Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆପଣ ଅଧିକ ରାଗୁଛନ୍ତି କି ? ସାବଧାନ, ହୋଇପାରେ ଏହି ସବୁ କ୍ଷତି

ଭୁବନେଶ୍ୱର: ଜଣେ ସାଧାରଣ ବ୍ୟକ୍ତିଙ୍କର ହସିବା, କାନ୍ଦିବା, ରାଗିବା, ଲାଜ କରିବା ଏସବୁ ଏକ ପ୍ରକୃତି। ମନୁଷ୍ୟଙ୍କର ଏହି ସବୁ କ୍ରିୟା ସାଧାରଣ ଅଟେ। କିନ୍ତୁ ବେଳେ ବେଳେ କିଛି ଲୋକଙ୍କୁ ସର୍ବଦା ଅତ୍ୟଧିକ କ୍ରୋଧ ଲାଗେ। ଆଉ ସେ କ୍ରୋଧକୁ ନିୟନ୍ତ୍ରଣ କରିପାରେ ନାହିଁ। କ୍ରୋଧକୁ ଆୟତ୍ତ କରିବା…

ବିଜେଡି ବିବାଦରେ ଆକ୍ସନ: ୪ ଜଣଙ୍କୁ କାରଣ ଦର୍ଶାଅ ନୋଟିସ୍

ଭୁବନେଶ୍ବର: ବିଜେଡି ଭିତର ବିବାଦ ଦିନକୁ ଦିନ ବଢୁଥିବା ବେଳେ ଏବେ ଆରମ୍ଭ ହୋଇଛି ଆକ୍ସନ ପ୍ରକ୍ରିୟା । ୪ଜଣ ବିଜେଡି ନେତାଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି ଜିଲ୍ଲା ସଭାପତି । କର୍ପୋରେଟର ଅମରେଶ ଜେନା, ବିରଞ୍ଚି ମହାସୂପକାରଙ୍କୁ ନୋଟିସ ଯାଇଥିବା ବେଳେ ବିଜୁ ଛାତ୍ର ଜନତା ଦଳର…

ଟ୍ବିନ୍ ସିଟି ଦାୟିତ୍ବଭାର ଗ୍ରହଣ କଲେ ଦେବଦତ୍ତ ସିଂହ

ଭୁବନେଶ୍ବର: ନୂଆ ପୋଲିସ୍ କମିଶନର ବା ସିପି ଭାବେ ଦାୟିତ୍ବ ନେଲେ ଆଇପିଏସ୍ ସୁରେଶ ଦେବଦତ୍ତ ସିଂହ । ପୂର୍ବତନ ପୋଲିସ୍ କମିଶନର ସଞ୍ଜୀବ ପଣ୍ଡାଙ୍କ ଠାରୁ ଦାୟିତ୍ବ ଗ୍ରହଣ କରିଛନ୍ତି ଦେବଦତ୍ତ ସିଂହ । ତେବେ ଗତକାଲି ଆଇପିଏସ୍ ସ୍ତରରେ ବଡ ଅଦଳିବଦଳି କରିଥିଲେ ରାଜ୍ୟ ସରକାର ।…

ଜିଲ୍ଲାପାଳଙ୍କ ଅଫିସରେ ଲାଗିଲା ନିଆଁ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳାୟରେ ଲାଗିଲା ନିଆଁ । ହୁତୁହୁତୁ ହୋଇ ଜଲିଲା ଇନଭର୍ଟର । ତେବେ ଏଥିରେ କେହି ଆହତ ହୋଇନଥିବା ସୂଚନା ମିଳିଛି । ତେବେ ମିଳିଥିବା ସୂଚନା ଅନୁସାରେ, ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଫିସରେ ଇନଭର୍ଟର ଫାଟି ଅଗ୍ନିକାଣ୍ଡ ଘଟିଛି । ଯେଉଁ…

‘ନବୀନଙ୍କ ସମୟରେ ହିଁ ବଦଳିଛି ନଗଡା ଚିତ୍ର’

ଭୁବନେଶ୍ବର: ରବିବାର ଯାଜପୁର ବଡଚଣାରେ ଆୟୋଜିତ ବିଜେପି ସଦସ୍ୟତା ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଜେଡି ଓ ସୁପ୍ରିମୋଙ୍କୁ ଜୋରଦାର ଟାର୍ଗେଟ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଯାହାକୁ ନେଇ ଆଜି ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ…

