Latest Odisha News

BREAKING NEWS

Browsing Category

ନୟାଗଡ଼

Nayagarh

କାର୍ଯ୍ୟରେ ଅବହେଳା କାରଣରୁ ଗଲା ଚାକିରି, ସସପେଣ୍ଡ ହେଲେ ୩ ପୋଲିସ

ନୟାଗଡ଼: ନୟାଗଡ଼ ସଦର ଥାନାର ୩ କର୍ମଚାରୀଙ୍କୁ ସସ୍‌ପେଣ୍ଡ କଲେ ଏସପି। ଡ୍ୟୁଟିରେ ଖିଲାପ ନେଇ ୩ ଜଣଙ୍କୁ ସସପେଣ୍ଡ କରିଥିବା ସୂଚନା।ଏସଆଇ ହସିନା ପ୍ରଧାନ, ଏଏସଆଇ ରାଜେଶ୍ବରୀ ନାୟକ,କନଷ୍ଟେବଳ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ସସପେଣ୍ଡ କଲେ ଏସପି । ଅଭିଯୋଗକାରୀଙ୍କ ଅଭିଯୋଗ ଗ୍ରହଣ ନକରିବା…

ଦଶପଲ୍ଲା ବିଧାନସଭା ହାତେଇଲେ ବିଜେଡି ପ୍ରାର୍ଥୀ ରମେଶ

ଦଶପଲ୍ଲା: ଦଶପଲ୍ଲା ହାତେଇଲା ବିଜେଡି । ନୟାଗଡ ଦଶପଲ୍ଲା ବିଧାନସଭାରେ ବିଜୟୀ ହେଲେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ବେହେରା । ରାଜ୍ୟରେ ଚାଲିଛି ଭୋଟ ଗଣତି ପ୍ରକ୍ରିୟା । ଏହାରି ଭିତରେ କେତେକାଂଶରେ କିଏ ବିଜୟୀ, ତାହା  ପ୍ରକାଶ ପାଇଯାଇଛି । ଅଧିକାଂଶ ବିଜେପି ଗଡ ଭାବେ ଅଧିକୃତ ହୋଇଥିବା…

ଆମ୍ବୁଲାନ୍ସ ନଆସିପାରିବାରୁ ଗଲା ପ୍ରସୂତିଙ୍କ ଜୀବନ

ନୟାଗଡ: ଗାଁକୁ ନଥିଲା ରସ୍ତା, ଆସିପାରିଲାନି ଆମ୍ବୁଲାନ୍ସ । ଶେଷରେ ଚାଲିଗଲା ପ୍ରସୂତିଙ୍କ ଜୀବନ । ନୟାଗଡ଼ ଜିଲ୍ଲା ବାଣୀଗୋଛା ଥାନା କଣପାଜୁ ଗାଁରେ ଦେଖିବାକୁ ମିଳିଛି ଏଭଳି ଘଟଣା । ତେବେ ତାଙ୍କର ମୃତ୍ୟୁ ବେଳକୁ ଶିଶୁଟି ଜନ୍ମ ହୋଇସାରିଥିଲା । ତୁରନ୍ତ ନବଜାତ ଶିଶୁକୁ ଦଶପଲ୍ଲା ଗୋଷ୍ଠୀ…

ଅଲଗା ଲୋକ ସାଂସଦ ହେଲେ ବିକାଶ ରଥ ଅଟକି ଯିବ:ପାଣ୍ଡିଆନ୍

ନୟାଗଡ଼:ପୁରୀ ଲୋକସଭା କ୍ଷେତ୍ର ନୟାଗଡ଼ରେ ମୁଖ୍ୟମନ୍ତ୍ରୀ ନିର୍ବାଚନ ପ୍ରଚାର କରିଛନ୍ତି । ନୟାଗଡ଼ରେ ଆୟୋଜିତ ସଭାରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଉଭୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେବାକୁ ଅନୁରୋଧ କରିଛନ୍ତି । ବି.ଏସ୍‍.କେ.ୱାଇ, ମିଶନଶଶକ୍ତି, ୫ଟି ସ୍କୁଲ…

ପରୀ ହତ୍ୟାକାଣ୍ଡ ମାମଲା, ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲା ଦୋଷୀ

ନୟାଗଡ଼:- ହାଇକୋର୍ଟରେ ଦ୍ବାରସ୍ଥ ହେଲେ ନୟାଗଡ଼ ପରୀ ହତ୍ୟାକାଣ୍ଡ ମାମଲାର ଦୋଷୀ । କହିଲେ ତଥ୍ୟ ପ୍ରମାଣକୁ ଠିକ୍ ଭାବେ ବିଚାର ନକରି ତାଙ୍କୁ ଏହି ଦଣ୍ଡାଦେଶ ଦିଆଯାଇଛି ।  ଅତିରିକ୍ତ ଦୌରାଜଜ ତଥା ଚିଲଡ୍ରେନ କୋର୍ଟଙ୍କ ନ୍ୟାୟକୁ ବିରୋଧ କରି ହାଇକୋର୍ଟରେ ଆବେଦନ କରିଛନ୍ତି ଦୋଷୀ ।…

