Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆସନ୍ତା ୧ରେ ଲଞ୍ଚ ହେବ ‘ଗାର୍ଭି ଗୁଜୁରାଟ’ ଭାରତ ଗୌରବ ଡିଲକ୍ସ ଏସି ଟୁରିଷ୍ଟ ଟ୍ରେନ୍

ଭୁବନେଶ୍ବର: ଭାରତୀୟ ରେଳବାଇ ଅକ୍ଟୋବର ୧ରେ ଦିଲ୍ଲୀରୁ "ଗାର୍ଭି ଗୁଜୁରାଟ" ଭାରତ ଗୌରବ ଡିଲକ୍ସ ଏସି ଟୁରିଷ୍ଟ ଟ୍ରେନ୍ ଲଞ୍ଚ କରିବ । ଏସି-I, ଏସି-II ଏବଂ ଏସି-III ଶ୍ରେଣୀ ସହିତ ଗାର୍ଭି ଗୁଜୁରାଟ ଡିଲକ୍ସ ଏସି ଟୁରିଷ୍ଟ ଟ୍ରେନ୍ ସମୁଦାୟ ୧୫୦ ପର୍ଯ୍ୟଟକଙ୍କୁ ସ୍ଥାନିତ କରିବ । ଅକ୍ଟୋବର…

ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ଆଜି ଓଏଏସ୍‌ ସ୍ତରରେ ଅଦଳ ବଦଳ କରିଛନ୍ତି ରାଜ୍ୟ ସରକାର । କଟକ ମହାନଗର ନିଗମ କମିଶନର ଭାବେ ଅନାମ ଚରଣ ପାତ୍ର ନିଯୁକ୍ତ ହୋଇଛନ୍ତି । ସେହିପରି କଳ୍ପତରୁ ବେହେରା ହେଲେ କଟକ ମହାନଗର ନିଗମ ଅତିରିକ୍ତ କମିଶନର । ଓକାକ ମୁଖ୍ୟ ନିର୍ବାହୀ ଅଧିକାରୀ ହେଲେ ପ୍ରଦୀପ କୁମାର ରାଉତ ।…

ନଭେମ୍ବର ୧୬ ମୟୂରଭଞ୍ଜରେ ଆଞ୍ଚଳିକ ଛୁଟି, ଜାଣନ୍ତୁ କାରଣ

ଭୁବନେଶ୍ଵର: ନଭେମ୍ବର ୧୬ ମୟୂରଭଞ୍ଜ ଜିଲ୍ଲା ପାଇଁ ଆଞ୍ଚଳିକ ଛୁଟି ଘୋଷଣା । ଭଗବାନ ବିର୍ସା ମୁଣ୍ଡା ଜୟନ୍ତୀ ଉପଲକ୍ଷେ ଆଞ୍ଚଳିକ ଛୁଟି ଘୋଷଣା କଲେ କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ । ସୂଚନା ଅନୁସାରେ, ଭଗବାନ ବିର୍ସା ମୁଣ୍ଡାଙ୍କ ଜୟନ୍ତୀ ଉପଲକ୍ଷେ ନଭେମ୍ବର ୧୬ ତାରିଖ କୁ ମୟୂରଭଞ୍ଜ…

ଏମ୍ସ ଭୁବନେଶ୍ୱରରେ କାର୍ଯ୍ୟକ୍ଷମ ତମ୍ବାଖୁମୁକ୍ତ ସମାଜ ଅଭିଯାନ ୨.୦

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱରରେ କାର୍ଯ୍ୟକ୍ଷମ ହେଲା ତମ୍ବାଖୁ ନିବାରଣ କେନ୍ଦ୍ର (ଟିସିସି)। ଆଭାସୀ ମାଧ୍ୟମରେ ଏହି କେନ୍ଦ୍ରକୁ ଉଦଘାଟନ କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା । ତାଙ୍କ ସହିତ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ରାଜ୍ୟ ମନ୍ତ୍ରୀ ପ୍ରତାପରାଓ ଯାଦବ ମଧ୍ୟ…

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡିଶା ସେବିକା କର୍ମଚାରୀ ସଂଘ ପ୍ରତିନିଧିଙ୍କ ସହ ଆଲୋଚନା

ଭୁବନେଶ୍ୱର: ଓଡିଶା ସେବିକା କର୍ମଚାରୀ ସଂଘର ପ୍ରତିନିଧିମାନଙ୍କ ସହ ଏକ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଯାଇଛି । ଆଜି ଲୋକସେବା ଭବନ ସ୍ଥିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମ୍ମିଳନୀ କକ୍ଷରେ ଦିନ ୧୧ ଟାରେ ଏହି ବୈଠକରେ ନର୍ସିଂ ଅଫିସରମାନଙ୍କର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା…

