Latest Odisha News

BREAKING NEWS

Browsing Category

ଓଡିଶା

Odisha

ହବିଷ୍ୟାଳୀ ଯୋଜନା; ଅକ୍ଟୋବରରୁ ଅନଲାଇନ୍ ଆବେଦନ

ପୁରୀ: ପୂର୍ବତନ ବିଜେଡି ସରକାର ସମୟରେ ଆରମ୍ଭ ହୋଇଥିବା ହବିଷ୍ୟାଳୀ ଯୋଜନା ଜାରି ରହିବ। ଏନେଇ ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ। ଚଳିତ ବର୍ଷ ପୁରୀରେ କାର୍ତ୍ତିକ ବ୍ରତ ପାଇଁ ୨୫୦୦ ହବିଷ୍ୟାଳୀଙ୍କ ପାଇଁ ବ୍ୟବସ୍ଥା କରାଯିବ। ଅକ୍ଟୋବର ୧୮ରୁ ଏହି ବ୍ରତ ଆରମ୍ଭ…

ଓଡିଆ ଅଭିନେତାଙ୍କୁ ଅପହରଣ କରିପାରନ୍ତି ମାଓବାଦୀ! ସତର୍କ ଜାରି..

ବଲାଙ୍ଗୀର: ଅପହରଣ ହୋଇପାରନ୍ତି ଓଡିଆ ଫିଲ୍ମର ଅଭିନେତା । ସତର୍କ କରାଇଲା ଓଡିଶା ପୋଲିସର ଗୁଇନ୍ଦା ବିଭାଗ । ବଲାଙ୍ଗୀର ଖପ୍ରାଖୋଲ ଅଞ୍ଚଳରେ ଏବେ କୌଣସି ଓଡିଆ ଫିଲ୍ମର ସୁଟିଂ ଚାଲିଥିବା ସୂଚନା ମିଳିଥିବା ବେଳେ ସେମାନଙ୍କ ମଧ୍ୟରୁ ମୁଖ୍ୟ ଷ୍ଟାରଙ୍କୁ ମାଓବାଦୀ ମାନେ ଅପହରଣ କରିବା ପାଇଁ…

ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଆସନ୍ତାକାଲିଠୁ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁଙ୍କ ସହିତ ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦିଲ୍ଲୀରେ ନିବେଶକ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ରାଜ୍ୟକୁ କିପରି ଅଧିକ ନିବେଶ ଆସିବ…

ସୁଧୁରୁଛି ଧାମନଗର: ଗ୍ରାଉଣ୍ଡରେ ସ୍ଥିତି ପରଖିଲେ ପୋଲିସ୍ ଡିଜି

ଭଦ୍ରକ: ଭଦ୍ରକ ଧାମନଗରରେ ଗ୍ରାଉଣ୍ଡ ସ୍ଥିତି ପରଖିଛନ୍ତି ପୋଲିସ ଡିଜି ୱାଇ.ବି ଖୁରାନିଆ। ବରିଷ୍ଠ ଅଧିକାରୀଙ୍କ ସହ ଧାମନଗର ଥାନାରେ ଡିଜିପିଙ୍କ ସ୍ବତନ୍ତ୍ର ବୈଠକ କରିଛନ୍ତି। ଜିଲ୍ଲାରେ କିଭଳି ଶାନ୍ତି ଫେରାଇ ଆଣି ହେବ ସେ ବିଷୟରେ ବୈଠକ ଆଲୋଚନା କରିଥିବା ସୂଚନା ମିଳିଛି। ପୂର୍ବାଞ୍ଚଳ…

ଅକ୍ଟୋବର ୫ରେ ମିଳିବ ପିଏମ୍ କିଷାନ୍ ଟଙ୍କା

ଭୁବନେଶ୍ବର: ଆସନ୍ତା ଅକ୍ଟୋବର ୫ ତାରିଖରେ ଚାଷୀଙ୍କ ଖାତାକୁ ଚଢିବ ପିଏମ କିଷାନ୍ ଟଙ୍କା । ପାଖାପାଖି ୯ କୋଟି ୫୦ ଲକ୍ଷ ଚାଷୀଙ୍କ ଖାତାକୁ ଯିବ ୨୦ ହଜାର ଟଙ୍କା । ପିଏମ୍ କିଷାନର ୧୮ ତମ କିସ୍ତିରେ ମହାରାଷ୍ଟ୍ରରୁ ସିଧା ଚାଷୀଙ୍କ କାତାକୁ ଟଙ୍କା ପଠାଇବେ ପ୍ରଧାନମନ୍ତ୍ରୀ ମୋଦି ।…

