Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶ୍ରୀମନ୍ଦିରରେ ଯାଞ୍ଚ ହେବ ‘ଅବଢା’ର ମାନ

ଭୁବନେଶ୍ବର: ତିରୁପତି ବାଲାଜୀ ମନ୍ଦିରରେ ଘଟଣାରେ ଏବେ ମହାପ୍ରଭୁଙ୍କ ଶ୍ରୀମନ୍ଦିରେ ମହାପ୍ରସାଦ ଅବଢା, ଶୁଖିଲା ଭୋଗ ଏବଂ ଏହାର ପ୍ରସ୍ତୁତିରେ ଲାଗୁଥିବା ଘିଅର ମାନ ମଧ୍ୟ ଯାଞ୍ଚ କରାଯିବ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର । ଏଥିପାଇଁ ଆଇନ ମନ୍ତ୍ରୀ ପୃଥିରାଜ ଚୌହାନ କହିଛନ୍ତି,…

‘ସରକାର ଓ ଲୋକଙ୍କ ମଧ୍ୟରେ ସେତୁ ଜିଲ୍ଲାପାଳ’

ଭୁବନେଶ୍ବର: ଶୁକ୍ରବାର ଲୋକସେବା ଭବନରେ ୨ ଦିନିଆ ଜିଲ୍ଲାପାଳ ସମ୍ମିଳନୀ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ଓ ଆସନ୍ତାକାଲି ଏହି ବୈଠକ ବସିବ । ଏଥିରେ ପ୍ରଶାସନକୁ ଲୋକାଭିମୁଖୀ କରିବାକୁ ଗୁରୁତ୍ୱାରୋପ ଦିଆଯାଇଥିବା ବେଳେ ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ଗୁରୁମନ୍ତ୍ର…

ଆସନ୍ତାମାସରୁ ରାସନ ଖାତାରେ ଚଢିବ ଗହମ

ଭୁବନେଶ୍ବର: ଏଣିକି ରାସନ ଖାତାରେ ମିଳିବ ଚାଉଳ ସାଙ୍ଗରେ ଗହମ । ଆସନ୍ତାମାସ ଠାରୁ ରାସନକାର୍ଡଧାରୀ ମାନେ ପାଇବେ ଗହମ । ଏନେଇ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରାଳୟର ଚିଠି ଜାରି ହୋଇଛି । ଅକ୍ଟୋବର ମାସରୁ ରାସନ କାର୍ଡ ହିତାଧିକାରୀଙ୍କୁ ରାସନର ୨୦ ପ୍ରତିଶତ ଗହମ ମିଳିବ । ତେବେ…

ଲୋକସେବା ଭବନରେ ଜିଲ୍ଲାପାଳଙ୍କ ଆସର

ଭୁବନେଶ୍ବର: ଲୋକସେବା ଭବନରେ ଆରମ୍ଭ ହେଲା ମୋହନ ସରକାରଙ୍କ ପ୍ରଥମ ଜିଲ୍ଲାପାଳ ସମ୍ମିଳନୀ। ସରକାରକୁ ଆସିବା ପରେ ପ୍ରଥମ ଥର ସବୁ ଜିଲ୍ଲାର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କୁ ନେଇ ବୈଠକ କରୁଛନ୍ତି ରାଜ୍ୟ ସରକାର। ଏଥିରେ ଶାସନ ଓ ପ୍ରଶାସନ ନେଇ ବିଭିନ୍ନ ବିଷୟରେ ଆଲୋଚନା ଚାଲିଛି । ତେବେ…

ରାଜ୍ୟ ସରକାରଙ୍କ ବଡ ଘୋଷଣା: ସରୋଗାସୀରେ ମିଳିବ ପିତାମାତାଙ୍କୁ ଛୁଟି

ଭୁବନେଶ୍ବର: ଏଣିକି ସରୋଗାସୀରେ ବି ମିଳିବ ପିତୃତ୍ୱ ଓ ମାତୃତ୍ୱ ଛୁଟି । ଏମିତି କିଛି ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର । ଯଦି କୌଣସି ଦମ୍ପତି ସରୋଗାସୀରେ ନିଜର ସନ୍ତାନ କରିବାକୁ ଚାହୁଁଛନ୍ତି, ଏଣିକି ସେମାନେ ବି ସନ୍ତାନ ଜନ୍ମ ହେବା ପରେ ୧୫ ଦିନ ଛୁଟି ନେଇପାରିବେ । ଏନେଇ ଅର୍ଥ…

ଚିକିଟି ମଦ ମୃତ୍ୟୁ: ‘୨ ମାସରେ ତଦନ୍ତ ଶେଷ କର’

