Latest Odisha News

BREAKING NEWS

Browsing Category

ନୟାଗଡ଼

Nayagarh

ପରୀକୁ ନ୍ୟାୟ ପାଇଁ ବିଜେପି କରିବ ପଦଯାତ୍ରା

ଭୁବନେ‌ଶ୍ୱର:  ପରୀକୁ ନ୍ୟାୟ ଦେବାକୁ ବିଜେପି ପକ୍ଷରୁ କରାଯିବ ପଦଯାତ୍ରା । ଭୁବନେଶ୍ବରର ଲିଙ୍ଗରାଜ ମନ୍ଦିରରୁ ଦଳ ପକ୍ଷରୁ ଏହି ପଦଯାତ୍ରା ୨୦ରୁ ବାହାରି ପରୀ ଗାଁ ନୟ।ଗଡ ଯଦୁପୁରକୁ ଯିବ ।  ଏ ନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ।…

ନୟାଗଡରୁ ନିଖୋଜ ତିନି ବର୍ଷର ଶିଶୁ ସ୍ୱାତୀର ମୃତଦେହ ମିଳିଲା

ନୟାଗଡ଼: ଗତ ଚାରି ଦିନ ହେଲା ନିଖୋଜ ଥିବା ନୟାଗଡ଼ ଜିଲ୍ଲା ବଧିପାଟଣା ଗାଁର ୩ ବର୍ଷର ଝିଅ ସ୍ୱାତୀର ମୃତଦେହ ଗାଁ ପୋଖରୀରୁ ମିଳିଛି ।ଏହାକୁ ନେଇ ସ୍ୱାତୀଙ୍କ ପରିବାର ତଥା ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।  ସୂଚନାଥାଉ କି, ଗତ ଶୁକ୍ରବାର ଦିନ ବେଳେ ଗାଁ ଦାଣ୍ଡରୁ ନିଖୋଜ ହୋଇ…

ନିଖୋଜର ପାଞ୍ଚ ଦିନ ପରେ ପୋଖରୀରୁ ମିଳିଲା ୩ବର୍ଷ ଶିଶୁ କନ୍ୟାର ମୃତଦେହ

ନୟାଗଡ଼: ପାଞ୍ଚ ଦିନ ପରେ ମିଳିଲା ନିଖୋଜ ଶିଶୁ କନ୍ୟାର ମୃତଦେହ । ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ବଧିପାଟଣା ଗାଁର ନିଖୋଜ ୩ବର୍ଷର ଝିଅର ମୃତଦେହ ଗାଁ ପୋଖରୀରୁ ଉଦ୍ଧାର ହୋଇଛି । ମୃତକ ହେଲେ ସଞ୍ଜୟ କୁମାର ସାହୁଙ୍କ ଝିଅ ହରପ୍ରିୟା ସାହୁ (ସ୍ୱାତୀ) । ଗତ ଶୁକ୍ରବାର ଦିନ ବାରିପଟେ ଖେଳୁଥିବା…

 ‘ପରୀ’ ବାପା-ମାଆଙ୍କୁ ଭେଟିଲେ ପୁରନ୍ଦେଶ୍ୱରୀ, ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଓ ସିବିଆଇ ତଦନ୍ତ ଦାବି

ନୟାଗଡ଼: ନୟାଗଡ଼ ଜିଲ୍ଲାର ଯଦୁପୁରରେ ପହଞ୍ଚିଛନ୍ତି ରାଜ୍ୟ ବିଜେପିର ନୂଆ ପ୍ରଭାରୀ ଡି, ପୁରନ୍ଦେଶ୍ୱରୀ । ଆଜି ସେ ମୃତ ନାବାଳିକା ପରୀର ପରିବାର ଲୋକଙ୍କୁ ଭେଟିଛନ୍ତି । ତାଙ୍କ ବାପାମାଆଙ୍କ ସହ ଘଟଣା ସମ୍ପର୍କରେ ଆଲୋଚନା କରିଛନ୍ତି ପୁରନ୍ଦେଶ୍ୱରୀ । ପରୀର ମୃତଦେହ ଉଦ୍ଧାର ହୋଇଥିବା ସ୍ଥାନ…

