Latest Odisha News

BREAKING NEWS

Browsing Category

ଓଡିଶା

Odisha

୪ ହଜାରରୁ ଉର୍ଦ୍ଧ୍ବ କଫ୍‌ ସିରପ ବୋତଲ ଜବତ, ୧୭ ଗିରଫ

ବରଗଡ: ବରଗଡ ସହରରେ ଦିନକୁ ଦିନ ବଢ଼ି ବଢ଼ି ଚାଲିଛି ନିଶା କରବାର । ଏହାକୁ ରୋକିବା ଦିଗରେ ପୋଲିସ ମଧ୍ୟ ନୂତନ କୌଶଳ ଆପଣେଇ ନିଶା ବେପାରୀ ମାନଙ୍କୁ ଧରିବାରେ ସଫଳ ହୋଇଛି l ତେବେ ବରଗଡ଼ ରିଜର୍ଭ ପୋଲିସ ଛକରେ ବ୍ୟାପକ ମାତ୍ରାରେ କଫ ସିରପ ଜବତ କରିଛି ଟାଉନ ପୋଲିସ । ସୋମବାର ଦିନ…

କ୍ଷୀରରେ ଅପମିଶ୍ରଣ, ଚଢାଉ ପରେ ତନାଘନା

କଟକ: ପୂର୍ବରୁ ଅନେକ ସମୟରେ ଘିଅ, ଖାଇବା ତେଲ, ମସଲାଗୁଣ୍ଡ, ହଳଦୀ ଗୁଣ୍ଡ ତ ପୁଣି କେବେ ଅନେକ ଖାଦ୍ୟ ସାମଗ୍ରୀରେ ଅପମିଶ୍ରଣ ହେଉଥିବା ଖବର ସାମ୍ନାକୁ ଆସିଛି । ଆଉ ଏହାକୁ କିଣି ଖାଉଛନ୍ତି ଲୋକେ । ଫଳରେ ନା ନା ରୋଗରେ ପୀଡିତ ହେଉଛନ୍ତି । ସେହିପରି ପୁଣି ଏକ ନକଲି ସାମଗ୍ରୀ ସାମ୍ନାକୁ ଆସିଛି…

ଦରଦାମ କଥା ଉଠାଇ ସରକାରଙ୍କୁ ଘେରିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ବିଜେଡି ସରକାରର ୨୪ ବର୍ଷ ଶାସନରେ ରାଜ୍ୟରେ ଗରିବୀ ୭୦ ପ୍ରତିଶତ ରୁ ୧୦ ପ୍ରତିଶତ କମିଛି । କଳାହାଣ୍ଡି ଓ ନବରଙ୍ଗପୁର ସମେତ ସାରା ରାଜ୍ୟର ବିକାଶ ପାଇଁ ବିଜେଡି ସରକାର ସମୟରେ ଅନେକ କାମ ହୋଇଛି । ବିଭିନ୍ନ କ୍ଷେତ୍ରରେ କଳାହାଣ୍ଡିର ବିକାଶ ଯଥା, ମେଡିକାଲ କଲେଜ,…

ଅଲୋଡା ଶିଶୁ କନ୍ଯା; କ୍ୟାପିଟାଲ ହସ୍ପିଟାଲର ଡଷ୍ଟବିନରୁ ଉଦ୍ଧାର

ଭୁବନେଶ୍ୱର: ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲ ପରିସରରେ ଥିବା ଡଷ୍ଟବିନରୁ ସୋମବାର ଏକ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର କରାଯାଇଛି। ସୂଚନାନୁସାରେ, ଡାକ୍ତରଖାନାର କିଛି ଲୋକ ଶିଶୁ କନ୍ୟାକୁ ଓଡ଼ିଶା ସରକାରଙ୍କ ପେଡିଆଟ୍ରିକ୍ ୱାର୍ଡ ନିକଟରେ ଥିବା ଡଷ୍ଟବିନ ଭିତରେ ପଡ଼ିଥିବାର…

୨୦ ଦିନ ପରେ ମିଳିଲା ଯୁବକଙ୍କ ମୃତଦେହ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ମହାନଦୀ ସେତୁ ଉପରୁ ଚପଲ ବାଇକ୍ ଉଦ୍ଧାର ଘଟଣା । ୨୦ ଦିନ ପରେ ମିଳିଲା ଯୁବକଙ୍କ ମୃତଦେହ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଭୁଦୋବର ନିକଟସ୍ଥ ମହାନଦୀ କୂଳରେ ଏକ ମୃତ ଦେହ ଭାସୁଥିବା ଦେଖି କିଛି ଲୋକ ପୋଲିସକୁ ଖବର ଦେଇଥିଲେ । ପୋଲିସ…

