Latest Odisha News

BREAKING NEWS

Browsing Category

ଓଡିଶା

Odisha

ତେଲକୋଳେଇ ଥାନା ମାମଲା: ଦୀପାଳି ଦାସଙ୍କୁ ମିଳିଲା ଆଗୁଆ ଜାମିନ

କଟକ: ଗତ ୨୧ତାରିଖରେ ଝାରସୁଗୁଡ଼ାର ତେଲକୋଳେଇ ଥାନା ଅଞ୍ଚଳରେ ଥିବା କୋଲ ଇଣ୍ଡିଆ ଅଫିସ ସାମ୍ନାରେ ପ୍ରତିବାଦ ଧାରଣା ଘଟଣା । ଝାରସୁଗୁଡ଼ାର ପୂର୍ବତନ ବିଧାୟିକା ଦୀପାଳି ଦାସଙ୍କୁ ହାଇକୋର୍ଟରୁ ମିଳିଛି ସର୍ତ୍ତମୂଳକ ଆଗୁଆ ଜାମିନ । ଖବର ମୁତାବକ, ସ୍ଥାନୀୟ ବିସ୍ଥାପିତଙ୍କ ସମସ୍ୟା ପୂରଣ…

ଆଗୁଆ ଜାମିନ ଆବେଦନ କଲେ ୫ ନିଲମ୍ବିତ ପୁଲିସ କର୍ମୀ

ଭୁବନେଶ୍ବର: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲା । କୋର୍ଟରେ ଆଜି ଆଗୁଆ ଜାମିନ ଆବେଦନ କରିଛନ୍ତି ନିଲମ୍ବିତ ହୋଇଥିବା ୫ ପୁଲିସ କର୍ମୀ । ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ସମେତ ନିଲମ୍ବିତ ୪ ଜଣ ପୋଲିସକର୍ମୀ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି ।…

ଚୋରାଚାଲାଣ ବେଳେ ୧ ଟନ୍‌ କଇଁଛ ଜବତ, ୨ ଗିରଫ

ମାଲକାନଗିରି: ମାଲକାନଗିରି ଜିଲ୍ଲା ରୁ ବିପୁଳ ମାତ୍ରାରେ କଇଁଛ ଜବତ ହୋଇଛି । ଆଜି ଚିତ୍ରକୋଣ୍ଡା ବନ ବିଭାଗ ପକ୍ଷରୁ ଚଢାଉ କରାଯାଇ ୧ ଟନ୍ କଇଁଛ ଜବତ କରିବା ସହ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି । ବନବିଭାଗ ଅଧିକାରୀଙ୍କ ସୂଚନା ମୁତାବକ, ଏହି ଜବତ କଇଁଛ ଗୁଡିକ ଏକ ଭ୍ୟାନ୍‌ ଯୋଗେ…

ବିଜେଡି କଳି…କାହିଁକି ଆକ୍ସନ୍ ହେବନି କୁହ?

ଭୁବନେଶ୍ବର: ଉଠୁଛି ପଡୁଛି ରାଜଧାନୀ ରାଜନୀତି । ଭୁବନେଶ୍ବର ବିଜେଡିରେ କିଏ କରୁଛି ବିଶୃଙ୍ଖଳା? ନିର୍ବାଚନ ପୂର୍ବରୁ ଆରମ୍ଭ ହୋଇଥିବା କଳି ତୁଟିବାର ନାଁ ନେଉନି । ପ୍ରଥମେ ଟିକେଟ୍ ଲବି ତ ପରେ କର୍ପୋରେଟର କଳିକୁ ନେଇ ବିସ୍ଫୋରକ ବୟାନ । ଭୁବନେଶ୍ବର ବିଜେଡିରେ ଅନ୍ତକନ୍ଦଳ ବିଭିନ୍ନ ସମୟରେ…

‘ମିଲ୍ ଚାହିଁଲେ ନେଇପାରିବେ ଅର୍ପଣ ଚାଉଳ’

ପୁରୀ: ପଡିରହିଛି କୁଇଣ୍ଟାଲ କୁଇଣ୍ଟାଲ ଚାଉଳ । ପରିକ୍ରମା ପ୍ରକଳ୍ପ ନାଁରେ ଜଗନ୍ନାଥଙ୍କୁ ଗାଡିରେ ଗାଁ ଗାଁ ବୁଲାଇ ଯେଉଁ ଚାଉଳ ଦାନ ଆକାରରେ ଗ୍ରହଣ କରାଯାଇଥିଲା ତାହାକୁ ନେଇ ଏବେ ଅନେକ ପ୍ରଶ୍ନ । କ’ଣ ହେବ ସେ ସବୁ ଚାଉଳ? କ’ଣ ଏମିତି ପଡି କି ଖତ ହେବ? କାରଣ ଚାଉଳ ସଂଗ୍ରହ ହେବାର ପାଖାପାଖି…

ଯାଜପୁର ରଣକ୍ଷେତ୍ର…ମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟରେ କିଏ?

