Latest Odisha News

BREAKING NEWS

Browsing Category

ଓଡିଶା

Odisha

ସାଇବର ଥାନାରେ କଣ୍ଠଶିଳ୍ପୀ ପମି, ମ୍ୟୁଜିକ ଚୋରି ଅଭିଯୋଗ

ଭୁବନେଶ୍ୱର: ବିଶିଷ୍ଟ ଓଡିଆ ଗାୟକ ପମି ମିଶ୍ର ଭୁବନେଶ୍ୱରର ସାଇବର ଥାନାରେ ଏକ ମ୍ୟୁଜିକ୍ ପ୍ରଡକ୍ସନ୍ ହାଉସ ବିରୋଧରେ ଅଭିଯୋଗ କରିଛନ୍ତି। ତାଙ୍କ ଅଭିଯୋଗ ଅନୁଯାୟୀ, ପ୍ରଡକ୍ସନ୍ ହାଉସ୍ ତାଙ୍କର ୧୪ ବର୍ଷ ତଳର ପୁରୁଣା ଗୀତକୁ ନିଜର କହି ଆର୍ଥିକ ଲାଭ କରୁଛନ୍ତି। ଘଟଣା ସମ୍ପର୍କରେ ଜାଣିବା…

ହାଇକୋର୍ଟଙ୍କ ନିର୍ଦ୍ଦେଶ: ଏଥର ଦୁର୍ଗାପୂଜାରେ ରାସ୍ତା ଉପରେ ହେବନି ତୋରଣ

କଟକ: ଏଥର ଦୁର୍ଗାପୂଜାରେ ରାସ୍ତା ଉପରେ ହେବନି ତୋରଣ । ରାସ୍ତା ଉପରେ ତୋରଣ ନିର୍ମାଣକୁ ବାରଣ କରିଛନ୍ତି ହାଇକୋର୍ଟ । ଏଥିସହ ରାସ୍ତା ଉପରୁ କେବୁଲ ଓ ତାର ହଟାଇବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ସେହିପରି କଟକ ସହରର ରାସ୍ତାଘାଟ ଅବସ୍ଥାକୁ ଅସନ୍ତୋଷ ପ୍ରକାଶ କରିବା ସହ ଶବ୍ଦ…

ନନ୍ଦନକାନନ ପ୍ରାଣୀଉଦ୍ୟାନରେ ଆଖି ବୁଜିଲା ‘ଅଭି’

ଭୁବନେଶ୍ବର: ପୁଣି ଗଲା ଏକ ହାତୀର ଜୀବନ । ଆଜି ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୧୭ ମାସର ଅଣ୍ଡିରା ହାତୀ ଶାବକ ‘ଅଭି’ର ମୃତ୍ୟୁ ହୋଇଛି । ହରପିସ୍‌ ସଂକ୍ରମଣରେ 'ଅଭି'ର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଗତ କିଛି ଦିନ ହେବ ଅସୁସ୍ଥ ଥିବାରୁ ‘ଅଭି’ ଠିକ୍ ଭାବରେ ଖାଦ୍ୟ ଗ୍ରହଣ କରୁନଥିଲା ।…

ବଢୁଛି ଜଳ ସ୍ତର; ଖୋଲିଲା ହୀରାକୁଦର ଆଉ ୨ଟି ଗେଟ୍

ସମ୍ବଲପୁର: ଉପର ମୁଣ୍ଡରେ ପ୍ରବଳ ବର୍ଷା ଲାଗିରହିଥିବାରୁ ହୀରାକୁଦ ଜଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ଯାହାକୁ ନେଇ ଆଜି ପୁଣି ହୀରାକୁଦ ଡ଼୍ୟାମର ଆଉ ୨ଟି ଗେଟ୍ ଖୋଲାଯାଇଛି । ଏହାକୁ ମିଶାଇ ମୋଟ ୪ଟି ଗେଟ୍ ମାଧ୍ୟମରେ ଜଳ ନିଷ୍କାସନ ଚାଲିଛି । ଏନେଇ ହୀରାକୁଦ ଡ଼୍ୟାମ…

ମାଓବାଦୀଙ୍କ ବର୍ବର କାଣ୍ଡ; ପୋଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ନିର୍ମମ ହତ୍ୟା

ମାଲକାନଗିରି: ପୁଣି ବଳି ପଡିଲେ ନିରୀହ ଜନତା । ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲାରେ ପୋଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ମୃତକ ହେଲେ ଭେଜ୍ଜି ଥାନା ଅନ୍ତର୍ଗତ ଭଣ୍ଡାରପଦର ଗ୍ରାମର ସୋୟମ ପାଣ୍ଡୁ (୫୦) । ଖବର ମୁତାବକ, ମାଓବାଦୀ ସୋୟମ ପାଣ୍ଡୁଙ୍କୁ ଘରୁ…

