Latest Odisha News

BREAKING NEWS

Browsing Category

ନବରଙ୍ଗପୁର

Nabarangpur

ନବରଙ୍ଗପୁର SBI ମୁଖ୍ୟ ଶାଖାର ଦୁଇଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ, ବ୍ୟାଙ୍କ ୪୮ ଘଣ୍ଟା ବନ୍ଦ

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲାକୁ ଘାରିଲାଣି କୋଭିଡ ଚିନ୍ତା । ସ୍ୱାସ୍ଥ୍ୟ ବିଭାଗ ସୂଚନା ଅନୁସାରେ ନବରଙ୍ଗପୁର ଜିଲ୍ଲାରୁ ଆଜି ୫ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଜିଲ୍ଲା ସଦରମହକୁମା ସ୍ଥିତ ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖାର ଦୁଇଜଣ କର୍ମଚାରୀ ଆଜି ପିଜିଟିଭ୍ ଚିହ୍ନଟ ହେବାପରେ…

ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ, ସହାୟତା ଅପେକ୍ଷାରେ ବୋନ୍ କ୍ୟାନ୍ସର ପୀଡ଼ିତ ମନୋଜ

ଉମରକୋଟ: ଜୀବନ ପାଲଟିଛି ଯନ୍ତ୍ରଣା ଦାୟକ । ପାଖରେ ଅଛି ଅର୍ଥ ନା ସହଯୋଗ । ଏହାରି ଭିତରେ ଚାଲିଛି ସଂଘର୍ଷ । ଏ ହେଉଛନ୍ତି ନବରଙ୍ଗପୁର ଜିଲ୍ଲା ଉମରକୋଟ ସହର ସନ୍ତୋଷି ନଗରର ମନୋଜ କୁମାର ନାୟକ । ବୋନ୍ କ୍ୟାନସରରେ ପୀଡ଼ିତ ହୋଇ ମନୋଜ ଏବେ ସହାୟତା ଅପେକ୍ଷାରେ ରହିଛନ୍ତି । ହେଲେ ଚିକିତ୍ସା…

ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ସିଡିପିଓ

ନବରଙ୍ଗପୁର: ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ସିଡିପିଓ । ଅଙ୍ଗନୱାଡ଼ି ପିଲାଙ୍କ ଡ୍ରେସ କିଣା ବିଲ୍ ପାସ୍ କରିବା ପାଇଁ ଟଙ୍କା ନେଉଥିଲେ ସିଡିପିଓ । ହାତ ବଢାଇଲା ବେଳକୁ ମାଡ଼ିବସିଲା ଭିଜିଲାନ୍ସ । ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକର ସିଡିପିଓ ସୁଷମା ପ୍ରସାଦ ଆଜି ଭିଜିଲାନ୍ସ ହାତରେ…

ନବରଙ୍ଗପୁର କଂଗ୍ରେସ ସଭା ମଣ୍ଡପରେ ଗଙ୍ଗାଜଳ ସିଂଚନ କରିଥିବା ବ୍ୟକ୍ତିମାନଙ୍କୁ ତୁରନ୍ତ ଗିରଫ କରାଯାଉ: କଂଗ୍ରେସ…

ଭୁବନେଶ୍ୱର: ଗତ ୨୭.୧୨.୨୦୨୧ରିଖ ସୋମବାର ଦିନ ଓଡ଼ିଶା ପ୍ରଦେଶ କଂଗ୍ରେସର ୧୦୦ବର୍ଷ ପୂର୍ତି ଅସବରରେ ନବରଙ୍ଗପୁର ଜିଲ୍ଲା କଂଗ୍ରେସ କମିଟିର ତରଫରୁ ଏକ ସଂକଳ୍ପ ସମାବେଶ ଅନୁଷ୍ଠିତ ହୋଇଥିଲା । ଏହି ସମାବେଶରେ କଂଗ୍ରେସ ଦଳର ଜାତୀୟନେତା ଯଥା ଡଃ. କହ୍ନେୟା କୁମାର, ଗୁଜୁରାଟର ମାନ୍ୟବର ବିଧାୟକ…

ନବରଙ୍ଗପୁରରେ ୩୦ ଟିକିଆ ହାତୀପଲ ଆତଙ୍କ : ନଷ୍ଟ କଲେ ଫସଲ ,ଭାଙ୍ଗିଲେ ଘରଦ୍ୱାର

ନବରଙ୍ଗପୁର : ନବରଙ୍ଗପୁରରେ ଆତଙ୍କ ଖେଲାଉଛନ୍ତି ହାତୀ । ନବରଙ୍ଗପୁର ରାଇଘର ବ୍ଲକ ଅନ୍ତର୍ଗତ ସମ୍ବଲପୁର ଅଞ୍ଚଳରେ ହାତୀ ଆତଙ୍କ । କାଣ୍ଡିତରାର ଛାପର ଅଞ୍ଚଳରେ ଗତାକାଲି ବିଳମ୍ବିତ ରାତିରେ ଛତିଶଗଡ ସାଲେଭାଟା ଜଙ୍ଗଲରୁ ପ୍ରାୟ ୩୦ରୁ ଉର୍ଦ୍ଧ୍ବ ହାତୀ ପଲ୍ଲ ଗାଁ ଭିତରକୁ ପଶି ଆସିଥିଲେ ।…

