Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭିଜିଲାନ୍ସ ହାତରେ ଧରାପଡିଲେ ସହକାରୀ ଯନ୍ତ୍ରୀ

କୋରାପୁଟ: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । କୋରାପୁଟ ଜିଲ୍ଲା କୁନ୍ଦୁରା ବ୍ଲକର ସହକାରୀ ଯନ୍ତ୍ରୀ ଭାନୁମତୀ ଟୁଡୁ ଆଜି ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡି ବସିଲା ଭିଜିଲାନ୍ସ । ଭିଜିଲାନ୍ସ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଗୁହାଳ…

ଫାର୍ମାସୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବ୍ରହ୍ମପୁର: ଫାର୍ମାସୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର l ଗଞ୍ଜାମ ଜିଲ୍ଲା ଖଡ଼ାସିଙ୍ଗ ସ୍ଥିତ ରୋଲାଣ୍ଡ ଫାର୍ମାସୀ କଲେଜ୍ ହଷ୍ଟେଲରୁ ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ମୃତ ଛାତ୍ରୀଜଣକ ହେଲେ ପୁରୀ କୃଷ୍ଣ ପ୍ରସାଦ ଅଞ୍ଚଳର ୧୯ ବର୍ଷୀୟ ଋତୁପୂର୍ଣ୍ଣା ଦାଶ। ସେ…

“କୃଷି କନକ୍ଲେଭ ୨୦୨୪”: କୃଷକର ଭବିଷ୍ୟତ ସୁଦୃଢ଼ କରିବାକୁ ଏକ ଅନନ୍ୟ ପ୍ରୟାସ

ଭୁବନେଶ୍ୱର: ଓଡିଶା ହେଉଛି କୃଷି ଭିତ୍ତିକ ରାଜ୍ୟ । କୃଷି ଆମ ରାଜ୍ୟର ଅର୍ଥନୀତିର ପରିମାପକ । କୃଷି ଭିତ୍ତିକ କାର୍ଯ୍ୟକଳାପକୁ ସବୁଠି ପ୍ରାଧାନ୍ୟ ଦିଆଯାଉଛି। କୃଷକଙ୍କୁ ମଧ୍ୟ ରାଜ୍ୟ ତଥା କେନ୍ଦ୍ର ସରକାର ପ୍ରୋତ୍ସାହନ ଦେଇଛନ୍ତି । ଓଡ଼ିଶାର କୃଷି ଓ କୃଷକର ବିକାଶକୁ ଲକ୍ଷ୍ୟ କରି ରାଜ୍ୟ…

ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା

ଭୁବନେଶ୍ବର: ଓଡ଼ିଶାରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା । ଆଜି ରାଜ ଭବନ ଯାଇ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ । ଦିନିକିଆ ଗସ୍ତରେ ଆସି ଆଜି ସକାଳ ସାଢେ ୧୦ଟା ବେଳେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସିଧାସଳଖ ରଜଭବନ ଯାଇ ରାଜ୍ୟପାଳଙ୍କ ସହ…

ବଢୁଛି ଜଳସ୍ତର, ହୀରାକୁଦ ଖୋଲିଲା ଆଉ ୩ଟି ଗେଟ୍

ଭୁବନେଶ୍ୱର; ଖୋଲିଲା ହୀରାକୁଦର ଆଉ ୩ଟି ଗେଟ୍ l ଜଳଭଣ୍ଡାରରେ ଜଳସ୍ତର ବଢୁଥିବାରୁ ଆଜି ଆଉ ୩ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୪ଟି ଗେଟ ଖୋଲାଥିବା ବେଳେ ଏବେ ଆଉ ୩ଟି ଗେଟ୍ ଖୋଲିଛି l ବର୍ତ୍ତମାନ ମୋଟ ୭ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି l ଉପର ମୁଣ୍ଡରେ ପ୍ରବଳ ବର୍ଷା…

ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ ହେଲା ବାବା ପଞ୍ଚଲିଙ୍ଗେଶ୍ଵରଙ୍କ ଦର୍ଶନ

