Latest Odisha News

BREAKING NEWS

Browsing Category

ଓଡିଶା

Odisha

ଏସବିଆଇ ଶାଖାରେ ଭୟାବହ ଅଗ୍ନିକାଣ୍ଡ

ଆନନ୍ଦପୁର: ଏସବିଆଇ ବ୍ୟାଙ୍କ ଭିତରେ ଭୟାବହ ଅଗ୍ନିକାଣ୍ଡ। ବିଳମ୍ବିତ ରାତିରେ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ପୌରାଞ୍ଚଳ ଘଷିପୁରା ଥାନା ସାମ୍ନାରେ ଥିବା ଘଷିପୁରା ଷ୍ଟେଟ୍ ବ୍ୟାଙ୍କ ଶାଖାରେ ଏହି ଅଗ୍ନିକାଣ୍ଡ ହୋଇଛି। ଅଗ୍ନିକାଣ୍ଡରେ ବ୍ୟାଙ୍କ ଫିଲ୍ଡ ଅଫିସରଙ୍କ ପ୍ରକୋଷ୍ଠର କିଛି କାଗଜ ପତ୍ର…

ରାଜ୍ୟରେ ବିଜେପି ସରକାରଙ୍କ ୧୦୦ ଦିନ: ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ପୁରୀ: ଆଜି ବିଜେପି ସରକାରର ୧୦୦ ଦିନର ପୂର୍ତ୍ତି ଅବସରରେ ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶ୍ରୀମନ୍ଦିର ସିଂହଦ୍ଵାର ଠାରେ ମୁଖ୍ୟମନ୍ତ୍ରୀ ପହଞ୍ଚିବା ପରେ ଶ୍ରୀମନ୍ଦିର, ଜିଲ୍ଲା ପ୍ରଶାସନ ଓ ବିଭିନ୍ନ ସେବାୟତ ନିଯୋଗ ପକ୍ଷରୁ…

ସ୍ୱାସ୍ଥ୍ୟ ଶିକ୍ଷା ପ୍ରଦର୍ଶିନୀ: ନିଜ ସହ ଅନ୍ୟକୁ ସଚେତନ କରାଇବାକୁ ପରାମର୍ଶ

ପୁରୀ: ଆଜି ଓଡିଶାରେ ବିଜେପି ସରକାରଙ୍କ ଶାସନ ଭାର ଗ୍ରହଣ କରିବାର ୧୦୦ ଦିନ ପୁରିଛି । ଏନେଇ ଶ୍ରୀକ୍ଷେତ୍ର ପୁରୀରେ ଆୟୋଜିତ ହୋଇଛି 'ପ୍ରଗତିର ନୂତନ ସୂର୍ଯ୍ୟୋଦୟ' ସମାରୋହ । ଏହି ଅବସରରେ ଓଡିଶା ବିକାଶ ମେଳାରେ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏକ ସୁସଜ୍ଜିତ…

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ସାହୁ ମୃତ୍ୟୁ ମାମଲା: ଜବାବ ଦାଖଲ ରାଜ୍ୟ ସରକାର

କଟକ: ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ସାହୁଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା । ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ଜବାବ ଦାଖଲ । ମାମଲାରେ ସିବିଆଇ ତଦନ୍ତ କାହିଁକି ହେଉନି ସେନେଇ ଜବାବ ଲୋଡିଲେ ହାଇକୋର୍ଟ । ତଦନ୍ତର ଅଗ୍ରଗତି ନେଇ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ ।…

କାଶୀପୁର ଥାନା ଉପରେ ସଂଘବଦ୍ଧ ଆକ୍ରମଣ ଓ ଭଙ୍ଗାରୁଜା

ରାୟଗଡ଼ା: ରାୟଗଡ଼ା ଜିଲ୍ଲା କାଶୀପୁର ଥାନା ଉପରେ ଚାରୋଟି ଗ୍ରାମବାସୀଙ୍କ ସଂଘବଦ୍ଧ ଆକ୍ରମଣ ଓ ଭଙ୍ଗାରୁଜା ହୋଇଛି । ଶତାଧିକ ଲୋକ ଥାନା ପରିସରରେ ଏହି ତୁମୁଳ କାଣ୍ଡ ଘଟାଇଛନ୍ତି । ଫଳରେ ପରିସ୍ଥିତି ଉତ୍ତେଜନାପୂର୍ଣ ରହିଛି । ସୁଙ୍ଗେର ପଞ୍ଚାୟତ ବନ୍ତେଜ ଗ୍ରାମର କାର୍ତ୍ତିକ ନାୟକ ନାମକ…

