Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅଗ୍ନିବୀରଙ୍କ ପାଇଁ ବଡ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର: ଅଗ୍ନବିୀରଙ୍କ ପାଇଁ ପୁଣି ନରମିଲେ ରାଜ୍ୟ ସରକାର । ପ୍ରଥମେ ୧୦ ପ୍ରତିଶତ  ସଂରକ୍ଷଣ ଏବେ ପୁଣି ବୟସ ସୀମାରେ ବି କୋହଳ କରିଛନ୍ତି ସରକାର । ତେବେ ଏନେଇ ସରକାର ବିଜ୍ଞପ୍ତି ଜାରି କରିଛନ୍ତି । ଅବସରପ୍ରାପ୍ତ ଅଗ୍ନିବୀରଙ୍କ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ବିଜ୍ଞପ୍ତିରେ…

ହବିଷ୍ୟାଳୀଙ୍କ ପାଇଁ ଖୁସି ଖବର: ୬ରୁ ଆବେଦନ

ପୁରୀ: ଆଗକୁ କାର୍ତ୍ତିକ ମାସ । ପୁରୀରେ ହବିଷ୍ୟାଳୀଙ୍କ ଜମିବ ଭିଡ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆରମ୍ଭ କରିଥିଲେ ହବିଷ୍ୟାଳୀ ଯୋଜନା । ପ୍ରତିବର୍ଷ ଏନେଇ ହବିଶ୍ୟାଳୀମାନେ ଆବେଦନ କରିଥାଆନ୍ତି । ପଞ୍ଜିକୃତ କରିଥିବା ହବିଷ୍ୟାଳୀଙ୍କ ପାଇଁ ସରକାର ଖାଇବା ରହିବା ବନ୍ଦୋବସ୍ତ…

ନୂଆ ସ୍ପର୍ଶ ପାଇବ ରାଜ୍ୟର ମୁଖ୍ୟ ବିମାନ ବନ୍ଦର, ଖୁବ୍ ଶୀଘ୍ର ରନୱେ କ୍ୟାଟ୍‌ ଟୁ ଲାଇଟ୍

ଭୁବନେଶ୍ବର: ନୂଆ ସ୍ବର୍ଶ ପାଇବ ଭୁବନେଶ୍ବର ବିମାନ ବନ୍ଦର । ପୁରୁଣା ଟର୍ମିନାଲ ପାଖରେ ତିଆରି ହେବ ନୂଆ ଟର୍ମିନାଲ । ଭୁବନେଶ୍ବର ବିମାନ ବନ୍ଦରରେ ପରିଦର୍ଶନ କରି ଏହି ସୂଚନା ଦେଇଛନ୍ତି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ । ଏନେଇ କେନ୍ଦ୍ରମନ୍ତ୍ରୀ…

ଶେଷରେ ବିକ୍ରି ହେଲା ଅର୍ପଣ ଚାଉଳ

ପୁରୀ: ଶେଷରେ ବିକ୍ରି ହେଲା ଅର୍ପଣ ଚାଉଳ । ନିର୍ବାଚନ ପୂର୍ବରୁ ପରିକ୍ରମା ପ୍ରକଳ୍ପ ନାଁରେ ଘର ଘର ରଥ ବୁଲି ଯେଉଁ ଚାଉଳ ସଂଗ୍ରହ ହୋଇଥିଲା ପ୍ରାୟ ୬ ମାସ ଧରି ପଡିରହିବା ପରେ ଆଜି ଶେଷରେ ନିଲାମ ହୋଇଛି । ପରିକ୍ରମା ପ୍ରକଳ୍ପ ବେଳେ ସଂଗୃହିତ ଅର୍ପଣ ଚାଉଳ ଆଜି କୁଇଣ୍ଟାଲ ପିଛା ୨୭୮୦…

ସମ୍ବଲପୁର ଜେଲରେ ସରପ୍ରାଇଜ ରେଡ, ଜବତ ହେଲା ବିପୁଳ ମାଦକ ଦ୍ରବ୍ୟ

ସମ୍ବଲପୁର: ସମ୍ବଲପୁର ଜେଲରେ ସରପ୍ରାଇଜ ରେଡ। ଭୋର ପ୍ରାୟ ୪ଟା ବେଳେ ଅଚାନକ୍ ଚଢ଼ାଉ କରାଯାଇଛି। ଜେଲ ଅନ୍ତେବାସୀଙ୍କ ନିକଟରୁ ବହୁ ତମାଖୁ ଜାତୀୟ ଓ ମାଦକ ଦ୍ରବ୍ୟ ଜବତ ହୋଇଥିବା ନେଇ ସୂଚନା ମିଳିଛି। ଆଜି ଭୋର ପ୍ରାୟ ୪ଟାରେ ସମ୍ବଲପୁର ମଣ୍ଡଳ କାରାଗାରରେ ଅଚାନକ ରେଡ୍ କରାଯାଇଛି ।…

