Latest Odisha News

BREAKING NEWS

Browsing Category

ଓଡିଶା

Odisha

ନିଜ ଛୋଟ ଅଭିଜ୍ଞତାକୁ ନେଇ କାମ କରିବେ କହିଲେ ପୁରୀ ଏସପି ପିନାକ ମିଶ୍ର

ପୁରୀ: ରବିବାର ସକାଳୁ ଶରଧାବାଲିରେ ହୋଇଥିବା ଦଳାଚକଟା ଘଟଣା ଏବେ ସବୁଆଡେ ଚର୍ଚ୍ଚାର ବିଷୟ ପାଲଟିଛି । ଏହି ଘଟଣା ସାମ୍ନାକୁ ଆସିବା ପରେ ଆକ୍ସନ ମୋଡରେ ରାଜ୍ୟ ସରକାର । ବଡ଼ କାର୍ଯ୍ୟାନୁଷ୍ଠାନ ନେଇ ପୁରୀ ଜିଲାପାଳ ଓ ଏସପିଙ୍କୁ ବଦଳି କରିଛନ୍ତି ମୁଖ୍ୟମନ୍ତ୍ରୀ । ପୁରୀର ନୂଆ ଏସପି ଭାବେ…

ବହୁ ଆଡମ୍ବରେ ଲଘୁକ୍ରିୟା, ଲୋକଙ୍କୁ ସୁରକ୍ଷା ଦେବାରେ ବିଫଳ: ନିରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର: ପୁରୀ ଶରଧାବାଲି ୩ ଭକ୍ତଙ୍କ ମୃତ୍ୟୁ ଘଟଣାରେ ବିଭିନ୍ନ ମହଲରୁ ପ୍ରତିକ୍ରିୟା ଆସୁଛି। ଏହି ସମୟରେ ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କର ପ୍ରତିକ୍ରିୟା ଆସିଛି। ସେ କହିଛନ୍ତି, ଚଳିତ ବର୍ଷ ଶ୍ରୀ ଗୁଣ୍ଡିଚା ରଥଯାତ୍ରାର ବିଶୃଙ୍ଖଳତା ଓ ଶ୍ରଦ୍ଧାଳୁମାନଙ୍କ ମୃତ୍ୟୁ…

ବିପଦ ସଙ୍କେତରେ ରହିଛି ଜଳକା ନଦୀର ଜଳସ୍ତର, ଭୟଭୀତ ଲୋକେ

ବାଲେଶ୍ୱର: ବୃଦ୍ଧି ପାଇବାରେ ଲାଗିଛି ଜଳକା ନଦୀର ଜଳସ୍ତର । ଲଘୁଚାପ ଜନିତ ଲଗାଣ ବର୍ଷା କାରଣରୁ ନଦୀର ଜଳସ୍ତର ବଢିବାରେ ଲାଗିଛି । ବାଲେଶ୍ୱର ଜିଲ୍ଲା ମଥାନୀ ଠାରେ ନଦୀର ସତର୍କ ସଙ୍କେତ ୬.୫୦ ଉପରେ ରହିଛି । ଜଳସ୍ତର ବୃଦ୍ଧି ପାଉଥିବାରୁ ବନ୍ୟା ଆଶଙ୍କାରେ ଭୟଭୀତ ନଦୀ କୁଳିଆ ବାସିନ୍ଦା ।…

ପୁରୀ ଦଳଚକଟା: ବଦଳିଲେ ପୁରୀ ଜିଲ୍ଲାପାଳ, ଏସପି…ମୃତକଙ୍କ ପରିବାରକୁ ୨୫ ଲକ୍ଷ ସହାୟତା ରାଶି

ପୁରୀ: ପୁରୀ ଦଳାଚକଟା ଘଟଣାରେ ବଡ କାର୍ଯ୍ୟନୁଷ୍ଠାନ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି । ଦଳଚକଟାରେ ଅବହେଳା ପାଇଁ ବଦଳିଲେ ପୁରୀ ଜିଲ୍ଲାପାଳ ଆଉ ପୁରୀ ଏସପି । ଏଥିସହିତ ଡିସିପିଙ୍କ ସହ ଜଣେ କମାଣ୍ଡାଣ୍ଟ ନିଲମ୍ବିତ ହୋଇଛନ୍ତି । ଘଟଣାକୁ ଅକ୍ଷମଣୀୟ ଅବହେଳା କହିବା ପରେ ସୁରକ୍ଷା…

