Latest Odisha News
Browsing Category

ଓଡିଶା

Odisha

ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି

ଭୁବନେଶ୍ୱର: ଦେଶରେ ଯୁଦ୍ଧ ଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରତିରକ୍ଷା ପ୍ରତିଷ୍ଠାନଗୁଡ଼ିକର ସୁରକ୍ଷା ନେଇ ଏବେ କଡା ପଦକ୍ଷେପ ନିଆଯାଉଛି। ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ତୀବ୍ର ରୂପ ନେଉଥିବାରୁ ଦେଶର ବିଭିନ୍ନ ସ୍ଥାନରେ ହାଇଆଲର୍ଟ ଜାରି କରାଯାଇଛି। ସ୍ଥଳପଥ, ଆକାଶପଥ ପରେ ଏବେ…

ବଢ଼ୁଛି ଉତ୍ତେଜନା: ପୁରୀ ଶ୍ରୀମନ୍ଦିରରେ ପୋଲିସ ଛାଉଣି 

ଭୁବନେଶ୍ୱର: ବଢ଼ିଚାଲିଛି ଭାରତ - ପାକିସ୍ତାନ ଉତ୍ତେଜନା। ଯୁଦ୍ଧ ଘୋଷଣା ହୋଇନଥିଲେ ବି ସ୍ଥିତି ପୁରା ଯୁଦ୍ଧର। ଲଗାତାର ପାକିସ୍ତାନ ପକ୍ଷରୁ ଆକ୍ରମଣ ଜାରି ରହିଥିବା ବେଳେ, ଏହାର ଜବାବ ଦେଇଚାଲିଛି ଭାରତ। ଏହାରି ଭିତରେ ଏବେ ଭାରତର ପ୍ରମୁଖ ସହର ଏବଂ ସ୍ଥାନ ଗୁଡିକରେ ହାଇ ଆଲର୍ଟ ଜାରି…

ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିର ବଢିଲା ସୁରକ୍ଷା

ଭୁବନେଶ୍ବର: ଦେଶରେ ଯୁଦ୍ଧ ଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରତିରକ୍ଷା ପ୍ରତିଷ୍ଠାନଗୁଡ଼ିକର ସୁରକ୍ଷା ନେଇ ଏବେ କଡା ପଦକ୍ଷେପ ନିଆଯାଉଛି। ଏହି ସମ୍ପର୍କରେ, ପୂର୍ବାଞ୍ଚଳ ରେଞ୍ଜର ଡେପୁଟି ଇନ୍ସପେକ୍ଟର ଜେନେରାଲ (ଡିଆଇଜି) ଡକ୍ଟର ସତ୍ୟଜିତ ନାୟକ ଏକ ଜରୁରୀକାଳୀନ ବୈଠକ ଡକାଇଛନ୍ତି।…

ଓଡିଶା ବଜାରରେ ହଠାତ୍ ସରୁଛି ସିନ୍ଦୁର ଷ୍ଟକ୍, ଜାଣନ୍ତୁ କାହିଁକି?

ଭୁବନେଶ୍ୱର: ପାକିସ୍ତାନରେ ଆତଙ୍କବାଦୀ ଆଡ୍ଡା ଉପରେ ଭାରତର କାର୍ଯ୍ୟାନୁଷ୍ଠାନ ପରେ, ରାଜଧାନୀ ଭୁବନେଶ୍ୱରରେ ସିନ୍ଦୁର ବିକ୍ରି ହଠାତ୍ ବୃଦ୍ଧି ପାଇଛି। ବୁଧବାର ସକାଳେ ଦୋକାନଗୁଡ଼ିକରେ ସିନ୍ଦୁର କିଣିବା ପାଇଁ ଲୋକଙ୍କ ଭିଡ଼ ଲାଗି ରହିଥିଲା। ଦୋକାନୀମାନେ କହିଛନ୍ତି ଯେ 'ଅପରେସନ୍ ସିନ୍ଦୂର'…

ସପ୍ତାହେ ଭିତରେ ଆରମ୍ଭ ହେବ ଧାନ କିଣା ପ୍ରକ୍ରିୟା: ଖାଉଟି କଲ୍ୟାଣ ମନ୍ତ୍ରୀ

ଭୁବନେଶ୍ୱର: ଗୋଟିଏ ସପ୍ତାହ ମଧ୍ୟରେ ଆରମ୍ଭ ହେବ ଧାନ କିଣା ପ୍ରକ୍ରିୟା। ଆଉ ସପ୍ତାହେ ମଧ୍ୟରେ ଓଡ଼ିଶାରେ ଧାନ ସଂଗ୍ରହ ଆରମ୍ଭ ହେବ ବୋଲି ଆଜି ଖାଦ୍ୟ ଯୋଗାଣକାରୀ, ଗ୍ରାହକ କଲ୍ୟାଣ ଏବଂ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ରବି ଫସଲ କ୍ରୟ ପାଇଁ…

