Latest Odisha News

BREAKING NEWS

Browsing Category

ନବରଙ୍ଗପୁର

Nabarangpur

ଭିଜିଲାନ୍ସ ଜାଲରେ ନବରଙ୍ଗପୁର ସିଙ୍ଗିଶାରୀ ପଞ୍ଚାୟତ ଜିଆରଏସ୍

ଉମରକୋଟ: ଭିଜିଲାନ୍ସ ଜାଲରେ ପଞ୍ଚାୟତ ଜିଆରଏସ୍ । ନବରଙ୍ଗପୁର ସିଙ୍ଗିଶାରୀ ଜିଆରଏସ୍ ହିମାଂଶୁ ବାଘଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ଚାଲିଛି । ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ଟିମ୍ ଏକାକାଳୀନ ରେଡ୍ ଜାରି ରଖିଛନ୍ତି । ବର୍ତ୍ତମାନ ସୁଦ୍ଧା…

ଝରିଗାଁ ଓ ଚିତ୍ରକୋଣ୍ଡା ବିଡ଼ିଓ ନିଲମ୍ବିତ

ନବରଙ୍ଗପୁର/ମାଲକାନଗିରି: ସ୍ୱଚ୍ଛ ଭାରତ ମିଶନ ପାଇଖାନା ଟଙ୍କା ହଡ଼ପ ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ନବରଙ୍ଗପୁର ଜିଲ୍ଲା ଝରିଗାଁ ବିଡିଓ ଦେବେନ୍ଦ୍ର ବାହାଦୂର ସିଂ । ପାଇଖାନା ନିର୍ମାଣରେ ଦୁର୍ନୀତି ଅଭିଯୋଗ ଦୁଇ ଶହରୁ ଅଧିକ ହିତାଧିକାରୀ ଝରିଗାଁ ଥାନାରେ ଏତଲା ଦେଇଥିଲେ। ଏହାର…

ନିମ୍ନମାନର ସେଣ୍ଟ୍ରିଂରୁ ଉମରକୋଟରେ ଭୁଶୁଡିଲା ନିର୍ମାଣାଧୀନ ବ୍ରିଜ

ନବରଙ୍ଗପୁର: ଉମରକୋଟରେ ନିର୍ମାଣାଧୀନ ବ୍ରିଜର ସ୍ଲାବ କେମିତି ଭୁଶୁଡ଼ିଲା ? ଆରମ୍ଭ ହୋଇଛି କାରଣ ଖୋଜା । ଅଧୀକ୍ଷଣ ଯନ୍ତ୍ରୀ ଘଟଣାର ତଦନ୍ତ କରିଛନ୍ତି । ନିମ୍ନମାନର ସେଣ୍ଟ୍ରିଂ ଯୋଗୁ ଦୁର୍ଘଟଣା ଘଟିଥିବା ପ୍ରାଥମିକ ତଦନ୍ତରୁ ସ୍ପଷ୍ଟ ହୋଇଛି । ଆଜି ଘଟଣାସ୍ଥଳରେ ତଦନ୍ତ କରିବେ ମୁଖ୍ୟ…

ବ୍ରିଜ ସ୍ଲାବ ଭୁଶୁଡିବା ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ଉନ୍ନୟନ କମିଶନର

ଭୁବନେଶ୍ୱର: କେମିତି ଓ କିଭଳି ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ତାଲାପଦରଠାରେ ନିର୍ମାଣାଧୀନ ବ୍ରିଜ ଭୁଶୁଡିଲା ? ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଉନ୍ନୟନ କମିଶନର ପ୍ରଦୀପ ଜେନା। ଉଦ୍ଧାର କାର୍ଯ୍ୟକୁ ତ୍ବରାନ୍ବିତ କରିବା ସହ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ନବରଙ୍ଗପୁର ଜିଲ୍ଲାପାଳଙ୍କୁ…

ରାସ୍ତାକଡ଼ ଘର ଭିତରେ ପଶିଗଲା ପିକ୍‌ଅପ୍ ଭ୍ୟାନ୍‌, ଦୁଇ ଜଣଙ୍କର ମୃତ୍ୟୁ

ନବରଙ୍ଗପୁର: ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଘର ଭିତରେ ପଶିଗଲା ପିକଅପ୍ ଭ୍ୟାନ୍ । ନିଆଁ ପୁଇଁ ହେଉଥିବା ବେଳେ ଲୋକଙ୍କ ଉପରେ ମାଡ଼ିଗଲା । ଏଥିରେ ଦୁଇ ଜଣଙ୍କ ଶିଶୁଙ୍କର ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ଝରାବାହାଲ ଗାଁରେ ।…