ଭୁବନେଶ୍ବର: ବିକାଶ ଆଳରେ ହରିଲୁଟ୍ । ପ୍ରାଚ୍ୟୁର୍ଯ୍ୟ ଭରା ଯାଜପୁରରେ ନଗଡା ଭଳି ଗାଁ। ଯାଜପୁରକୁ ଲୁଟିଛନ୍ତି ୩ପରିବାର । ବିକାଶ ନାଁରେ ଚାଲିଥିଲା ବିନାଶ । ଯାଜପୁର ଜିଲ୍ଲା ବଡ଼ଚଣାରୁ ପୂର୍ବ ବିଜେଡି ସରକାରକୁ ଗୋଟିଏ ପରେ ଗୋଟିଏ ସମାଲୋଚନାର ତୀର ମାରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।…

ଜାଣନ୍ତୁ ଆଇପିଏସ୍ ଦେବଦତ୍ତ ସିଂହଙ୍କ ସଫଳତାର କାହାଣୀ…

ଭୁବନେଶ୍ୱର: ଆଜିକାଲି ସୂଚନା ସଂଗ୍ରହର ଉତ୍ସ ବୃଦ୍ଧି ପାଇଛି। UPSC ପରୀକ୍ଷା ପାଇଁ ପ୍ରସ୍ତୁତ ପ୍ରାର୍ଥୀମାନେ ଇଣ୍ଟରନେଟରେ ଉପଲବ୍ଧ କୋଚିଂ ଏବଂ ସାମଗ୍ରୀକୁ ନେଇ ସିଭିଲ ସର୍ଭିସେସ୍ ପାଇଁ ଭଲ ପ୍ରସ୍ତୁତ କରିପାରିବେ। କିନ୍ତୁ ପୂର୍ବରୁ ଏପରି ସୁବିଧା ନଥିଲା। ଓଡ଼ିଶା କ୍ୟାଡରରେ ନିଯୁକ୍ତ…

ପିଲାଙ୍କୁ ଛତୁଆ ବଦଳରେ ମିଳିବ ମାଣ୍ଡିଆ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅଙ୍ଗନଓ୍ବାଡିରେ ପିଲାଙ୍କୁ ଦିଆଯାଉଥିବା ଛତୁଆକୁ ନେଇ ଚିନ୍ତାରେ ଉପମୁଖ୍ୟମନ୍ତ୍ରୀ । ଖରାପ ମାନର ଛତୁଆକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଆଗକୁ ଅଙ୍ଗନଓ୍ବାଡି ମାନଙ୍କରେ ଛତୁଆ ବଳଦରେ ଦିଆଯାଇପାରେ ମାଣ୍ଡିଆ । ଉପମୁଖ୍ୟମନ୍ତ୍ରୀ…

ଭଦ୍ରକ ବିଜେଡିରେ ବି ଫାଟ!, ବୁଝାଇଲେ ବବି

ଭଦ୍ରକ: ତୁଟୁନି ବିଜେଡି ବିବାଦ । ନିର୍ବାଚନରେ ହାରିବା ପରେ ଯେମିତି ଦଳର ସବୁ ସଦସ୍ୟ ବେପରୁଆ ହୋଇଗଲେଣି । ଯେଉଁଠି ଦିନେ ମାଟି କାମୁଡି ପଡୁଥିଲେ । ଆଜି ଟିକିଏ କେଁ କିନା ହେଲା ବେଳକୁ ବି କନ୍ଦଳ ହେଇଯାଉଛି । ସମସ୍ତଙ୍କ ମୁହଁ ବି ଫିଟିଗଲାଣି । ଯାହାକୁ ନେଇ ଏବେ ବିଜେଡି ଭିତରେ ପରସ୍ପର…

ବାଇକକୁ ଧକ୍କା ଦେଲା ବାଇକ, ଚାଳକ ଜୀବନ୍ତ ଦଗ୍ଧ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ଥାନା ଅନ୍ତର୍ଗତ କୁଡପାନି ରାସ୍ତାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଯାହା ପରେ ଦୁଇ ବାଇକ୍‌ ବିଚ୍‌ ରାସ୍ତାରେ ହୁତୁହୁତ ହୋଇ ଜଳିବାକୁ ଲାଗିଲା। ଏହି ଅଘଟଣରେ ଜଣେ ବାଇକ୍‌ ଚାଳକ ଜୀଅନ୍ତା ଜଳି ଯାଇଥିବା ବେଳେ ଦୁଇ ଜଣ…