Latest Odisha News

BREAKING NEWS

Browsing Category

ଓଡିଶା

Odisha

ଘଡଘଡି ସହ ପ୍ରବଳ ବର୍ଷା: ୩ ଘଣ୍ଟା ପାଇଁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ଆଗାମୀ ୩ ଘଣ୍ଟା ପ୍ରବଳ ବର୍ଷା ସହ ଘଡଘଡି ସମ୍ଭାବନା । ଏନେଇ ୧୨ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ନେଇ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କଟକ, ଖୋର୍ଦ୍ଧା, ଭୁବନେଶ୍ବର, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର,…

ଅଙ୍ଗନବାଡ଼ି ଦିଦିଙ୍କୁ ମାଡ଼ ଘଟଣା: ୩ ମହିଳାଙ୍କୁ ଗିରଫ କଲା ପୋଲିସ

ଜଳେଶ୍ୱର: ସୁଭଦ୍ରା ଯୋଜନା ପାଇଁ ଗଛରେ ବାନ୍ଧି ଅଙ୍ଗନବାଡ଼ି ଦିଦିଙ୍କୁ ମାଡ଼ ଘଟଣା । ୩ ମହିଳାଙ୍କୁ ଗିରଫ କଲା ସିଂଲା ଥାନା ପୋଲିସ । ଘଟଣାରେ ସମ୍ପୃକ୍ତ ୬ଜଣ ଫେରାର୍ ଅଛନ୍ତି । ଗତ ୨୦ରେ ମହାପଦା ଅଙ୍ଗନବାଡ଼ି ଦିଦିଙ୍କୁ ଗଛରେ ବାନ୍ଧି ମାଡ଼ ମାରିଥିଲେ କିଛି ଲୋକ । ବାଲେଶ୍ୱର ଜିଲ୍ଲା…

ମୁଖ୍ୟମନ୍ତ୍ରୀ ହେବା ପରେ ମୋହନ ମାଝୀଙ୍କ ପ୍ରଥମ ମୟୂରଭଞ୍ଜ ଗସ୍ତ

ମୟୂରଭଞ୍ଜ: ଆଜି ମୟୂରଭଞ୍ଜ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ଏହା ମୁଖ୍ୟମନ୍ତ୍ରୀଙ୍କର ପ୍ରଥମ ମୟୂରଭଞ୍ଜ ଗସ୍ତ । ଏଥିପାଇଁ ରବିବାର ମୟୂରଭଞ୍ଜ ଗସ୍ତରେ ଯାଉଛନ୍ତି । ଜିଲ୍ଲା ସଦର ମହକୁମା ବାରିପଦା ଛଉ ପଡ଼ିଆ ଠାରେ ଆୟୋଜିତ ବିକାଶ ମେଳାରେ ଯୋଗ…

ବିଜେଡିର ୬ ଘଣ୍ଟିଆ ବନ୍ଦ ଡାକରା

ଭୁବନେଶ୍ବର: ବନ୍ଦ ଡାକରା ଦେବ ବିଜେଡି । ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାର ପ୍ରତିବାଦ କରି ଆସନ୍ତା ୨୪ ତାରିଖ ଅର୍ଥାତ୍ ମଙ୍ଗଳବାର ୬ ଘଣ୍ଟିଆ ଭୁବନେଶ୍ବର ବନ୍ଦ ଡାକରା ଦେବ ବିଜେଡି । ଏନେଇ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ବରିଷ୍ଠ…

ପୁଣି ଟ୍ରେନ ଲାଇନଚ୍ୟୁତ ପାଇଁ ବଡ ଷଡଯନ୍ତ୍ର

କାନପୁର: ପୁଣି ବଡ ଦୁର୍ଘଟଣାରୁ ବର୍ତ୍ତିଲା ଆଉ ଏକ ଟ୍ରେନ୍ । ଉତ୍ତରପ୍ରଦେଶ କାନପୁରରେ ପୁଣି ଥରେ ଟ୍ରେନ୍ ଦୁର୍ଘଟଣା ପାଇଁ ରଚାଯାଇଥିଲା ବଡ ଷଡଯନ୍ତ୍ର । କାନପୁର ଦେହାତ ଜିଲ୍ଲାରେ ପେରମ୍ବୁର ଷ୍ଟେସନ ରେଳ ଧାରଣାରୁ ସିଲିଣ୍ଡର ଠାବ ହୋଇଛି । ଯାହାକୁ ଦେଖିବା ପରେ କାନପୁରରୁ ପ୍ରୟାଗରାଜ…