ବାଲେଶ୍ୱର: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ ହେଲା ବାବା ପଞ୍ଚଲିଙ୍ଗେଶ୍ଵରଙ୍କ ଦର୍ଶନ l ଲଗାଣ ବର୍ଷାରେ ବେହାଲ ସାରା ଓଡିଶା l ସେପଟେ ଗତ କିଛିଦିନ ଧରି ବାଲେଶ୍ୱରରେ ପ୍ରବଳ ବର୍ଷା ହେବ କାରଣରୁ ଅନେକ ସ୍ଥାନରେ ବନ୍ୟା ସ୍ଥିତି ଉପଜିଛି l ସେପଟେ ଲଗାଣ ବର୍ଷା କାରଣରୁ ବାବା…

ଭରତପୁର ମାମଲା: ଆଉ ୪ ନିଲମ୍ବିତ ପୁଲିସ୍‌ କର୍ମଚାରୀଙ୍କର ବି ହୋଇପାରେ ପଲିଗ୍ରାଫ ଟେଷ୍ଟ

ଭୁବନେଶ୍ୱର: ଭାରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରାଯିବ ଘଟଣାରେ ନିଲମ୍ବିତ ହୋଇଥିବା ୫ ପୋଲିସ କର୍ମଚାରୀଙ୍କର ହେବ ପଲିଗ୍ରାଫ ଟେଷ୍ଟ l ପୂର୍ବରୁ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କର ପଲିଗ୍ରାଫ୍‌ ଟେଷ୍ଟ ନିମନ୍ତେ କୋର୍ଟ ଅନୁମତି ଦେଇଥିବା ବେଳେ ଆଜି…

ପୂର୍ବ କଥା ମନେ ପକାଇଲେ ମୁଖ୍ୟମନ୍ତ୍ରୀ, କହିଲେ ଥାନାରେ ମୋତେ ଗେଟ୍ ଆଉଟ୍‌ କହିଥିଲେ ଆଇଆଇସି

ଭୁବନେଶ୍ୱର: ଆଜିଠୁ ଲୋକସେବା ଭବନରେ ୨ ଦିନିଆ ଜିଲ୍ଲାପାଳ ସମ୍ମିଳନୀ ଆରମ୍ଭ ହୋଇଛି l ସମ୍ମିଳନୀରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ l ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ମଧ୍ୟ ଉପସ୍ଥିତ ଅଛନ୍ତି l ତେବେ ଆଜି ଜିଲ୍ଲାପାଳଙ୍କ ସହ ବୈଠକ ପରେ…

ଶ୍ରୀମନ୍ଦିରରେ ଯାଞ୍ଚ ହେବ ‘ଅବଢା’ର ମାନ

ଭୁବନେଶ୍ବର: ତିରୁପତି ବାଲାଜୀ ମନ୍ଦିରରେ ଘଟଣାରେ ଏବେ ମହାପ୍ରଭୁଙ୍କ ଶ୍ରୀମନ୍ଦିରେ ମହାପ୍ରସାଦ ଅବଢା, ଶୁଖିଲା ଭୋଗ ଏବଂ ଏହାର ପ୍ରସ୍ତୁତିରେ ଲାଗୁଥିବା ଘିଅର ମାନ ମଧ୍ୟ ଯାଞ୍ଚ କରାଯିବ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର । ଏଥିପାଇଁ ଆଇନ ମନ୍ତ୍ରୀ ପୃଥିରାଜ ଚୌହାନ କହିଛନ୍ତି,…

‘ସରକାର ଓ ଲୋକଙ୍କ ମଧ୍ୟରେ ସେତୁ ଜିଲ୍ଲାପାଳ’

ଭୁବନେଶ୍ବର: ଶୁକ୍ରବାର ଲୋକସେବା ଭବନରେ ୨ ଦିନିଆ ଜିଲ୍ଲାପାଳ ସମ୍ମିଳନୀ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ଓ ଆସନ୍ତାକାଲି ଏହି ବୈଠକ ବସିବ । ଏଥିରେ ପ୍ରଶାସନକୁ ଲୋକାଭିମୁଖୀ କରିବାକୁ ଗୁରୁତ୍ୱାରୋପ ଦିଆଯାଇଥିବା ବେଳେ ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ଗୁରୁମନ୍ତ୍ର…