Latest Odisha News

BREAKING NEWS

Browsing Category

ନବରଙ୍ଗପୁର

Nabarangpur

ନବରଙ୍ଗପୁରରେ ଲାଲ୍ ଆତଙ୍କ। ରାଜପଥରେ ମାଓ ପୋଷ୍ଟର

ନବରଙ୍ଗପୁର : ନବରଙ୍ଗପୁରରେ ପୁଣି ନିଜ ସ୍ଥିତି ଜାହିର କଲେ ମାଓବାଦୀ । ପୂର୍ବରୁ ଗାଁ ଗହଳି ଜଙ୍ଗଲରେ ପୋଷ୍ଟର ମାରୁଥିବା ବେଳେ ବର୍ତ୍ତମାନ ରାଜ୍ୟ ରାଜପଥରେ ପୋଷ୍ଟର ମାରି ଉପସ୍ଥିତି ଜାହିର କଲେ ମାଓବାଦୀ । ଓଡିଶା ସହ ପଡୋଶୀ ଛତିଶଗଡର ରାୟପୁରକୁ ସଂଯୋଗ କରୁଥିବା ନବରଙ୍ଗପୁର ଜିଲ୍ଲାର ରାଇଘର…

ନବରଙ୍ଗପୁରରେ ଜବରଦଖଲ ଜମିର ପଟ୍ଟା: ଲକ୍ଷାଧିକ ଠକି ବିଶ୍ୱରଞ୍ଜନ ସଗରିଆ ଗିରଫ

କୋଷାଗୁମୁଡ଼ା: ଜବରଦଖଲ ଜମିର ପଟ୍ଟା କରାଇ ଦେବା ନାଁରେ ଲକ୍ଷାଧିକ ଠକେଇ ହୋଇଛି । ନବରଙ୍ଗପୁର କୋଷାଗୁମୁଡ଼ା ବ୍ଲକର ବିଶ୍ୱରଞ୍ଜନ ସଗରିଆ ଜମି ପଟ୍ଟା, ଡିଏଲ, ଲିଗାଲହେର ଆଦି ନକଲି କାଗଜପତ୍ର କରି ଲୋକଙ୍କୁ ଠକି ଗିରଫ ହୋଇଛି । ଅମୂଲ୍ୟ ପାଣିଗ୍ରାହୀ ନାମକ ବ୍ୟକ୍ତିଙ୍କ ଠାରୁ ୯ ହଜାର…

ଦିବ୍ୟାଙ୍ଗ ମୋହନର ଆଗ୍ରହ ଏବଂ ଦୃଢ଼ ମନୋବଳର ପ୍ରତୀକ; ଟ୍ରାଇ-ସାଇକେଲ ପାଇଁ ଦାବି

ପାପଡ଼ାହାଣ୍ଡି: ବୟସ ଆଠ ବର୍ଷ । କଁଅଳ ଶରୀର । ଜନ୍ମରୁ ଗୋଡ଼ ଦୁଇଟି ବକ୍ର । ସିଧା ସ୍ଵାଭାବିକ ଭାବେ ଚାଲିବା କଷ୍ଟକର । ତଥାପି ଅଝଟ ମନ । ବାଡ଼ି ଖଣ୍ଡେକୁ ଆଶରା କରି ନିଇତି ଯାଉଛି ଦୁଇ କିଲୋମିଟର ଦୂର ସ୍କୁଲ ଯାଉଛି ମୋହନ । ଏ ହେଉଛି ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ…

ଭିଜିଲାନ୍ସ ଜାଲରେ ଅତିରିକ୍ତ ଥାନା ଅଧିକାରୀ, କେସ୍ କୋହଳ କରିବାକୁ ନେଉଥିଲେ ଲାଞ୍ଚ

ନବରଙ୍ଗପୁର : ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଉମରକୋଟ ଥାନାର ଅତିରିକ୍ତ ଥାନା ଅଧିକାରୀ ଲିମରାଜ ପ୍ରଧାନ । ପୁରୁଣା କେସକୁ କୋହଳ କରିବାକୁ ଜଣେ ବ୍ୟକ୍ତିଙ୍କଠାରୁ ନେଉଥିଲେ ଲାଞ୍ଚ । ଟଙ୍କା ନେଇ ଯାଉଥିବା ସମୟରେ ରାତି ୧୧ଟାରେ ଲିମରାଜ ପ୍ରଧାନଙ୍କୁ…

ଧରାପଡ଼ିଲେ ନବରଙ୍ଗପୁରର ଧୁମ୍ ଷ୍ଟାଇଲ ଚୋର

ଖାତିଗୁଡ଼ା: ନବରଙ୍ଗପୁର ଜିଲ୍ଲା ପୋଲିସକୁ ଏକ ଚ୍ୟାଲେଞ୍ଜିଂ ଚୋରି ଘଟଣାରେ ସଫଳତା ମିଳିଛି । ଚର୍ଚ୍ଚିତ ଖାତୀଗୁଡ଼ା ହାଇସ୍କୁଲର ଧୁମ୍ ସିନେମା ଷ୍ଟାଇଲରେ ଚୋରି ଘଟଣାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଗତ ୧ ତାରିଖ ରାତିରେ ସ୍କୁଲରୁ ବିଭିନ୍ନ ଜିନିଷ ଚୋରି କରି ପୋଲିସକୁ…

