Latest Odisha News

BREAKING NEWS

Browsing Category

ଓଡିଶା

Odisha

ଲଗାଣ ବର୍ଷାରେ ମୟୂରଭଞ୍ଜ ସ୍ଥିତି ବେହାଲ

ଭୁବନେଶ୍ୱର: ଲଗାଣ ବର୍ଷାରେ ମୟୂରଭଞ୍ଜ ସ୍ଥିତି ବେହାଲ।ମୟୂରଭଞ୍ଜ ପ୍ରଶାସନ ଜିଲ୍ଲାର ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲଗୁଡ଼ିକୁ ବନ୍ଦ ରଖିବାକୁ ଘୋଷଣା କରିଛନ୍ତି। ଏଥିସହିତ ସୋମବାର ଠାରୁ ଜିଲ୍ଲାର ସମସ୍ତ ଅଙ୍ଗନୱାଡି କେନ୍ଦ୍ର ମଧ୍ୟ ତିନି ଦିନ ପାଇଁ ବନ୍ଦ ରହିଛି। ସୁବର୍ଣ୍ଣରେଖା…

ଲଘୁଚାପ ପ୍ରଭାବରେ ଲଗାଣ ବର୍ଷା ଜାରି, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ଆଜି ମଧ୍ୟ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଜି ୪ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ…

ପ୍ରବଳ ବର୍ଷା ଯୋଗୁ ଜୁଲାଇ ୧ ପର୍ଯ୍ୟନ୍ତ ଶିମିଳିପାଳ ବନ୍ଦ

ବାରିପଦା: ପ୍ରବଳ ବର୍ଷା ଯୋଗୁ ଜୁଲାଇ ୧ ପର୍ଯ୍ୟନ୍ତ ଶିମିଳିପାଳ ବନ୍ଦ। ଦିନବେଳା ବୁଲିପାରିବେନି ପର୍ଯ୍ୟଟକ। ପୂର୍ବରୁ ହୋଇଥିବା ବୁକିଂରେ କେବଳ ରାତ୍ରି ରହଣିକୁ ଅନୁମତି ଦିଆଯାଇଛି। ଏନେଇ ସୂଚନା ଦେଇଛନ୍ତି ଶିମିଳିପାଳ କ୍ଷେତ୍ର ନିର୍ଦ୍ଦେଶକ ପ୍ରକାଶ ଚାନ୍ଦ ଗୋଗିନେନୀ। ତଥାପି ଏହି…

ଭିଜିଲାନ୍ସ ଜାଲରେ ମୃତ୍ତିକା ସଂରକ୍ଷଣ ଯୁଗ୍ମ ନିର୍ଦ୍ଦେଶକ, ଏକକାଳୀନ ୮ଟି ସ୍ଥାନରେ ଚଢଉ

ଭୁବନେଶ୍ୱର: ରାୟଗଡା ଓ କୋରାପୁଟ ଜଳ ବିଭାଜିକା ମିଶନର ପୂର୍ବତନ ପିଡି ଦୟାନିଧି ବାଗଙ୍କ ଘରେ ଭିଜିଲାନ୍ସ ରେଡ୍। ବର୍ତ୍ତମାନ ସେ ଓଡିଶାର ମୃତ୍ତିକା ସଂରକ୍ଷଣ ଏବଂ ଜଳଛାୟା ବିକାଶର ଯୁଗ୍ମ ନିର୍ଦ୍ଦେଶକ ଭାବେ କାର୍ଯ୍ୟରତ। ତେବେ ଦୟାନିଧିଙ୍କର ଏକକାଳୀନ ୮ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ ଚଢାଉ…

ଆଜି ବନକଲାଗି ନୀତି; ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 

ପୁରୀ: ଆଜି ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଆଜି ଆଷାଢ ଶୁକ୍ଳ ଚତୁର୍ଥୀ ଯୁକ୍ତ ପଞ୍ଚମୀ ଥିବାରୁ ଶ୍ରୀ ବିଗ୍ରହଙ୍କ ବନକଲାଗି କରାଯିବ। ରାତି ୯ ଟାରୁ ରାତି ୨ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର…

ମୟୂରଭଞ୍ଜରେ ସ୍କୁଲ୍ ଓ ୩ ଦିନ ପାଇଁ ଅଙ୍ଗନବାଡି ବନ୍ଦ

ବାରିପଦା: ବଙ୍ଗୋପସାଗର ଉପରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଯାହାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ପ୍ରଶାସନ ଜିଲ୍ଲାର ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲଗୁଡ଼ିକୁ ବନ୍ଦ ରଖିବାକୁ ଘୋଷଣା କରିଛନ୍ତି। ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ସୋମବାର…

