Latest Odisha News

BREAKING NEWS

Browsing Category

ଓଡିଶା

Odisha

ରେଭେନ୍ସା ବିବାଦରେ ନୂଆ ମୋଡ଼: ସଦର ବିଧାୟକଙ୍କୁ କାଉଣ୍ଟର କଲା ଶିକ୍ଷକ ସଂଘ ‘ରୁଟା’

କଟକ: ରାଜ୍ୟର ଅଗ୍ରଣୀ ଶିକ୍ଷାନୁଷ୍ଠାନ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଦେଖାଦେଇଥିବା ବିବାଦ ଥମିବାର ନାଁ ନେଉନାହିଁ । ଛାତ୍ର ଆନ୍ଦୋଳନ ସମୟରେ କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠି ଏବଂ ଚିଫ୍ ୱାର୍ଡେନଙ୍କ ମଧ୍ୟରେ ହୋଇଥିବା କଥା କଟାକଟି ଘଟଣା ଏବେ ଏକ ବଡ଼ ରୂପ ନେଇଛି। ବିଧାୟକ ପ୍ରକାଶ…

୨୨ଲକ୍ଷର ସୋସାଇଟି ପାଣ୍ଠି ହଡ଼ପ ଅଭିଯୋଗ;ପୂର୍ବତନ ପାକ୍ସ ସମ୍ପାଦକ ଗିରଫ

ପାଟଣାଗଡ଼: ବଲାଙ୍ଗୀରର ପାଟଣାଗଡ଼ ଆସିଷ୍ଟାଣ୍ଟ ରେଜିଷ୍ଟାର ଅଫ୍ କୋଅପରେଟିଭ୍ ସୋସାଇଟିସ୍ (ARCS) ସର୍କଲ ଅଧୀନ ସୁନାମୁଡି ପ୍ରାଥମିକ କୃଷି ସମବାୟ ସମିତିର ପୂର୍ବତନ ସମ୍ପାଦକ ମୌସମ ବେହେରାଙ୍କୁ ବାନ୍ଧିଲା ଭିଜିଲାନ୍ସ । ସମବାୟ ସମିତିର ୨୨ଲକ୍ଷ ୧୯ ହଜାର ୬୩୬ଟଙ୍କା ହେରଫେର ଘଟଣାରେ…

ବାଲେଶ୍ୱର ଭୋଗରାଇରେ ଉତ୍ତେଜନା: ସମୀକ୍ଷା ବୈଠକ ବେଳେ ମୁହାଁମୁହିଁ ହେଲେ ବିଜେପି-ବିଜେଡି କର୍ମୀ

ଭୋଗରାଇ (ବାଲେଶ୍ୱର): ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ଭୋଗରାଇ ବ୍ଲକ କାର୍ଯ୍ୟାଳୟରେ ଗୁରୁବାର ଦିନ ଏକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି। ବ୍ଲକ ସ୍ତରୀୟ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଚାଲିଥିବା ସମୟରେ ଶାସକ ଭାରତୀୟ ଜନତା ପାର୍ଟି (ବିଜେପି) ଏବଂ ବିରୋଧୀ ବିଜୁ ଜନତା ଦଳ…

ଘର ପ୍ରତିଷ୍ଠା ଭୋଜି ଖାଇ ୭୦ରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ; ହସ୍ପିଟାଲରେ ଭର୍ତ୍ତି

ଜଳେଶ୍ବର:ଭୋଜି ଖାଇବା ପରେ ଆରମ୍ଭ ହେଲା ଝାଡ଼ାବାନ୍ତି । ବାଲେଶ୍ବରର ଜଳେଶ୍ୱର ବ୍ଲକ ଅନ୍ତର୍ଗତ ଖରିଦା ଗ୍ରାମରେ ଘର ପ୍ରତିଷ୍ଠା ଉତ୍ସବ ଭୋଜି ଖାଇ ୭୦ରୁ ଅଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ । ସେମାନଙ୍କ ମଧ୍ୟରୁ ୫୦ ରୁ ଅଧିକ ଲୋକଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଆକ୍ରାନ୍ତ…

Agni-4 Ballistic Missile:ଅଗ୍ନି-୪ ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ; ୪,୦୦୦ କି.ମି…