ଭରତପୁର ଥାନା ବର୍ବରତା: ସତ ବଖାଣିଲେ ମେଜରଙ୍କ ବନ୍ଧବୀ

ଭୁବନେଶ୍ଵର: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣା । ଘଟଣା ଦିନର କଳା କାହାଣୀ ବଖାଣିଲେ ମେଜରଙ୍କ ବାନ୍ଧବୀ । କିଭଳି ତାଙ୍କୁ ଆଇଆଇସି ଯୌନ ନିର୍ଯାତନା ଦେଇଥିଲେ ସେ ନେଇ ସମ୍ପୁର୍ଣ୍ଣ କଥା କହିଲେ ମେଜରଙ୍କ ବାନ୍ଧବୀ । ଆଜି ହସ୍ପିଟାଲରୁ ଡିସଚାର୍ଜ ହେବା ପରେ ଭରତପୁର…

କଟକ ସହର ସମ୍ପର୍କିତ ଜନସ୍ୱାର୍ଥ ମାମଲାରେ ହାଇକୋର୍ଟଙ୍କ ନୋଟିସ୍‌

କଟକ: କଟକ ସହର ସମ୍ପର୍କିତ ଜନସ୍ୱାର୍ଥ ମାମଲାରେ ହାଇକୋର୍ଟଙ୍କ ନୋଟିସ୍‌ । ସ୍ୱାସ୍ଥ୍ୟ ସଚିବଙ୍କୁ ବ୍ୟକ୍ତିଗତ ଭାବେ ହାଜର ପାଇଁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ । ତାଙ୍କ ସହ ଏସସିବି ମେଡିକାଲ୍‌ ଅଧୀକ୍ଷକଙ୍କୁ ମଧ୍ୟ ହାଜର ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଏସସିବିର ବିପର୍ଯ୍ୟସ୍ତ…

ମେଜର ଓ ବାନ୍ଧବୀଙ୍କୁ ପୋଲିସ ମାଡ଼ ମାରିବା ଘଟଣାରେ ରିପୋର୍ଟ ମାଗିଲେ ଜାତୀୟ ମହିଳା କମିଶନ

ଭୁବନେଶ୍ୱର: ରାଜଧାନୀର ଭରତପୁର ଥାନାରେ ଭାରତୀୟ ସେନା ଅଧିକାରୀ ମେଜର ଗୁରୁବନ୍ତ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଅପବ୍ୟବହାର ସହିତ ମାଡ଼ ମାରିବା ଘଟଣାରେ ଜାତୀୟ ମହିଳା କମିଶନ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ୱାଇ.ବି ଖୁରାନିଆଙ୍କୁ ରିପୋର୍ଟ ମାଗିଛନ୍ତି । ମେଜର ସିଂ ଏବଂ…

ବିଷ୍ଣୁ ସେଠୀଙ୍କ ଶ୍ରାଦ୍ଧ ଵାର୍ଷିକରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଭଦ୍ରକ: ଆଜି ପୂର୍ବତନ ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀଙ୍କ ଦ୍ଵିତୀୟ ଶ୍ରାଦ୍ଧ ବର୍ଷିକୀ । ଏହି ଅବସରରେ ଯୋଗଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଭଦ୍ରକ ତିହିଡି କାଳୀ ପଡ଼ିଆରେ ସ୍ମୃତି ଚାରଣ ସଭାରେ ସ୍ଵର୍ଗତ ବିଷ୍ଣୁ ସେଠୀଙ୍କ ପୁତ୍ର ସୂର୍ଯ୍ୟବଂଶୀ ସୂରଜ ଅତିଥି ପରିଚୟ…

ଟ୍ରାଫିକ୍ ସିଗନାଲରେ ହଠାତ୍ ଚଳନ୍ତା କାରରୁ ଖସିଲା ନାଗ, ଆଉ ତା’ପରେ…

ଭୁବନେଶ୍ବର: ଆଜି ରାଜଧାନୀର ରବି ଟକିଜ୍ ଛକ ନିକଟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଧ୍ୟାହ୍ନ ପ୍ରାୟ ୧ଟା ୩୦ରେ ରବି ଟକିଜ୍ ଛକରେ ପ୍ରବଳ ଭିଡ ସମୟରେ ଟ୍ରାଫିକ ସିଗ୍ନାଲ ପରେ କେଦାରଗୌରୀ ପଟୁ କଳ୍ପନା ଆଡ଼କୁ ଯାଉଥିବା ଏକ କାର ତଳୁ ଏକ ନାଗ ସାପ ଖସି ପଡ଼ିଲା । ଏହାପରେ କିଛି ସମୟ…