ଚୋରା ଚାଲାଣବେଳେ ଜବତ ହେଲା ଗଞ୍ଜେଇ

ନବରଙ୍ଗପୁର: ଦିନକୁ ଦିନ ବଢ଼ିବାରେ ଲାଗିଛି ଗଞ୍ଜେଇ କାରବାର । ପୁଣି ନବରଙ୍ଗପୁରରୁ ଜବତ ହେଲା ଗଞ୍ଜେଇ । ବୋଲେରୋ ଓ କାର ଯୋଗେ ଚୋରାଚାଲାଣବେଳେ ୨୭୩କେଜି ଗଞ୍ଜେଇ ଜବତ କରିଛି ପାପଡ଼ାହାଣ୍ଡି ପୋଲିସ । କୋରାପୁଟ ଜିଲ୍ଲା ଲମତାପୁଟ ଅଞ୍ଚଳରୁ ବୋଲେରୋରେ ଗଞ୍ଜେଇ ବୋଝେଇ ହୋଇ ରାଇଘରକୁ ଯାଉଥିଲା ।…

କଂଗ୍ରେସର ସଂକଳ୍ପ ସମାବେଶ

ନବରଙ୍ଗପୁର: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ଶହେ ବର୍ଷ ପୂର୍ତ୍ତି ଉପଲକ୍ଷେ ନବରଙ୍ଗପୁର ନୂଆ ମଣ୍ଡେଇ ପଡ଼ିଆରେ କଂଗ୍ରେସ ପକ୍ଷରୁ ଏକ ସଂକଳ୍ପ ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଜେଏନୟୁ ଛାତ୍ର ସଂସଦର ପୂର୍ବତନ ସଭାପତି କହ୍ନେୟା କୁମାର…

ଭିଜିଲାନ୍ସ ଜାଲରେ ରେଞ୍ଜର, ଦେଇ ପାରିଲେନି ଦେଢ ଲକ୍ଷ ଟଙ୍କାର ହିସାବ

କଳାହାଣ୍ଡି: ଭିଜିଲାନ୍ସ ଜାଲରେ ରେଞ୍ଜର । ଦେଢ ଲକ୍ଷ ଟଙ୍କାର ହିସାବ ଦେଇନପାରି ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି ନୃତ୍ୟରାଜ ମାଝୀ । ତାଙ୍କ ନାମରେ ପୂର୍ବରୁ କୋଟିକୋଟି ଟଙ୍କାର ଘୋଟାଲା ଅଭିଯୋଗ ମଧ୍ୟ ରହିଛି । କଳାହାଣ୍ଡି ଜିଲ୍ଲା ଉତ୍ତର ବନଖଣ୍ଡ ରେଞ୍ଜର ନୃତ୍ୟରାଜ ମାଝୀ ଆଜି…

[ଭିଡ଼ିଓ]ମିସ୍ ଓଡ଼ିଶା ରନର୍ସ ଅପ୍ ଟାଇଟେଲ ଜିତିଲେ ଉମରକୋଟର ଝିଅ ପୂଜା

ଉମରକୋଟ: ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରୁ ଯାଇ ମିସ୍ ଓଡ଼ିଶା ରନର୍ସଅପ୍ ଟାଇଟେଲ ବିଜୟିନୀ । ନବରଙ୍ଗପୁର ଜିଲ୍ଲା ପାଇଁ ଗୌରବ ଆଣିଲେ ଉମରକୋଟର ଝିଅ ପୂଜା ମିସ୍ତ୍ରୀ । ଗୋପାଳପୁର ବେଳାଭୂମିରେ ଅନୁଷ୍ଠିତ ମିସ୍ ଓଡ଼ିଶା ବିୟୁଟି ପ୍ରତିଯୋଗିତାରେ ପ୍ରଥମ ରନର୍ସଅପ୍ ହୋଇପାରିଛନ୍ତି । ଉମରକୋଟ ବ୍ଲକ…

ମଣ୍ଡିରେ ସମସ୍ୟା: ଧାନ ବୋଝେଇ ଟ୍ରାକ୍ଟର ରଖି ଚାଷୀଙ୍କ ବିରୋଧ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ ପୂଜାରୀଗୁଡା ଧାନ ମଣ୍ଡିରେ ପିଛା ଛାଡ଼ୁନି ସମସ୍ୟା। ଆଜିବି ଚାଷୀଙ୍କ ଧାନ ଉଠିପାରିନଥିଲା। ନିୟନ୍ତ୍ରିତ ବଜାର କମିଟି ଅଧିକାରୀଙ୍କ ସମେତ ଧାନ କିଣିବା ଦାୟିତ୍ୱରେ ଥିବା ସ୍ୱୟଂ ସହାୟକ ଦଳ ଉପସ୍ଥିତ ଥିଲେ ବି କୌଣସି ମିଲର ଆସିନଥୁବାରୁ…