ନୟାଗଡ଼ ‘ପରୀ’ ହତ୍ୟା ମାମଲା: ଅଭିଯୁକ୍ତ ବାବୁଲି ନାୟକଙ୍କୁ SITର ମାରାଥନ୍ ଜେରା

ନୟାଗଡ଼: ପରୀ ହତ୍ୟା ମାମଲାରେ ତଦନ୍ତକୁ ଜୋରଦାର କରିଛି ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍ । ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରାଙ୍କ ନେତୃତ୍ୱରେ ତଦନ୍ତକାରୀ ଟିମ୍ ଘଟଣାର ବିଭିନ୍ନ ଦିଗ ଉପରେ ତନାଘନା ତଦନ୍ତ ଚଳାଇଛନ୍ତି । ଗତକାଲି ପରୀ ମୃତ୍ୟୁର ଅଭିଯୁକ୍ତ କୁହାଯାଉଥିବା ବାବୁଲି ନାୟକଙ୍କ ଘରେ ରେଡ୍…

ନୟାଗଡ଼ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନୟାଗଡ଼ ଶରଣକୁଳରେ ହାଇଓ୍ୱା ଧକ୍କାରେ ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରତି ମୃତକଙ୍କ ପରିବାରକୁ ମିଳିବ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ସହାୟତା । ଏହି ଅର୍ଥ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯିବ ।…

ଯୁବକଙ୍କ ଅଧା ପୋଡ଼ା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ନୟାଗଡ଼: ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର । ନୟାଗଡ଼ ଜିଲ୍ଲା ରଣପୁରରୁ ଉଦ୍ଧାର ହୋଇଛି ମୃତଦେହ । ମୃତକ ହେଲେ ଭୂତଡିହି ଗାଁର ବଳଭଦ୍ର ବଳିଆରସିଂ । ଗୁଣ୍ଡୁରାବାରି ଜଙ୍ଗଲରୁ ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ବଳଭଦ୍ରଙ୍କୁ ହତ୍ୟା ପରେ ଗୁଣ୍ଡୁରାବାରି…

ସୋମବାରଠାରୁ ଦୁଇ ଦିନିଆ ସଟଡାଉନ

ନୟାଗଡ଼: କୋଭିଡ-୧୯ ପ୍ରସାରକୁ ଅଟକାଇବା ପାଇଁ ଜିଲ୍ଲା ପ୍ରଶାସନ ସୋମବାର ଠାରୁ ନୟାଗଡ଼ ସହରରେ ଦୁଇ ଦିନିଆ ବନ୍ଦ ଘୋଷଣା କରିଛି। ଏହି ସମୟ ମଧ୍ୟରେ ଟାଉନ୍ ସଂପୂର୍ଣ୍ଣ ସାନିଟାଇଜ କରାଯିବ ବୋଲି ସୂଚନା ମିଳିଛି ।

ଗାଁ ଦାଣ୍ଡରେ ଗୋଡ଼ାଇ ଗୋଡ଼ାଇ ହାଣିଲେ

ନୟାଗଡ଼: ବୀଭତ୍ସ ଓ ଅମାନୁଷିକ ହତ୍ୟାକାଣ୍ଡ l ଗୋଡ଼ାଇ ଗୋଡ଼ାଇ ହାଣିଦେଲେ l ଭୋର ୪ଟା ବେଳେ ମାରିଦେଲେ ଦୁର୍ବୃତ୍ତ l ଏଭଳି ଲୋମଟାଙ୍କୁରା ହତ୍ୟାକାଣ୍ଡ ଘଟିଛି ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅନ୍ତର୍ଗତ ବାଉଇଁଶିଆପଡ଼ା ଗାଁରେ l ମୃତକ ହେଲେ ଗାଁର କ୍ଷେତ୍ରବାସୀ ମହାପାତ୍ର l ଗାଁ ଦାଣ୍ଡରେ…

ଖଣ୍ଡପଡା ବନ୍ୟାଞ୍ଚଳ ସ୍ଥିତି ପରଖିଲେ ପୂର୍ବତନ ବିଧାୟକ ସିଦ୍ଧାର୍ଥ ସିଂହ

ନୟାଗଡ: ରାଜ୍ୟରେ ବନ୍ୟାସ୍ଥିତି ସଂଗୀନ ହୋଇ ପଡ଼ିଥିବା ବେଳେ ପାଣି ଘେରରେ ଆଠ ଲକ୍ଷରୁ ଅଧିକ ଲୋକ ଫସି ରହିଛନ୍ତି । ମହାନଦୀରେ ମଧ୍ୟ ବନ୍ୟା ଆସିଥିବା ବେଳେ ନୟାଗଡ ଜିଲ୍ଲା ଖଣ୍ଡପଡା ନିର୍ବାଚନମଣ୍ଡଳୀ ଅଧିକ କ୍ଷତିଗ୍ରସ୍ତ ହୋଇପଡିଛି । ଏଭଳି ପରିସ୍ଥିତିରେ ଲୋକମାନଙ୍କ ନିକଟରେ ପହଂଚି…