ପରୀ ହତ୍ୟା ମାମଲା: ଦୋଷୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ

ନୟାଗଡ: ବହୁ ଚର୍ଚ୍ଚିତ ନୟାଗଡ ପରୀ ଦୁଷ୍କର୍ମ ଓ ହତ୍ୟା ମାମଲା । ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେଲେ ନୟାଗଡ ଚିଲଡ୍ରେନ୍ସ କୋର୍ଟ । ଏଥିସହ ୬ହଜାର ଟଙ୍କା ଜୋରିମାନା ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ସେପଟେ ସାବାଳକ ହୋଇଥିଲା ଅଭୁଯୁକ୍ତକୁ ମୃତ୍ୟୁଦଣ୍ଡାଦେଶ ହୋଇଥାଆନ୍ତା ବୋଲି…

ଭିଜିଲାନ୍ସ ପଞ୍ଝାରେ ନୟାଗଡ ସବ୍ ରେଜିଷ୍ଟ୍ରାର୍ : ଏକକାଳୀନ ୬ଟି ସ୍ଥାନରେ ଚାଲିଛି ରେଡ୍

ନୟାଗଡ : ଭିଜିଲାନ୍ସ ପଞ୍ଝାରେ ସବ ରେଜିଷ୍ଟ୍ରାର୍ । ନୟାଗଡ ଜିଲ୍ଲା ସବ୍ ରେଜିଷ୍ଟ୍ରାର୍ ଶାଶ୍ବତ ପଟ୍ଟନାୟକଙ୍କ ଘରେ ଭିଜିଲାନ୍ସ ରେଡ୍ କରୁଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ଜାରି ରହିଛି । ୮ ଜଣ ଡିଏସପି, ୬ ଜଣ ଇନ୍ସପେକ୍ଟର ଓ ଅନ୍ୟ ଷ୍ଟାଫ ଚଢ଼ାଉରେ ସାମିଲ ଅଛନ୍ତି…

ଆସ ବୁଲିଯିବା ଓଡିଶା: ଯୁବ ପିଢ଼ିଙ୍କ ପାଇଁ ପ୍ରଥମ ପସନ୍ଦ ସାଜିଛି ମଣିନାଗ ପାହାଡ

ନୟାଗଡ: ଆସିଛି ପର୍ଯ୍ୟଟନ ଋତୁ । ଶୀତଋତୁ ଆସୁ ଆସୁ ପର୍ଯ୍ୟଟନ କ୍ଷେତ୍ରରେ ଜମେ ପର୍ଯ୍ୟଟକଙ୍କ ଭିଡ । କର୍ମମୟ ଜୀବନରୁ ଟିକିଏ ଫୁରସତ୍ ପାଇବା ପାଇଁ ପ୍ରକୃତି କୋଳରେ ଏକ ବିଶେଷ ମୂହୁର୍ତ୍ତ ବିତେଇବାକୁ କାହିଁ କେତେ ଦୁରରୁ ଧାଇଁ ଆସନ୍ତି ପର୍ଯ୍ୟଟକ । ଧରଣୀ ରାଣୀ ସତେ ଯେପରି ବର୍ଷସାରା…

ଏସଟିଏଫ୍ ପଞ୍ଝାରେ ବାଘ ଛାଲ ବେପାରୀ

ନୟାଗଡ : ଥମୁନି ବାଘ ଛାଲ ବେପାରୀଙ୍କ ପ୍ରାର୍ଦୁଭାବ  । ବାଘ ଛାଲ ବିକ୍ରି ପାଇଁ ଡିଲ୍ ଚାଲିଥିବାବେଳେ ମାଡି ବସିଲା ଏସଟିଏଫ୍ । ଏମିତି କିଛି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନୟାଗଡ ଦଶପଲ୍ଲା ଅଞ୍ଚଳରେ ।  ସୂଚନା ଅନୁସାରେ ଦୁଇ ଜଣ ବାଘ ଛାଲ ବେପାରୀ ୧୦ ଲକ୍ଷ ଟଙ୍କାରେ ବାଘ ଛାଲ ବିକିବାକୁ…

ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ଯବାନ, କାରଣ ଅସ୍ପଷ୍ଟ…

ନୟାଗଡ: ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ଯବାନ । ନୟାଗଡ଼ ଜିଲ୍ଲା ଇଟମାଟି ଥାନା ପାଣ୍ଡେରିପାଟଣା ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତକ ଯବାନ ଜଣଙ୍କ ହେଉଛନ୍ତି ପାଣ୍ଡେରିପାଟଣା ଗ୍ରାମର ବଂଶୀଧର ସାହୁଙ୍କ ପୁଅ କାହ୍ନୁଚରଣ ସାହୁ । କାହ୍ନୁଚରଣ ଛତିଶଗଡ଼ର ନାନ୍ଦିରେ ସି.ଆର.ପି.ଏଫ…