ପୁରୀ ଅଘଟଣ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଦୁଃଖ ପ୍ରକାଶ, ମନ୍ତ୍ରୀ ମାନିଲେ ଅବହେଳା

ପୁରୀ: ପୁରୀ ଶରଧାବାଲି ୩ ଭକ୍ତଙ୍କ ମୃତ୍ୟୁ ଘଟଣା । ଏହି ଘଟଣାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦୁଃଖ ପ୍ରକାଶ କରିଛନ୍ତି। ସେହିପରି ଆଇନମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଏକ୍ସରେ ପୋଷ୍ଟ କରି କହିଛନ୍ତି ଏହି ଘଟଣା ପରେ ମୁଁ ଅତ୍ୟନ୍ତ ମର୍ମାହତ, ମହାପ୍ରଭୁ ନିକଟରେ ପରଲୋକଗତ ଆତ୍ମାର ସଦଗତି…

ରାଜଧାନୀରେ କାୟା ବିସ୍ତାର କରୁଛି ଡେଙ୍ଗୁ: ୧୦୦ ମୁହାଁ ରୋଗୀ ସଂଖ୍ୟା

ଭୁବନେଶ୍ୱର: ଦିନକୁ ଦିନ ରାଜଧାନୀରେ ଡେଙ୍ଗୁ ରୋଗୀ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବର୍ଷା ଆରମ୍ଭ ହେଉଛି, ତେଣୁ ରାଜଧାନୀରେ ଡେଙ୍ଗୁ ରୋଗୀ ସଂଖ୍ୟା ୧୦୦ ଛୁଇଁଲାଣି। କେବଳ ଜୁନ୍‌ ମାସରେ ବହୁସଂଖ୍ୟକ ଡେଙ୍ଗୁ ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ଷ ଆରମ୍ଭରୁ ସଂଖ୍ୟା ବଢ଼ିଲାଣି । ଆଗକୁ…

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ଆଗକୁ ବଡ ବର୍ଷା, ଆଲର୍ଟ ଜାରି…..

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ନୂତନ ଲଘୁଚାପ । ଆଜି ଉତ୍ତର-ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଯାହା ଆଗାମୀ ୨ ଦିନ ଯାଏଁ ଉତ୍ତର ଓଡିଶା, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ…

ରାଜ୍ୟର ଶିଶୁବାଟିକା ଗୁଡ଼ିକରେ ନିଯୁକ୍ତ ହେବେ ‘ଶିଶୁ ସେବିକା’

ଭୁବନେଶ୍ୱର: ରାଜ୍ୟର ଶିଶୁବାଟିକା ଗୁଡ଼ିକରେ ‘ଶିଶୁ ସେବିକା’ ନିୟୋଜିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୀତିଗତ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ଶିଶୁ ସେବିକାମାନେ ଶିଶୁବାଟିକାର ଛୋଟ ପିଲାମାନଙ୍କୁ ସହାୟତା ଯୋଗାଇଦେବା ସହିତ ଶିକ୍ଷକମାନଙ୍କ ଉପରେ ରହୁଥିବା ଅଣଶିକ୍ଷା…

ପୁରୀ ଅଘଟଣରେ ୩ ଜଣଙ୍କ ମୃତ୍ୟୁ ନେଇ ଶୋକ ପ୍ରକାଶ କଲେ ବିରୋଧୀ ଦଳ ନେତା

ଭୁବନେଶ୍ବର: ପୁରୀ ଶରଧାବାଲିରେ ୩ ଜଣଙ୍କ ମୃତ୍ୟୁ ନେଇ ଶୋକ ପ୍ରକାଶ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସେ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ଦଳାଚକଟାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ସେ ସମବେଦନା ଜଣାଇବା ସହିତ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।…