ଖୋଲିବ ସବୁ ସତ: ଭରତପୁର ଘଟଣାରେ ଆରମ୍ଭ ହେଲା ବିଚାର ବିଭାଗୀୟ ତଦନ୍ତ

ଭୁବନେଶ୍ବର: ଆରମ୍ଭ ହେଲା ରାଜଧାନୀର ବହୁ ଚର୍ଚ୍ଚିତ ଭରତପୁର ଥାନା ମାମଲାରେ ବିଚାର ବିଭାଗୀୟ ତଦନ୍ତ । ଜଷ୍ଟିସ୍ ଚିତ୍ତରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ବର ସର୍କିଟ ହାଉସରେ ଏନେଇ ଆରମ୍ଭ ହୋଇଛି ବିଚାର ବିମର୍ଷର ପ୍ରଥମ ବୈଠକ । ଏଥିସହିତ ଏହି ବୈଠକରେ ପୋଲିସ ଡିଜି ଓ ଗୃହ ସଚିବ ମଧ୍ୟ…

ରାଜଧାନୀରୁ ଜବତ ହେଲା କୋକେନ୍ ସହ ବିପୁଳ ଗଞ୍ଜେଇ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ଜବତ ହେଲା ୫୦୦ କୋଟିର କୋକେନ୍ । ଭୁବନେଶ୍ବର ଉପକଣ୍ଠ ମଦନପୁରରୁ ୫୦୦ କୋଟିର କୋକେନ ଜବତ କରିଛି ଦିଲ୍ଲୀ ଟିମ୍ । ଖାଲି କୋକେନ୍ ନୁହେଁ ୫ କ୍ବିଣ୍ଟାଲ ଗଞ୍ଜେଇ ମଧ୍ୟ ଜବତ ହୋଇଛି । ତେବେ ଦିଲ୍ଲୀ ନାର୍କୋର ସ୍ବତନ୍ତ୍ର ଟିମର ଚଢାଉ ବେଳେ ଘଟଣାସ୍ଥଳରୁ…

ଡିପଥେରିଆ ଆତଙ୍କ: ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ, ପରିସ୍ଥିତି ଅନୁଧ୍ୟାନ କଲେ ଡାକ୍ତରୀ ଟିମ୍

ମାଲକାନଗିରି: ମାଲକାନଗିରି ଡିପଥେରିଆ ଆତଙ୍କ। ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହେବା ପରେ ମେଡିକାଲ ଟିମ୍ ଗାଁରେ ପହଂଚି ସ୍ଥିତି ପରଖିଛି। ମୃତକ ଜଣକ ଛାତ୍ର ହୋଇଥିବାରୁ ତଙ୍ଗଗୁଡ଼ା ଆବାସିକ ବିଦ୍ୟାଳୟରେ ପହଞ୍ଚି ସମସ୍ତ ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଇଛନ୍ତି ଟିମ୍ । କୋରାପୁଟ,…

ମୁଖ୍ୟମନ୍ତ୍ରୀଙ୍କ ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତ

ଭୁବନେଶ୍ବର: ଆଜିଠୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ। କାର୍ଯ୍ୟସୂଚୀ ଅନୁଯାୟୀ, ସୋମବାର ଦିନ ୧୦ଟାରେ ଭୁବନେଶ୍ୱର ବିମାନବନ୍ଦରରୁ ବାହାରିବେ ମୁଖ୍ୟମନ୍ତ୍ରୀ। ଏହା ପରେ ଝାଡ଼ଖଣ୍ଡରେ ପହଞ୍ଚି ସେଠାରୁ ରାଞ୍ଚିରୁ ହେଲିକପ୍‌ଟର ଯୋଗେ ପଶ୍ଚିମ ସିଂହଭୂମରେ ପହଞ୍ଚିବେ…

ଧରାପଡ଼ିବ କିଏ କହୁଛି ମିଛ ? ୫ ପୁଲିସ ଅଧିକାରୀଙ୍କର ହେବ ପଲିଗ୍ରାଫ ଟେଷ୍ଟ

ଭୁବନେଶ୍ୱର: ଭରତପୁର ଥାନାରେ ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ସାମ୍ନାକୁ ଆସିବ ସତ। ଧରାପଡ଼ିବ କିଏ କହୁଛି ମିଛ ? ଏହାର ପର୍ଦ୍ଦଫାସ କରିବାକୁ ନିଲମ୍ବିତ ଥାନା ଆଇଆଇସିଙ୍କ ସମେତ ୫ ପୁଲିସ ଅଧିକାରୀଙ୍କର ଆଜି ହେବ ପଲିଗ୍ରାଫ ଟେଷ୍ଟ। ଏଥିନିମନ୍ତେ ସେମାନଙ୍କୁ ଧରି ଆଜି…