Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶହେ ଦିନ ପୂରିଲା…ସଂପ୍ରସାରଣ କେବେ?

ଭୁବନେଶ୍ବର: ରାଜ୍ୟରେ ପ୍ରଥମ ଥର ପାଇଁ କ୍ଷମତାକୁ ଆସିଥିବା ବିଜେପି ସରକାରକୁ ଶହେ ଦିନ ପୂରିଛି । ହେଲେ ଏପର୍ଯ୍ୟନ୍ତ ମନ୍ତ୍ରିମଣ୍ଡଳ ସଂପ୍ରସାରଣ କରିନାହାନ୍ତି ମୋହନ ସରକାର। ୨୨ ଜାଗାରେ ୧୬ଜଣ ମନ୍ତ୍ରୀ ସାମିଲ ହୋଇଥିବା ବେଳେ ଆହୁରି ୬ଟି ପଦବୀ ଖାଲି ପଡିଛି । ଚର୍ଚ୍ଚା ହେଉଥିଲା, ଶପଥ…

ନିଲମ୍ବିତ ସବ୍-ଇନ୍ସପେକ୍ଟରଙ୍କୁ ଗରିଫ କଲା ଭିଜିଲାନ୍ସ

ଭୁବନେଶ୍ୱର: ନିଲମ୍ବିତ ସବ୍-ଇନ୍ସପେକ୍ଟର କେଶବ ଚନ୍ଦ୍ର ଦାସଙ୍କ ବିରୋଧରେ ଓଡିଶା ଭିଜିଲାନ୍ସ ଏକ ନୂଆ ମାମଲା ରୁଜୁ କରିଛି। ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ। ଭିଜିଲାନ୍ସ ବିଜ୍ଞପ୍ତି ଅନୁଯାୟୀ ବିଞ୍ଝାରପୁର ଥାନାର ଏସଆଇ କେଶବ ଚନ୍ଦ୍ର ଦାସଙ୍କ…

ସୁଭଦ୍ରା ଯୋଜନାକୁ ନେଇ ବଡ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସୁଭଦ୍ରା ଯୋଜନାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ସୁଭଦ୍ରା ଯୋଜନାରେ ୨୫ ଲକ୍ଷ ମହିଳା ସାମିଲ ହୋଇସାରିଥିବାବେଳେ, ସେମାନଙ୍କୁ ପ୍ରଥମ କିସ୍ତି ଟଙ୍କା ମିଳି ସାରିଛି । କିଛି ଦିନ ଭିତରେ ସୁଭଦ୍ରା ଯୋଜନାରେ ଆଉ ୨୫ ଲକ୍ଷ ମହିଳାଙ୍କୁ…

ଭରତପୁର ଥାନା ମାମଲା: ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ହେବ ପଲିଗ୍ରାଫ୍‌ ଟେଷ୍ଟ

ଭୁବନେଶ୍ୱର: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲା l କୋର୍ଟରେ ହାଜର ହେଲେ ଭରତପୁର ଥାନାର ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର l ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କୁ ଜେଏମ୍‌ଏଫ୍‌ସି କୋର୍ଟର ହାଜର କରିଛି କ୍ରାଇମବ୍ରାଞ୍ଚ । ତେବେ ଦୀନକୃଷ୍ଣଙ୍କ ପଲିଗ୍ରାଫ୍‌…

ପୁରୀ ସଦର ମୁଖ୍ୟ ଚିକିତ୍ସାଳୟ ପରିସରରେ ନର୍ସିଂ କର୍ମଚାରୀମାନଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ପୁରୀ: ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ପକ୍ଷରୁ ଚଳିତ ମାସ ୨୧ ତାରିଖରେ ୧୦ ଦଫା ଦାବି ନେଇ ସମସ୍ତ ମେଡିକାଲରେ ଗଣ ଧାରଣା ଦିଆଯାଇଥିଲା ହେଲେ ତାହା ସୁଫଳ ହୋଇନାହିଁ । ଯାହାକୁ ନେଇ ଆଜି ପୁରୀ ଜିଲ୍ଲା ସଦର ମୁଖ୍ୟ ଚିକିତ୍ସାଳୟ ପରିସରରେ ନର୍ସିଂ କର୍ମଚାରୀ ମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ…

