Latest Odisha News
Browsing Category

ଓଡିଶା

Odisha

ବିଜେଡିରେ ହେବାକୁ ଯାଉଛି ବଡ଼ ହଲଚଲ !

ଭୁବନେଶ୍ବର: ମୁମ୍ବାଇର କୋକିଳାବେନ୍ ଧୀରୁଭାଇ ଅମ୍ବାନୀ ହସପିଟାଲରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ବିଜେଡି ନେତା ।  ଦଳର ସଭାପତିଙ୍କୁ ଭେଟିବା ସହ ତାଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ନବୀନଙ୍କ ବଡ଼ ଭାଇ ପ୍ରେମ ପଟ୍ଟନାୟକଙ୍କ ଆଲୋଚନା କରିଥିବା ଗଣମାଧ୍ୟମକୁ ବୟାନ ଦେଇ…

୫ ବର୍ଷରେ ପୂରଣ ହେବ ୧.୫ ଲକ୍ଷ ଖାଲି ପଡ଼ିଥିବା ସରକାରୀ ପଦବୀ, ୫ ହଜାରରୁ ଅଧିକ ଡାକ୍ତରଙ୍କୁ ମିଳିବ ନିଯୁକ୍ତି

ଭୁବନେଶ୍ୱର: ରାଜଧାନୀରେ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ସହ ଭଲ ମେଡିକାଲ କଲେଜ କରିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। କ୍ୟାପିଟାଲ ହସ୍ପିଟାଲକୁ ପୁନଃବିକାଶ ସହିତ ପିଜି ସହ ୟୁଜି ଖୋଲିବାକୁ ଏବଂ ବଡ଼ ମେଡିକାଲ କଲେଜ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦିଆଯାଇଥିବା…

ରଥଯାତ୍ରା ଦେଖିବେ ଉପ-ରାଷ୍ଟ୍ରପତି, ପରିବହନ ମନ୍ତ୍ରୀଙ୍କ ସୂଚନା

ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି ଜଗଦୀପ ଧନକଡ଼। ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ପୁରୀ ଆସିବେ ଉପରାଷ୍ଟ୍ରପତି। ଉପରାଷ୍ଟ୍ରପତିଙ୍କ ଗସ୍ତ ନେଇ ପରିବହନ ମନ୍ତ୍ରୀ ବିଭୁତି ଜେନା ସୂଚନା ଦେଇଛନ୍ତି। ଏହା ସହ ଅନେକ ଶିଳ୍ପପତି ଏବଂ VVIP ମଧ୍ୟ ପୁରୀ ଆସି…

ଶିକ୍ଷକଙ୍କଠାରୁ ଲାଞ୍ଚ ନେଇ ଫସିଲେ ଆକାଉଣ୍ଟାଣ୍ଟ

ଭୁବନେଶ୍ୱର: ଜଗତସିଂହପୁର ଜିଲ୍ଲାର କୁଜଙ୍ଗା ସ୍ଥିତ ବ୍ଲକ ଶିକ୍ଷା କାର୍ଯ୍ୟାଳୟ (ବିଇଓ)ର ଜଣେ ଆକାଉଣ୍ଟାଣ୍ଟଙ୍କୁ ଲାଞ୍ଚ ନେବା ଅଭିଯୋଗରେ ଗୁରୁବାର ଦିନ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଗିରଫ କରିଛନ୍ତି। ଭିଜିଲାନ୍ସ ସୂଚନା ଅନୁଯାୟୀ, ଆକାଉଟାଣ୍ଟ ସୂର୍ଯ୍ୟକାନ୍ତ ସ୍ୱାଇଁ ଜଣେ…

ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର ମୁହାଣରେ ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା ସ୍ୱାକ୍ଷରିତ

ଭୁବନେଶ୍ବର: ରାଜ୍ୟରେ ବିଭିନ୍ନ ସ୍ଥାନରେ ବନ୍ଦର, ଜେଟି ଓ ଅନ୍ୟାନ୍ୟ ଭିତ୍ତିଭୂମି ସ୍ଥାପନ କରି ଓଡିଶାରେ ସାମୁଦ୍ରିକ ବାଣିଜ୍ୟର ବିକାଶ ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି  ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର ମୁହାଣରେ…