୪୩ ଜଣ ବିଡିଓଙ୍କ ଅଦଳ ବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ବର: ଆଜି ବିଡିଓ ସ୍ତରରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ମୋଟ ୪୩ ଜଣ ବିଡିଓଙ୍କୁ ବଦଳି କରିଛନ୍ତି ସରକାର । ଏନେଇ ଗୁରୁବାର ପଞ୍ଚାୟତରାଜ ଓ ପାନୀୟ ଜଳ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ଚନ୍ଦ୍ରମଣି ନାଗଙ୍କୁ ରାଜବଡ଼ାସମ୍ବରରୁ ଟିଟିଲାଗଡ଼କୁ ବଦଳି…

୩ ଘଣ୍ଟା ଯାଏଁ ଏହିସବୁ ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର: କଟକ ସମେତ ଓଡିଶାର ୧୩ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରାତି ୭ଟା ସୁଦ୍ଧା ସାମାନ୍ଯରୁ ମଧ୍ୟମଧରଣର ବର୍ଷା ହେବା ନେଇ ଆକଳନ କରାଯାଇଛି। ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି- ଯାଜପୁର, ଭଦ୍ରକ, ଗଞ୍ଜାମ, ଗଜପତି,…

ସୁରକ୍ଷିତ ଉଦ୍ଧାର ହେଲେ ସମୁଦ୍ର ମଝିରେ ଫସିଥିବା ୧୪ ମତ୍ସ୍ୟଜୀବୀ

ପାରାଦୀପ: ପାରାଦୀପ ମହାନଦୀ ମୁହାଣରୁ ସୁରକ୍ଷିତ ଉଦ୍ଧାର ହେଲେ ୧୪ ଜଣ ମତ୍ସ୍ୟଜୀବୀ । ୨ଟି ବୋଟ୍‌ ସହ ମତ୍ସ୍ୟଜୀବୀଙ୍କୁ ସୁରକ୍ଷିତ ଉଦ୍ଧାର କଲା କୋଷ୍ଟଗାର୍ଡ । ସମୁଦ୍ର ଅଶାନ୍ତ ଯୋଗୁଁ ବୋଟ୍‌ ସହ ଫସି ରହିଥିଲେ ଏହି ମତ୍ସ୍ୟଜୀବୀ ମାନେ । ଆଜି ସକାଳୁ ଏପରି ଘଟଣା ଘଟିଛି । ଆଜି ସକାଳେ…

ଥମୁନି ବର୍ଷା: ସବୁଠୁ ଅଧିକ ଭିଜିଛି ତାଳଚେର, ବାଲିକୁଦା

ଭୁବନେଶ୍ବର: ରାଜ୍ୟରେ ଏବେ ଜାରି ରହିଛି ଲଘୁଚାପର ପ୍ରଭାବ । ତୁହାକୁ ତୁହା ବର୍ଷା ସାଙ୍ଗକୁ କିଛି କିଛି ସ୍ଥାନରେ ଘଡଘଡି ବିଜୁଳି ସହ ବାଦଲ ଫଟା ବର୍ଷା ମଧ୍ୟ ଅନୁଭୂତ ହୋଇଛି । ଗତ ୨୪ ଘଣ୍ଟାରେ ସବୁଠୁ ବେଶୀ ବର୍ଷା ତାଳଚେରରେ ୧୫୫ ମିଲିମିଟର ଅନୁଭୂତ ହୋଇଛି । ସେହିପରି ବାଲିକୁଦାରେ ୧୦୫…

ଓଡିଶାରୁ ନଡ୍ଡାଙ୍କ ନିଶାନା; କହିଲେ, ‘ଭାଇଭଉଣୀଙ୍କୁ ଆଉ କିଛି ଦିଶୁନି’

ଭୁବନେଶ୍ବର: ଓଡିଶାରୁ ବିରୋଧୀ ଦଳ ନେତାଙ୍କୁ ତେରଛା ନିଶାନା କରିଛନ୍ତି ଜେପି ନଡ୍ଡା । ନାଁ ନନେଇ ରାହୁଲ ଓ ପ୍ରିୟଙ୍କାଙ୍କୁ ସମାଲୋଚନା କରିଛନ୍ତି । ଆଜି ଭୁବନେଶ୍ବର ଆୟୋଜିତ ବିଜେପି ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ଯୋଗ ଦେଇ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କହିଛନ୍ତି,…