Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅଚ୍ୟୁତ ସାମନ୍ତଙ୍କୁ ଆଇକନିକ ହେଲଥକେୟାର ଲିଡର୍‍ ସମ୍ମାନ

ଭୁବନେଶ୍ୱର: କିଟ୍‍, କିସ୍‍ ଓ କିମ୍‍ସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଆସୋସିଏସନ୍‍ ଅଫ୍‍ ହେଲ୍‍ଥକେୟାର ପ୍ରୋଭାଇଡର୍ସ (ଏଏଚ୍‍ପିଆଇ) ଇଣ୍ଡିଆ ପକ୍ଷରୁ ସମ୍ମାନଜନକ ଆଇକନିକ ହେଲଥକେୟାର ଲିଡର୍‍ ସମ୍ମାନ ପ୍ରଦାନ କରାଯାଇଛି। ରବିବାର ଚେନ୍ନାଇଠାରେ ଅନୁଷ୍ଠିତ ଦ୍ୱିତୀୟ ଏଏଚ୍‍ପିଆଇ…

ଆଇପିଏସ ସ୍ତରରେ ଅଦଳ ବଦଳ, ବଦଳିଲେ କଟକ-ଭୁବନେଶ୍ୱର ପୁଲିସ କମିଶନର

ଭୁବନେଶ୍ୱର: ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳ ବଦଳ ହୋଇଛି। ବଦଳିଲେ କଟକ-ଭୁବନେଶ୍ୱର ପୁଲିସ କମିଶନର। ଗୁଇନ୍ଦା ନିର୍ଦ୍ଦେଶକ, କ୍ରାଇମବ୍ରାଞ୍ଚ ଏଡିଜିଙ୍କଠାରୁ ଆରମ୍ଭ କରି କଟକ-ଭୁବନେଶ୍ୱର ପୁଲିସ କମିଶନର ପର୍ଯ୍ୟନ୍ତ ଅନେକ ଗୁରୁତ୍ୱପୂର୍ଣ୍ଣ ଓ ବଡ଼ ବଡ଼ ପଦବୀରେ ଥିବା ଆଇପିଏସ ଅଫିସରଙ୍କୁ ବଦଳି…

ଆନ୍ଧ୍ରରୁ ଆଣି ଓଡ଼ିଶା ନମ୍ବର ଲଗାଇ ବିକୁଥିଲେ ବାଇକ; ୧୯ଟି ବାଇକ ସହ ଧରାପଡିଲା ଚୋର

ପାରଳାଖେମୁଣ୍ଡି: ଆନ୍ଧ୍ରରୁ ଚୋରି ଆଣି ଓଡ଼ିଶା ନମ୍ବର ଲଗାଇ ବାଇକ ବିକୁଥିଲା। ୧୯ଟି ବାଇକ ସହ ଧରାପଡିଲା ଚୋର। ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶାରୁ ଚୋରି ହୋଇଥିବା ୧୯ଟି ବାଇକ୍ ଜବତ କରିଛି ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଆଦର୍ଶ ଥାନା ପୁଲିସ। ଏହି ମାମଲାରେ ଅନ୍ୟଜଣ ଅଭିଯୁକ୍ତ ଫେରାର ଅଛି।…

ଆଜି ରାତିରେ ପ୍ରବଳ ବର୍ଷା: ବଜ୍ରପାତ ଓ ଝଡତୋଫାନ ନେଇ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତା ଦୁଇ ଘଣ୍ଟା ମଧ୍ୟରେ ଓଡିଶାର ୮ଟି ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥି ସହିତ କିଛି ଜିଲ୍ଲାରେ ଘଡ଼ଘଡି ମାରିବ। ପ୍ରବଳ ବେଗରେ ପବନ ମଧ୍ୟ ବୋହିବ।ଏନେଇ ସତର୍କ ସୂଚନା ଜାରି କରିଛି ଆଇଏମଡି। ରବିବାର ସନ୍ଧ୍ୟାରେ କିଛି…

କେବେ ପର୍ଯ୍ୟନ୍ତ ଭରିପାରିବେ ଇ-କେଓ୍ବାଇସି?

