Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭୀଷଣ ବର୍ଷା ନେଇ ମୟୂରଭଞ୍ଜ ଓ କେନ୍ଦୁଝରକୁ ରେଡ୍ ଆଲର୍ଟ ଜାରି

ଭୁବନେଶ୍ୱର : ଉତ୍ତରପଶ୍ଚିମ ବଙ୍ଗୋପସାଗର ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ରାଜଧାନୀ ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି ।…

ଆଉ ରାଜସ୍ୱ କାର୍ଯ୍ୟାଳୟକୁ ଦୌଡ଼ିବାକୁ ପଡ଼ିବନି; ରାଜସ୍ବ ସେବା ପାଇଁ ଆସିଲା ଇ-ରେଜିଷ୍ଟ୍ରେସନ୍ ଆପ୍

ଭୁବନେଶ୍ବର:ମୋବାଇଲ୍ ଆପରେ ମିଳିବ ସମସ୍ତ ରାଜସ୍ବ ସେବା। ରାଜସ୍ବ ସେବା ପାଇଁ ଆସିଲା ଇ-ରେଜିଷ୍ଟ୍ରେସନ୍ ଆପ୍ । ଇ-ରେଜିଷ୍ଟ୍ରେସନ୍ ଆପ୍‌କୁ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଘରେ ବସି ଲୋକେ ପାଇବେ ସମସ୍ତ ରାଜସ୍ୱ ସଂକ୍ରାନ୍ତ ସୁବିଧା । କୌଣସି ସେବା କେନ୍ଦ୍ରକୁ ନ ଯାଇ…

ହାତୀ ଆକ୍ରମଣରେ ଚାଲିଗଲା ଗଜସାଥୀଙ୍କ ଜୀବନ

ଅନୁଗୁଳ:ହାତୀ ଆକ୍ରମଣରେ ଜଣେ କାର୍ଯ୍ୟରତ ହାତୀ ସ୍କ୍ୱାଡ୍ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଅନୁଗୁଳ ଜିଲ୍ଲା ଜରପଡ଼ା ଥାନା କତଡା ଗ୍ରାମରେ ହାତୀ ଆକ୍ରମଣ ଫଳରେ ଜଣେ କାର୍ଯ୍ୟରତ ହାତୀ ସ୍କ୍ୱାଡ୍ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଯୁଗଳ ନାୟକ, ବୟସ ୪୦ ବର୍ଷ । ସୂଚନାନୁସାରେ,…

ଅବସରପ୍ରାପ୍ତ ଓଏଏସ ଅଧିକାରୀ ସଞ୍ଜିତା ଦାସଙ୍କ ମାମଲାରେ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ଅବସରପ୍ରାପ୍ତ ଓଡ଼ିଶା ପ୍ରଶାସନିକ ସେବା (OAS) ଅଧିକାରୀ ସଞ୍ଜିତା ଦାସଙ୍କ ମାମଲାରେ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ । ଭାରତୀୟ ପ୍ରଶାସନିକ ସେବା (IAS) କୁ ପଦୋନ୍ନତି ପାଇଁ ପୁନର୍ବିଚାର କରିବାକୁ ଓଡ଼ିଶା ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ୧୯୮୭…

ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ

ଯାଜପୁର: ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ । ଡାଇରିଆ ସ୍ଥିତିକୁ ନଜରରେ ରଖି ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ସ୍କୁଲ ଛୁଟି ଘୋଷଣାକୁ ୫ ଦିନ ପାଇଁ ବୃଦ୍ଧି କରାଯାଇଥିଲା । ୨୪ ଯାଏଁ ସ୍କୁଲ ଗୁଡ଼ିକୁ ଛୁଟି ଘୋଷଣା କରାଯାଇଥିଲା । ତେବେ ସ୍କୁଲ ଖୋଲିବା ନେଇ ବ୍ୟାପକ…