ରଥଯାତ୍ରା ଦିନକ ପୂର୍ବରୁ ଆକ୍ଟିଭ୍‌ ହେଲା ଆଣ୍ଟି ଡ୍ରୋନ୍‌ ସିଷ୍ଟମ, ଉଡୁଥିବା ଡ୍ରୋନ ଖସାଗଲା

ପୁରୀ:ରଥଯାତ୍ରା ଦିନକ ପୂର୍ବରୁ ପୁରୀ ଶ୍ରୀମନ୍ଦିରରେ କାର୍ଯ୍ୟକ୍ଷମ ହେଲା ଆଣ୍ଟିଡ୍ରୋନ ବ୍ୟବସ୍ଥା । ପ୍ରଥମ ଦିନରେ ନିଷ୍କ୍ରିୟ ହେଲା ଶ୍ରୀମନ୍ଦିର ନିକଟରେ ଉଡୁଥିବା ଡ୍ରୋନ । ଗୋଟିଏ ଡ୍ରୋନ ଜବତ କରିଛି ପୋଲିସ । ପୋଲିସ ଡ୍ରୋନ ଉଡାଉଥିବା ବ୍ୟକ୍ତିଙ୍କୁ ଅଟକ ରଖି ପଚରା ଉଚରା କରୁଛି।…

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା; ସହରାଞ୍ଚଳ ସ୍ଥାନୀୟ ସଂସ୍ଥାଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର: ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା କରି ଗୃହ ଓ ନଗର ଉନ୍ନୟନ ବିଭାଗ ରାଜ୍ୟର ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲବି)କୁ ସତର୍କ ରହିବାକୁ ଏବଂ ସମସ୍ତ ଆବଶ୍ୟକୀୟ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଜାରି କରିଛନ୍ତି। ଗୃହ ଓ ନଗର ଉନ୍ନୟନ ବିଭାଗ …

କାଲି ମହାପ୍ରଭୁଙ୍କ ଘୋଷଯାତ୍ରା: ପହଣ୍ଡିରୁ ରଥ ଟାଣିବା ପର୍ଯ୍ୟନ୍ତ..,ଜାଣନ୍ତୁ କେତେବେଳେ ଆରମ୍ଭ ରଥଯାତ୍ରା?

ପୁରୀ: ରାତି ପାହିଲେ ମହାପ୍ରଭୁଙ୍କ ଘୋଷଯାତ୍ରା । ରତ୍ନବେଦୀ ଛାଡି ଜନ୍ମବେଦୀକୁ ଯାତ୍ରା କରିବେ ତିନି ଠାକୁର । ଏଥିପାଇଁ ଚଳଚଞ୍ଚଳ ପୁରୀ । ଓଡିଶାବାସୀଙ୍କ ମନରେ ବି ଅସୁମାରୀ ଆଶା ଏବଂ ଆନନ୍ଦ । ବରଷକ ପରେ ପୁଣି ବଡ ଦାଣ୍ଡରେ ଏକାଠି ହେବେ ଭକ୍ତ ଏବଂ ଭଗବାନ୍ । ଏଥିପାଇଁ ପୁରୀରେ ସମସ୍ତ…

ଗଞ୍ଜେଇ ମୁକ୍ତ ହେବ ଓଡିଶା….

ଭୁବନେଶ୍ବର: ଗଞ୍ଜେଇ ମୁକ୍ତ ହେବ ଓଡ଼ିଶା । ରାଜ୍ୟରେ ବିଭିନ୍ନ ଜାଗାରେ ଜନଜାତିର ଲୋକଙ୍କୁ ପ୍ରଲୋଭିତ କରାଇ ଅନେକ ଜାଗାରେ ଚୋରା ଗଞ୍ଜେଇ ବ୍ୟବସାୟକୁ ବନ୍ଦ କରାଯିବ । ଏନେଇ ଅଭିଯାନ ଆରମ୍ଭ ହୋଇଯାଇଛି । ଏନେଇ ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ମନ୍ତ୍ରୀ…

ତାରିଣୀ ବସ୍ତ୍ରାଳୟ ଗୋଦାମରେ ଅଗ୍ନିକାଣ୍ଡ ,ଆହତ କର୍ମଚାରୀ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ବର: ବୁଧବାର ବିଳମ୍ବିତ ରାତିରେ ତାରିଣୀ ବସ୍ତ୍ରାଳୟ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି । ନିଆଁ ଲାଗି ଗୋଦାମର ପ୍ରାୟ କୋଟିଏରୁ ଅଧିକ ଟଙ୍କାର ସାମଗ୍ରୀ ଜଳିଯାଇଛି । ଜଣେ କର୍ମଚାରୀଙ୍କୁ ଶ୍ୱାସରୁଦ୍ଧ ଅବସ୍ଥାରେ ଉଦ୍ଧାର କରିଛି ଅଗ୍ନିଶମ ବିଭାଗ । ୪ଟି ଦମକଳ ବାହିନୀ ବହୁ ଉଦ୍ୟମ କରି ନିଆ…