ଜିଲ୍ଲା ବୁଲିଲା ବେଳେ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଏଣିକି ଜିଲ୍ଲା ଜିଲ୍ଲା ଯାଇ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ଗସ୍ତ ବେଳେ ତିଆରି ହେବ ସ୍ବତନ୍ତ୍ର ଅଭିଯୋଗ ପ୍ରକୋଷ୍ଠ କ୍ୟାମ୍ପ । ଏନେଇ ସୂଚନା ଦେଇଛନ୍ତି, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ । ମନ୍ତ୍ରୀ କହିଛନ୍ତି,…

ସିସିଟିଭିରେ ଭରତପୁର ସତ !

ଭୁବନେଶ୍ବର: ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲା ଜଟିଳ ରୂପ ନେଉଛି । ଘଟଣା ରାତି ଓ ପରବର୍ତ୍ତୀ ସମୟର ଅନେକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବାରେ ଲାଗିଛି । ପୀଡିତା ଥାନାକୁ ଆସିବା ପୂର୍ବରୁ ଯାଇଥିବା ବିଭିନ୍ନ ସ୍ଥାନର ସିସିଟିଭି ଫୁଟେଜ…

ଚର୍ଚ୍ଚିତ ଭରତପୁର ଥାନାରେ ନୂଆ ଆଇଆଇସିଙ୍କ ପୂଜାପାଠ

ଭୁବନେଶ୍ବର: ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲା ପରେ ବର୍ତ୍ତମାନ ଚର୍ଚ୍ଚାରେ ରହିଛି ରାଜଧାନୀର ଭରତପୁର ଥାନା । ଆଜି ଥାନାରେ ହୋମ-ଯଜ୍ଞ ସହ ପୂଜାପାଠ କରିଛନ୍ତି ନୂଆ ଆଇଆଇସି ଭାବେ ଯୋଗ ଦେଇଥିବା ଦୀପକ ଖଣ୍ଡାୟତ ରାୟ । ପୂଜାପାଠ ସହ ଥାନା ଗେଟ୍‌ରେ ଲଙ୍କାଲେମ୍ବୁ ଝୁଲାଇଛନ୍ତି ନୂଆ…

ଆସିଛି ପାର୍ବଣ, ହସୁଛି କାଶତଣ୍ଡୀ, ମା’ଙ୍କ ଆଗମନ ପାଇଁ ସଜେଇ ହେଲାଣି ପ୍ରକୃତିରାଣୀ

ଭୁବନେଶ୍ୱର: ଶରତର ଆଗମନରେ ସଜେଇ ହେଲାଣି ପ୍ରକୃତିରାଣୀ, ଶସ୍ୟ ଶ୍ୟାମଳା ଧରିତ୍ରୀ ଉପରେ ଧୋବ ଫରଫର କାଶତଣ୍ଡୀ ଫୁଲ ପବନର ଝିପି ଝିପି ବର୍ଷାରେ ସତେ ଯେମିତି ଦୋଳି ଖେଳୁଛି। ମା’ଙ୍କ ଆଗମନରେ ପୁଲକିତ ଧରଣୀ ରାଣୀ । ଶସ୍ୟ ଶ୍ୟାମଳା ଧରଣୀରେ ନିଜ ପତିଆରା ବିସ୍ତାର କରି ନୀଳ ଆକାଶ ତଳେ ଖିଲିଖିଲି…

ବିରୂପା ନଦୀକୁ ଡେଇଁ ଛାତ୍ର ନିଖୋଜ

କଟକ: କଟକର ବିରୁପା ନଦୀକୁ ସୋମବାର ଦିନ ଜଣେ ଯୁକ୍ତ ୩ର ଛାତ୍ର ଡେଇଁ ନିଖୋଜ ହୋଇଯାଇଛନ୍ତି। ବ୍ରିଜ ଉପରେ ସାଇକେଲ ଓ ମୋବାଇଲ ଛାଡି ଛାତ୍ର ପ୍ରଦିପ କୁମାର ଦାସ ନଦୀକୁ ଡେଇଁ ପଡିଥିବା ସୂଚନା ମିଳିଛି। ଏନେଇ ସ୍ଥାନୀୟ ଲୋକମାନେ ଅଗ୍ନିଶମ ବାହିନୀ ଏବଂ ପୋଲିସକୁ ଖବର ଦେଇଥିଲେ। ତେବେ…