ନୂଆଦିଲ୍ଲୀ: ପ୍ରତିରକ୍ଷା କ୍ଷେତ୍ରରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହାସଲ କରି ଭାରତ ମଧ୍ୟମ-ଦୂରଗାମୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର 'ଅଗ୍ନି-୪'ର ସଫଳ ପରୀକ୍ଷଣ କରିଛି। ଓଡ଼ିଶାର ଚାନ୍ଦିପୁରସ୍ଥିତ 'ଇଣ୍ଟିଗ୍ରେଟେଡ୍ ଟେଷ୍ଟ୍ ରେଞ୍ଜ୍' (Integrated Test Range)ରୁ ଆଜି…

ଆଗାମୀ ୪ ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା: କଟକ ଓ ମୟୂରଭଞ୍ଜ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଏକ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ପାଗ ବଦଳିଛି। ଆଗାମୀ ୪ ଦିନ ଧରି ରାଜ୍ୟର ଅଧିକାଂଶ ସ୍ଥାନରେ ବ୍ୟାପକ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ଅନେକ ସ୍ଥାନରେ ଘଡ଼ଘଡ଼ି ଓ ବିଜୁଳି ସହ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)…

ଧାମନଗରରେ ସ୍ବାସ୍ଥ୍ୟମନ୍ତ୍ରୀ;ବନ୍ୟା ବିପନ୍ନଙ୍କ ସହ କଲେ ଆଲୋଚନା

ଧାମନଗର:ବନ୍ୟାରେ ଭଦ୍ରକ ଜିଲା ସମେତ ଧାମନଗର ଅଞ୍ଚଳରେ କ୍ଷୟକ୍ଷତି ହୋଇଛି । ତେବେ ଏହି ବନ୍ୟାରେ ଲୋକଙ୍କ ସ୍ବାସ୍ଥ୍ୟ ଜନିତ ସମସ୍ୟା ନେଇ ରୀଜ୍ୟର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଗୁରୁବାର ମଧ୍ୟାହ୍ନରେ ଧାମନଗର ଗସ୍ତ କରିଛନ୍ତି । ମନ୍ତ୍ରୀ ଧାମନଗର ଏନ୍ ଏ ସି ୧୦…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ;ଗୁରୁତର ଅବସ୍ଥାରେ ଘରୋଇ ହସ୍ପିଟାଲରେ ଭର୍ତ୍ତି

ବରଗଡ଼: ବରଗଡ଼ ଜିଲ୍ଲା ଓକିଲ ସଂଘ ସଭାପତିଙ୍କୁ ମରଣାନ୍ତକ ଆକ୍ରମଣ । ବରଗଡ଼ କଚେରୀ ନିକଟରେ ଓକିଲ ସଂଘ ସଭପତି ଭୀଷ୍ମଦେବ ସରାଫଙ୍କୁ ଆକ୍ରମଣ ହୋଇଛି। ଏଥିରେ ସେ ଗୁରୁତର ହୋଇଛନ୍ତି। ତିନିଜଣ ମଦ୍ୟପ ବାଇକ୍‌ରେ ଆସୁଥିବା ବେଳେ କଚେରୀ ପାଖରେ ଭାରସାମ୍ୟ ହରାଇ ତଳେ ପଡ଼ିଯାଇଥିଲେ । ସେହି ସମୟରେ…

ଯୁକ୍ତ ୨ ନାମଲେଖା: ପ୍ରଥମ ପର୍ଯ୍ୟାୟ ସ୍ପଟ୍ ଆଡମିଶନ୍ ପାଇଁ ମନୋନୀତ ହେଲେ ୨୫,୩୩୨ ଛାତ୍ରଛାତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (ଯୁକ୍ତ ୨) ଗୁଡ଼ିକରେ ଖାଲି ପଡ଼ିଥିବା ସିଟ୍ ପୂରଣ ପାଇଁ ଚାଲିଥିବା ନାମଲେଖା ପ୍ରକ୍ରିୟାରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ପ୍ରଥମ ପର୍ଯ୍ୟାୟ ସ୍ପଟ୍ ରାଉଣ୍ଡର ମେଧା ତାଲିକା ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ଆଡମିଶନ୍ ପାଇଁ ସମଗ୍ର…