୩ ଦଫା ଦାବିରେ ୧୨ ଘଣ୍ଟିଆ କୋରାପୁଟ ବନ୍ଦ

କୋରାପୁଟ: ଆଜି ୧୨ ଘଣ୍ଟିଆ କୋରାପୁଟ ବନ୍ଦ । ଜିଲ୍ଲା ଭିତ୍ତିକ ସ୍ଥାୟୀ ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ କୋରାପୁଟ୍‌ ବନ୍ଦ ଡାକରା ଦେଇଛି କୋରାପୁଟ ଜିଲ୍ଲା କ୍ରିୟାନୁଷ୍ଠାନ କମିଟି । ସକାଳ ୬ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ କୋରାପୁଟରେ ବନ୍ଦ ଡାକରା ପାଳନ ହେବ । ବନ୍ଦ ପାଳନ ହେତୁ ଦୋକାନ,…

ସେଞ୍ଚୁରିଆନ ବିଶ୍ଵବିଦ୍ୟାଳୟରେ ଏନର୍ଜି ସ୍ଵରାଜ୍ ଫାଉଣ୍ଡେସନ୍‌ର ଭୁବନେଶ୍ଵର ଅଧ୍ୟାୟର ଆରମ୍ଭ

ଭୁବନେଶ୍ୱର: ସେଞ୍ଚୁରିଆନ ବିଶ୍ଵବିଦ୍ୟାଳୟ ପରିସରରେ ଏନର୍ଜି ସ୍ଵରାଜ୍ ଫାଉଣ୍ଡେସନ୍‌ର ଭୁବନେଶ୍ଵର ଅଧ୍ୟାୟର ଆରମ୍ଭ କରାଯାଇଛି। ଏହି କାର୍ଯ୍ୟକ୍ରମଟି ଆଇଆଇଟି ବମ୍ବେର ପ୍ରଫେସର ଏବଂ ଏନର୍ଜି ସ୍ଵରାଜ୍ ଫାଉଣ୍ଡେସନ୍‌ର ପ୍ରତିଷ୍ଠାତା ପ୍ରଫେସର ଚେତନ ସିଂହ ସୋଳଙ୍କୀ ଏବଂ ସେଞ୍ଚୁରିଆନ…

ଜନଜାତି ସ୍ୱାସ୍ଥ୍ୟ ବିକାଶ ଓ ଯୁବ ସଶକ୍ତିକରଣ ନେଇ କିଟ୍‍, କିସ୍‍ ଓ ଜାପାଇଗୋ ମଧ୍ୟରେ ବୁଝାମଣା

ଭୁବନେଶ୍ୱର: ଜନଜାତି ସ୍ୱାସ୍ଥ୍ୟ ବିକାଶ ଓ ଯୁବ ସଶକ୍ତିକରଣ ନେଇ କିଟ୍‍, କିସ୍‍ ଓ ଜାପାଇଗୋ ମଧ୍ୟରେ ଗୁରୁବାର ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଯାଇଛି। ଟ୍ରାଇବାଲ୍‍ ହେଲ୍‍ଥ ରିସର୍ଚ୍ଚ ଇନୋଭେସନ୍‍ ଆଣ୍ଡ ଭୋକେସନାଲ୍‍ ଏମପାୱାରମେଣ୍ଟ (ଥ୍ରାଇଭ୍‍) ଶୀର୍ଷକ ବୁଝାମଣା ପତ୍ରରେ କିଟ୍‍…

ଅଚାନକ ବିଭିନ୍ନ ମିଲ୍‌ ଓ ଗୋଦାମରେ ପହଞ୍ଚିଲେ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର: ଅଚାନକ ବିଭିନ୍ନ ମିଲ୍‌ ଓ ଗୋଦାମରେ ପହଞ୍ଚିଲେ ଯୋଗାଣ ମନ୍ତ୍ରୀ । ବୌଦ୍ଧ ଓ ସୋନପୁର ଜିଲ୍ଲା ଗସ୍ତ କରି ବିଭିନ୍ନ ଗୋଦାମ ଓ ମିଲ୍‌କୁ ଅଚାନକ ପରିଦର୍ଶନ କରିଛନ୍ତି ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ବୌଦ୍ଧ ଜିଲ୍ଲାର ରାଣୀସତୀ ମିଲ୍‌ ଓ…

ଯୋଗାଣ ବିଭାଗ ଉଚ୍ଚସ୍ତରୀୟ ଟିମ୍‌ର ଛତିଶଗଡ଼ ଗସ୍ତ

ଭୁବନେଶ୍ୱର: ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି, ଚାଷୀ ମାନଙ୍କୁ ବୋନସ ପ୍ରଦାନ ପ୍ରକ୍ରିୟା ସମ୍ପର୍କରେ ଜାଣିବା ପାଇଁ ରାଜ୍ୟର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ମଣ୍ଡଳୀ ନିକଟରେ ଛତିଶଗଡ଼ ଗସ୍ତ କରିଥିଲେ । ସେଠାରେ କ୍ଷେତ୍ର ପରିଦର୍ଶନ ସହ ଚାଷୀମାନଙ୍କଠାରୁ ଧାନ ସଂଗ୍ରହ, ଧାନ ସଂରକ୍ଷଣ ଏବଂ…