ଆସନ୍ତାକାଲି ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ଭୁବନେଶ୍ୱର: କାଲି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା l ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ l ଦିନିକିଆ ଓଡ଼ିଆ ଗସ୍ତରେ ଆସି ଭୁବନେଶ୍ୱରସ୍ଥିତ ବିଜେପି ପାର୍ଟି ଅଫିସ୍‌ରେ ପହଞ୍ଚିବେ ଜେପି ନଡ୍ଡା l ସାଂସଦ, ବିଧାୟକ, ଦଳୀୟ କର୍ମକର୍ତ୍ତାଙ୍କ…

ସପ୍ତାହେ ଭିତରେ ୧ କୋଟି ଛୁଇଁବ ସୁଭଦ୍ରା ଆବେଦନକାରୀଙ୍କ ସଂଖ୍ୟା: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସୁଭଦ୍ରା ଯୋଜନା ଆରମ୍ଭରୁ ଏପର୍ଯ୍ୟନ୍ତ ଆବେଦନ କରିସାରିଲେଣି ୯୨ ଲକ୍ଷ ଆବେଦନକାରୀ l ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା l ତେବେ ଆସନ୍ତା ଆଉ ଏକ ସପ୍ତାହ ମଧ୍ୟରେ ସୁଭଦ୍ରା ଯୋଜନା ଆବେଦନକାରୀଙ୍କ ସଂଖ୍ୟା ୧ କୋଟି ଛୁଇଁବ l ଇ-କେୱାଇସି ପାଇଁ ଏବେ ଟିକେ…

ବଢିଲା ସୁନା ଦର, ଜାଣନ୍ତୁ କେତେ….

ଭୁବନେଶ୍ବର: ପୁଣି ବଢିଲା ସୁନା ଦର । ଆଜି ଦେଶ ଓ ରାଜ୍ୟରେ ଜାରି ହୋଇଛି ସୁନା ର ନୂଆ ଦର । ଯଦି ଆପଣ ସୁନା କିଣିବାକୁ ଯାଉଥାନ୍ତି ତେବେ ପ୍ରଥମେ ଏହି ଦର ବିଷୟରେ ଜାଣିନିଅନ୍ତୁ । ଉଭୟ ଆନ୍ତର୍ଜାତୀୟ ତଥା ଘରୋଇ ବଜାରରେ ସୁନାର ମୂଲ୍ୟ କ୍ରମାଗତ ଭାବରେ ବୃଦ୍ଧି ପାଇଛି । ଘରୋଇ ବଜାରରେ…

ପାରାଦୀପରେ ଆରମ୍ଭ ହେଲା ୨ ଦିନିଆ ଉପକୂଳ ସମରାଭ୍ୟାସ

ପାରାଦୀପ: ପାରାଦୀପରେ ଆଜିଠୁ ଆରମ୍ଭ ହୋଇଛି ମିଳିତ ସମରାଭ୍ୟାସ ସାଗର କବଚ-୨ । ଏହା ଦୁଇ ଦିନ ଧରି ଚାଲିବ । ଏଥିରେ ମେରାଇନ ପୋଲିସ, କୋଷ୍ଟ ଗାର୍ଡ, ନୌସେନା, ବନବିଭାଗ, ମତ୍ସ୍ୟ ବିଭାଗ, ଗୁଇନ୍ଦା ସଂସ୍ଥା ଭଳି ଏକାଧିକ ବିଭାଗ ସାମିଲ ହୋଇଛନ୍ତି । ଜଳପଥ ମଧ୍ୟ ଦେଇ ଯେପରି ଶତୃ ପକ୍ଷ,…

ବେଙ୍ଗାଲୁରୁରେ ମହିଳାଙ୍କୁ ୫୦ ଖଣ୍ଡ କରିବା ମାମଲା, ଓଡ଼ିଶାରେ ମୁଖ୍ୟ ଅଭିଯୁକ୍ତର ଘର

ବେଙ୍ଗାଲୁରୁ: ବେଙ୍ଗାଲୁରୁର ମାଲେଶ୍ୱରମ ଅଞ୍ଚଳରେ ମହାଲକ୍ଷ୍ମୀ ନାମକ ଜଣେ ୨୯ ବର୍ଷୀୟା ମହିଳାଙ୍କୁ ହତ୍ୟା କରିବା ପରେ ଖଣ୍ଡଖଣ୍ଡ କାଟି ଫ୍ରିଜରେ ରଖିବା ମାମଲାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ସିଟି ପୁଲିସ କମିଶନର ବି.ଦୟାନନ୍ଦ କହିଛନ୍ତି ଯେ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତର ଘର ହେଉଛି…