ଭୁବନେଶ୍ବର: ରାସନକାର୍ଡରେ ଭୂତ ହିତାଧିକାରୀଙ୍କୁ ଠାବ କରିବା ପାଇଁ ରାସନ କାର୍ଡରେ ଇ-କେଓ୍ବାସି ଭରିବା ବାଧ୍ୟତାମୂଳକ କରାଯାଇଥିବା ବେଳେ ଏହାର ଏକ ନିର୍ଦ୍ଦିଷ୍ଟ ସମୟ ସୀମା ନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଏନେଇ ମନ୍ତ୍ରୀ କହିଛନ୍ତି,…

ରାଉରକେଲା ଗଣଦୁଷ୍କର୍ମ ଘଟଣାରେ ଜେଲ୍ ଗଲେ ୬ ଅଭିଯୁକ୍ତ

ରାଉରକେଲା: ସୁନ୍ଦରଗଡ ଜିଲ୍ଲାର ଜଣେ ୧୭ ବର୍ଷର ବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣାରେ ସ୍ୱତନ୍ତ୍ର POCSO କୋର୍ଟ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି। ଯାହା ପରେ ସମସ୍ତଙ୍କୁ ଜେଲ ପଠାଇଦିଆଯାଇଛି। ଏହି ୬ ଜଣଙ୍କୁ ଗଣଦୁଷ୍କର୍ମ ଘଟଣାରେ ଗିରଫ କରାଯିବା ପରେ ରଘୁନାଥପାଲି ପୋଲିସ…

ଅରବାନ୍ ଗଭର୍ଣ୍ଣାନ୍ସ ଇଣ୍ଡେକ୍ସରେ ଖସିଲା, କିନ୍ତୁ ନାଗରିକଙ୍କୁ ସଶକ୍ତ କରାଇବାରେ ସବୁଠୁ ଆଗରେ ଓଡିଶା

ଭୁବନେଶ୍ବର: ଅରବାନ୍ ଗଭର୍ଣ୍ଣାନ୍ସ ଇଣ୍ଡେକ୍ସ ୨୦୨୪ରେ ଦ୍ବିତୀୟ ସ୍ଥାନକୁ ଖସିଲା ଓଡିଶା । ଯେଉଁଥିରେ ଓଡିଶା ଦ୍ବିତୀୟ ସ୍ଥାନରେ ରହିଥିବା ବେଳେ ପ୍ରଥମ ସ୍ଥାନାରେ ରହିଛି କେରଳ । ତେବେ ପ୍ରଜା ଫାଉଣ୍ଡେସନ ଦ୍ବାରା ପ୍ରକାଶିତ ଏହି ରିପୋର୍ଟ ଭାରତରେ ବିଭିନ୍ନ ସହରରକୁ ଅଧ୍ୟୟନ କରି ଦୁଇ…

ପୁରୀ, କୋଣାର୍କ ବୁଲିଲେ ଆମେରିକା ରାଷ୍ଟ୍ରଦୂତ 

ପୁରୀ: ପୁରୀ ଓ କୋଣାର୍କ ବୁଲିଲେ ଆମେରିକାର ରାଷ୍ଟ୍ରଦୂତ ଏରିକ ମାଇକେଲ ଗାରସେତୀ। ସେ ପତ୍ନୀ ଓ ପିଲାମାନଙ୍କ ସହ ବିଭିନ୍ନ ସ୍ଥାନ ପରିଦର୍ଶନ କରିଛନ୍ତି। ସୂଚନାନୁସାରେ, ଶନିବାର ଦିନ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରର ପରିକ୍ରମା କରିବାର ଦିନକ ପରେ ସେ ପରିବାର ସହ ଆଜି ସକାଳେ କୋଣାର୍କର…

ଆସୁଛି ବଡ ଲଘୁଚାପ, ଭିଜିବ ପାର୍ବଣ

ଭୁବନେଶ୍ବର: ୨୪ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ଯୋଗୁଁ ଏବେ ରାଜ୍ୟର ପ୍ରବଳ ବର୍ଷା ଅନୁଭୂତ ହେଉଛି । ଗତ ୨ ଦିନ ହେବ ବର୍ଷାର ପରିମାଣ ଟିକେ କମିଥିବା ବେଳେ ଆଜି ପୁଣି କିଛି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ଅନୁଭୂତ ହୋଇଛି । ତେବେ ଏହାର ପ୍ରଭାବ କମିବା ବେଳକୁ…

ପୁଣି ଖୋଲିବ ସ୍ମିତାରାଣୀ ମୃତ୍ୟୁ ରହସ୍ୟ

ଯାଜପୁର: ପୁଣି ଖୋଲିବ ସ୍ମିତାରାଣୀ ମୃତ୍ୟୁ ମାମଲା । ଧର୍ମଶାଳା ପିଇଓ ସ୍ମିତାରାଣୀ ମୃତ୍ୟୁ ମାମଲାର ତଦନ୍ତ ହେବ । ଆଜି ଯାଜପୁର ବଡଚଣାରେ ବିଜେପି ସଦସ୍ୟତା ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେଇ ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଜେପିର ସଦସ୍ୟତା ଅଭିଯାନ…