‘ରଥ ଉପରେ ସେବାୟତଙ୍କୁ ଦୁର୍ବ୍ୟବହାର କରିଛନ୍ତି ,କ୍ଷମା ପ୍ରାର୍ଥନା କରନ୍ତୁ ଅରବିନ୍ଦ ପାଢ଼ୀ’

ପୁରୀ: ରଥ ଉପରେ ସେବାୟତଙ୍କୁ ଦୁର୍ବ୍ୟବହାର କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ୨୪ ଘଣ୍ଟାରେ କ୍ଷମା ପ୍ରାର୍ଥନା ନକଲେ ଆଗାମୀ ଦିନରେ ଯାହା ବିଶୃଙ୍ଖଳା ବିଭ୍ରାଟ ଘଟିବ, ସେ ଦାୟୀ ରହିବେ । ଏପରି ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ବିରୋଧରେ ସେବାୟତମାନେ ଗମ୍ଭୀର…

ଜଗନ୍ନାଥଙ୍କ ପାଖରେ ଗର୍ବ ଓ ଅଂହକାରର ସ୍ଥାନ ନାହିଁ: ବିଜେଡି

ଭୁବନେଶ୍ୱର: ଶରଧାବାଲିରେ ଦଳାଚକଟାରେ ତିନି ଜଣ ଭକ୍ତଙ୍କ ମୃତ୍ୟୁ ଓ ବହୁ ଭକ୍ତଙ୍କ ଆହତ ହେବାକୁ ନେଇ ବିଜେଡିର ଏକ ପ୍ରତିନିଧି ମଣ୍ଡଳୀ ଆଜି କ୍ଷେତ୍ର ପରିଦର୍ଶନ କରିଛନ୍ତି । ଏହି ଟିମ୍ ଗୁଣ୍ଡିଚା ମନ୍ଦିର ପରିଦର୍ଶନ କରି ମହାପ୍ରଭୁ ଜଗନ୍ନାଥ,ବଡ ଠାକୁର ବଳଭଦ୍ର, ଦେବୀ ସୁଭଦ୍ରା ଓ ଚକ୍ରରାଜ…

ଆସନ୍ତାକାଲି ଏହି ଜିଲ୍ଲାର ସମସ୍ତ ସ୍କୁଲ୍ ଓ ଅଙ୍ଗନବାଡ଼ି ରହିବ ବନ୍ଦ; ବନ୍ୟାର ଆଶଙ୍କା ଦୃଷ୍ଟିରୁ ପ୍ରଶାସନ ସଜାଗ

ମୟୂରଭଞ୍ଜ:ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସୋମବାର ରାଜ୍ୟର ଚାରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏନେଇ ରେଡ୍ ଆଲର୍ଟ ଜାରି କରାଯାଇଛି। ରେଡ ଆଲର୍ଟ ମୟୂରଭଞ୍ଜ ଜିଲ୍ଲାକୁ ଥିବାରୁ ତିନିଦିନ ପାଇଁ ଅଙ୍ଗନବାଡି ଓ ଦିନକ ପାଇଁ ସ୍କୁଲ ବନ୍ଦ ରହିବ। ସୂଚନାଥାଉକି,ପ୍ରବଳ…

କିଟ୍ ଓ କିସ୍ ପରିଦର୍ଶନ କଲେ କ୍ରୀଡା ସାମ୍ବାଦିକ ସଂଘର ୪୦ ଜଣିଆ ପ୍ରତିନିଧି ମଣ୍ଡଳ

ଭୁବନେଶ୍ୱର: ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ ପକ୍ଷରୁ ଆୟୋଜିତ ଏକ କନକ୍ଲେଭରେ ଯୋଗ ଦେବାପାଇଁ ଆସିଥିବା ଭାରତୀୟ କ୍ରୀଡ଼ା ସାମ୍ବାଦିକ ସଂଘ ଏବଂ ଓଡ଼ିଶା କ୍ରୀଡା ସାମ୍ବାଦିକ ସଂଘର ୪୦ ଜଣିଆ ପ୍ରତିନିଧି ମଣ୍ଡଳ ଆଜି କିଟ୍ ଓ କିସ୍ ପରିଦର୍ଶନ କରିଥିଲେ। ସେମାନେ କିଟ୍ ଓ କିସ୍ ର ସମସ୍ତ…