[ଦେଖନ୍ତୁ ଭିଡିଓ] ମହଙ୍ଗା ପଡ଼ିଲା ନାଗକୁ ଗେଲ । ଚୋଟ ପରେ ଚୋଟ ମାରିଲା ନାଗ ସାପ

ନବରଙ୍ଗପୁର : ମହଙ୍ଗା ପଡ଼ିଲା ନାଗକୁ ଗେଲ। ନିଶାରେ ନାଗକୁ କରୁଥିଲେ ଗେଲ। ଚୋଟ ପରେ ଚୋଟ ମାରିଚାଲିଲା ନାଗ ସାପ । ଏହିଭଳି ଛାତିଥରା ଦୃଶ୍ୟ ଦେଖିବାକୁ ମିଳିଛି ନବରଙ୍ଗପୁର ପାପଡାହାଣ୍ଡି ଜାମ୍ବଗୁଡାରେ । ମଦ ନିଶାରେ ଯୁବକ ଜଣକ ନାଗକୁ ଧରି ଖେଳୁଥିବା ବେଳେ ପଡିଛି ମହଙ୍ଗା । ଆଉ ଏବେ…

ଉତ୍ତର-ଦକ୍ଷିଣ ଉପକୂଳ ଓଡ଼ିଶାକୁ ୟେଲୋ ୱାର୍ଣ୍ଣିଂ: ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର: ଶନିବାର ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି ବୋଲି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ସୂଚନା ଦିଆଯାଇଛି । ବିଶେଷ କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର ଦୁଇ ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ହେବ ବୋଲି ପାଣିପାଗ ବିଭାଗ…

ଅନାଥ ଆଶ୍ରମରେ ପିଲାଙ୍କ ସହ ନାଚିଲେ ନବରଙ୍ଗପୁର ଏସପି

ନବରଙ୍ଗପୁର: ଅନାଥାଶ୍ରମରେ ସ୍କୁଲ ପିଲାଙ୍କ ସହ ଗୀତ ଗାଇ ନାଚିଲେ ନବରଙ୍ଗପୁର ଏସପି । କିଶୋରୀ ଜାଗୃତି ସପ୍ତାହ ପାଳନ ଉତ୍ସବରେ ଗୀତ ଗାଇଲେ ନବରଙ୍ଗପୁର ଏସପି ଏସ୍. ସୁଶ୍ରୀ । ନନ୍ଦାହାଣ୍ଡି ବ୍ଲକ ଏକମ୍ବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିଲା କିଶୋରୀ ଜାଗୃତି ସପ୍ତାହ ।…

ଚାଲାଣ ହେଉଥିବା ବେଳେ ୧୬ ବାଳିକା ଦାଦନ ଶ୍ରମିକ ଉଦ୍ଧାର

ନବରଙ୍ଗପୁର : ତାମିଲନାଡୁ  ଚାଲାଣ ହେଉଥିବା ବେଳେ ୧୬ ବାଳିକା ଦାଦନ ଶ୍ରମିକ ଉଦ୍ଧାର । ନବରଙ୍ଗପୁର ପୋଲିସ, ଚାଇଲଡ଼ ଲାଇନ ଓ ଜିଲ୍ଲା ଶ୍ରମ ବିଭାଗର ମିଳିତ ଚଢ଼ାଉରେ ଏହି ଦାଦନ ଶ୍ରମିକ ଉଦ୍ଧାର ହୋଇଛନ୍ତି । ଜିଲ୍ଲାର କୋଷାଗୁମୁଡା ବ୍ଲକର ବିଭିନ୍ନ ସ୍ଥାନରୁ ଗୁପ୍ତା ନାମକ ଏକ ଘରୋଇ ବସରେ…

ଗଛ ଡାଳରେ ୩ ଯୁବତୀଙ୍କ ମୃତଦେହ: ହଟୁନି ସସପେନ୍ସ..ଆଜି ସକାଳୁ ମୃତଦେହ ଉଦ୍ଧାର

ନବରଙ୍ଗପୁର : ଗୋଟିଏ ଗଛର ଗୋଟିଏ ଡାଳରେ ତିନି ତିନି ଜଣ ଯୁବତୀଙ୍କ ଝୁଲନ୍ତା ମୃତଦେହ। ଗତକାଲି ନବରଙ୍ଗପୁର ଉମରକୋଟ ଥାନା ତୋହରା ଗାଁରେ ଘଟିଥିବା ଏ ଦୁଃଖଦ ଘଟଣାକୁ ୟା ଭିତରେ ବିତିଲାଣି ୨୪ ଘଣ୍ଟା। ହେଲେ ଏଯାଏଁ ଏ ରହସ୍ୟଜନକ ଘଟଣା ଉପରେ ହଟିନି ପରଦା। ଶନିବାର ଅପରାହ୍ଣ ପ୍ରାୟ ୪ଟା…