ଗଞ୍ଜାମ: ଚିକିଟି ବିଷାକ୍ତ ମଦ ପିଇ ୫ ଜଣଙ୍କର ମୃତ୍ୟୁ ମାମଲାର ୨ ମାସ ଭିତରେ ତଦନ୍ତ ଶେଷ କରି ରିପୋର୍ଟ ନିର୍ଦ୍ଦେଶ ଜାରି କରାଯାଇଛି । ଏହି ମାମଲାରେ ରାଜସ୍ବ ପର୍ଷଦ ସଦସ୍ୟ ତଥା ବୋର୍ଡ ଅଫ ରେଭନ୍ୟୁ ତଦନ୍ତ କରିବେ । ଏନେଇ ଅବକାରୀ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ଏଥିପାଇଁ ୪ଟି…

ସକାଳୁ ଛେଚୁଛି: ଆହୁରି ବର୍ଷା ନେଇ ୩ ଘଣ୍ଟା ପାଇଁ ୧୩ ଜିଲ୍ଲାକୁ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ବର: ଏବେ ରାଜ୍ୟରେ ଜାରି ରହିଛି ବର୍ଷାର ବିତ୍ପାତ । ଗତ ଦୁଇ ଦିନ ହେବ ବିନା ଫୁରସତରେ ବର୍ଷୁଛି । ବଙ୍ଗୋପସାଗରରେ ଲଘୁଚାପ ଯୋଗୁଁ ବର୍ତ୍ତମାନ ରାଜ୍ୟ ତଥା ଦେଶର ବିଭିନ୍ନ ସ୍ଥାନରେ ମଧ୍ୟ ବର୍ଷା ଲାଗିରହିଛି । ସେପଟେ ଆହୁରି ବର୍ଷିବା ନେଇ ଆଗାମୀ ୩ ଘଣ୍ଟା ପାଇଁ ପ୍ରବଳ ବର୍ଷା…

ନର୍ସିଂ କର୍ମଚାରୀ ସଂଘ ଦାବି ଉପରେ ବିଚାରବିମର୍ଶ ପାଇଁ ଗଠିତ ହେଲା ଅନ୍ତଃବିଭାଗୀୟ କମିଟି

ଭୁବନେଶ୍ୱର: ୧୦ ଦଫା ଦାବି ନେଇ ଓଡିଶା ନର୍ସିଂ କର୍ମଚାରୀମାନେ ରାଜ୍ୟବ୍ୟାପୀ ଆନ୍ଦୋଳନ କରୁଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ସଚିବଙ୍କ ସହ ଆଲୋଚନା ବିଫଳ ହେବାପରେ ନର୍ସିଂ କର୍ମଚାରୀମାନେ ଆନ୍ଦୋଳନ ଜାରି ରଖିଛନ୍ତି । ନର୍ସିଂ କର୍ମଚାରୀ ସଂଘକୁ ସନ୍ତୁଷ୍ଟ କରିବାକୁ ସରକାରଙ୍କ ପକ୍ଷରୁ ପ୍ରୟାସ…

ସାଙ୍ଘାତିକ ସତ୍ୟର ଗୁମର ଫିଟାଇଲା ଏଡିଜିଙ୍କ ଚିଠି!

ଭୁବନେଶ୍ବର: ଆଜି ଏସପି ଓ ଡିସିପିଙ୍କୁ ଚିଠି ଲେଖିଛନ୍ତି ଏଡିଜି । ଯାହା ପୋଲିସ ବିଭାଗର ସାଙ୍ଘାତିକ ସତ୍ୟର ଗୁମର ଫିଟାଇ ଦେଇଛି । ଆଉ ଖଣି ଓ ଶିଳ୍ପାଞ୍ଚଳରେ ପରିବହନ କାର୍ଯ୍ୟରେ ପୋଲିସ ସହାୟତା କରୁଥିବା ସ୍ପଷ୍ଟ ବାରି ହୋଇପଡୁଛି । ଏଓଡିଜିଙ୍କ ଚିଠିରେ ଉଲ୍ଲେଖ ରହିଛି ଯେ, ଫିଲ୍ଡ…

ଓଡ଼ିଶା ବିଜ୍ଞାନ ଏକାଡେମୀ ପୁରସ୍କାର: ସମ୍ବର୍ଦ୍ଧିତ ହେବେ ୧୬ ବୈଜ୍ଞାନିକ

ଭୁବନେଶ୍ୱର: ଘୋଷଣା ହୋଇଛି ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ ପୁରସ୍କାର ତାଲିକା । ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ବୈଷୟିକ ବିଭାଗର ଅନୁମୋଦନ କ୍ରମେ ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ ଏହି ପୁରସ୍କାର ତାଲିକା ପ୍ରକାଶ ପାଇଛି । ଏଥିରେ ୫ଟି ବର୍ଗରେ ୧୬ ଜଣ ବୈଜ୍ଞାନିକଙ୍କୁ ପୁରସ୍କୃତ କରାଯିବ…