Latest Odisha News

BREAKING NEWS

Browsing Category

ଓଡିଶା

Odisha

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ପୋଲିସଙ୍କୁ ମିଳିବ ବାଇକ୍

ଭୁବନେଶ୍ବର: ଆଜି ଲୋକସେବା ଭବନରେ ଜିଲ୍ଲାପାଳ ଓ ଏସପିଙ୍କ ମିଳିତ ସମ୍ମିଳନୀର ଦ୍ବିତୀୟ ଦିନରେ ପୋଲିସ ବିଭାଗ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପ୍ରତି ପୋଲିସ ପାଖରେ ରହିବ ବାଇକ୍। ଏହାସହିତ ପୋଲିସ୍ ଷ୍ଟେସନ ପାଇଁ ଅଧିକ ଚାରି ଚକିଆ ଯାନର ବ୍ୟବସ୍ଥା କରାଯିବ।…

ରାଉଲକେଲା ଷ୍ଟିଲ୍ ପ୍ଲାଣ୍ଟରେ ଅଘଟଣ: ୫ ଶ୍ରମିକ ଗୁରୁତର

ରାଉଲକେଲା: ରାଉଲକେଲା ଷ୍ଟିଲ୍ ପ୍ଲାଣ୍ଟରେ ବଡ ଧରଣର ବିସ୍ଫୋରଣ ଘଟିଛି । ଆଜି ସକାଳେ ଏହି ଅଘଟଣ ଘଟିଥିବା ବେଳେ ଏଥିରେ ୫ ଜଣ ଶ୍ରମିକ ଗୁରୁତର ଆହତ ହୋଇଛିନ୍ତି । ସେମାନଙ୍କ ମଧ୍ୟରୁ ଜଣଙ୍କର ଅବସ୍ଥା ସଙ୍କଟାପନ୍ନା ଥିବା ସୂଚନା ମିଳିଛି । ତେବେ ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟର…

ତାଗିଦ୍ କଲେ ମୁଖ୍ୟମନ୍ତ୍ରୀ; ‘ଅପରାଧିଙ୍କ ପ୍ରତି ଶୂନ୍ୟ ସହନଶୀଳତା ନୀତି’

ଭୁବନେଶ୍ବର: ଆଜି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ସମ୍ମିଳନୀର ଦ୍ବିତୀୟ ଦିନ । ଗତକାଲି ଲୋକସେବା ଭବନରେ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ଉଦ୍ବୋଧନ ଦେଇଥିବା ବେଳେ ଆଜି ସବୁ ଜିଲ୍ଲାର ଏସ୍‌ପିଙ୍କ ମିଳିତ ସମ୍ମିଳନୀରେ ଏସ୍ପିଙ୍କୁ କଡା ତାଗିଦ୍ କରିଛନ୍ତି ମୁଖ୍ୟମନ୍ତ୍ରୀ । କିଭଳି…

ସୋସିଆଲ୍ ମିଡିଆ ଉତ୍ତେଜନା: ଭଦ୍ରକ ଜିଲ୍ଲାରେ ୪୮ ଘଣ୍ଟିଆ ଇଣ୍ଟରନେଟ୍ ସେବା ବନ୍ଦ

ଭଦ୍ରକ: ସୋସିଆଲ୍ ମିଡିଆ ପୋଷ୍ଟକୁ ନେଇ ଦେଖାଦେଇଥିବା ଉତ୍ତେଜନା ପରେ ଭଦ୍ରକ ଜିଲ୍ଲାରେ ଇଣ୍ଟରନେଟ୍ ସେବା ବନ୍ଦ କରିଛି ଜିଲ୍ଲା ପ୍ରଶାସନ । ଭଦ୍ରକ ଜିଲ୍ଲାରେ ଶାନ୍ତିଶୃଙ୍ଖଳା ଫେରାଇବା ଲକ୍ଷ୍ୟରେ ସୋସିଆଲ୍‌ ମିଡିଆ ମନା l ସେପ୍ଟେମ୍ବର ୩୦ ରାତି ୨ଟା ପର୍ଯ୍ୟନ୍ତ ଲାଗୁ ହେଲା କଟକଣା l…

୧୨ ଘଣ୍ଟିଆ ପାଟଣାଗଡ଼ ବନ୍ଦ, ଚକଅଖ ବନ୍ଦ

ବଲାଙ୍ଗୀର: ୨ ଦଫା ଦାବିନେଇ ୧୨ ଘଣ୍ଟିଆ ପାଟଣାଗଡ଼ ବନ୍ଦ । ପାଟଣାଗଡ଼କୁ ନୂଆ ରେଳ ଲାଇନ୍ ଓ ବାଇପାସ୍‌ ଦାବିରେ ସିଟିଜେନ୍ ଫୋରମ୍ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ । ଫଳରେ ଦୋକାନ ବଜାର, ରାସ୍ତାଘାଟ ଆଦି ବନ୍ଦ ରହିଥିବା ବେଳେ ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି ।…