ନବରଙ୍ଗପୁରରେ ବ୍ୟବସାୟୀଙ୍କଠାରୁ ଝାମ୍ପିନେଲେ ସାଢ଼େ ୬ ଲକ୍ଷ ଟଙ୍କା

ନବଙ୍ଗପୁର:  ଜଗଦଲପୁର ବ୍ୟବସାୟୀଙ୍କଠାରୁ ସାଢ଼େ ୬ ଲକ୍ଷ ଟଙ୍କା ଲୁଟ୍ । ନବରଙ୍ଗପୁର ସହରରୁ ଲୁଟ୍ କରି ଛୁ ମାରିଲେ ଦୁର୍ବୃତ୍ତ । ଅଭିଯୋଗ ପରେ ସିସିଟିଭି ଫୁଟେଜ ଆଧାରରେ ତଦନ୍ତ କରୁଛି ପୋଲିସ । ଗତକାଲି ରାତିରେ ଏହି ଲୁଟ୍ ହୋଇଛି । ଡକାୟତିର ଶିକାର ହୋଇଛନ୍ତି ଜଗଦଲପୁରର ବ୍ୟବସାୟୀ ରମେଶ…

ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ, ଆୟଠୁ ଅଧିକ ସମ୍ପତ୍ତି ଠୁଳ ଅଭିଯୋଗ

ନବରଙ୍ଗପୁର: ଭିଜିଲାନ୍ସ ଜାଲରେ ସିନିୟର ଆକାଉଣ୍ଟାଣ୍ଟ । ନବରଙ୍ଗପୁର ନିୟନ୍ତ୍ରିତ ବଜାର କମିଟି ଅଫିସର ସିନିୟର ଆକାଉଣ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ତାଙ୍କ ନାଁ ଅଶୋକ କୁମାର ନନ୍ଦ । ଆୟ ବର୍ହିଭୂତ ସମ୍ପତ୍ତି ଠୁଅ ଅଭିଯୋଗରେ ସକାଳୁ ସକାଳୁ ରେଡ୍ ଚାଲିଛି । ଭିଜିଲାନ୍ସ…

ଭିଣୋଇକୁ ହତ୍ୟା ପରେ କଟାମୁଣ୍ଡ ଧରି ବୁଲିଲା ଶଳା

ନବରଙ୍ଗପୁର: ଅନୈତିକ ସମ୍ପର୍କ ସନ୍ଦେହ ହେଲା କାଳ । ଭିଣୋଇକୁ ହତ୍ୟା କରି କଟାମୁଣ୍ଡ ଧରି ଗାଁରେ ବୁଲିବା ପରେ ଥାନାରେ ଆତ୍ମସମର୍ପଣ କଲା ଶଳା । ଘଟଣାଟି ଘଟିଛି ନବରଙ୍ଗପୁର ଝରିଗାଁ ଥାନା ହାତିବାଡି ଗାଁରେ । ସୂଚନା ଅନୁଯାୟୀ, ଗାଁର ଡମ୍ବରୁ ଗୌଡଙ୍କ ପିଉସୀ ଝିଅ ଭଉଣୀଙ୍କୁ ବିବାହ…

ନବରଙ୍ଗପୁରରେ ଅଘଟଣ: ତେଲ ନଦୀରେ ବୁଡି ତିନି ଶିଶୁ ମୃତ

ନବରଙ୍ଗପୁର: ତେଲ ନଦୀରେ ବୁଡି ପ୍ରାଣ ହରାଇଲେ ତିନି ଶିଶୁ । ଏହି ଦୁଃଖଦ ଘଟଣାଟି ଘଟିଛି ତୋହରା ଅଂଚଳରେ । ମୃତକଙ୍କ ଭିତରେ ଦୁଇ ଜଣ ଝିଅ ଥିବା ବେଳେ ଜଣେ ପୁଅ ରହିଛନ୍ତି । ଏମାନଙ୍କ ବୟସ ୩ରୁ ୬ ବର୍ଷ ମଧ୍ୟରେ । ସୂଚନାଯୋଗ୍ୟ ଯେ, ଏହି ଶିଶୁମାନେ ଆଜି ନଦୀକୁ ଗାଧୋଇବାକୁ ଯାଇଥିଲେ । ଏହି…

କୋଭିଡ୧୯ ପ୍ରସ୍ତୁତି ନୀରିକ୍ଷଣ ପାଇଁ ତିନି ଜିଲ୍ଲା ଗସ୍ତରେ ୫ଟି ସଚିବ

କୋରାପୁଟ: ଦିନିକିଆ କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଗସ୍ତରେ ୫ଟି ସଚିବ ଭି. କେ. ପାଣ୍ଡିଆନ । ଆଜି ପ୍ରଥମେ ଜୟପୁରରେ ପହଞ୍ଚି ନୂଆ କରି ପ୍ରସ୍ତୁତ ହୋଇଥିବା କୋଭିଡ ହସ୍ପିଟାଲର ସ୍ଥିତି ପରଖିଥିଲେ । ଏହାପରେ ମାଲକାନଗିରି ଓ ନବରଙ୍ଗପୁରଠାରେ କୋଭିଡ୧୯ ହସ୍ପିଟାଲ ବୁଲି ଦେଖିବେ ।…