ମାଙ୍ଗାନିଜ ଚୋରା ଚାଲାଣ ଘଟଣା; ୨ୟ ଦିନରେ ଖଣି ମଣ୍ଡଳରେ ଏସଆଇଟି ଟିମ୍

ସୁନ୍ଦରଗଡ଼: ମାଙ୍ଗାନିଜ ଚୋରା ଚାଲାଣ ଘଟଣା। ୨ୟ ଦିନରେ ଖଣି ମଣ୍ଡଳରେ SIT ଟିମ୍। ଭିଜିଲାନ୍ସ ସେଲ୍‌ ଦ୍ୱାରା ଗଠିତ SIT ଟିମ୍‌ କରୁଛି ଯାଞ୍ଚ। ଖଣି ମଣ୍ଡଳର ସଂରକ୍ଷିତ ଜଙ୍ଗଲ ଓ ବନ୍ଦ ପଡ଼ି‌ଥିବା ଖଣିରେ ଯାଞ୍ଚ ଚାଲିଛି। ଟିମ୍‌ରେ ୧୨ ଜଣିଆ ସଦସ୍ୟଙ୍କ ସହ ଭିଜିଲାନ୍ସ ଏସ୍‌ପି ଉପସ୍ଥିତ…

ବାସହୀନଙ୍କୁ ଚିହ୍ନଟ କରିବାକୁ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଜାରି

ଭୁବନେଶ୍ୱର: ରାଜ୍ୟରେ ଜଣେ ହେଲେ ବି କେହି ବାସହୀନ ରହିବେ ନାହିଁ ନେଇ ନିକଟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା ହୋଇଥିଲା । ଏହି ପ୍ରରିପେକ୍ଷିରେ ରାଜସ୍ବ ବିଭାଗ ପକ୍ଷରୁ ପୁନର୍ବାର ବାସହୀନଙ୍କୁ ଚିହ୍ନଟ କରିବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଜାରି ହୋଇଛି । ସରକାରଙ୍କ…

ପ୍ରେମିକା ସୋଲମୀଙ୍କ ମୃତ୍ୟୁ ପରେ ପ୍ରଥମ ଥର ମୁହଁ ଖୋଲିଲେ ୟୁଟ୍ୟୁବର ଲବ ହାଁସଦା, କହିଲେ…

ଭୁବନେଶ୍ୱର: ପ୍ରେମିକା ସୋଲମୀଙ୍କ ମୃତ୍ୟୁର ଦେଢ଼ ମାସ ପରେ ସାମ୍ନାକୁ ଆସିଲେ ଲବ ହାଁସଦା। ପ୍ରେମିକାଙ୍କ ମୃତ୍ୟୁ ପରେ ପ୍ରଥମ ଥର ମୁହଁ ଖୋଲିଲେ ୟୁଟ୍ୟୁବର ଲବ। ତେବେ ସୋଲମୀଙ୍କ ସହ କ’ଣ ଥିଲା ସମ୍ପର୍କ ସେନେଇ ସ୍ପଷ୍ଟ କଲେନି । ୟୁ ଟ୍ୟୁବରେ ଏକ ଭିଡିଓ ପୋଷ୍ଟ କରି ଲବ ନିଜର ପ୍ରତିକ୍ରିୟା…

ଏକ ବର୍ଷର ସଫଳତା ପାଇଁ ପ୍ରଶଂସା: ରାଜ୍ୟପାଳଙ୍କୁ ଓଡିଶା ଭିଜନ-୨୦୩୬ ଓ ୨୦୪୭ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ସୌଜନ୍ୟମୂଳକ ସାକ୍ଷାତ କରି ରାଜ୍ୟ ସରକାରଙ୍କ ପ୍ରଥମ ବର୍ଷର ସଫଳତା ଓ ଅନ୍ୟାନ୍ୟ ବିକାଶମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଅବସରରେ ରାଜ୍ୟପାଳ କମ୍ଭମପାଟି କହିଥିଲେ ଯେ,…

ବାହାର ଠିକାଦାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟ, ଆଉଟସୋର୍ସିଂ ସଂସ୍ଥାକୁ ହଟାଇବାକୁ ଯୋଜନା

ଭୁବନେଶ୍ୱର: ବାହାର ଠିକାଦାରଙ୍କୁ ଠାବ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଟାର୍ଗେଟ। ଆଉଟସୋର୍ସିଂ ସଂସ୍ଥାକୁ ଠାବ କରିବାକୁ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ। ସରକାରଙ୍କ ନିଜସ୍ୱ ଇଞ୍ଜିନିୟରିଂ ବିଭାଗ ଏବଂ ଦକ୍ଷ ଇଞ୍ଜିନିୟର ଥାଉ ଥାଉ କାହିଁକି ଆଉଟ୍ ସୋର୍ସିଂ ସଂସ୍ଥାକୁ…