ଭୁବନେଶ୍ବରରେ ହେବ ସାଇନ୍ସ ସିଟି

ଭୁବନେଶ୍ୱର: ଅହମ୍ମଦାବାଦ ଭଳି ସାଇନ୍ସ ସିଟି ଭୁବନେଶ୍ବରରେ ହେବ। ସବୁ ଜିଲ୍ଲାରେ ହେବ ସାଇନ୍ସ ପାର୍କ। ଓଡ଼ିଶା ସରକାର ଭୁବନେଶ୍ୱରରେ ଏକ ଅତ୍ୟାଧୁନିକ ସାଇନ୍ସ ସିଟି ପ୍ରତିଷ୍ଠା କରିବାକୁ ଘୋଷଣା କରିଛନ୍ତି। ଏହି ଯୋଜନାର ଲକ୍ଷ୍ୟ ବୈଜ୍ଞାନିକ ବିକାଶକୁ ପ୍ରୋତ୍ସାହିତ କରିବା ଏବଂ ୨୦୩୬…

ମା’ ତାରାତାରିଣୀ ପୀଠର ବିକାଶ ପାଇଁ ୬୮ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା

ଗଞ୍ଜାମ:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଗଞ୍ଜାମ ଜିଲ୍ଲା ଗସ୍ତରେ ଯାଇ ଗାଙ୍ଗଦହଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ସହିତ ପ୍ରସିଦ୍ଧ ତାରାତାରିଣୀ ପୀଠରେ ମା' ତାରାତାରିଣୀଙ୍କୁ ଦର୍ଶନ କରିଥିଲେ । ଏଥିସହ ସେ ଏହି ଅଂଚଳର…

୨.୩୬ କୋଟି ଟଙ୍କା ଅନଲାଇନ ଠକେଇ ମାମଲାରେ ୨ ଅଭିଯୁକ୍ତ ଗିରଫ

ଭୁବନେଶ୍ଵର: ରାଜ୍ୟ କ୍ରାଇମବ୍ରାଞ୍ଚ ଭିନ୍ନଭିନ୍ନ ୨ଟି ମାମଲାରେ ଅନଲାଇନ ପୁଞ୍ଜିନିବେଶ ଏବଂ ସେୟାର ବଜାରରେ ନିବେଶ କରି କୋଟିପତି ହେବାର ଆଶା ଦେଖାଇ ଜମାକାରୀଙ୍କୁ ଠକିଥିବା ୨ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ୨୦୨୩ ମସିହା ଅକ୍ଟୋବର ୪ରେ କଟକ ପୁରୀଘାଟ ଥାନା ଅଞ୍ଚଳରେ ରହୁଥିବା…

ଭାରତର ବୀର ଯବାନମାନଙ୍କୁ ସମର୍ଥନ ଜଣାଇ ପିସିସି ପକ୍ଷରୁ ରକ୍ତଦାନ ଶିବିର

ଭୁବନେଶ୍ବର:ଭାରତର ବୀର ସୈନିକମାନେ ଯେପରି ଅଦ୍ୟମ ସାହସ ଓ ପରାକାଷ୍ଠା ଦେଖାଇ ପାକିସ୍ଥାନ ଉପରେ ପ୍ରତିଶୋଧ ନେଇଛନ୍ତି ସେମାନଙ୍କୁ ଦୃଢ଼ ସମର୍ଥନ ଜଣାଇ ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭୁବନେଶ୍ୱର କଂଗ୍ରେସ ଭବନ ଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି । ଓଡ଼ିଶା ପ୍ରଦେଶ…

ଖୁବଶୀଘ୍ର ରାଜ୍ୟରେ ଆରମ୍ଭ ହେବ କୁଳପତି ଓ ପ୍ରଫେସର ନିଯୁକ୍ତି ପ୍ରକ୍ରିୟା

ଭୁବନେଶ୍ବର: ଖୁବଶୀଘ୍ର ରାଜ୍ୟରେ ଆରମ୍ଭ ହେବ କୁଳପତି ଓ ପ୍ରଫେସର ନିଯୁକ୍ତି ପ୍ରକ୍ରିୟା। ସୁପ୍ରିମକୋର୍ଟଙ୍କ ରାୟ ପରେ ବିଶ୍ୱ ବିଦ୍ୟାଳୟ ନିଯୁକ୍ତିରେ ଫିଟିଲା ବାଟ। ଆଇନଗତ ପ୍ରତିବନ୍ଧକ ହଟିବା ପରେ ପ୍ରତିକ୍ରିୟା ରଖି ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୂରଜ କହିଛନ୍ତି ଯେ ରାଜ୍ୟରେ…