Latest Odisha News

BREAKING NEWS

Browsing Category

ଓଡିଶା

Odisha

ମର୍ମନ୍ତୁଦ ଦୁର୍ଘଟଣା: ଡାଲା ଅଟୋ ଓଲଟି ୨ ମହିଳା ମୃତ, ୧୪ ଆହତ

ବ୍ରହ୍ମପୁର: ଆସିକା କୋଟିନଡ଼ା ଥାନା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ଡାଲା ଅଟୋ ଓଲଟି ୨ ମହିଳା ମୃତ, ୧୪ ଜଣ ଆହତ ହୋଇଥିବା ସୂଚନା। ଗଞ୍ଜାମ ଜିଲ୍ଲା ଆସିକା-କୋଟିନଡା ଥାନା ଅନ୍ତର୍ଗତ ଭେଟନଈ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସମସ୍ତ ଗୁରୁତର ମାନଙ୍କୁ ଆସ୍କା ମେଡ଼ିକାଲରେ…

ଶିକ୍ଷକଙ୍କ ବଦଳି ପାଇଁ ସୁପାରିସ କରିବେ ବିଧାୟକ ଓ ଏମପି; ଜରୁରୀ ଆବଶ୍ୟକତା ଥିବା ଶିକ୍ଷକଙ୍କୁ ଅଗ୍ରାଧିକାର

ଭୁବନେଶ୍ବର: ସର୍ବାଧିକ ୧୫ ଜଣ ଶିକ୍ଷକଙ୍କ ବଦଳି ସୁପାରିସ କରିପାରିବେ ସାଂସଦ ଓ ବିଧାୟକ । ରାଜ୍ୟରେ ବିଧାୟକ ଏବଂ ଏମପିମାନଙ୍କ କ୍ଷମତା ବୃଦ୍ଧି କରିବା ପାଇଁ ଏକ ପଦକ୍ଷେପରେ, ଓଡ଼ିଶା ସରକାର ରାଜ୍ୟର ପ୍ରତ୍ୟେକ ବିଧାନସଭା ସଦସ୍ୟ (ବିଧାୟକ) ଏବଂ ସାଂସଦଙ୍କୁ ନିଜ ନିଜ ନିର୍ବାଚନ ମଣ୍ଡଳୀ…

ସିବିଏସ୍‍ଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଚମକିଲେ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ ଛାତ୍ରଛାତ୍ରୀ

ଭୁବନେଶ୍ୱର: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‍ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ଆଜି ପ୍ରକାଶିତ ହୋଇଛି। ଏଥିରେ ଉଭୟ ଦଶମ ଓ ଦ୍ୱାଦଶ ଶ୍ରେଣୀରେ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଛାତ୍ରଛାତ୍ରୀମାନେ ଶତପ୍ରତିଶତ ସଫଳତା ହାସଲ କରିଛନ୍ତି।…

ଓପିଏସସି ଓ ଓଏସଏସସିରେ ନୂଆ ସଦସ୍ୟଙ୍କୁ ନିଯୁକ୍ତ କଲେ ସରକାର

ଭୁବନେଶ୍ୱର: ଓଡ଼ିଶା ସରକାର ମଙ୍ଗଳବାର ଦିନ ଆଇଏଏସ୍ ଅଧିକାରୀ ଉଦୟ ନାରାୟଣ ଦାସ ଏବଂ ପୁରୀର ଏସ୍ ସିଏସ୍ (ସ୍ୱୟଂଚାଳିତ) କଲେଜର ଅଧ୍ୟକ୍ଷ ମିହିର ପ୍ରସାଦ ମିଶ୍ରଙ୍କୁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି)ର ସଦସ୍ୟ ଭାବରେ ନିଯୁକ୍ତି ଦେଇଛନ୍ତି। ଉଦୟ ନାରାୟଣ ବର୍ତ୍ତମାନ ଜନଗଣନା ଅପରେସନ…

ପୋଲିସକୁ ବଡ଼ ସଫଳତା; ୨୦ଅପରାଧୀ ଗିରଫ,୮ ବନ୍ଧୁକ ଜବତ

ଗଞ୍ଜାମ:ଆଜି ଗଞ୍ଜାମ ପୋଲିସ ପୋଲସରା,ଆସିକା, କୋଟିନଡା ଓ ହିଞ୍ଜିଳି ଥାନା ଅଂଚଳରୁ ୨୦ ଜଣ ଅପରାଧୀଙ୍କୁ ଗିରଫ କରିଛି। ସେମାନଙ୍କ ଠାରୁ ୮ ବନ୍ଧୁକ ଓ ୩୧ଟି ଗୁଳି, ୧୨ଟି ଖୋଖା ଜବତ ଜବତ ହୋଇଛି। ଜିଲ୍ଲାରେ ଅପରାଧୀଙ୍କୁ ଦମନ ଓ ବନ୍ଧକ ମୁକ୍ତ ଉଦ୍ଦେଶ୍ୟରେ ଗଞ୍ଜାମ ଏସ୍‌.ପି. ଶୁଭେନ୍ଦୁ କୁମାର…

ସିବିଏସଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ରେଜଲ୍ଟ, ଚମକିଲେ ସାଇ ଇଣ୍ଟରନ୍ୟାସନାଲ ସ୍କୁଲ ଛାତ୍ରଛାତ୍ରୀ

ଭୁବନେଶ୍ୱର: ସାଇ ଇଣ୍ଟରନ୍ୟାସନାଲ ସ୍କୁଲ (SIS) ଏବଂ ସାଇ ଇଣ୍ଟରନ୍ୟାସନାଲ ରେସିଡେନ୍ସିଆଲ୍ ସ୍କୁଲ (SIRS)ର ଛାତ୍ରଛାତ୍ରୀମାନେ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ୧୦୦% ପାସ୍ ହାର ହାସଲ କରିଛନ୍ତି। ଦ୍ୱାଦଶ ଶ୍ରେଣୀରେ ଧୀରଜ ଧନୁକା ବାଣିଜ୍ୟରେ ୯୮.୮% ସହିତ ଟପ୍ପର ହୋଇଛନ୍ତି।…

ଯାଜପୁରରେ ବୋମା ବିସ୍ଫୋରଣ; ୨ମୃତ, ଜଣେ ଗୁରୁତର

ଯାଜପୁର: ଛତିଆ ନିକଟରେ ବୋମା ବିସ୍ଫୋରଣ ହୋଇଛି । ବୋମା ବିସ୍ଫୋରଣରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଅନ୍ୟ ଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି । ଏଭଳି ଚାଞ୍ଚଲ୍ୟକର ଘଟଣା ଘଟିଛି ଯାଜପୁର ଜିଲା ବଡଚଣା ବ୍ଲକ ଅନ୍ତର୍ଗତ ଛତିଆ ବସଷ୍ଟାଣ୍ଡ ନିକଟରେ। ସୂଚନାନୁସାର , ମଙ୍ଗଳବାର ଅପରାହ୍ନରେ…

ବନୀକରଣ ନାଁରେ ସରକାରୀ ପାଣ୍ଠି ଆତ୍ମସାତ; ୪ ବନ ଅଧିକାରୀ ଗିରଫ

ଭୁବନେଶ୍ୱର: ୨୦୨୩-୨୪ ବର୍ଷରେ ବନୀକରଣ ନାଁରେ ହୋଇଥିଲା ବଡ଼ ଦୁର୍ନୀତି । କଳାହାଣ୍ଡି ଜୟପାଟଣା ରେଞ୍ଜରେ ର୍ଦୁନୀତି ନେଇ ଭିଜିଲାନ୍ସ ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବନୀକରଣ ଦୁର୍ନୀତି ଅଭିଯୋଗରେ ୪ ବନ ଅଧିକାରୀ ଗିରଫ ହୋଇଛନ୍ତି। ପ୍ରାୟ ୮୦ ଲକ୍ଷ ଟଙ୍କା ସରକାରୀ…

ସିବିଏସଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡିଏଭି ପୋଖରୀପୁଟର ଶତ ପ୍ରତିଶତ ସଫଳତା

ଭୁବନେଶ୍ୱର: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ ଆନୁକୂଲ୍ୟରେ ପରିଚାଳିତ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡିଏଭି ପୋଖରୀପୁଟର ବିଦ୍ୟାର୍ଥୀ ଶତପ୍ରତିଶତ ସଫଳତା ହାସଲ କରିଛନ୍ତି। ବିଦ୍ୟାଳୟର ସାମଗ୍ରିକ ସଫଳତା ୮୭.୩୭ ପ୍ରତିଶତ ରହିଛି । ବିଦ୍ୟାଳୟର ମୋଟ ୧୯୫ ଛାତ୍ରଛାତ୍ରୀଙ୍କ ମଧ୍ୟରୁ…

ମୟୂରଭଞ୍ଜରରେ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ବିଶୋଇ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମୟୂରଭଞ୍ଜର ବିଶୋଇ ଠାରେ ଜିଲ୍ଲାର ବିଭିନ୍ନ ବ୍ଲକ ପାଇଁ ୪୨୦ କୋଟିରୁ ଉର୍ଦ୍ଧ୍ୱଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିସହିତ, ବିଶୋଇ ବ୍ଲକ ମୁଖ୍ୟାଳୟ ଠାରେ ଏକ ଯୁକ୍ତ ୨…