ଝାଡ଼ଖଣ୍ଡ ନିର୍ବାଚନ: ଓଡ଼ିଶା ରାଜ୍ୟପାଳଙ୍କୁ ନେଇ ଜୋରଦାର ଚର୍ଚ୍ଚା, ଜାଣନ୍ତୁ କାରଣ

ଭୁବନେଶ୍ୱର/ରାଞ୍ଚି: ଆଗକୁ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ। ଆଉ ଏହି ସମୟରେ ସମସ୍ତ ଦଳର ଫକୋସ୍ ଏବେ ଝାଡଖଣ୍ଡ ଉପରେ। ଝାଡ଼ଖଣ୍ଡ ହାତେଇବା ପାଇଁ ବଡ଼ ରଣନୀତି ପ୍ରସ୍ତୁତ କରୁଛି ବିଜେପି। ଏହାରି ଭିତରେ ଓଡ଼ିଶା ରାଜ୍ୟପାଳ ରଘୁବର ଦାସ ଝାଡଖଣ୍ଡରେ ସକ୍ରିୟ ରାଜନୀତିକୁ ଫେରିପାରନ୍ତି ବୋଲି…

ସିଙ୍ଗଲ୍ ୱିଣ୍ଡୋ କମିଟି ଦ୍ବାରା ୪,୬୭୧ କୋଟି ପୁଞ୍ଜିନିବେଶରେ ହେବାକୁ ଅକ୍ଷୟଶକ୍ତି ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର: ସିଙ୍ଗଲ୍ ୱିଣ୍ଡୋ କମିଟି(ଏସ୍‌.ଡ଼ବ୍ଳ୍ୟୁ.ସି)ର ମୋଟ ୭୪୯.୯ ମେଗାୱାଟ୍ ଅକ୍ଷୟଶକ୍ତି ଉତ୍ପାଦନ ପାଇଁ ଆସିଥିବା ୪,୬୭୧ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବକୁ ନୀତିଗତ ଅନୁମୋଦନ । ରାଜ୍ୟ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମାଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ସପ୍ତମ…

ଗୋରାପୁର-ଦର୍ଲିପୁର ସେକ୍ସନ ଦୋହରୀକରଣ; ପୂର୍ବତଟ ରେଳପଥ ପାଇଁ ମାଇଲଖୁଣ୍ଟ ଉପଲବ୍ଧି

ଭୁବନେଶ୍ବର: ପୂର୍ବତଟ ରେଳପଥର ୱାଲ୍ଟିୟର ଡିଭିଜନ ଆଜି ୧୨.୬୪୯ କିଲୋମିଟର ଗୋରାପୁର-ଦର୍ଲିପୁଟ ସେକ୍ସନ ଦୋହରୀକରଣ କାର୍ଯ୍ୟକ୍ଷମ ହେବା ସହ ରେଳ ସୁରକ୍ଷା କମିଶନର (ଦକ୍ଷିଣ ପୂର୍ବ ସର୍କଲ) ବ୍ରିଜେଶ କୁମାର ମିଶ୍ରଙ୍କ ଦ୍ୱାରା ସ୍ୱୀକୃତିପ୍ରାପ୍ତ ହୋଇଛି । କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ…

ଅକ୍ଟୋବର ୫ ସୁଦ୍ଧା ଦୈତନଗରୀର ସମସ୍ତ ରାସ୍ତା ଶେଷ ହେବ

ଭୁବନେଶ୍ୱର: ଅକ୍ଟୋବର ୫ ସୁଦ୍ଧା କଟକ ଓ ଭୁବନେଶ୍ବରର ସମସ୍ତ ରାସ୍ତା ନିର୍ମାଣ ଓ ମରାମତି କାର୍ଯ୍ୟ ଶେଷ ହେବ । ଏନେଇ ଆଜି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି । ଦୁର୍ଗାପୂଜା ଆଉ ଅଳ୍ପଦିନ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ବୟାନ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ଆଜି ବଡ଼ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ । ସେ କହିଛନ୍ତି, ବାପାଙ୍କ ଠାରୁ ଭିନ୍ନ ହୋଇଥିବା ପୁଅକୁ ମଧ୍ୟ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମିଳିବ ଘର । ମନ୍ତ୍ରୀ ଆହୁରି କହିଛନ୍ତି ଯେ, ପୂର୍ବ ସରକାରରେ ବଞ୍ଚିତ ଯୋଗ୍ୟ…