇଁ ଯିବେ ବେଳେ ତାଙ୍କ ଗାଡି ଉପରପକୁ ଅଣ୍ଡା ମାଡ କରିଛନ୍ତି ବିଜେପି କର୍ମୀମାନେ । ଦୁଇ ମନ୍ତ୍ରୀ ଓ ସର୍କିଟ ହାଉସରୁ ବାହାରି ସଭା…

[ଭିଡିଓ] କଲଭର୍ଟ ତଳେ ମା ସହ ଦୁଇ ଛୁଆ ଭାଲୁ , ଲୋକେ ଭୟଭୀତ

ନବରଙ୍ଗପୁର : କଲଭର୍ଟ ତଳେ ଛୁଆ ଜନ୍ମ କଲା ଭାଲୁ । ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି । ଏଭଳି ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ଖୁଣ୍ଟିଆ ଗାଁରେ । କିଛି ଦିନ ପୂର୍ବରୁ ନବରଙ୍ଗପୁର ଜିଲ୍ଲା ପାପଡା ହାଣ୍ଡି ରେ ମଧ୍ୟରେ ଭାଲୁ ଆତଙ୍କ ଖେଳିଥିଲା । ହେଲେ ଏବେ…

[ଭିଡ଼ିଓ] ବାଡ଼ିରେ ଫଳିଛି କରୋନା ଭାଇରସ୍ ଆକୃତିର କାକୁଡି

ଉମରକୋଟ: ବାଡ଼ିରେ ଫଳିଛି କାକୁଡି । ହେଲେ ତାହା ସମ୍ପୁର୍ଣ୍ଣ ଭିନ୍ନ ଧରଣର । ଦେଖିବାକୁ ଠିକ୍ କରୋନା ଭାଇରସ୍ ଆକୃତିର । ଯାହାକି ନିଜ ଆଖିରେ ନଦେଖିଲେ ବିଶ୍ୱାସ କରିହୁଏନି । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲ୍ଲା ଡାବୁଗାଁର ସରାଗୁଡ଼ା ଗ୍ରାମରେ । ଯେଉଁଠି ଜଣକ ଘରେ ଏଭଳି…

ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି କରୋନା ଆକୃତିର କାକୁଡ଼ି

ନବରଙ୍ଗପୁର: କରୋନା ଭାଇରସ୍ ଆକୃତିର କାକୁଡ଼ି। ଏହିପରି ଏକ ଦୃଶ୍ୟ ସାମ୍ନାକୁ ଆସିଛି ନବରଙ୍ଗପୁର ଜିଲ୍ଲାରୁ। ସାରା ବିଶ୍ୱରେ କରୋନା ମହାମାରୀକୁ ନେଇ ଆତଙ୍କ ଦେଖିବାକୁ ମିଳିଛି। ଏହି ଭାଇରସର ସମ୍ଭାବ୍ୟ ସ୍ୱରୂପର ଆକୃତିକୁ ନେଇ କଳ୍ପନାଜଳ୍ପନା ଚାଲିଛି। ଏହି ଭାଇରସର ସମ୍ଭାବ୍ୟ ସ୍ୱରୂପକୁ…

କଂଗ୍ରେସର ଅଭିନବ ହରତାଳ: ସାମୁହିକ ମୁଣ୍ଡନ ହୋଇ ପ୍ରତିବାଦ

ନବରଙ୍ଗପୁର: ମମିତାଙ୍କୁ ନ୍ୟାୟ ଓ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ କଂଗ୍ରେସ ୬ ଘଣିଆ ହରତାଳ କରିଛି । ନବରଙ୍ଗପୁର ଜିଲ୍ଲାରେ ଅଭିନୟ ଢଙ୍ଗରେ ପ୍ରତିବାଦ ଜଣାଇଛନ୍ତି କଂଗ୍ରେସ କର୍ମୀ । ଚନ୍ଦାହାଣ୍ଡି ବ୍ଲକ୍ କଂଗ୍ରେସ କମିଟି ପକ୍ଷରୁ ପିସିସି ସମ୍ପାଦକ କ୍ଷେମରାଜ୍ ବାଘଙ୍କ…

ନବରଙ୍ଗପୁର ରାଇଘର ଅଞ୍ଚଳରେ ମାଓ ପୋଷ୍ଟର

ନବରଙ୍ଗପୁର: ପୁଣି ଥରେ ନବରଙ୍ଗପୁର ଜିଲ୍ଲା ସ୍ଥିତି ଜାହିର କରିଛନ୍ତି ମାଓବାଦୀ । ରାଇଘର ଓ କୁନ୍ଦେଇ ମୁଖ୍ୟ ରାସ୍ତାରେ ଲାଲବାହିନୀ ଲଗାଇଛି ପୋଷ୍ଟର ଓ ବ୍ୟାନର । ଉଦନ୍ତି ଏରିଆ କମିଟି ପକ୍ଷରୁ ଏହି ମାଓ ପୋଷ୍ଟର ଓ ବ୍ୟାନର ଲଗାଯାଇଛି । ଏଥିରେ ଡାକ୍ତର, ନର୍ସ, ଅଙ୍କନବାଡ଼ି କର୍ମୀ,  …