ଶସ୍ତା ମୂଲ୍ୟରେ ବିକ୍ରି ହେଉଛି କୋଟି କୋଟି ଟଙ୍କାର ସିଟି ବସ୍

ଜୟପୁର: କୋରାପୁଟ ଜିଲ୍ଲାର ଜୟପୁର ସହରରେ ପ୍ରାୟ ୫ କୋଟି ଟଙ୍କା ମୂଲ୍ୟର ୨୦ଟି ସିଟି ବସ୍ ଚଳାଚଳ କରୁଛି। କାର୍ଯ୍ୟକ୍ଷମ ନହେବା ପରେ ଏହି ବସ୍ ଗୁଡିକ ସ୍କ୍ରାପ୍ ଭାବରେ ବିକ୍ରି ହୋଇଛି। ରିପୋର୍ଟ ଅନୁଯାୟୀ, ୨୦୧୪ ମସିହାରେ ଓଡିଶା ସରକାର ଏହି ଜିଲ୍ଲା ପାଇଁ ମୋ ବସ୍ ସେବା ଘୋଷଣା କରିଥିଲେ।…

ବିଜେପି ନା ବିଜେଡି, କେଉଁଠି ହେବ ବିସ୍ଫୋରଣ?

ଭୁବନେଶ୍ବର: ବିଜେପି ନା ବିଜେଡି, କେଉଁଠି ହେବ ବିସ୍ଫୋରଣ? କେଉଁ ଦଳର ନେତା କେଉଁ ଦଳକୁ ଯିବେ? ବିଜେପି ସାଂସଦ ସୁକାନ୍ତ ପାଣିଗ୍ରାହୀ ଓ ବିଜେଡିର ବରିଷ୍ଠ ନେତା ଦେବୀ ମିଶ୍ରଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ଜୋରଦାର ଚର୍ଚ୍ଚା ହେଉଛି । ମମତା ମହନ୍ତ ଓ ସୁଜିତ କୁମାର ବିଜେଡି ଛାଡି…

ରୁକ୍ସାନା ବାନୋ ମୃତ୍ୟୁ ଘଟଣା: ପୋଲିସ ତଦନ୍ତରେ ବାଧା ଦେଲେ ପରିବାର ଲୋକେ

ଭବାନୀପାଟଣା: ସମ୍ବଲପୁରୀ ଗାୟିକା ରୁକ୍ସାନା ବାନୋ ମୃତ୍ୟୁ ଘଟଣା l ପୋଲିସ ତଦନ୍ତରେ ବାଧା ଦେଲେ ରୁକ୍ସାନାଙ୍କ ପରିବାର ଲୋକେ l କବର ଖୋଳି ରୁକ୍ସାନାଙ୍କ ଶବ ବାହାର କରିବାକୁ ସଫା ସଫା ମନା କରିଦେଲେ ରୁକ୍ସାନାଙ୍କ ମା’ l ତେଣୁ ତଦନ୍ତ ନକରି ପୋଲିସଙ୍କ ସହ ମାଜିଷ୍ଟ୍ରେଟ୍‌ ଫେରିଯାଇଥିବା…

ସୁଧୁରୁନି ଆନ୍ଧ୍ର; କୋଟିଆରେ ପୁଣି ମାରିଲା ଷ୍ଟିକର୍‌

ପଟାଙ୍ଗି: ପୁଣି କୋଟିଆରୁ ଏକ ବଡ ଖବର ସାମ୍ନାକୁ ଆସିଛି । ଆଜି କୋଟିଆ ପଞ୍ଚାୟତର କିଛି ଘରେ ଆନ୍ଧ୍ର ‌ପକ୍ଷରୁ ଷ୍ଟିକର୍‌ ଲାଗିଛି । ତେବେ ଏହି ଷ୍ଟିକରରେ କଣ ଲେଖାଯାଇଛି ଆଉ କେଉଁ ଉଦ୍ଦେଶ୍ୟରେ ଏହା ଲଗାଯାଇଛି ତାହା ଜଣାପଡିନାହିଁ । ଯଦି ଦେଖାଯାଏ ଓଡ଼ିଶା ଓ ଆନ୍ଧ୍ରରେ ସରକାର ବଦଳିଛି ।…

ଶହେ ଦିନ ପୂରିଲା…ସଂପ୍ରସାରଣ କେବେ?

ଭୁବନେଶ୍ବର: ରାଜ୍ୟରେ ପ୍ରଥମ ଥର ପାଇଁ କ୍ଷମତାକୁ ଆସିଥିବା ବିଜେପି ସରକାରକୁ ଶହେ ଦିନ ପୂରିଛି । ହେଲେ ଏପର୍ଯ୍ୟନ୍ତ ମନ୍ତ୍ରିମଣ୍ଡଳ ସଂପ୍ରସାରଣ କରିନାହାନ୍ତି ମୋହନ ସରକାର। ୨୨ ଜାଗାରେ ୧୬ଜଣ ମନ୍ତ୍ରୀ ସାମିଲ ହୋଇଥିବା ବେଳେ ଆହୁରି ୬ଟି ପଦବୀ ଖାଲି ପଡିଛି । ଚର୍ଚ୍ଚା ହେଉଥିଲା, ଶପଥ…