ସରପଞ୍ଚଙ୍କ ଗୁଳିରେ ଯୁବକ ଗୁରୁତର, ଥାନାରେ ଏତଲା

ସୁବର୍ଣ୍ଣପୁର: ସରପଞ୍ଚଙ୍କ ଗୁଳିରେ ଯୁବକ ଗୁରୁତର । ମନମୁଣ୍ଡା ଥାନା କସୁରବନ୍ଧ ସରପଞ୍ଚଙ୍କ ବିରୋଧରେ ଫାୟାରିଂ ଅଭିଯୋଗ । ସରପଞ୍ଚଙ୍କ ଗୁଳିମାଡରେ କସୁରବନ୍ଧର ଜଣେ ଯୁବକ ଆହତ । ଆହତ ଯୁବକ ଜଣଙ୍କ ହେଉଛନ୍ତି ଉକ୍ତ ଅଞ୍ଚଳର ରାଜେନ୍ଦ୍ର କର୍ଣ୍ଣ। ରାଜେନ୍ଦ୍ରଙ୍କର ଦୁଇ ଗୋଡ଼ରେ ଗୁଳି ବାଜିଛି ।…

୨୦ ଫୁଟ ତଳକୁ ଖସିଲା ତୀର୍ଥଯାତ୍ରୀ ବସ୍, ୪ ମୃତ

ଜଳେଶ୍ୱର: ୨୦ ଫୁଟ ତଳକୁ ଖସିଲା ତୀର୍ଥଯାତ୍ରୀ ବସ୍ । ୪ ମୃତ, ୧୬ ଜଣଙ୍କ ଅବସ୍ଥା ସଂକଟାପନ୍ନ, ୨୩ରୁ ଅଧିକ ଯାତ୍ରୀ ଆହତ । କ୍ରିଷ୍ଣା ନାମକ ଘରୋଇ ବସ୍ ୫୭ ଜଣ ଯାତ୍ରୀଙ୍କୁ ନେଇ ଉତ୍ତର ପ୍ରଦେଶରୁ ପୁରୀ ଆସୁଥିବା ବେଳେ ଏନ୍ଏଚ୍-୧୬ ଚାଲନ୍ତି ବାଇପାସ୍ ଛକ ନିକଟରେ ଦୁର୍ଘଟଣା । ସୂଚନା…

ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଉତ୍ତେଜନା, ପୋଲିସକୁ ମାଡ଼, ୯ ଅଟକ

ଭଦ୍ରକ: ସିଟି ଡିଏସ୍‌ପି ଓ ଟାଉନ୍ ଥାନା ଏସ୍‌ଆଇଙ୍କୁ ଆକ୍ରମଣ l ଭଦ୍ରକ ପୁରୁଣାବଜାର ଥାନା ସନ୍ଥିଆରେ ଉତ୍ତେଜନା । ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଉତ୍ତେଜନା । ତହସିଲଦାରଙ୍କ ଗାଡ଼ି ଭଙ୍ଗାରୁଜା କରିବା ସହ ପୋଲିସକୁ ପଥର ମାଡ଼ କରିଥିଲେ କିଛି ନିର୍ଦ୍ଦିଷ୍ଟ ଗୋଷ୍ଠୀର ଲୋକ । ପଥରମାଡ଼ରେ ୨…

‘ଓଡ଼ିଶାରେ ଶିକ୍ଷକଙ୍କ ନିଯୁକ୍ତି କେବଳ ଶିକ୍ଷାବିତ୍‌ ହିଁ କରିବେ’

ଭୁବନେଶ୍ୱର: ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅବାହକତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଯାଇଛି । ବୈଠକରେ ମନ୍ତ୍ରୀ ଶ୍ରୀ ସୂରଜ ଓଡ଼ିଶାରେ ବିଶ୍ୱବିଦ୍ୟାଳୟ ମାନଙ୍କରେ ଖାଲି ପଡିରହିଥିବା ଅଧ୍ୟାପକ ପଦବୀ ଗୁଡିକ ଯେପରି ଅତି ଶୀଘ୍ରରୁ ଶୀଘ୍ର ପୂରଣ ହୋଇପାରିବ ସେହି ଦିଗରେ ପଦକ୍ଷେପ…

ଓଡିଶାରେ ଅପରାଧ ରୋକିବା ଦିଗରେ ସରକାରଙ୍କ ବଡ ପଦକ୍ଷେପ

ଭୁବନେଶ୍ୱର: ଓଡିଶାର ପିଲାମାନଙ୍କୁ ସାଇବର ସୁରକ୍ଷା ଉପରେ ଶିକ୍ଷା ପ୍ରଦାନ ନିମନ୍ତେ ଓଡିଶାରେ ‘ନ୍ୟାସନାଲ ଫରେନ୍ସିକ ସାଇନ୍ସ ୟୁନିଭରସିଟି’ର ଏକ କ୍ୟାମ୍ପସ ପ୍ରତିଷ୍ଠା କରାଯିବ । ଏନେଇ ଆଜି ଏହି ଜାତୀୟ ବିଶ୍ବବିଦ୍ୟାଳୟର ଏକ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ…