Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାତି ପାହିଲେ ଶ୍ରୀଜିଉଙ୍କ ସୁନାବେଶ; ଅପରାହ୍ନ ୫ଟାରୁ ରାତି ୧୧ଯାଏଁ ଦେବେ ଦର୍ଶନ

ପୁରୀ: ଶ୍ରୀମନ୍ଦିର ସିଂହଦ୍ବାର ଆଗରେ ଲାଗିଲା ତିନି ରଥ । ପବିତ୍ର ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବିଶ୍ୱନିୟନ୍ତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଶେଷ ହୋଇଛି । ଶ୍ରୀଜିଉମାନେ ୯ ଦିନର ଲୀଳାଖେଳା ସାରି ଜନ୍ମବେଦୀରୁ ବାହୁଡ଼ି ଆସିଛନ୍ତି। ଆଜି ଅପରାହ୍ନ ୩ଟାରେ ରଥ ଟଣା…

ଜୁଲାଇ ୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ଜୁଲାଇ ୭ ତାରିଖ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଜୁନ ୩୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଅଭିଯୋଗ ଦାଖଲ ପାଇଁ ଯେଉଁମାନେ ପୂର୍ବରୁ ପଞ୍ଜୀକରଣ କରିଥିଲେ, ଏହି ଶୁଣାଣି କେବଳ ସେମାନଙ୍କ ପାଇଁ ଉଦ୍ଦିଷ୍ଟ ରହିଛି।…

ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ

ଭୁବନେଶ୍ୱର: ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ। ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ବିଜେଡି ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା କରୁଥିବାରୁ ସ୍ବାସ୍ଥ୍ୟ ପରୀକ୍ଷା ପରେ…

ବ୍ୟାଙ୍କ୍‌ ଉପରୁ କଟକଣା ହଟାଇଲେ ସରକାର

ଭୁବନେଶ୍ବର:ଆଇସିଆଇସିଆଇ ,ଏଚଡିଏଫସି,ଆକ୍ସିସ୍‌ ବ୍ୟାଙ୍କ୍‌ ଉପରୁ କଟକଣା ହଟାଇଲେ ସରକାର । ରାଜ୍ୟ ସରକାର ଶନିବାର କଟକଣା ହଟାଇଛନ୍ତି । ସୂଚନାମୁତାବକ, ୩ ବ୍ୟାଙ୍କ କର୍ତ୍ତୃପକ୍ଷ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିବା ପରେ HDFC, ICICI, ଆକ୍ସିସ ବ୍ୟାଙ୍କ ଉପରେ ଲାଗିଥିବା କଟକଣାକୁ…

ଶ୍ରମିକ ସଂଗଠନମାନଙ୍କ ଦ୍ୱାରା ଦିଆଯାଇଥୁବା ବନ୍ଦ ଡାକରାକୁ ରାଜ୍ୟ କଂଗ୍ରେସର ପୂର୍ଣ୍ଣ ସମର୍ଥନ: ଭକ୍ତ ଦାସ

ଭୁବନେଶ୍ୱର: ଆସନ୍ତା ୯ ତାରିଖ ଭାରତ ବର୍ଷର ପ୍ରମୁଖ ଶ୍ରମିକ ସଂଗଠନ ମାନଙ୍କର ୧୭ ଦଫା ଦାବିକୁ ନେଇ ଦିଆଯାଇଥିବା ବନ୍ଦ ଡାକରାକୁ ରାଜ୍ୟ କଂଗ୍ରେସ ପୂର୍ଣ୍ଣ ସମର୍ଥନ ଜଣାଉଛି। ଏହି ଦାବି ଯଥାର୍ଥରେ ଦେଶର ଗରିବ ଖଟିଖିଆ ଶ୍ରମିକଙ୍କ ଠାରୁ ଆରମ୍ଭ କରି କୃଷକ ଓ ଖାଉଟିମାନଙ୍କ ସ୍ୱାର୍ଥକୁ ରକ୍ଷା…

ତେଲେଙ୍ଗାନା ବିସ୍ଫୋରଣ ଘଟଣା: କଟକର ପୂର୍ଣ୍ଣଚନ୍ଦ୍ର ସାହୁଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଆର୍ଥିକ ସହାୟତା

ଭୁବନେଶ୍ୱର: ସୋମବାର ତେଲଙ୍ଗାନାର ସଙ୍ଗାରେଡ୍ଡୀ ଜିଲ୍ଲାରେ ଥିବା ଏକ ରାସାୟନିକ କାରଖାନାରେ ଘଟିଥିବା ଭୟଙ୍କର ବିସ୍ଫୋରଣ ଘଟିଥିଲା । ଏଥିରେ ପ୍ରାୟ ୪୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ ୮ ଜଣ ଓଡିଆ ମଧ୍ୟ ଥିଲେ। ଆଜି କଟକର ପୂର୍ଣ୍ଣଚନ୍ଦ୍ର ସାହୁଙ୍କ ପରିବାର ପାଇଁ…

ଇଏଲଆଇ ଆଣିଦେଇଛି ସୁବର୍ଣ୍ଣ ସୁଯୋଗ, ଏହି ସ୍କିମରୁ ଉପକୃତ ହେବେ ୩.୫ କୋଟି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଜୁଲାଇ ୧ ତାରିଖ ଦିନ ନିଯୁକ୍ତି-ସଂଯୁକ୍ତ ପ୍ରୋତ୍ସାହନ ଯୋଜନା (ଏମ୍ପ୍ଲୋଏମେଣ୍ଟ ଲିଙ୍କ୍ ଇନସେନଟିଭ୍ ସ୍କିମ୍) ଅନୁମୋଦନ କରିଛି। ଏହି ଯୋଜନାର ଲକ୍ଷ୍ୟ ହେଉଛି ନିଯୁକ୍ତି ସୃଷ୍ଟି, ନିଯୁକ୍ତି ସୁଯୋଗ ଏବଂ ସାମାଜିକ ସୁରକ୍ଷା…

ନଭି ମୁମ୍ବାଇର ଖାରଘର ଜଗନ୍ନାଥ ମନ୍ଦିରରେ ବାହୁଡ଼ା ଯାତ୍ରା ଆୟୋଜନ

ମୁମ୍ବାଇ: ନଭି ମୁମ୍ବାଇର ଖାରଘରଠାରେ ଅବସ୍ଥିତ ଏକମାତ୍ର ଜଗନ୍ନାଥ ମନ୍ଦିରରେ ମହାସମାରୋହରେ ପବିତ୍ର ବାହୁଡ଼ା ଯାତ୍ରା ପାଳନ କରାଯାଇଛି। ମହାରାଷ୍ଟ୍ର ଓଡ଼ିଆ କଲ୍ୟାଣ ସଂଘ (ମୋୱା)ଦ୍ୱାରା ଆୟୋଜିତ ଏହି ଭବ୍ୟ ଉତ୍ସବ ଉପଲକ୍ଷେ ବଢିଭୋରରୁ ହରିହର ପୀଠ ଠାରେ ଥିବା ଗୁଣ୍ଡିଚା ମନ୍ଦିରର ଆଡ଼ପ…

ବ୍ରାହ୍ମଣୀରେ ବଢୁଛି ଜଳସ୍ତର; ଖୋଲିଲା ମନ୍ଦିରା ଡ୍ୟାମ୍‌ର ୮ ଗେଟ୍‌

ରାଉରକେଲା:ଗତ ସପ୍ତାହେ ଧରି ବ୍ରାହ୍ମଣୀରେ ଜଳସ୍ତର ବଢୁଥିବାରୁ ଶୁକ୍ରବାର ମନ୍ଦିରା ଡ୍ୟାମ୍‌ର ୧୧ଟି ଗେଟ୍‌ରୁ ୮ଟି ଗେଟ୍‌ ଖୋଲାଯାଇଛି। ଡ୍ୟାମ୍‌ର ଜଳସ୍ତର ୬୭୮.୯୦ ଫୁଟ୍‌ ରହିଛି । ଝାଡ଼ଖଣ୍ଡରେ ଲଗାଣବର୍ଷା କାରଣରୁ ବ୍ରାହ୍ମଣୀର ଜଳସ୍ତର ବଢ଼ୁଥିବାରୁ ତଳିବାସିନ୍ଦାଙ୍କ ଚିନ୍ତା ବଢ଼ିଛି।…

ବାହୁଡ଼ା ଯାତ୍ରା ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥା କଡାକଡି

ପୁରୀ: ଜନ୍ମବେଦୀରେ ସରିଲା ମହାପ୍ରଭୁଙ୍କ ଲୀଳାଖେଳା। ନବଦିନାତ୍ମକ ଯାତ୍ରା ସାରି ଆଜି ବଡ଼ଦେଉଳ ଅଭିମୁଖେ ଚତୁର୍ଦ୍ଧା ମୂର୍ତ୍ତି। ପୁଣି ଥରେ ରଥ ଚଢ଼ି ବାହୁଡ଼ିବେ ଶ୍ରୀଜିଉ। ମହାପ୍ରଭୁଙ୍କ ଝଲକ ଟିକିଏ ଦେଖିବା ପାଇଁ ଭାବବିହ୍ୱଳ ହୋଇ ଚାହିଁ ରହିଛନ୍ତି ଭକ୍ତ। ଅପରପକ୍ଷରେ କୌଣସି ପ୍ରକାର…