ଗିରଫ ହେଲେ ବାଲେଶ୍ବର ଗ୍ରାମ୍ୟ ନିର୍ମାଣ ମଣ୍ଡଳର ମୁଖ୍ୟଯନ୍ତ୍ରୀ

ଭୁବନେଶ୍ଵର: ଗିରଫ ହେଲେ ବାଲେଶ୍ଵର ଗ୍ରାମ୍ୟ ନିର୍ମାଣ ମଣ୍ଡଳ ମୁଖ୍ୟଯନ୍ତ୍ରୀ ଏନ ଭି ହରିହର ରାଓ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଶନିବାର ଦିନ ହରିହର ରାଓଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଏନଭି ରାଓଙ୍କୁ ଗିରଫ କରିଛି ଭିଜିଲାନ୍ସ ।…

ସୁଭଦ୍ରା ପାଇଁ ଅଙ୍ଗନବାଡି କର୍ମୀଙ୍କୁ ମାଡ: କଥା ହେଲେ ଉପମୁଖ୍ୟମନ୍ତ୍ରୀ

ବାଲେଶ୍ବର: ଆକ୍ରମଣର ଶିକାର ଅଙ୍ଗନବାଡି କର୍ମୀଙ୍କ ସହ କଥା ହେଲେ ଉପମୁଖ୍ୟମନ୍ତ୍ରୀ । ଭଲ ଚିକିତ୍ସା, ସୁରକ୍ଷାର ପ୍ରତିଶୃତି ଦେବା ସହ ଆବଶ୍ୟକ ପଡିଲେ ତାଙ୍କ ସହ ସିଧା କଥା ହେବା ପାଇଁ ଫୋନ ନମ୍ବର ମଧ୍ୟ ଦେଲେ ଉପମୁଖ୍ୟମନ୍ତ୍ରୀ । ତେବେ ସୁଭଦ୍ରା ଯୋଜନାରେ କାମ କରୁଥିବାରୁ ତାଙ୍କ ଉପରେ…

ଲୋକଙ୍କ ସେବା ପାଇଁ ନିଜ ଘର ଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅନନ୍ୟ ଉଦାହରଣ । ଲୋକଙ୍କ ପାଇଁ ନିଜ ଘର ଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କେନ୍ଦୁଝରସ୍ଥିତ ମଣ୍ଡୁଆ ବାସଭବନକୁ ଜନସାଧାରଣଙ୍କ ହିତ ନିମନ୍ତେ ଉତ୍ସର୍ଗ କଲେ ମୁଖ୍ୟମନ୍ତ୍ରୀ । ଏଣିକି ଅଭିଯୋଗ ପ୍ରକୋଷ୍ଠ ହେବ ମୋହନଙ୍କ ବାସଭବନ । ସପ୍ତାହକୁ ୬…

ଆସୁଛି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ଵର: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପ୍ରଭାବରେ ରାଜ୍ୟରେ ବଢିବ ବର୍ଷାର ପରିମାଣ । ୩ ଦିନ ଧରି ରାଜ୍ୟରେ ବର୍ଷା ଲାଗି ରହିବା ନେଇ ସମ୍ଭାବନା ରହିଛି । ସେପଟେ ଆଜି ପାଇଁ ୧୭ ଜିଲ୍ଲାକୁ ବିଜୁଳି…

ଭରତପୁର ଘଟଣାରେ ମେଳି କଲେଣି ପୋଲିସ ସଂଘ, ଆଗକୁ ବଡ଼ ଆନ୍ଦୋଳନ !

ଭୁବନେଶ୍ଵର: ତେଜୁଛି ପୋଲିସ ସେନା ବିବାଦ । ଆଗକୁ ହେବ କି ବଡ଼ ଆନ୍ଦୋଳନ ! ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ତୀବ୍ର ହେବାରେ ଲାଗିଛି ପୋଲିସ-ସେନା ବିବାଦ । ବିବାଦ ପରେ ପରିସ୍ଥିତିକୁ ଦୃଷ୍ଟିରେ ରଖି ଜରୁରୀ ବୈଠକ ଡାକିଛି ଓଡ଼ିଶା ପୋଲିସ ସେବା ସଂଘ ।…